Prime Minister's meeting with the Prime Minister of Bhutan

February 18th, 07:40 pm

Prime Minister met with Prime Minister of Bhutan His Excellency Tshering Tobgay who is visiting India to attend the India-AI Impact Summit 2026.

Prime Minister thanks World Leaders for their greetings on India’s 77th Republic Day

January 26th, 11:12 pm

The Prime Minister, Shri Narendra Modi, today thanked the World Leaders for their greetings and wishes on the 77th Republic Day of India.

ଗୌହାଟିରେ ଏକ ପାରମ୍ପରିକ ବୋଡୋ ସାଂସ୍କୃତିକ କାର୍ଯ୍ୟକ୍ରମ ବାଗୁରୁମ୍ବା ଦୋହୋ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।

January 17th, 06:30 pm

କଣ ଖବର ? ମାଘ ବିହୁ ଏବଂ ମାଘ ଦୋମାଶିର ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଆପଣମାନଙ୍କୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି।

ଆସାମର ଗୌହାଟୀଠାରେ ଆୟୋଜିତ ବାଗୁରୁମ୍ବା ଡାହୌ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 17th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୌହାଟିର ସରୁସଜାଇ ଷ୍ଟାଡିୟମରେ ବୋଡୋ ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରୁଥିବା ଐତିହାସିକ ସାଂସ୍କୃତିକ କାର୍ଯ୍ୟକ୍ରମ 'ବାଗୁରୁମ୍ବା ଡାହୌ'କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସାମର ସଂସ୍କୃତି ଏବଂ ବୋଡୋ ସମ୍ପ୍ରଦାୟର ପରମ୍ପରାକୁ ନିକଟରୁ ଦେଖିବା ତାଙ୍କ ସୌଭାଗ୍ୟର ବିଷୟ। କୌଣସି ପ୍ରଧାନମନ୍ତ୍ରୀ ତାଙ୍କ ପରି ଏତେ ଥର ଆସାମ ଗସ୍ତ କରିନାହାନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ, ଆସାମର କଳା ଏବଂ ସଂସ୍କୃତିକୁ ଏକ ବଡ଼ ମଞ୍ଚ ପ୍ରଦାନ ଏବଂ ମହାନ ଉତ୍ସବ ମାଧ୍ୟମରେ ଦେଶ ଏବଂ ବିଶ୍ୱରେ ସ୍ୱୀକୃତି ମିଳିବା ତାଙ୍କର ନିରନ୍ତର ଇଚ୍ଛା ରହିଆସିଛି। ବୃହତ୍ ବିହୁ ଉତ୍ସବ, ଜୁମୈର ବିନୋଦିନୀ ପ୍ରକାଶନ, ଦେଢ଼ ବର୍ଷ ପୂର୍ବେ ନୂଆଦିଲ୍ଲୀରେ ଆୟୋଜିତ ମେଗା ବୋଡୋ ମହୋତ୍ସବ ଏବଂ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦାହରଣ ଦେଇ ସେ କହିଥିଲେ ଯେ ଏ ନେଇ ନିରନ୍ତର ଉଦ୍ୟମ କରାଯାଉଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେ ଆସାମର କଳା ଏବଂ ସଂସ୍କୃତିର ଅନନ୍ୟ ଆନନ୍ଦ ଅନୁଭବ କରିବାର କୌଣସି ସୁଯୋଗକୁ କେବେ ହାତଛଡ଼ା କରନ୍ତି ନାହିଁ। ସେ କହିଥିଲେ ଯେ ପୁଣି ଥରେ ବାଗୁରୁମ୍ବା ମହୋତ୍ସବ ଆୟୋଜନ କରାଯାଉଛି, ଏହାକୁ ବୋଡୋ ପରିଚୟର ଏକ ଚମତ୍କାର ଉତ୍ସବ ଏବଂ ଆସାମର ଐତିହ୍ୟକୁ ଏକ ଶ୍ରଦ୍ଧାଞ୍ଜଳି ଭାବରେ ବର୍ଣ୍ଣନା କରାଯାଉଛି। ଶ୍ରୀ ମୋଦୀ ଏହି କାର୍ଯ୍ୟକ୍ରମ ସହିତ ଜଡିତ ସମସ୍ତଙ୍କୁ, ବିଶେଷକରି କଳାକାରମାନଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।

Joint Press Release on the State Visit to Bhutan by Prime Minister of India

November 12th, 10:00 am

At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.

ପ୍ରଧାନମନ୍ତ୍ରୀ ଭୂଟାନର ଚତୁର୍ଥ ରାଜାଙ୍କୁ ସାକ୍ଷାତ ସହ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ଅଂଶଗ୍ରହଣ କଲେ

November 12th, 09:54 am

ଥିମ୍ପୁଠାରେ ଚାଲିଥିବା ବିଶ୍ୱ ଶାନ୍ତି ପ୍ରାର୍ଥନା ମହୋତ୍ସବର ଅଂଶବିଶେଷ ସ୍ୱରୂପ ଚାଙ୍ଗ୍ଲିମିଥାଙ୍ଗ ଷ୍ଟାଡିୟମରେ ଆୟୋଜିତ କାଳଚକ୍ର ଦୀକ୍ଷା ସମାରୋହରେ ପ୍ରଧାନମନ୍ତ୍ରୀ, ମହାମହିମ, ଭୂଟାନର ରାଜା, ମହାମହିମ ଭୁଟାନର ଚତୁର୍ଥ ରାଜା ଏବଂ ଭୂଟାନର ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେଇଥିଲେ। ଏହି ପ୍ରାର୍ଥନାର ଅଧ୍ୟକ୍ଷତା କରିଥିଲେ ଭୂଟାନର ମୁଖ୍ୟ ମହାମହିମ ଜେ ଖେନପୋ।

ଭୂଟାନର ରାଜାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

November 11th, 06:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଥିମ୍ପୁଠାରେ ଭୂଟାନର ମହାମହିମ ରାଜା ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ ସ୍ୱାଗତ କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୁଇ ନେତା ମତ ବିନିମୟ କରିଥିଲେ। ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଦିଲ୍ଲୀ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ମହାମାନ୍ୟ ସମବେଦନା ଜଣାଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ଭୂଟାନ ଗସ୍ତର ଫଳାଫଳ

November 11th, 06:10 pm

ଏହି ଏମଓୟୁ ଅକ୍ଷୟ ଶକ୍ତି କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସଂସ୍ଥାଗତ କରିବା ପାଇଁ ଉଦ୍ଦିଷ୍ଟ ଏବଂ ଏହାର ଉଦ୍ଦେଶ୍ୟ ହେଉଛି ସୌର ଶକ୍ତି, ପବନ ଶକ୍ତି, ବାୟୋମାସ, ଶକ୍ତି ସଂରକ୍ଷଣ, ସବୁଜ ହାଇଡ୍ରୋଜେନ ଏବଂ ଏହି କ୍ଷେତ୍ରରେ କ୍ଷମତା ନିର୍ମାଣ ଭଳି କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା।

ଦିଲ୍ଲୀ ଘଟଣା ପରେ ଭୂଟାନର ଏକତା ପ୍ରଦର୍ଶନ ପାଇଁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 11th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୂଟାନର ମହାମହିମ ରାଜା ଚତୁର୍ଥଙ୍କ ୭୦ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭୁଟାନର ଜନସାଧାରଣଙ୍କ ପ୍ରତି ହୃଦୟରୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି। ଦିଲ୍ଲୀରେ ଘଟିଥିବା ଦୁଃଖଦ ଘଟଣା ପରେ ଭୂଟାନର ଲୋକମାନେ ପୀଡ଼ିତ ଏବଂ ସେମାନଙ୍କ ପରିବାର ପାଇଁ ଏକ ଅନନ୍ୟ ପ୍ରାର୍ଥନା କରିଥିଲେ। ପ୍ରଧାନମନ୍ତ୍ରୀ କରୁଣା ଏବଂ ଏକତାର ଏହି ଗଭୀର କାର୍ଯ୍ୟକୁ ସ୍ୱୀକାର କରି କହିଛନ୍ତି, ମୁଁ ଏହି ପଦକ୍ଷେପକୁ କେବେବି ଭୁଲିବି ନାହିଁ ।

ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 11th, 12:00 pm

କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।

ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

November 11th, 11:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।

PM Modi arrives in Bhutan for a two-day state visit

November 11th, 10:42 am

PM Modi arrived in Bhutan a short while ago. His two-day visit seeks to strengthen the special ties of friendship and cooperation between the two countries. The PM was given a warm welcome by Prime Minister of Bhutan Mr. Tshering Tobgay at the airport.

ଭୂଟାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

November 11th, 07:28 am

ମୁଁ ୧୧-୧୨ ନଭେମ୍ବର ୨୦୨୫ରେ ଭୁଟାନ ଗସ୍ତ କରିବି।

ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ ଶ୍ରଦ୍ଧାପୂର୍ବକ ସ୍ୱାଗତ କରିଥିବାରୁ ଭୂଟାନ ଜନସାଧାରଣ ଏବଂ ନେତୃତ୍ୱକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

November 09th, 03:43 pm

ଭାରତରୁ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ ଶ୍ରଦ୍ଧାପୂର୍ବକ ସ୍ୱାଗତ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୂଟାନର ଜନସାଧାରଣ ଏବଂ ନେତୃତ୍ୱକୁ ହୃଦୟରୁ ପ୍ରଶଂସା କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଏହି ଅବଶେଷ ଶାନ୍ତି, କରୁଣା ଏବଂ ସୌହାର୍ଦ୍ଦ୍ୟର ଚିରନ୍ତନ ବାର୍ତ୍ତାର ପ୍ରତୀକ। ଭଗବାନ ବୁଦ୍ଧଙ୍କ ଶିକ୍ଷା ଆମ ଦୁଇ ରାଷ୍ଟ୍ରର ସହଭାଗୀ ଆଧ୍ୟାତ୍ମିକ ଐତିହ୍ୟ ମଧ୍ୟରେ ଏକ ପବିତ୍ର ସଂଯୋଗ,’’ ବୋଲି ଶ୍ରୀ ମୋଦୀ କହିଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ

November 09th, 09:59 am

ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ 11-12 ନଭେମ୍ବର 2025 ପର୍ଯ୍ୟନ୍ତ ଭୁଟାନ ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଭୁଟାନର ରାଜା ମହାମହିମ ଜିଗ୍ମେ ଖେସର ନାମଗ୍ୟାଲ ୱାଙ୍ଗଚୁକ୍ ଏବଂ ଭୁଟାନର ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟୋବଗେଙ୍କୁ ଭେଟିବେ। ଭୁଟାନର ଚତୁର୍ଥ ରାଜା ମହାମହିମ ଜିଗ୍ମେ ସିଙ୍ଗେ ୱାଙ୍ଗଚୁକଙ୍କ 70ତମ ଜନ୍ମ ବାର୍ଷିକୀ ଉତ୍ସବ ଏବଂ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗଦେବେ।

ଭୁଟାନ ପ୍ରଧାନମନ୍ତ୍ରୀଙ୍କ ଶ୍ରୀରାମ ଜନ୍ମଭୂମି ମନ୍ଦିର ପରିଦର୍ଶନକୁ, ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

September 06th, 08:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ଭୁଟାନର ପ୍ରଧାନମନ୍ତ୍ରୀ ଶ୍ରୀ ଶେରିଙ୍ଗ୍ ତୋବଗେ ଏବଂ ତାଙ୍କ ପତ୍ନୀଙ୍କୁ ପ୍ରାର୍ଥନା କରୁଥିବାରୁ ଦେଖି ଖୁସି ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ପ୍ରଭୁ ଶ୍ରୀ ରାମଙ୍କ ଆଦର୍ଶ ବିଶ୍ୱର ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଏବଂ ପ୍ରେରଣା ଦିଏ” ।

୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 07:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

We are moving towards an India where energy is cheap, clean and easily available: PM Modi in Alipurduar, West Bengal

May 29th, 01:30 pm

PM Modi laid the foundation stone of the City Gas Distribution project in Alipurduar, West Bengal. “As India moves towards becoming a developed nation, Bengal’s participation is both expected and essential”, emphasised the PM, highlighting the Central government's continuous efforts to accelerate infrastructure, innovation, and investment in the region. He praised West Bengal as a major center of India's culture, knowledge, and scientific advancements.

ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ୧୦୧୦ କୋଟିରୁ ଅଧିକ ମୂଲ୍ୟର ସହରାଞ୍ଚଳ ଗ୍ୟାସ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 29th, 01:20 pm

ସହରାଞ୍ଚଳ ଗ୍ୟାସ ଯୋଗାଣ (ସିଜିଡି) ନେଟୱାର୍କକୁ ସମ୍ପ୍ରସାରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ସିଜିଡି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ଭୁଟାନର ପିଏମ୍‌ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

April 04th, 01:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥାଇଲାଣ୍ଡର ବ୍ୟାଙ୍କକରେ ଷଷ୍ଠ ବିମ୍‌ଷ୍ଟେକ୍ ଶିଖର ସମ୍ମିଳନୀ ଅବସରରେ ଭୁଟାନର ପ୍ରଧାନମନ୍ତ୍ରୀ ଶ୍ରୀ ଶେରିଂ ଟୋବ୍‌ଗେଙ୍କୁ ସାକ୍ଷାତ କରିଛନ୍ତି ।