Prime Minister pays tributes to Shri Biju Patnaik Ji on his birth anniversary
March 05th, 11:42 am
The Prime Minister, Shri Narendra Modi paid tributes to former Chief Minister of Odisha, Shri Biju Patnaik on his birth anniversary and remembered him for his passion towards furthering the progress of Odisha.ଜୟନ୍ତୀ ଅବସରରେ ବିଜୁ ପଟ୍ଟନାୟକଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
March 05th, 09:51 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ମନେ ପକାଇଛନ୍ତି । ସେ ଓଡ଼ିଶାର ବିକାଶ ତଥା ଜନସାଧାରଣଙ୍କ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନକୁ ସ୍ମରଣ କରିଛନ୍ତି ।ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
March 05th, 09:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଶ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ
March 05th, 09:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
March 05th, 11:48 am
ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।