ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତୋଳକ ବିନ୍ଦ୍ୟାରାଣୀ ଦେବୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

July 31st, 08:11 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ରୌପ୍ୟ ପଦକ ବିଜେତା ଭାରୋତ୍ତଳକ ବିନ୍ଦ୍ୟାରାଣୀ ଦେବୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।