Australia-India Partnership on Cyber, Critical Technologies and Supply Chains (PACTS)
July 09th, 11:04 am
PM Modi and Australian Prime Minister Anthony Albanese launched the Australia-India Partnership on Cyber, Critical Technologies and Supply Chains (PACTS), paving the way for closer cooperation in cybersecurity, critical technologies, resilient supply chains, digital resilience and defence research collaborationଭାରତ-ଜାପାନ ବିଜନେସ୍ ଫୋରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 02nd, 03:35 pm
କିଛି ସମୟ ପୂର୍ବରୁ, ଆମେ ହରିୟାଣାର ଖରଖୋଦାରେ ମାରୁତି ସୁଜୁକିର ନୂତନ ମାନୁଫାକ୍ଚରିଂ ପ୍ଲାଣ୍ଟର ଉଦ୍ଘାଟନ କରିଥିଲୁ । ଆଜି, ବିଶ୍ୱବ୍ୟାପୀ ସୁଜୁକିର ପ୍ରାୟ ଦୁଇ-ତୃତୀୟାଂଶ କାର ଭାରତରେ ତିଆରି ହେଉଛି ଏବଂ ୧୦୦ରୁ ଅଧିକ ଦେଶକୁ ରପ୍ତାନି କରାଯାଉଛି ।The aspirations, skills and potential of our youth shape the path to a Viksit Bharat: PM Modi at VBRY programme
June 19th, 05:15 pm
Addressing beneficiaries, industry representatives and stakeholders of the PM Viksit Bharat Rozgar Yojana, PM Modi disbursed incentives worth around ₹2,400 crore and highlighted the government's commitment to empowering India's youth and boosting employment generation. He described PM-VBRY as a bridge between youth and industry, noting that the scheme has supported the creation of 15 lakh jobs and brought nearly 70 lakh first-time employees under social security.ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
June 19th, 05:00 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।Bharat Innovates is becoming a bridge between Indian talent and European capital: PM Modi in Nice, France
June 14th, 04:36 pm
PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 14th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍-ଟେକ୍ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet
April 16th, 11:55 am
In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.ପ୍ରଥମ ଭୋଟ୍ ଠାରୁ ଆରମ୍ଭ କରି ଷ୍ଟାର୍ଟଅପ୍ ଇଣ୍ଡିଆ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତ୍ ରେ ଭାରତର ଯୁବକମାନଙ୍କୁ ପ୍ରଶଂସା କରିଛନ୍ତି
January 25th, 11:30 am
ଜାତୀୟ ଭୋଟର ଦିବସରେ ଚଳିତ ବର୍ଷର ପ୍ରଥମ ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ମତଦାନର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ନିର୍ବାଚନ ପ୍ରକ୍ରିୟାରେ ଜଡିତ ସମସ୍ତଙ୍କୁ ପ୍ରଶଂସା କରିଥିଲେ । ଷ୍ଟାର୍ଟଅପ୍, ଜଳ ସଂରକ୍ଷଣ, ଗୁଣବତ୍ତା, ସଂସ୍କୃତି ଓ ପର୍ବପର୍ବାଣୀ ଏବଂ ସ୍ୱଚ୍ଛତା ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ, ଯେଉଁଥିରେ ବିଶ୍ୱର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନେ ଅଂଶଗ୍ରହଣ କରିବେ ।୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 22nd, 02:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।