ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 23rd, 10:10 pm
ମୁଁ ୱାର୍ଲ୍ଡ ଲିଡର୍ସ ଫୋରମକୁ ଆସିଥିବା ସମସ୍ତ ଅତିଥିଙ୍କୁ ଅଭିନନ୍ଦନ କରୁଛି । ଏହା ଫୋରମର ଉଚିତ ସମୟ, ତେଣୁ ଆପଣମାନଙ୍କୁ ପ୍ରଶଂସା କରୁଛି । ଏହି ଗତ ସପ୍ତାହରେ ମୁଁ ଲାଲକିଲ୍ଲାରୁ ପରବର୍ତ୍ତୀ ପିଢ଼ି ସଂସ୍କାର ବିଷୟ କହିଥିଲି, ଏବେ ଏହି ଫୋରମ ସେହି ଉଚ୍ଛ୍ୱାସକୁ ବହୁମୁଖୀ ଭୂମିକାରେ କାର୍ଯ୍ୟକାରୀ କରୁଛି ।ନୂଆଦିଲ୍ଲୀରେ ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 23rd, 05:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ ଦେଇଥିବା ସମ୍ମାନିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଏକ ପ୍ରକୃଷ୍ଟ ସମୟରେ ଏହି ଫୋରମର ଆୟୋଜନ ହୋଇଥିବା ପ୍ରକାଶ କରି ଶ୍ରୀ ମୋଦୀ ଏହାର ଆୟୋଜକମାନଙ୍କୁ ପ୍ରସଂଶା କରିଥିଲେ । ସେ କହିଥିଲେ ଯେ ଗତ ସପ୍ତାହରେ ସେ ଲାଲକିଲ୍ଲାରୁ ପରବର୍ତ୍ତି ପିଢିର ସଂସ୍କାର କଥା କହିଥିଲେ ଓ ଏହି ଫୋରମ ଉକ୍ତ ଚିନ୍ତାଧାରାର ଶକ୍ତିକୁ ବହୁଗୁଣିତ କରିବା ଲାଗି କାମ କରୁଛି ।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ବାୟୋଟେକ୍ନୋଲୋଜିରେ ଅତ୍ୟାଧୁନିକ ଗବେଷଣା ଓ ବିକାଶକୁ ସମର୍ଥନ ଦେବା ପାଇଁ 'ବାୟୋ-ରାଇଡ୍' ଯୋଜନାକୁ କ୍ୟାବିନେଟର ଅନୁମୋଦନ
September 18th, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ବାୟୋଟେକ୍ନୋଲୋଜି ବିଭାଗ (ଡିବିଟି)ର ଦୁଇଟି ପ୍ରମୁଖ ଯୋଜନାକୁ ବାୟୋମ୍ୟାନୁଫାକ୍ଚରିଂ ଏବଂ ବାୟୋଫାଉଣ୍ଡରୀ ନାମକ ଏକ ନୂତନ ଉପାଦାନ ସହିତ 'ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଇନୋଭେସନ ଆଣ୍ଡ ଏଣ୍ଟରପ୍ରେନରସିପ୍ ଡେଭଲପମେଣ୍ଟ (ବାୟୋ-ରାଇଡ୍)' ଭାବେ ମିଶ୍ରଣ କରିବାକୁ ମଞ୍ଜୁରି ମିଳିଛି।ନୂଆଦିଲ୍ଲୀର ପ୍ରଗତି ମୈଦାନ ଠାରେ ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨ଠ୨୨ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 09th, 11:01 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସମସ୍ତ ସହଯୋଗୀ, ବାୟୋଟେକ କ୍ଷେତ୍ର ସହିତ ଜଡ଼ିତ ସମସ୍ତ ମହାନୁଭବ, ଦେଶ ବିଦେଶରୁ ଆସିଥିବା ଅତିଥିଗଣ, ବିଶେଷଜ୍ଞ, ନିବେଶକ, ଏମଏସଏମଇ ଏବଂ ଷ୍ଟାର୍ଟଅପ୍ସ ସହିତ ଉଦ୍ୟୋଗର ସମସ୍ତ ବନ୍ଧୁ, ମହିଳାମାନେ ଏବଂ ଭଦ୍ର ବ୍ୟକ୍ତିମାନେ!ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବାୟୋଟେକ ଷ୍ଟାର୍ଟଅପ ଏକ୍ସପୋ-୨୦୨୨ ଉଦଘାଟିତ
June 09th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଗତି ମୈଦାନ ଠାରେ ବାୟୋଟେକ୍ ଷ୍ଟାର୍ଟଅପ ଏକ୍ସେପୋ-୨୦୨୨ ଉଦଘାଟନ କରିଛନ୍ତି । ସେ ମଧ୍ୟ ବାୟୋଟେକ ଦ୍ରବ୍ୟ ଇ-ପୋର୍ଟାଲର ଆରମ୍ଭ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପୀୟୂଷ ଗୋଏଲ, ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡକ୍ଟର ଜିତେନ୍ଦ୍ର ସିଂହ, ବାୟୋଟେକ କ୍ଷେତ୍ରର ଅଂଶୀଦାର, ବିଶେଷଜ୍ଞ, ପୁଞ୍ଜି ଲଗାଣକାରୀ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।ଜୁନ୍ ୯ ତାରିଖରେ ପ୍ରଗତି ମଇଦାନରେ ବାୟୋଟେକ୍ ଷ୍ଟାର୍ଟଅପ୍ ଏକ୍ସପୋ - ୨୦୨୨ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
June 07th, 06:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁନ୍ ଦିନ ପୂର୍ବାହ୍ନ ୧୦:୩୦ ରେ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ବାୟୋଟେକ୍ ଷ୍ଟାର୍ଟଅପ୍ ଏକ୍ସପୋ - ୨୦୨୨ ର ଉଦଘାଟନ କରିବେ । ଏହି ଅବସରରେ ତାଙ୍କର ସମ୍ବୋଧନ ପରେ ପରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।