Prime Minister pays homage to Thiru K. Kamaraj Ji on his birth anniversary

July 15th, 12:20 pm

Prime Minister Shri Narendra Modi today, paid homage to Thiru K. Kamaraj Ji on his birth anniversary, remembering him as a stalwart of India's freedom movement and an exceptional public figure who dedicated his life to nation-building. Shri Modi said that Thiru K. Kamaraj Ji's unwavering commitment to education, inclusive development and the welfare of the underprivileged continues to inspire generations.

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 06th, 06:47 pm

କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଅମିତ ଶାହ ଭାଇ , ଗଜେନ୍ଦ୍ର ସିଂହ ଶେଖାୱତ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ବରିଷ୍ଠ ବିଜେପି ସଦସ୍ୟ ଏବଂ ଆମ ଭଳି ଲକ୍ଷ-ଲକ୍ଷ କର୍ମୀଙ୍କ ପ୍ରେରଣା, ଶ୍ରୀ ମାଖନଲାଲ ଜୀ, ବିଜେପି ରାଜ୍ୟ ସଭାପତି ଶାଁମୀକ ଭଟ୍ଟାଚାର୍ଯ୍ୟ, ମାନ୍ୟବର ଜନପ୍ରତିନିଧିଗଣ, ସମ୍ମାନିତ ଅତିଥି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

July 06th, 06:17 pm

ନୂଆଦିଲ୍ଲୀ: ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆଜି ଆୟୋଜିତ ସମାବେଶକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ଭ୍ରମଣ ସୂଚୀ ହେତୁ ନିଜର ଶାରୀରିକ ଅନୁପସ୍ଥିତି ସମ୍ପର୍କରେ ସୂଚନା ଦେଇ ସେ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଭୌଗୋଳିକ ଦୂରତାକୁ ଦୂର କରିବାରେ ଡିଜିଟାଲ୍ ସଂଯୋଗୀକରଣର ଅଦ୍ଭୁତ ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଯୁକ୍ତିବିଦ୍ୟାର ସହାୟତାରେ, ମୁଁ ଏହି ଐତିହାସିକ କାର୍ଯ୍ୟକ୍ରମରେ ଆପଣମାନଙ୍କ ସହ ଜଡ଼ିତ ହେଉଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।

ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

July 06th, 12:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ଏକତା, ମର୍ଯ୍ୟାଦା ଏବଂ ପ୍ରଗତି ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଜଣେ ବିଶିଷ୍ଟ ରାଷ୍ଟ୍ର ନିର୍ମାତା, ବିଶିଷ୍ଟ ଶିକ୍ଷାବିତ୍ ଏବଂ ଦୂରଦୃଷ୍ଟିସମ୍ପନ୍ନ ନେତା ଭାବେ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ସ୍ମରଣ କରି ଆଜି ତାଙ୍କ ୧୨୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Prime Minister pays tribute to Shri Ram Vilas Paswan ji

July 05th, 12:09 pm

The Prime Minister, Shri Narendra Modi, paid tributes to former Union Minister Shri Ram Vilas Paswan ji on his birth anniversary today.He made significant contributions to the upliftment of society's deprived and weaker sections. He will always be remembered for his dedication to public service and national service, Shri Modi remarked.

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

June 28th, 10:38 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ପି. ଭି. ନରସିଂହ ରାଓ ଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ପି. ଭି. ନରସିଂହ ରାଓ ଜୀ ଆମ ଦେଶର ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ ଭାରତର ପ୍ରଗତିରେ ସ୍ଥାୟୀ ଯୋଗଦାନ ଦେଇଥିଲେ।

ରାଜର୍ଷି ଛତ୍ରପତି ଶାହୁ ଜୀ ମହାରାଜଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 26th, 12:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜର୍ଷି ଛତ୍ରପତି ଶାହୁ ଜୀ ମହାରାଜଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ତାଙ୍କ ଜୀବନକୁ ବଞ୍ଚିତ, ଶୋଷିତ ଏବଂ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ଉତ୍ସର୍ଗ କରିଥିଲେ। ତାଙ୍କର ମହାନ କାର୍ଯ୍ୟ ଏବଂ ଆଦର୍ଶ ଆଗାମୀ ଯୁଗ ଯୁଗ ଧରି ଦେଶକୁ ମାର୍ଗଦର୍ଶନ ଜାରି ରଖିବ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ।

Prime Minister pays tribute to Lokmata Ahilyabai Holkar on her birth anniversary

May 31st, 11:15 am

The Prime Minister, Shri Narendra Modi has paid tributes to Lokmata Ahilyabai Holkar on her birth anniversary.

ଏନ୍. ଟି. ଆର୍. ଗାରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

May 28th, 09:56 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନ୍. ଟି. ଆର୍. ଗାରୁଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

April 26th, 11:30 am

ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha

April 17th, 11:10 am

Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.

ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 17th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।

Prime Minister pays tributes to former Prime Minister Chandra Shekhar on his birth anniversary

April 17th, 08:53 am

The Prime Minister, Shri Narendra Modi has paid tributes to former Prime Minister, Shri Chandra Shekhar on his birth anniversary.

Prime Minister pays tributes to Dr. B.R. Ambedkar on his birth anniversary

April 14th, 09:14 am

The Prime Minister, Narendra Modi, paid heartfelt tributes to Dr. B. R. Ambedkar on his birth anniversary.

Prime Minister pays homage to Mahatma Phule in Parliament Complex

April 11th, 11:48 am

On the occasion of the birth anniversary of Mahatma Jyotirao Phule, PM Modi paid homage to him. The PM said that Mahatma Phule’s ideals continue to give strength and hope to countless people.

ବାବୁ ଜଗଜୀବନ ରାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

April 05th, 09:05 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ଉପ-ପ୍ରଧାନମନ୍ତ୍ରୀ ବାବୁ ଜଗଜୀବନ ରାମଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସଂସ୍କୃତ ସୁଭାଷିତମ୍ ସେୟାର କରି ଶ୍ରଦ୍ଧେୟ ଡ. ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ

April 01st, 10:37 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧେୟ ଡକ୍ଟର ଶ୍ରୀ ଶିବକୁମାର ସ୍ୱାମୀଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷା, ସାମାଜିକ କଲ୍ୟାଣ ଏବଂ ଆଧ୍ୟାତ୍ମିକତା କ୍ଷେତ୍ରରେ ତାଙ୍କର ଅତୁଳନୀୟ ଅବଦାନ ଦେଶର ପ୍ରତ୍ୟେକ ପିଢ଼ିକୁ ନିଃସ୍ୱାର୍ଥପର ସେବା ଦିଗରେ ପ୍ରେରଣା ଯୋଗାଇବ।

Prime Minister pays tribute to Dr. Ram Manohar Lohia on his birth anniversary

March 23rd, 08:01 am

Prime Minister Shri Narendra Modi today paid rich tributes to the legendary socialist leader and thinker, Dr. Ram Manohar Lohia, on the occasion of his birth anniversary.

Prime Minister pays tributes to Shri Biju Patnaik Ji on his birth anniversary

March 05th, 11:42 am

The Prime Minister, Shri Narendra Modi paid tributes to former Chief Minister of Odisha, Shri Biju Patnaik on his birth anniversary and remembered him for his passion towards furthering the progress of Odisha.

Prime Minister pays tributes to former CM of Tamil Nadu, J. Jayalalithaa ji

February 24th, 09:33 am

On the birth anniversary of former Tamil Nadu CM J. Jayalalithaa, PM Modi paid rich tributes to her and lauded her as an outstanding administrator. He noted that Jayalalithaa ji championed welfare-driven governance with a steadfast focus on women’s empowerment, social justice and inclusive development. The PM also shared what he had said about her in this month’s #MannKiBaat programme.