ଥିରୁ ରଜନୀକାନ୍ତ ଜୀଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 12th, 08:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଥିରୁ ରଜନୀକାନ୍ତ ଜୀଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।Prime Minister visits Shri LK Advani ji on his birthday
November 08th, 08:23 pm
The Prime Minister, Shri Narendra Modi went to Shri LK Advani Ji's residence and greeted him on the occasion of his birthday, today. Shri Modi stated that Shri LK Advani Ji’s service to our nation is monumental and greatly motivates us all.ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
October 21st, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇସ୍ରାଏଲର ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଦୁଇ ରାଷ୍ଟ୍ର ମଧ୍ୟରେ ସ୍ଥାୟୀ ବନ୍ଧୁତାକୁ ପୁନଃ ଦୋହରାଇବା ସହ ହୃଦୟସ୍ପର୍ଶୀ ଦୀପାବଳି ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି ।ଗ୍ରୀସ ପ୍ରଧାନମନ୍ତ୍ରୀଙ୍କ ଠାରୁ ଟେଲିଫୋନ କଲ୍ ପାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 19th, 02:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହେଲେନିକ ରିପବ୍ଲିକର ପ୍ରଧାନମନ୍ତ୍ରୀ ମହାମାନ୍ୟ କିରିଆକୋସ ମିତସୋତାକିସଙ୍କ ଠାରୁ ଫୋନ କଲ୍ ପାଇଛନ୍ତି ।ଜନ୍ମଦିନରେ ଶୁଭେଚ୍ଛା ଓ ଆଶୀର୍ବାଦ ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
September 17th, 08:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୭୫ତମ ଜନ୍ମଦିନରେ ଦେଶବ୍ୟାପୀ ଓ ବିଦେଶରୁ ଅସଂଖ୍ୟ ଶୁଭକାମନା ବାର୍ତ୍ତା, ଆଶୀର୍ବାଦ ଏବଂ ସ୍ନେହ ପାଇଁ ଜନଶକ୍ତିକୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି କି ଏହି ସ୍ନେହ ତାଙ୍କୁ ସଶକ୍ତ ବନାଇବା ସହ ପ୍ରେରଣା ଦେଉଛି ।President Putin conveys warm wishes on Prime Minister’s birthday
September 17th, 07:14 pm
Prime Minister Shri Narendra Modi received a telephone call today from the President of the Russian Federation, H.E. Mr. Vladimir Putin.President of the European Commission Ursula von der Leyen conveys warm birthday greetings to Prime Minister Modi
September 17th, 07:09 pm
Prime Minister Shri Narendra Modi received a telephone call from the President of the European Commission H.E. Ursula von der Leyen today.PM Modi expresses gratitude to world leaders for birthday wishes
September 17th, 03:03 pm
The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.ଜନ୍ମଦିନ ଶୁଭେଚ୍ଛା ପାଇଁ ଓମ୍ ବିର୍ଲାଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 17th, 09:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ସ୍ନେହ ଦେଶର ସେବା ଜାରି ରଖିବାକୁ ପ୍ରେରଣା ଦେଉଛି”ଜନ୍ମଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୭୫ତମ ଜନ୍ମ ଦିନରେ ଫୋନ କଲ୍ ଓ ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଭଳି, ମୁଁ ମଧ୍ୟ ଭାରତ-ଆମେରିକା ମଧ୍ୟରେ ବ୍ୟାପକ ଓ ସହଭାଗିତାକୁ ନୂତନ ଶୀର୍ଷକୁ ନେବା ଇଚ୍ଛୁକ । ୟୁକ୍ରେନ ଯୁଦ୍ଧର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ଆପଣଙ୍କ ପଦକ୍ଷେପକୁ ଆମେ ସମର୍ଥନ କରୁଛୁ ।”ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଟ୍ରମ୍ପ
September 16th, 10:13 pm
ଆମେରିକାର ରାଷ୍ଟ୍ରପତି ଶ୍ରୀ ଡୋନାଲ୍ଡ ଜେ. ଟ୍ରମ୍ପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ କଲ କରିଥିଲେ ।ପରମପୂଜ୍ୟ ଦଲାଇ ଲାମାଙ୍କୁ ୯୦ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 06th, 08:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରମପୂଜ୍ୟ ଦଲାଇ ଲାମାଙ୍କୁ୯୦ତମ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀମୋଦୀ କହିଛନ୍ତି ଯେ, ପରମପୂଜ୍ୟ ଦଲାଇ ଲାମା ପ୍ରେମ, କରୁଣା, ଧର୍ଯ୍ୟ ଏବଂ ନୈତିକ ଶୃଙ୍ଖଳାର ସ୍ଥାୟୀ ପ୍ରତୀକ । ତାଙ୍କର ବାର୍ତ୍ତା ସମସ୍ତଧର୍ମର ଲୋକମାନଙ୍କ ମଧ୍ୟରେ ସମ୍ମାନ ଏବଂ ପ୍ରଶଂସାର ଭାବନା ସୃଷ୍ଟି କରିଛି ।ଜନ୍ମ ଦିନରେ ଏଲ କେ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 08th, 08:50 pm
ଶ୍ରୀ ଏଲ କେ ଆଡଭାନୀଙ୍କୁ ଆଜି ତାଙ୍କ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ଏଲ କେ ଆଡଭାନୀଙ୍କୁ ପ୍ରଧାନମନ୍ତ୍ରୀ ଦେଶର ସର୍ବାଧିକ ପ୍ରଶଂସନୀୟ ରାଷ୍ଟ୍ରନେତା ଭାବେ ଦର୍ଶାଇବା ସହ ସେ ଭାରତର ବିକାଶକୁ ଆଗେଇ ନେବା ପାଇଁ ନିଜକୁ ଉତ୍ସର୍ଗ କରିଥିବା କହିଛନ୍ତି ।PM Modi expresses gratitude to world leaders for birthday wishes
September 17th, 10:53 pm
The Prime Minister Shri Narendra Modi expressed his gratitude to the world leaders for birthday wishes today.ଜନ୍ମ ଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
September 17th, 08:59 pm
ଜନ୍ମ ଦିନ ଶୁଭେଚ୍ଛା ଜଣାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଛନ୍ତି।୮୯ତମ ଜନ୍ମଦିବସରେ ଦଲାଇ ଲାମାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 06th, 09:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧେୟ ଦଲାଇ ଲାମାଙ୍କୁ ତାଙ୍କର ୮୯ତମ ଜନ୍ମଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ ଆଣ୍ଠୁ ଅସ୍ତ୍ରୋପଚାରରୁ ଦଲାଇ ଲାମାଙ୍କର ଶୀଘ୍ର ଆରୋଗ୍ୟ କାମନା କରିଥିଲେ । ଦଲାଇ ଲାମାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘ ଜୀବନ ପାଇଁ ପ୍ରାର୍ଥନା କରିଥିଲେ ।କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କୁ ତାଙ୍କ ୧୦୦ତମ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 20th, 10:51 pm
କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କୁ ତାଙ୍କ୧୦୦ତମ ଜନ୍ମଦିନରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଧନ୍ୟବାଦ ଦେଇଛନ୍ତି
September 17th, 10:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଥିବା ପ୍ରତ୍ୟେକଙ୍କୁ ଧନ୍ୟବାଦ ଦେଇଛନ୍ତି । ସମଗ୍ର ଭାରତ ଏବଂ ବିଶ୍ୱରୁ ଆସିଥିବା ଶୁଭେଚ୍ଛା ବାର୍ତ୍ତା ତାଙ୍କୁ ଗଭୀର ଭାବେ ପ୍ରଭାବିତ କରିଛି ।ଜନ୍ମଦିନ ଶୁଭେଚ୍ଛା ନିମନ୍ତେ ରାଷ୍ଟ୍ରପତି, ଉପ ରାଷ୍ଟ୍ରପତି ଓ ବିଶ୍ୱର ଅନ୍ୟ ନେତାମାନଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
September 17th, 10:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜନ୍ମଦିନ ଶୁଭେଚ୍ଛା ନିମନ୍ତେ ରାଷ୍ଟ୍ରପତି, ଉପ ରାଷ୍ଟ୍ରପତି ଓ ବିଶ୍ୱର ଅନ୍ୟ ନେତାମାନଙ୍କୁ ତାଙ୍କର କୃତଜ୍ଞତା ଜ୍ଞାପନ କରିଛନ୍ତି ।ଶ୍ରୀ ଏଲକେ ଆଡଭାନୀଙ୍କୁ ଭେଟି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 08th, 02:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଏଲକେ ଆଡଭାନୀଙ୍କୁ ଭେଟି ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି ।