ଅଷ୍ଟ୍ରେଲିଆରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା
December 14th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ବୋଣ୍ଡି ବିଚ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣର କଡା ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ଯିହୂଦୀ ପର୍ବ ହନୁକ୍କାର ପ୍ରଥମ ଦିନ ପାଳନ କରୁଥିବା ଲୋକମାନଙ୍କୁ ଟାର୍ଗେଟ କରାଯାଇଥିଲା ।