ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ବି.ଆର ଗଭାଇ ଜୀଙ୍କ ଉପରେ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା
October 06th, 09:36 pm
ସୁପ୍ରିମକୋର୍ଟ ପରିସରରେ ଆଜି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ବି.ଆର. ଗଭାଇ ଜୀଙ୍କ ଉପରେ ଆଜି ହୋଇଥିବା ନିନ୍ଦନୀୟ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଢ଼ ନିନ୍ଦା କରିଛନ୍ତି ।