The voice of the Global South becomes stronger and more confident when India and Brazil work together: PM Modi at the India-Brazil Joint Press Meet

February 21st, 12:30 pm

In his statement at the India-Brazil Joint Press Meet, PM Modi lauded Brazil President Lula’s vision and leadership and said that his visit has added grace to the AI Impact Summit. He noted that in their discussions they deliberated on advancing in every field with shared purpose and shared aspirations. The PM expressed confidence that the President's visit will deepen the strategic partnership and open new avenues of cooperation in the years ahead.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ କଲ୍ କଲେ ବ୍ରାଜିଲ ରାଷ୍ଟ୍ରପତି

January 22nd, 09:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ସଂଘୀୟ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀଯୁକ୍ତ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଠାରୁ ଏକ ଫୋନ୍ କଲ୍ ପାଇଛନ୍ତି ।

ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 19th, 11:00 am

ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି

November 19th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ କଲେ ବ୍ରାଜିଲ ରାଷ୍ଟ୍ରପତି

August 07th, 09:27 pm

ବ୍ରାଜିଲର ରାଷ୍ଟ୍ରପତି ମହାମହିମ ଲୁଇଜ ଇନାସିଓ ଲୁଲା ଡା ସିଲଭାଙ୍କ ଠାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫୋନ୍ କଲ ପାଇଛନ୍ତି ।

ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 09th, 06:02 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାସିଲିଆର ଏକ ସରକାରୀ ଗସ୍ତରେ ଯାଇଛନ୍ତି । ଏହି ଅବସରରେ ସେ ଆଜି ବ୍ରାଜିଲର ଅଲ୍‌ଭୋରାଡା ପ୍ୟାଲେସରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କ ସହ ସାକ୍ଷାତ କରିଛନ୍ତି । ପହଞ୍ଚିବା ପରେ, ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ରାଷ୍ଟ୍ରପତି ଲୁଲା ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ ।

ମିଳିତ ଘୋଷଣାନାମା: ଭାରତ ଓ ବ୍ରାଜିଲ – ଉଚ୍ଚତର ହିତ ସାଧନ ନିମନ୍ତେ ଦୁଇ ମହାନ୍ ରାଷ୍ଟ୍ର

July 09th, 05:55 am

ଭାରତ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାନୁଭବ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୫ ତାରିଖ ଦିନ ବ୍ରାଜିଲ ଗସ୍ତ କରିଥିଲେ । ବ୍ରାଜିଲ ସଂଘୀୟ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ମହାନୁଭବ ଶ୍ରୀ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଆମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ଏହି ଗସ୍ତରେ ଆସିଥିଲେ । ଉଭୟ ରାଷ୍ଟ୍ରଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଓ ସମ୍ପର୍କ ଯାହାକି ବ୍ରାଜିଲ–ଭାରତ ମଧ୍ୟରେ ଦୀର୍ଘ ଆଠ ଦଶନ୍ଧି ଧରି ପ୍ରଗାଢ଼ ଭାବରେ ରହିଆସିଛି । ୨୦୦୬ ମସିହାରେ ଏହା ଏକ ରଣନୀତିକ ସମ୍ପର୍କ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା ।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ବ୍ରାଜିଲ ଗସ୍ତ

July 09th, 03:14 am

ଅନ୍ତର୍ଜାତୀୟ ଆତଙ୍କବାଦ ଏବଂ ଅନ୍ତର୍ଜାତୀୟ ସଂଗଠିତ ଅପରାଧ ମୁକାବିଲାରେ ସହଯୋଗ ପାଇଁ ଚୁକ୍ତିନାମା ।

ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - “ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍”ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

July 09th, 12:58 am

ବ୍ରାଜିଲର ରାଷ୍ଟ୍ରପତି, ମହାମହିମ ଲୁଇଜ୍ ଇନାସିଓ ଲୁଲା ଡା ସିଲଭା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ବ୍ରାଜିଲର ସର୍ବୋଚ୍ଚ ଜାତୀୟ ସମ୍ମାନ - ଦି ଗ୍ରାଣ୍ଡ କଲାର ଅଫ୍ ଦି ନ୍ୟାସନାଲ୍ ଅର୍ଡର ଅଫ୍ ଦି ସାଉଦର୍ଣ୍ଣ କ୍ରସ୍ ସମ୍ମାନରେ ସମ୍ମାନୀତ କରିଛନ୍ତି ।

ବ୍ରାଜିଲ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 08th, 08:30 pm

ରିଓ ଏବଂ ବ୍ରାସିଲିଆରେ ଭବ୍ୟ ସ୍ୱାଗତ ପାଇଁ ମୁଁ ମୋର ପ୍ରିୟ ବନ୍ଧୁ ରାଷ୍ଟ୍ରପତି ଲୁଲାଙ୍କୁ ଆନ୍ତରିକତାର ସହ ଧନ୍ୟବାଦ ଜଣାଉଛି । ଆମାଜନର ସୌନ୍ଦର୍ଯ୍ୟ ଏବଂ ଆପଣଙ୍କ ସୌଜନ୍ୟତା ଦ୍ୱାରା ଆମେ ପ୍ରକୃତରେ ଅତ୍ୟନ୍ତ ପ୍ରଭାବିତ ।

ବ୍ରାଜିଲର ବ୍ରାସିଲିଆରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

July 08th, 02:55 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ବ୍ରାସିଲିଆ ଗସ୍ତରେ ଆସିଥିଲେ । ସେ ରାଷ୍ଟ୍ରପତି ଲୁଲାଙ୍କ ସହ ଭାରତ-ବ୍ରାଜିଲ ସମ୍ପର୍କର ବିଭିନ୍ନ ଦିଗ ଉପରେ ବିସ୍ତୃତ ଆଲୋଚନା କରିବେ।

ପ୍ରଧାନମନ୍ତ୍ରୀ ବ୍ରାଜିଲରେ ଭାରତୀୟ ସମୁଦାୟ ଦ୍ୱାରା ଅଭୂତପୂର୍ବ ସମ୍ବର୍ଦ୍ଧନାକୁ ପ୍ରଶଂସା କଲେ

July 06th, 08:28 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଦ୍ୱାରା ରିଓ ଡି ଜେନେରିଓରେ ଦିଆଯାଇଥିବା ଅଭୂତପୂର୍ବ ସମ୍ବର୍ଦ୍ଧନାକୁ ପ୍ରଶଂସା କରିଛନ୍ତି । ସେମାନେ କିପରି ଭାବେ ଭାରତୀୟ ସଂସ୍କୃତି ସହ ଯୋଡ଼ି ହୋଇ ରହିଛନ୍ତି ଏବଂ ଭାରତର ବିକାଶ ପ୍ରତି କେତେ ଭାବୁକ ତାହା ଦେଖି ଶ୍ରୀ ମୋଦୀ ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ । ଶ୍ରୀ ମୋଦୀ ସ୍ୱାଗତ କାର୍ଯ୍ୟକ୍ରମର କିଛି ଝଲକ ସେୟାର କରିଛନ୍ତି ।

ବ୍ରାଜିଲର ରିଓ ଡି ଜେନେରିଓରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

July 06th, 04:47 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ବ୍ରାଜିଲ ରେ ପହଞ୍ଚିଥିଲେ । ସେ ରିଓ ଡି ଜେନେରିଓରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ଯୋଗଦେବା ସହ ବିଶ୍ୱର ଅନେକ ନେତାଙ୍କୁ ଭେଟିବେ ।

ଘାନା, ତ୍ରିନିଦାଦ ଓ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ପୂର୍ବ ବିବୃତ୍ତି

July 02nd, 07:34 am

ରାଷ୍ଟ୍ରପତି ଜନ୍ ଡ୍ରାମାନି ମହାମାଙ୍କ ନିମନ୍ତ୍ରଣରେ, ୨-୩ ଜୁଲାଇରେ ମୁଁ ଘାନା ଗସ୍ତ କରିବି । ଗ୍ଲୋବାଲ୍ ସାଉଥରେ ଘାନା ଏକ ପ୍ରମୁଖ ଅଂଶୀଦାର ଏବଂ ଆଫ୍ରିକୀୟ ସଂଘ ତଥା ପଶ୍ଚିମ ଆଫ୍ରିକୀୟ ଦେଶଗୁଡିକର ଅର୍ଥନୈତିକ ସମ୍ପ୍ରଦାୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଘାନା ସହିତ ଆମର ଐତିହାସିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ନିବେଶ, ଶକ୍ତି, ସ୍ୱାସ୍ଥ୍ୟ, ସୁରକ୍ଷା, କ୍ଷମତା ନିର୍ମାଣ ତଥା ବିକାଶ ସହଭାଗିତା କ୍ଷେତ୍ର ସମେତ ସହଯୋଗର ନୂତନ ସୁଯୋଗ ସୃଷ୍ଟି କରିବା ଉଦ୍ଦେଶ୍ୟରେ ମୋର ମତ ଆଦାନପ୍ରଦାନ ପାଇଁ ମୁଁ ଅପେକ୍ଷା କରିଛି । ସହଯୋଗୀ ଗଣତାନ୍ତ୍ରିକ ଦେଶ ଭାବରେ, ଘାନାର ସଂସଦରେ ଭାଷଣ ଦେବା ଏକ ସମ୍ମାନର ବିଷୟ ହେବ ।

ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)

June 27th, 10:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।

Prime Minister interacts with Presidents of the South Africa and Brazil at G7 summit

June 18th, 03:05 pm

The Prime Minister Shri Narendra Modi held substantive and heartfelt conversations with President of Republic of South Africa, H.E Mr. Cyril Ramaphosa and President of Brazil, H.E Mr. Luiz Inácio Lula da Silva at the G7 Summit at Kananaskis, Canada on 17th June 2025. He reaffirmed India’s unwavering commitment to championing the cause of the Global South.

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

March 30th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜିର ଏହି ପବିତ୍ର ଦିନରେ ମୋତେ ଆପଣମାନଙ୍କ ସହ ମନର କଥା ହେବାକୁ ସୁଯୋଗ ମିଳିଛି । ଆଜି ହେଉଛି ଚୈତ୍ର ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଚୈତ୍ର ନବରାତ୍ର ଆରମ୍ଭ ହେଉଛି । ଆଜିଠାରୁ ଭାରତୀୟ ନବବର୍ଷ ମଧ୍ୟ ଆରମ୍ଭ ହେଉଛି । ଏଥର ବିକ୍ରମ ସମ୍ବତ୍ସର ୨୦୮୨ ଆରମ୍ଭ ହେଉଛି । ବର୍ତ୍ତମାନ ମୋ ଆଗରେ ଆପଣମାନଙ୍କର ଅନେକ ଚିଠି ରହିଛି । କିଛି ବିହାରରୁ ଆସିଛି, କିଛି ପଶ୍ଚିମବଙ୍ଗରୁ, କିଛି ତାମିଲନାଡ଼ୁରୁ ଆସିଛି ତ ଆଉ କିଛି ଗୁଜରାଟରୁ । ଏସବୁରେ ଖୁବ ଆକର୍ଷକ ଢଙ୍ଗରେ ଲୋକେ ନିଜର ମନର କଥା ଲେଖି ପଠାଇଛନ୍ତି । ଅନେକ ଚିଠିରେ ଶୁଭେଚ୍ଛା ଓ ଅଭିନନ୍ଦନ ବାର୍ତ୍ତା ମଧ୍ୟ ରହିଛି । କିଛି ବାର୍ତ୍ତା ଆପଣମାନଙ୍କୁ ଶୁଣାଇବାକୁ ମୋର ଇଚ୍ଛା ହେଉଛି ।

ଅସ୍ତ୍ରୋପଚାର ପରେ ବ୍ରାଜିଲ ରାଷ୍ଟ୍ରପତିଙ୍କ ଉତ୍ତମ ସ୍ୱାସ୍ଥ୍ୟୃ ଓ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

December 12th, 09:50 pm

ବ୍ରାଜିଲ ରାଷ୍ଟ୍ରପତି ଲୁଲା ଦା ସିଲଭାଙ୍କ ଅସ୍ତ୍ରୋପଚାର ପରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଭାଷଣ

November 21st, 02:21 am

ଆପଣମାନେ ଦେଇଥିବା ମୂଲ୍ୟବାନ ପରାମର୍ଶ ଏବଂ ବ୍ୟକ୍ତ କରିଥିବା ସକାରାତ୍ମକ ଚିନ୍ତାଧାରା ମୁଁ ସ୍ୱାଗତ କରୁଛି । ଭାରତର ପ୍ରସ୍ତାବ ସହ ମୋର ଟିମ ଆପଣଙ୍କ ସହିତ ସମସ୍ତ ବିବରଣୀ ବାଣ୍ଟିବ ଏବଂ ଆମେ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମସ୍ତ ବିଷୟ ଉପରେ ଆଗକୁ ବଢ଼ିବା ।

ଚିଲୀ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 20th, 08:36 pm

ବ୍ରାଜିଲର ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ନଭେମ୍ବର ୧୯ ତାରିଖରେ ଚିଲୀର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ।