India-Indonesia Joint Statement on the State Visit by Prime Minister of India to Indonesia

July 07th, 05:15 pm

At the invitation of Indonesian President Prabowo Subianto, PM Modi is on a State Visit to Indonesia from 6-8 July 2026. PM Modi's visit reflects the shared commitment of the two leaders to achieve a substantial upward trajectory in the India-Indonesia Comprehensive Strategic Partnership. The two leaders held discussions at Istana Merdeka in Jakarta, covering the full spectrum of bilateral relations.

ଇଣ୍ଡୋନେସିଆ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 07th, 03:15 pm

ଆଜି ସକାଳେ, ମୁଁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ ପାଇବାର ସୌଭାଗ୍ୟ ମଧ୍ୟ ପାଇଲି। ମୁଁ ଲକ୍ଷ ଲକ୍ଷ ଭାରତୀୟଙ୍କ ପ୍ରତି ଇଣ୍ଡୋନେସିଆ ଲୋକଙ୍କ ସ୍ନେହକୁ ହୃଦୟର ସହିତ ଗ୍ରହଣ କରୁଛି। ଏହି ସମ୍ମାନ ଆମ ଉଭୟ ଦେଶର ଗଣତାନ୍ତ୍ରିକ ମୂଲ୍ୟବୋଧ, ଆମର ସହଭାଗୀ ଐତିହ୍ୟ ଏବଂ ଆମର ସୁଦୃଢ଼ ସମ୍ପର୍କର ପ୍ରମାଣ। ମୁଁ ଆପଣ ସମସ୍ତଙ୍କୁ, ରାଷ୍ଟ୍ରପତି ପ୍ରବୋଓଙ୍କୁ, ଇଣ୍ଡୋନେସିଆ ସରକାର ଏବଂ ଏହାର ଜନସାଧାରଣଙ୍କୁ ମୋର ହୃଦୟର କୃତଜ୍ଞତା ଜଣାଉଛି।

Prime Minister addresses the Parliament of Indonesia

July 07th, 03:00 pm

Addressing the Parliament of Indonesia in Jakarta, PM Modi spoke about the deep civilisational and democratic ties between India and Indonesia. He also highlighted their maritime partnership, proposed the Ganga-Mahakam Vision and called for closer cooperation across development, security and the Global South, while reaffirming a free, open, inclusive and rules-based Indo-Pacific.

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

July 07th, 02:51 pm

ନୂଆଦିଲ୍ଲୀ: ଇଣ୍ଡୋନେସିଆ ଗସ୍ତର ଏକ ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଇସ୍ତାନା ମେରଡେକା (ଇଣ୍ଡୋନେସିଆର ରାଷ୍ଟ୍ରପତି ଭବନ) ଠାରେ ଇଣ୍ଡୋନେସିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପ୍ରବୋୱୋ ସୁବିଆନ୍ତୋଙ୍କ ଦ୍ୱାରା ସ୍ନେହପୂର୍ଣ୍ଣ ସ୍ୱାଗତ କରାଯାଇଥିଲା ଏବଂ ଏକ ଔପଚାରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ଭାରତର ୭୬ତମ ଗଣତନ୍ତ୍ର ଦିବସ ପାଳନର ମୁଖ୍ୟ ଅତିଥି ଭାବେ ଜାନୁଆରୀ ୨୦୨୫ରେ ରାଷ୍ଟ୍ରପତି ପ୍ରବୋୱୋଙ୍କ ଭାରତ ଗସ୍ତ ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା।

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 23rd, 08:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିକ୍ସ ରାଷ୍ଟ୍ରଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତା ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀମାନଙ୍କ ସହ ସାକ୍ଷାତ କରିଛନ୍ତି। ଶ୍ରୀ ମୋଦୀ ସମସାମୟିକ ବିଶ୍ୱ ସୁରକ୍ଷା ଚ୍ୟାଲେଞ୍ଜଗୁଡ଼ିକର ମୁକାବିଲା କରିବାରେ ଗୋଷ୍ଠୀର ବଢ଼ୁଥିବା ଗୁରୁତ୍ୱ ଉପରେ ଆଲୋକପାତ କରିଛନ୍ତି।

Prime Minister holds bilateral talks with the Prime Minister of Ethiopia

December 17th, 12:02 am

During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.

ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 23rd, 02:18 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ଶ୍ରୀ ସିରିଲ ରାମଫୋସାଙ୍କୁ ଭେଟିଥିଲେ । ରାଷ୍ଟ୍ରପତି ରାମଫୋସାଙ୍କୁ ଭବ୍ୟ ଆତିଥ୍ୟ ଏବଂ ଶିଖର ସମ୍ମିଳନୀର ସଫଳ ପରିଚାଳନା ପାଇଁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ । ସେ ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀ ସମୟରେ ନିଆଯାଇଥିବା ନିଷ୍ପତ୍ତିଗୁଡିକୁ ଆଗକୁ ନେବା ଏବଂ ସେଗୁଡିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣ ଆଫ୍ରିକାର ଜି-୨୦ ପ୍ରୟାସକୁ ପ୍ରଶଂସା କରିଥିଲେ ।

ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

August 31st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅଗଷ୍ଟ ୨୦୨୫ରେ ତିଆନଜିନ ଠାରେ ଆୟୋଜିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ସାକ୍ଷାତ କରିଥିଲେ।

ମିଳିତ ଘୋଷଣାନାମା: ଭାରତ ଓ ବ୍ରାଜିଲ – ଉଚ୍ଚତର ହିତ ସାଧନ ନିମନ୍ତେ ଦୁଇ ମହାନ୍ ରାଷ୍ଟ୍ର

July 09th, 05:55 am

ଭାରତ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାନୁଭବ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୫ ତାରିଖ ଦିନ ବ୍ରାଜିଲ ଗସ୍ତ କରିଥିଲେ । ବ୍ରାଜିଲ ସଂଘୀୟ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ମହାନୁଭବ ଶ୍ରୀ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଆମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ଏହି ଗସ୍ତରେ ଆସିଥିଲେ । ଉଭୟ ରାଷ୍ଟ୍ରଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଓ ସମ୍ପର୍କ ଯାହାକି ବ୍ରାଜିଲ–ଭାରତ ମଧ୍ୟରେ ଦୀର୍ଘ ଆଠ ଦଶନ୍ଧି ଧରି ପ୍ରଗାଢ଼ ଭାବରେ ରହିଆସିଛି । ୨୦୦୬ ମସିହାରେ ଏହା ଏକ ରଣନୀତିକ ସମ୍ପର୍କ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା ।

୧୭ଶ ବ୍ରିକ୍‌ସ ସମ୍ମିଳନୀର ପରିବେଶ ଅଧିବେଶନ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ବୋଧନ

July 07th, 11:38 pm

ପରିବେଶ, ସିଓପି-୩୦ ଓ ବିଶ୍ୱ ସ୍ୱାସ୍ଥ୍ୟ ସଂପର୍କିତ ଏକ ଅଧିବେଶନକୁ ଆଜି ପ୍ରଧାନମନ୍ତ୍ରୀ ସମ୍ବୋଧନ କରିଛନ୍ତି। ଏହି ଅଧିବେଶନରେ ଯୋଗ ଦେଇଥିଲେ ବିକ୍ସ ସଦସ୍ୟ, ସହଯୋଗୀ ରାଷ୍ଟ୍ର ଓ ନିମନ୍ତ୍ରିତ ଦେଶ। ବିଶ୍ୱର ଭବିଷ୍ୟତ ପାଇଁ ଏତେ ବଡ଼ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ ଅଧିବେଶନ ଆୟୋଜନ କରିଥିବାରୁ ବ୍ରାଜିଲକୁ ସେ ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ଜଳବାୟୁ ପରିବର୍ତ୍ତନ କେବଳ ଏକ ଶକ୍ତି ସମସ୍ୟାର ମୁକାବିଲା ନୁହେଁ, ବରଂ ଏହା ହେଉଛି ଜୀବସତ୍ତା ଓ ପରିବେଶ ମଧ୍ୟରେ ସନ୍ତୁଳନକୁ ପ୍ରଭାବିତ କରୁଥିବା ପ୍ରସଙ୍ଗ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭାରତ ପାଇଁ ପରିବେଶ ନ୍ୟାୟ ହେଉଛି ଏକ ନୈତିକ ଦାୟିତ୍ୱ, ଯାହାକୁ ସେ ନିଶ୍ଚିତ ଭାବେ ସଂପାଦନ କରିବ। ପରିବେଶର ସୁରକ୍ଷା ପାଇଁ ଭାରତର ଗଭୀର ପ୍ରତିବଦ୍ଧତା ଦୋହରାଇ ଅନ୍ତର୍ଜାତୀୟ ସୌର ସହଯୋଗ, ବିପର୍ଯ୍ୟୟରହିତ ଭିତ୍ତିଭୂମି ସହଯୋଗ, ବିଶ୍ୱ ଜୈବଇନ୍ଧନ ସହଯୋଗ, ଅନ୍ତର୍ଜାତୀୟ ବିଗ୍ କ୍ୟାଟ ସହଯୋଗ, ମିଶନ ଲାଇଫ୍, ମାଆ ନାଁରେ ଗଛଟିଏ ପରି ଭାରତର ଜନହିତ, ଗ୍ରହହିତ ଅଭିବୃଦ୍ଧି ଓ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସେ ବିସ୍ତୃତ ଭାବେ ଉଲ୍ଲେଖ କରିଥିଲେ

ପରିବେଶ, COP-30 ଏବଂ ବିଶ୍ୱ ସ୍ୱାସ୍ଥ୍ୟ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 07th, 11:13 pm

ମୁଁ ଖୁସି ଯେ ବ୍ରାଜିଲର ଅଧ୍ୟକ୍ଷତାରେ ବ୍ରିକ୍ସ ପରିବେଶ ଏବଂ ସ୍ୱାସ୍ଥ୍ୟ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗଗୁଡ଼ିକୁ ଉଚ୍ଚ ପ୍ରାଥମିକତା ଦେଇଛି। ଏହି ବିଷୟଗୁଡ଼ିକ କେବଳ ପରସ୍ପର ସହିତ ଜଡିତ ନୁହେଁ ବରଂ ମାନବତାର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ଉରୁଗୁଏର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନନ୍ତ୍ରୀ

July 07th, 09:20 pm

ଦୁଇ ନେତା ଦ୍ୱିପାକ୍ଷିକ ସମ୍ପର୍କର ସମସ୍ତ ଦିଗ ଉପରେ ଆଲୋଚନା କରିଛନ୍ତି । ସେମାନେ ଡିଜିଟାଲ ସହଯୋଗ, ଆଇସିଟି, ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି ଏବଂ ୟୁପିଆଇ, ପ୍ରତିରକ୍ଷା, ରେଳବାଇ, ସ୍ୱାସ୍ଥ୍ୟ ଏବଂ ଔଷଧ, କୃଷି, ଶକ୍ତି, ସଂସ୍କୃତି ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ସହଯୋଗର ସମୀକ୍ଷା କରିଛନ୍ତି । ତେବେ ଏହି ଆଲୋଚନାର ଏକ ପ୍ରମୁଖ ବିଷୟ ଥିଲା ଦ୍ୱିପାକ୍ଷିକ ବାଣିଜ୍ୟ ଏବଂ ନିବେଶକୁ ସୁଦୃଢ଼ କରିବା । ଉଭୟ ପକ୍ଷ ଭାରତ-ମରକୋରସୁର ବାଣିଜ୍ୟ ଚୁକ୍ତିନାମାର ସମ୍ପ୍ରସାରଣରେ ଆଗ୍ରହ ପ୍ରକାଶ କରିଛନ୍ତି । ଏହାର ଲକ୍ଷ୍ୟ ଅଧିକ ଆର୍ଥିକ ସମ୍ଭାବନା ଏବଂ ବାଣିଜ୍ୟ ପରିପୂରକତାକୁ ଉନ୍ମୋଚନ କରିବା ।

ରିଓ ଡି ଜେନେରୋରେ ବ୍ରିକ୍ସ ସମ୍ମିଳନୀ ଅବସରରେ ବୋଲିଭିଆର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 07th, 09:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓ ଡି ଜେନେରୋରେ ବ୍ରିକ୍ସ ସମ୍ମିଳନୀ ଅବସରରେ ବହୁଜାତୀୟ ରାଷ୍ଟ୍ର ବୋଲିଭିଆର ରାଷ୍ଟ୍ରପତି ଲୁଇସ ଆର୍ସେ କାଟାକୋରାଙ୍କୁ ଭେଟିଛନ୍ତି ।

Rio de Janeiro Declaration- Strengthening Global South Cooperation for a More Inclusive and Sustainable Governance

July 07th, 06:00 am

The leaders of BRICS countries, met in Rio de Janeiro, Brazil for the 17th BRICS Summit. The leaders reaffirmed their commitment to the BRICS spirit of mutual respect and understanding, sovereign equality, solidarity, democracy, openness, inclusiveness, collaboration and consensus. They strongly condemned terrorism and welcomed the inclusion of new countries as BRICS partner countries.

ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 07th, 05:19 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲ୍‌ର ରିଓ ଡି ଜେନେରୋଠାରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତି ମିଗୁଏଲ୍ ଡିଆଜ୍‌-କାନେଲ ବର୍‌ମୁଡେଜଙ୍କୁ ସାକ୍ଷାତ କରିଛନ୍ତି । ଏହା ପୂର୍ବରୁ ୨୦୨୩ରେ ଜୋହାର୍ନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ରାଷ୍ଟ୍ରପତି ଡିଆଜ-କାନଲେଙ୍କୁ ଭେଟିଥିଲେ, ଯେଉଁଠାରେ କ୍ୟୁବା ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଥିଲେ ।

ପ୍ରଧାନମନ୍ତ୍ରୀ ବ୍ରାଜିଲର ରିଓ ଡି ଜେନେରୋରେ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ

July 07th, 05:13 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଜିଲର ରିଓ ଡି ଜେନେରୋରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ବିନ୍ ଇବ୍ରାହିମଙ୍କୁ ସାକ୍ଷାତ କରିଛନ୍ତି ।

ଶାନ୍ତି ଏବଂ ସୁରକ୍ଷା ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 06th, 11:07 pm

ବିଶ୍ୱ ଶାନ୍ତି ଏବଂ ସୁରକ୍ଷା କେବଳ ଏକ ଆଦର୍ଶ ନୁହେଁ, ବରଂ ଏହା ଆମର ସାଧାରଣ ସ୍ୱାର୍ଥ ଏବଂ ଭବିଷ୍ୟତର ମୂଳଦୁଆ ଅଟେ । ମାନବତାର ବିକାଶ କେବଳ ଏକ ଶାନ୍ତିପୂର୍ଣ୍ଣ ଏବଂ ସୁରକ୍ଷିତ ପରିବେଶରେ ହିଁ ସମ୍ଭବ ହୋଇପାରିବ । ଏହି ଉଦ୍ଦେଶ୍ୟ ପୂରଣ କରିବାରେ ବ୍ରିକ୍ସର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମକୁ ଏକତ୍ରିତ ହେବାକୁ ପଡିବ ଏବଂ ଆମର ସାଧାରଣ ସମସ୍ୟାର ସମ୍ମୁଖୀନ ହେବା ପାଇଁ ଆମକୁ ସାମୂହିକ ପ୍ରୟାସ କରିବାକୁ ପଡିବ। ଆମକୁ ଆଗକୁ ଏକାଠି ହୋଇ ବଢ଼ିବାକୁ ପଡିବ।

ବିଶ୍ୱ ପ୍ରଶାସନ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

July 06th, 09:41 pm

ସପ୍ତଦଶ ବ୍ରିକ୍ସ ଶିଖର ସମ୍ମିଳନୀକୁ ଏକ ଭବ୍ୟ ଢଙ୍ଗରେ ଆୟୋଜନ କରିଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କ ପ୍ରତି ହାର୍ଦ୍ଦିକ କୃତଜ୍ଞତା ପ୍ରକାଶ କରୁଛି। ବ୍ରାଜିଲ ଅଧ୍ୟକ୍ଷତାରେ, ବ୍ରିକ୍ସ ଅଧୀନରେ ଆମର ସହଯୋଗ ନୂତନ ଗତି ଏବଂ ଶକ୍ତି ହାସଲ କରିଛି। ଯେଉଁ ନୂତନ ଶକ୍ତି ମିଳିଛି ତାହା ଏକ ଏସପ୍ରେସୋ ନୁହେଁ, ବରଂ ଏକ ଡବଲ୍ ଏସପ୍ରେସୋ ସଟ୍! ଏଥିପାଇଁ, ମୁଁ ରାଷ୍ଟ୍ରପତି ଲୁଲାଙ୍କ ଦୂରଦୃଷ୍ଟି ଏବଂ ତାଙ୍କର ଅଟଳ ପ୍ରତିବଦ୍ଧତାକୁ ପ୍ରଶଂସା କରୁଛି। ଭାରତ ପକ୍ଷରୁ, ବ୍ରିକ୍ସ ପରିବାରରେ ଇଣ୍ଡୋନେସିଆର ଯୋଗଦାନ ପାଇଁ ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ପ୍ରବୋବୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି।

ବହୁପକ୍ଷୀୟତା, ଅର୍ଥନୈତିକ-ଆର୍ଥିକ ପ୍ରସଙ୍ଗ ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଉପରେ ବ୍ରିକ୍ସ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଅଭିଭାଷଣ

July 06th, 09:40 pm

ବର୍ଦ୍ଧିତ ବ୍ରିକ୍ସ୍ ପରିବାରର ଏହି ବୈଠକରେ ଆପଣ ସମସ୍ତ ବନ୍ଧୁମାନଙ୍କ ସହିତ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ବ୍ରିକ୍ସ୍ ଆଉଟ୍ରିଚ୍ ଶିଖର ସମ୍ମିଳନୀରେ ଲାଟିନ୍ ଆମେରିକା, ଆଫ୍ରିକା ଏବଂ ଏସିଆର ବନ୍ଧୁତ୍ୱପୂର୍ଣ୍ଣ ଦେଶମାନଙ୍କ ସହ ମୋର ମତ ବିନିମୟ କରିବାର ସୁଯୋଗ ଦେଇଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି।

ବ୍ରାଜିଲର ରିଓ ଡି ଜେନେରିଓରେ 17ତମ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ

July 06th, 09:39 pm

ପ୍ରଧାନମନ୍ତ୍ରୀ ବୈଶ୍ୱିକ ଶାସନ ସଂସ୍କାର ଏବଂ ଶାନ୍ତି ଓ ସୁରକ୍ଷା ଶୀର୍ଷକ ଉଦଘାଟନୀ ଅଧିବେଶନରେ ସମ୍ବୋଧିତ କରିଥିଲେ । ପରେ, ପ୍ରଧାନମନ୍ତ୍ରୀ ବହୁମୁଖୀ, ଅର୍ଥନୈତିକ ବ୍ୟାପାର ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ ​​କରିବା ଶୀର୍ଷକ ଏକ ଅଧିବେଶନରେ ମଧ୍ୟ ସମ୍ବୋଧିତ କରିଥିଲେ । ଏହି ଅଧିବେଶନରେ ବ୍ରିକ୍ସ ଅଂଶୀଦାର ଏବଂ ନିମନ୍ତ୍ରିତ ଦେଶମାନେ ଅଂଶଗ୍ରହଣ କରିଥିଲେ ।