RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ପ୍ରଧାନମନ୍ତ୍ରୀ ଅଗଷ୍ଟ ୨୨ରେ ବିହାର ଓ ପଶ୍ଚିମ ବଙ୍ଗ ଗସ୍ତରେ ଯିବେ
August 20th, 03:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨୨ ତାରିଖରେ ବିହାର ଓ ପଶ୍ଚିମବଙ୍ଗ ଗସ୍ତରେ ଯିବେ । ସେ ବିହାରର ଗୟାଠାରେ ପୂର୍ବାହ୍ନ ପ୍ରାୟ ୧୧ଟାରେ ୧୩ ହଜାର କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ । ସେ ମଧ୍ୟ ଦୁଇଟି ଟ୍ରେନର ଶୁଭାରମ୍ଭ କରିବେ ଏବଂ ସାଧାରଣ ସଭାକୁ ସମ୍ବୋଧିତ କରିବେ । ଏହାପରେ ସେ ଗଙ୍ଗା ନଦୀରେ ଅଉଣ୍ଟା-ସିମାରିଆ ପୋଲ ପ୍ରକଳ୍ପର ଉଦଘାଟନ କରିବାକୁ ସେଠାକୁ ଗସ୍ତ କରିବେ ।ଅରୁଣାଚଳ ପ୍ରଦେଶର ଶି ୟୋମି ଜିଲ୍ଲାରେ 8146.21 କୋଟି ଟଙ୍କା ବ୍ୟୟରେ 700 ଏମଡବ୍ଲୁ ଟାଟୋ-II ଜଳ ବିଦ୍ୟୁତ୍ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ
August 12th, 03:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ଅରୁଣାଚଳ ପ୍ରଦେଶର ଶି ୟୋମି ଜିଲ୍ଲାରେ ଟାଟୋ-II ଜଳ ବିଦ୍ୟୁତ୍ ପ୍ରକଳ୍ପ (ଏଚଇପି) ନିର୍ମାଣ ପାଇଁ 8146.21 କୋଟି ଟଙ୍କା ନିବେଶକୁ ଅନୁମୋଦନ କରିଛି। ପ୍ରକଳ୍ପର ଆନୁମାନିକ ସମାପ୍ତି ଅବଧି 72 ମାସ।ଗୁଜରାଟର ଭଦୋଦରା ଜିଲ୍ଲାରେ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 09th, 12:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରା ଜିଲ୍ଲାରେ ଏକ ପୋଲ ଭୁଶୁଡିବା ଯୋଗୁଁ ହୋଇଥିବା ପ୍ରାଣହାନୀ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।Cabinet approves construction of Varanasi-Pt.Deen Dayal Upadhyaya multitracking including new Rail-cum-Road Bridge across Ganga River
October 16th, 03:18 pm
The Union Cabinet, chaired by PM Modi, has approved a ₹2,642 crore multi-tracking project for the Ministry of Railways, aimed at easing congestion on the Varanasi-Pt. Deen Dayal Upadhyaya Junction route. This project will add 3rd and 4th railway lines, along with a new rail-cum-road bridge over the Ganga, enhancing capacity for both passenger and freight traffic. Aligned with the PM-Gati Shakti National Master Plan, it will boost regional development, create jobs, and support environmental goals.ନଭୀ ମୁମ୍ବାଇରେ ଅଟଳ ବିହାରୀ ବାଜପେୟୀ ସେଓ୍ଵାରୀ-ନୱା ସେୱା ଅଟଳ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
January 12th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇଠାରେ ଅଟଳ ବିହାରୀ ବାଜପେୟୀ ସେଓ୍ଵରୀ-ନୱା ସେୱା ଅଟଳ ସେତୁକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ଫଟୋ ଗ୍ୟାଲେରୀ ଓ ଅଟଳ ସେତୁର ଏକ ପ୍ରଦର୍ଶନୀ ମଡେଲ ପରିଦର୍ଶନ କରିଥିଲେ।ପ୍ରଧାନମନ୍ତ୍ରୀ ଜାନୁଆରୀ ୧୨ରେ ମହାରାଷ୍ଟ୍ର ଗସ୍ତରେ ଯିବେ
January 11th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୨, ୨୦୨୪ରେ ମହାରାଷ୍ଟ୍ର ଗସ୍ତରେ ଯିବେ । ଅପରାହ୍ନ ପ୍ରାୟ ୧୨ ଟା ୧୫ରେ ପ୍ରଧାନମନ୍ତ୍ରୀ ନାସିକରେ ପହଞ୍ଚିବେ, ଯେଉଁଠାରେ ସେ ୨୭ତମ ଜାତୀୟ ଯୁବ ମହୋତ୍ସବକୁ ଉଦଘାଟନ କରିବେ । ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ସେୱରୀ - ନହୱା ଶେୱା ଅଟଳ ସେତୁର ଉଦଘାଟନ କରିବେ ଓ ଏହା ଉପରେ ଯାତ୍ରା କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ନଭି ମୁମ୍ବାଇରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଶିଳାନ୍ୟାସ କରିବେ ।