Prime Minister congratulates Unnati Sharma on winning Bronze in Women’s 63 kg Judo
August 02nd, 12:07 pm
The Prime Minister, Shri Narendra Modi, has congratulated Unnati Sharma on winning the Bronze medal in the Women’s 63 kg Judo category at the Commonwealth Games 2026.Prime Minister congratulates Gulveer Singh on winning Bronze in Men’s 5000m
August 02nd, 12:03 pm
The Prime Minister, Shri Narendra Modi, has congratulated Gulveer Singh on winning the Bronze medal in the Men’s 5000m event at the Commonwealth Games 2026 in Glasgow.ବ୍ରୋଞ୍ଜ ପଦକ ଜିତିଥିବାରୁ ସେଲଭା ପ୍ରଭୁ ଥିରୁମାରନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ଲମ୍ଫରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସେଲଭା ପ୍ରଭୁ ଥିରୁମାରନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଯଶ ବୀର ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 01st, 08:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନ୍ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଯଶ ବୀର ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଡେକାଥ୍ଲୋନରେ ବ୍ରୋଞ୍ଜ ପଦକ ଜିତିଥିବାରୁ ତେଜସ୍ୱିନ ଶଙ୍କରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 01st, 08:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଡେକାଥ୍ଲନ୍ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ତେଜସ୍ୱିନ୍ ଶଙ୍କରଙ୍କୁ ଅଭିନନ୍ଦନ ଜଣାଇଛନ୍ତି।Prime Minister congratulates Seema on winning Bronze in Women’s Discus Throw at Commonwealth Games 2026
July 31st, 02:33 pm
The Prime Minister, Shri Narendra Modi, has congratulated Seema on winning the Bronze medal in the Women’s Discus Throw event at the Glasgow Commonwealth Games 2026.Prime Minister congratulates Shilpa Kanchugarakoppalu Shyla on winning Bronze in Women’s Shot Put F57 at Commonwealth Games 2026
July 28th, 02:15 pm
The Prime Minister, Shri Narendra Modi, has congratulated Shilpa Kanchugarakoppalu Shyla on winning the Bronze medal in the Women’s Shot Put F57 Final at the Glasgow Commonwealth Games 2026.Prime Minister congratulates Weightlifter, Bindyarani Devi Sorokhaibam on winning Bronze at Commonwealth Games 2026
July 28th, 07:50 am
The Prime Minister, Shri Narendra Modi, has congratulated Weightlifter, Bindyarani Devi Sorokhaibam on winning the Bronze medal in the women’s 58 kg weightlifting event at the Commonwealth Games 2026.୨୦୨୫ ଏଫ୍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ବ୍ରୋଞ୍ଜ ପଦକ ଜିତିଥିବା ଅର୍ଜୁନ ଏରିଗୈସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 29th, 03:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୋହାରେ ଅନୁଷ୍ଠିତ ଏଫଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ, ବ୍ରୋଞ୍ଜ ପଦକ ଜିତିଥିବାରୁ ଅର୍ଜୁନ ଏରିଗୈସିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ଧୈର୍ଯ୍ୟ ଉଲ୍ଲେଖନୀୟ। ତାଙ୍କର ନିରନ୍ତର ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।୨୦୨୫ ଏଫ୍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ବ୍ରୋଞ୍ଜ ପଦକ ଜିତିଥିବା କୋନେରୁ ହମ୍ପିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 29th, 03:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୋହାଠାରେ ଅନୁଷ୍ଠିତ ୨୦୨୫ ଏଫ୍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ମହିଳା ବର୍ଗରେ ବ୍ରୋଞ୍ଜ ପଦକ ହାସଲ କରିଥିବା କୋନେରୁ ହମ୍ପିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। “ଖେଳ ପ୍ରତି ତାଙ୍କର ସମର୍ପଣ ପ୍ରଶଂସନୀୟ। ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା,” ଶ୍ରୀ ମୋଦୀ କହିଛନ୍ତି।ପୁରୁଷ ସଟପୁଟରେ ବ୍ରୋଞ୍ଜ ପଦକ ବିଜୟୀ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 07th, 09:04 am
ଚଳିତ ପ୍ୟାରିସ ପାରା ଅଲିମ୍ପିକ୍ସର ପୁରୁଷ ସଟପୁଟ ଏଫ୫୭ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ କ୍ରୀଡ଼ାବିତ ହୋକାଟୋ ହୋତୋଝେ ସେମାଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Paralympics 2024: PM Modi congratulates Kapil Parmar on winning Bronze Medal
September 05th, 10:26 pm
The Prime Minister Shri Narendra Modi today congratulated athlete Kapil Parmar for winning a Bronze medal the Men's 60kg J1 event at the ongoing Paris Paralympics.ପୁରୁଷ ହାଇ ଜମ୍ପ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 04th, 10:31 am
ପ୍ୟାରିସ୍ ପାରାଲିମ୍ପିକ୍ସରେ ପୁରୁଷ ହାଇ ଜମ୍ପ୍ ଟି ୬୩ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାରିୟାପ୍ପାନ ଥଙ୍ଗାଭେଲୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବ୍ରୋଞ୍ଜ ପଦକ ଜିତିଥିବାରୁ ସୁନ୍ଦର ସିଂହଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
September 04th, 10:25 am
ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ପୁରୁଷ ଜାଭେଲିନ୍ ଥ୍ରୋ ଏଫ୍୪୬ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୁନ୍ଦର ସିଂହ ଗୁର୍ଜର୍ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Paralympics 2024: PM Modi congratulates Deepthi Jeevanji on winning Bronze Medal
September 04th, 06:40 am
The Prime Minister Shri Narendra Modi today congratulated athlete Deepthi Jeevanji for winning a bronze medal in the Women's 400M T20 event at the ongoing Paris Paralympics.ବ୍ରୋଞ୍ଜ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ନିତ୍ୟା ଶ୍ରୀ ଶିବନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 03rd, 10:53 am
ଚଳିତ ପ୍ୟାରିସ ପାରାଲିମ୍ପିକ୍ସର ମହିଳା ଏକକ ବ୍ୟାଡମିଣ୍ଟନ ଏସଏଚ୬ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିବା ନିତ୍ୟା ଶ୍ରୀ ଶିବନଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।ପ୍ୟାରିସ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥଲେଟ ଶୀତଲ୍ ଦେବୀ ଓ ରାକେଶ କୁମାରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 02nd, 11:40 pm
ଚାଲିଥିବା ପ୍ୟାରିସ ପାରାଲିମ୍ପିକ୍ସରେ ମିକ୍ସଡ୍ ଟିମ୍ କମ୍ପାଉଣ୍ଡ୍ ଓପନ୍ ତୀରନ୍ଦାଞ୍ଜରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଆଥଲେଟ୍ ଶୀତଲ୍ ଦେବୀ ଏବଂ ରାକେଶ କୁମାରଙ୍କୁ ତାଙ୍କର ଦଳଗତ ଉତ୍ସାହଜନକ ପ୍ରଦର୍ଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ବ୍ରୋଞ୍ଜ ପଦକ ଜିତିଥିବାରୁ ବ୍ୟାଡମିଣ୍ଟନ ଖେଳାଳି ମନିଷା ରାମଦାସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିନନ୍ଦନ
September 02nd, 09:14 pm
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସ୨୦୨୪ର ମହିଳା ବ୍ୟାଡମିଣ୍ଟରନ ଏସୟୁ୫ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ମନୀଷା ରାମଦାସଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।୨୦୨୪ ପ୍ୟାରିସ ପାରାଅଲମ୍ପିକ୍ସ: ଦ୍ୱିତୀୟ ପଦକ ଜିତିଥିବାରୁ କ୍ରୀଡ଼ାବିତ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 02nd, 10:50 am
ଏବେ ଚାଲିଥିବା ପ୍ୟାରିସ ପାରାଅଲିମ୍ପିକ୍ସରେ ଟ୍ରାକ୍୍ ଆଣ୍ଡ ଫିଲ୍ଡରେ କ୍ରୀଡ଼ାବିତ ପ୍ରୀତି ପାଲ ଦ୍ୱିତୀୟ ପଦକ ଜିତିଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।୧୦୦ ମିଟର ଟି୩୫ ଖେଳରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଭାରତୀୟ ଆଥଲେଟ୍ ପ୍ରୀତି ପାଲ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 30th, 06:42 pm
ପ୍ୟାରିସ୍ ପାରାଲିମ୍ପିକ୍ସ ୨୦୨୪ରେ ୧୦୦ ମିଟର ଟି୩୫ ଇଭେଣ୍ଟ୍ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ଆଥଲେଟ୍ ପ୍ରୀତି ପାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।