ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ କ୍ୟାଡେଟ ଚାମ୍ପିଅନସିପରେ ପଦକ ଜିତିଥିବା ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

July 26th, 11:46 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହଙ୍ଗେରିର ବୁଦାପେଷ୍ଟ ଠାରେ ଅନୁଷ୍ଠିତ ବିଶ୍ୱ କ୍ୟାଡେଟ ଚାମ୍ପିଅନସିପରେ ପଦକ ଜିତିଥିବା ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି ।