Ganga Expressway to become new lifeline of Uttar Pradesh’s development: PM Modi in Hardoi

April 29th, 11:35 am

PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.

ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍‌ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍‌ସେସ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।

ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 12:15 pm

ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍‌ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।

୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 28th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍‌ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।

ଉତ୍ତରପ୍ରଦେଶର ବୁଲନ୍ଦସହରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 25th, 02:00 pm

ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ ଜୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଭିକେ ସିଂଜୀ, ଉତ୍ତର ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ସଭାପତି ଶ୍ରୀ ଭୂପେନ୍ଦ୍ର ଚୌଧୁରୀ ଜୀ, ଅନ୍ୟ ପ୍ରତିନିଧିମାନେ ଏବଂ ବୁଲନ୍ଦସହରର ମୋର ପ୍ରିୟ ଭାଇ ଭଉଣୀମାନେ।

ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

January 25th, 01:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ରେଳ, ସଡ଼କ, ତୈଳ ଏବଂ ଗ୍ୟାସ୍‌, ସହରୀ ବିକାଶ ଏବଂ ଆବାସ ସମ୍ବନ୍ଧିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି ।

ଜାନୁଆରୀ ୨୫ରେ ବୁଲନ୍ଦସହର ଏବଂ ଜୟପୁର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

January 24th, 05:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୫ରେ ଉତ୍ତରପ୍ରଦେଶର ବୁଲନ୍ଦସହର ଏବଂ ରାଜସ୍ଥାନର ଜୟପୁର ଯିବେ । ଅପରାହ୍ନ ପ୍ରାୟ ୧ଟା ୪୫ରେ ପ୍ରଧାନମନ୍ତ୍ରୀ ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଦେଶକୁ ସମର୍ପିତ କରିବେ । ଏଥିରେ ରେଳ, ସଡ଼କ, ତୈଳ ଏବଂ ଗ୍ୟାସ୍‌, ସହରୀ ବିକାଶ ଏବଂ ଆବାସ ସମ୍ବନ୍ଧିତ ଅନେକ ପ୍ରକଳ୍ପ ରହିଛି ।

ବିଜେପି ପାଇଁ ପୂରା ଉତ୍ତରପ୍ରଦେଶ ଏକ ପରିବାର: ମୋଦି

February 06th, 01:31 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଦୁଃଖ ପ୍ରକାଶ କରି କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଏହି ଭେଟେରାନ ଗାୟିକା ଆମ ଦେଶରେ ଏକ ଶୂନ୍ୟସ୍ଥାନ ଛାଡିଛନ୍ତି ଯାହା କେବେ ପୂରଣ ହୋଇପାରିବ ନାହିଁ।

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ରାଲିକୁ ସମ୍ବୋଧିତ କରିଛନ୍ତି

February 06th, 01:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରା, ଆଗ୍ରା ଏବଂ ବୁଲନ୍ଦସହରରେ ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଦୁଃଖ ପ୍ରକାଶ କରି କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଛନ୍ତି ଯେ ଏହି ଭେଟେରାନ ଗାୟିକା ଆମ ଦେଶରେ ଏକ ଶୂନ୍ୟସ୍ଥାନ ଛାଡିଛନ୍ତି ଯାହା କେବେ ପୂରଣ ହୋଇପାରିବ ନାହିଁ।

Prime Minister interacts with BJP Karyakartas from five Lok Sabha seats

November 03rd, 06:53 pm

The Prime Minister Narendra Modi, today interacted with BJP booth workers from Bulandshahr, Kota, Korba, Sikar and Tikamgarh Lok Sabha constituencies, through video conferencing. The interaction was sixth in the series of ‘Mera Booth Sabse Mazboot’ program.