ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।The party governing Punjab today has neither clean intentions nor honesty: PM Modi in Jalandhar
July 17th, 04:31 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.PM addresses an energy-packed public rally in Jalandhar, Punjab
July 17th, 04:30 pm
PM Modi addressed a massive public rally in Jalandhar, Punjab, where he highlighted the transformation of India's railway infrastructure, outlined the BJP's vision for a Viksit Punjab and called for a double-engine government to unlock the state's full potential. He also spoke about the growing opportunities for Punjab's youth through India's emerging sports economy.ବିଶେଷ ମଧ୍ୟାହ୍ନ ଭୋଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 11th, 12:32 pm
ଗତ ବର୍ଷ ପ୍ରଧାନମନ୍ତ୍ରୀ ଲକ୍ସନ୍ଙ୍କ ଭାରତ ଗସ୍ତ ଆମର ଦ୍ୱିପାକ୍ଷିକ ସମ୍ପର୍କର ପ୍ରତ୍ୟେକ କ୍ଷେତ୍ରରେ ନୂତନ ଶକ୍ତିର ସଞ୍ଚାର କରିଥିଲା। ତାଙ୍କର ନେତୃତ୍ୱ, ସ୍ପଷ୍ଟ ଦୃଷ୍ଟିଭଙ୍ଗୀ ଏବଂ ଦୃଢ଼ ପ୍ରତିବଦ୍ଧତା ଦ୍ୱାରା ଭାରତ-ନ୍ୟୁଜିଲାଣ୍ଡ ବନ୍ଧୁତ୍ୱ ନୂତନ ଗତି ଓ ନୂଆ ଦିଗ ପାଇଛି। ଆଜିର ଦିନ ଚାରି ଦଶନ୍ଧି ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ନ୍ୟୁଜିଲାଣ୍ଡ ଗସ୍ତର ସାକ୍ଷୀ ହୋଇଛି। ମୁଁ ପ୍ରାୟତଃ କହେ ଯେ, ମୋ ପୂର୍ବରୁ ଯେଉଁମାନେ ଦାୟିତ୍ୱରେ ଥିଲେ, ସେମାନେ ଅନେକ ଭଲ କାମ ମୋ ପାଇଁ ଛାଡ଼ି ଯାଇଛନ୍ତି ଏବଂ ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବାର ସୌଭାଗ୍ୟ ମୋତେ ମିଳିଛି। ବନ୍ଧୁଗଣ, ଆଜି ଆମର ଦ୍ୱିପାକ୍ଷିକ ସମ୍ପର୍କର ଏକ ନୂତନ ଅଧ୍ୟାୟର ଶୁଭାରମ୍ଭ।ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ‘ଭାରତ–ନ୍ୟୁଜିଲ୍ୟାଣ୍ଡ: ଏକ ବିଜୟୀ ସହଭାଗିତା’ ଶୀର୍ଷକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
July 11th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମାନ୍ୟବର କ୍ରିଷ୍ଟୋଫର ଲକ୍ସନଙ୍କ ଦ୍ୱାରା ଆୟୋଜିତ ଭାରତ–ନ୍ୟୁଜିଲ୍ୟାଣ୍ଡ: ଏକ ବିଜୟୀ ସହଭାଗିତା ଶୀର୍ଷକ ସ୍ୱତନ୍ତ୍ର ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜନୀତି, ବ୍ୟବସାୟ, ଶିଳ୍ପ, ଶିକ୍ଷା, ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଏବଂ କଳା କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିବିଶେଷମାନେ ଯୋଗ ଦେଇଥିଲେ।ଭାରତ - ନ୍ୟୁଜିଲାଣ୍ଡ ବ୍ୟବସାୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 11th, 08:20 am
ଅକଲ୍ୟାଣ୍ଡରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ମୁଁ ବହୁତ ଆନନ୍ଦିତ। ପ୍ରଧାନମନ୍ତ୍ରୀ ଶ୍ରୀ ଲକ୍ସନଙ୍କ ସକାରାତ୍ମକ ଚିନ୍ତାଧାରା ଏବଂ ଭାରତ ପ୍ରତି ତାଙ୍କର ଗଭୀର ପ୍ରତିବଦ୍ଧତା ପାଇଁ ମୁଁ ତାଙ୍କ ପ୍ରତି ବିଶେଷ କୃତଜ୍ଞତା ପ୍ରକାଶ କରୁଛି।Prime Minister addresses business leaders in New Zealand
July 11th, 08:16 am
PM Modi interacted with leading CEOs and business leaders from India and New Zealand, highlighting the vast opportunities for trade, investment and innovation. He invited New Zealand businesses to partner India's growth story and help achieve the shared goal of doubling bilateral trade to NZD 7 billion by 2030.ଅର୍ଥନୈତିକ ରୋଡମ୍ୟାପ୍ ବ୍ୟବସାୟିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 06:15 am
ଆଜି ଏହି ସଭାଗୃହରେ ଭାରତ ଓ ଅଷ୍ଟ୍ରେଲିଆର ବ୍ୟବସାୟିକ ଶକ୍ତି ଏବଂ ବ୍ୟବସାୟିକ ମହତ୍ତ୍ୱାକାଂକ୍ଷାର ଏକ ଉତ୍କୃଷ୍ଟ ସମନ୍ୱୟ ଦେଖିବାକୁ ମିଳୁଛି। ଏଠାରେ ଆପଣମାନଙ୍କର ଉପସ୍ଥିତି ଆମର ସାମୂହିକ ବିଶ୍ୱାସ ଓ ସାମୂହିକ ଆଶା-ଆକାଂକ୍ଷାର ପ୍ରତୀକ।Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.ରାଜସ୍ଥାନର ବାଲୋତ୍ରାରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 12:50 pm
ଗ୍ରୀଷ୍ମ ଋତୁର ଏହି ପ୍ରଚଣ୍ଡ ଗରମ ମଧ୍ୟରେ ବିଭିନ୍ନ ସ୍ଥାନରେ ଏତେ ବଡ଼ ସଂଖ୍ୟାରେ ଲୋକଙ୍କର ଏକତ୍ରିତ ହେବା ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ଏହା ପ୍ରମାଣିତ କରୁଛି ଯେ ଭାରତୀୟ ଜନତା ପାର୍ଟି ସରକାରଙ୍କ ପ୍ରୟାସ ଉପରେ ଆପଣମାନଙ୍କର ବିଶ୍ୱାସ କେତେ ଦୃଢ଼ ରହିଛି। ଏହି ସମର୍ଥନ ଏବଂ ସ୍ନେହ ପାଇଁ ମୁଁ ରାଜସ୍ଥାନର ପବିତ୍ର ମାଟି ନିକଟରେ ଚିର ଋଣୀ।PM Modi launches multiple development projects worth around ₹1.06 lakh crore in Balotra, Rajasthan
July 04th, 12:30 pm
Addressing a public gathering in Balotra, Rajasthan, PM Modi highlighted Rajasthan's development journey, including the dedication of the Rajasthan Refinery, expansion of connectivity, water projects, renewable energy and employment initiatives. He also spoke about India's efforts to ensure energy security during the global crisis and reaffirmed the government's commitment to a self-reliant India.ଭାରତ-ଜାପାନ ବିଜନେସ୍ ଫୋରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 02nd, 03:35 pm
କିଛି ସମୟ ପୂର୍ବରୁ, ଆମେ ହରିୟାଣାର ଖରଖୋଦାରେ ମାରୁତି ସୁଜୁକିର ନୂତନ ମାନୁଫାକ୍ଚରିଂ ପ୍ଲାଣ୍ଟର ଉଦ୍ଘାଟନ କରିଥିଲୁ । ଆଜି, ବିଶ୍ୱବ୍ୟାପୀ ସୁଜୁକିର ପ୍ରାୟ ଦୁଇ-ତୃତୀୟାଂଶ କାର ଭାରତରେ ତିଆରି ହେଉଛି ଏବଂ ୧୦୦ରୁ ଅଧିକ ଦେଶକୁ ରପ୍ତାନି କରାଯାଉଛି ।କୋଲକାତାରେ ଆୟୋଜିତ ଆଇଏନଏସ୍ ଅଗ୍ରୟ, ଆଇଏନଏସ୍ ଦୁନାଗିରି ଏବଂ ଆଇଏନଏସ୍ ସଂଶୋଧକଙ୍କ ତ୍ରିମୁଖୀ-କମିଶନିଂ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
June 21st, 12:51 pm
ସମଗ୍ର ବିଶ୍ୱ ଏହାର ସାକ୍ଷୀ ଯେ, ସାମୁଦ୍ରିକ କ୍ଷମତା ବିନା କୌଣସି ରାଷ୍ଟ୍ର ଏକ ମହାଶକ୍ତିରେ ପରିଣତ ହୋଇପାରିବ ନାହିଁ। ବିକାଶ ସମୁଦ୍ର ସହ ଜଡ଼ିତ, ସୁରକ୍ଷା ସମୁଦ୍ର ସହ ଜଡ଼ିତ ଏବଂ ସମୃଦ୍ଧି ମଧ୍ୟ ସମୁଦ୍ର ସହ ଜଡ଼ିତ। ଆଜି ବିଶ୍ୱର ଅଧିକାଂଶ ବାଣିଜ୍ୟ ସାମୁଦ୍ରିକ ପଥ ଦେଇ ସଂଚାଳିତ ହେଉଛି। ସମଗ୍ର ବିଶ୍ୱକୁ ସଂଯୋଗ କରୁଥିବା ବିଶାଳ ଡାଟା ନେଟୱର୍କଗୁଡ଼ିକ ସମୁଦ୍ରର ଗର୍ଭ ଦେଇ ଅତିକ୍ରମ କରିଛି। ଆଗାମୀ ସମୟରେ ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ, ଗଭୀର ସମୁଦ୍ରର ସମ୍ପଦ ଏବଂ ଶକ୍ତିର ନୂତନ ଉତ୍ସ ମଧ୍ୟ ସମୁଦ୍ର ସହ ଅଧିକ ଘନିଷ୍ଠ ଭାବେ ଜଡ଼ିତ ହେବ।PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରୋତ୍ସାହନ ରାଶି ପ୍ରଦାନ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 19th, 05:15 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
June 19th, 05:00 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।ସ୍ଲୋଭାକିଆ ବିଜନେସ୍ ଲିଡର୍ସମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
June 15th, 09:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ଲୋଭାକିଆର ପ୍ରଧାନମନ୍ତ୍ରୀ ଶ୍ରୀ ରୋବର୍ଟ ଫିକୋଙ୍କ ସହିତ, ରେଳ, ପ୍ରତିରକ୍ଷା, ଅଟୋମୋଟିଭସ୍, ଶକ୍ତି, ଆଇଟି, ସ୍ୱାସ୍ଥ୍ୟସେବା ସମେତ ବିଭିନ୍ନ କ୍ଷେତ୍ରରେ ସ୍ଲୋଭାକିଆର ପ୍ରମୁଖ ବ୍ୟବସାୟ ଏବଂ ଶିଳ୍ପ ନେତାମାନଙ୍କ ସହିତ ଆଲୋଚନା କରିଥିଲେ ।India-Slovakia Joint Statement
June 15th, 05:32 pm
At the invitation of Slovak Republic PM Robert Fico, PM Modi visited Slovakia on 15 June 2026. Both leaders agreed to elevate the India-Slovakia relationship to a Comprehensive Partnership and to regularly review its implementation. They also agreed that the visit represents a significant step forward in transforming India-Slovakia relations and committed to taking bilateral ties into a new phase of engagement.India and Slovakia are moving forward in close coordination on the global stage: PM Modi at the India-Slovakia Joint Press Meet
June 15th, 03:00 pm
At the joint press meet in Bratislava, PM Modi and Slovak Prime Minister Robert Fico announced the elevation of India-Slovakia ties to a Comprehensive Partnership. PM Modi highlighted growing cooperation in trade, technology, defence, space, digital innovation and mobility, saying the upgraded partnership reflects shared priorities, shared trust and a shared vision for the future.