Mahagathbandhan is a bundle of lies: PM Modi in Arrah, Bihar

November 02nd, 02:00 pm

Massive crowd attended PM Modi’s public rally in Arrah, Bihar, today. Addressing the gathering, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.

PM Modi addresses large public gatherings in Arrah and Nawada, Bihar

November 02nd, 01:45 pm

Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.

ବିହାରର ପୁର୍ଣ୍ଣିୟାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 15th, 04:30 pm

ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ମଞ୍ଚରେ ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

September 15th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ ପୂର୍ଣ୍ଣିଆ ହେଉଛି ମା' ପୂର୍ଣ୍ଣ ଦେବୀ, ଭକ୍ତ ପ୍ରହଲ୍ଲାଦ ଏବଂ ମହର୍ଷି ମେହି ବାବାଙ୍କ ଭୂମି। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଏହି ମାଟି ଫଣୀଶ୍ୱରନାଥ ରେଣୁ ଏବଂ ସତୀନାଥ ଭାଦୁରିଙ୍କ ଭଳି ସାହିତ୍ୟିକ ବ୍ୟକ୍ତିମାନଙ୍କୁ ଜନ୍ମ ଦେଇଛି। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହା ବିନୋବା ଭାବେଙ୍କ ଭଳି ସମର୍ପିତ କର୍ମଯୋଗୀଙ୍କ କର୍ମଭୂମି ଏବଂ ଏହି ଭୂମି ପ୍ରତି ତାଙ୍କର ଗଭୀର ଶ୍ରଦ୍ଧା ପୁନଃପ୍ରକାଶ କରିଥିଲା।

କେବିନେଟ୍‌ ଅନୁମୋଦନ: ବିହାରରେ ₹୪,୪୪୭.୩୮ କୋଟି ବ୍ୟୟରେ ୮୨.୪ କି.ମି. ଲମ୍ବା ୪-ଲେନ୍‌ ମୋକାମା-ମୁଙ୍ଗେର ହାଇସ୍ପିଡ୍‌ କରିଡୋର ନିର୍ମାଣ

September 10th, 03:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି, ବିହାରରେ ବକ୍ସର–ଭାଗଲପୁର ହାଇ-ସ୍ପିଡ୍ କରିଡର ଅନ୍ତର୍ଗତ ୪-ଲେନ୍ ଗ୍ରୀନଫିଲ୍ଡ ଆକ୍ସେସ-ନିୟନ୍ତ୍ରିତ ମୋକାମା–ମୁଙ୍ଗର ସେକ୍ସନ ନିର୍ମାଣକୁ ହାଇବ୍ରିଡ୍ ଆନୁଇଟି ମୋଡ୍ (ଏଚଏଏମ୍) ରେ ମଞ୍ଜୁରୀ ଦେଇଛି। ପ୍ରକଳ୍ପର ମୋଟ ଲମ୍ବ ୮୨.୪ କିଲୋମିଟର ହେବା ସହ, ଅନୁମାନିତ ବ୍ୟୟ ୪,୪୪୭.୩୮ କୋଟି ଟଙ୍କା ହେବ।

ବିହାରର ଗୟାଜୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣI

August 22nd, 12:00 pm

ବିହାରର ମାନ୍ୟବର ରାଜ୍ୟପାଳ ଆରିଫ ମହମ୍ମଦ ଖାନ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଜୀ, କେନ୍ଦ୍ର କ୍ୟାବିନେଟରେ ଥିବା ମୋର ସହକର୍ମୀ, ଜିତନ୍ ରାମ ମାନଝି ଜୀ, ରାଜୀବ ରଂଜନ ସିଂ, ଚିରାଗ ପାସୱାନ୍ ଜୀ, ରାମ ନାଥ ଠାକୁର ଜୀ, ନିତ୍ୟାନନ୍ଦ ରାୟ ଜୀ, ସତୀଶ ଚନ୍ଦ୍ର ଦୁବେ ଜୀ, ରାଜ ଭୂଷଣ ଚୌଧୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଜୀ ଏବଂ ବିଜୟ କୁମାର ସିହ୍ନା ଜୀ, ବିହାର ସରକାରଙ୍କ ମନ୍ତ୍ରୀମାନେ, ସଂସଦରେ ମୋର ସହକର୍ମୀ ଉପେନ୍ଦ୍ର କୁଶୱା ଜୀ, ଅନ୍ୟ ସାଂସଦ ଏବଂ ବିହାରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ବିହାରର ଗୟାରେ ୧୨୦୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 22nd, 11:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଗୟାରେ ୧୨୦୦୦ କୋଟି ଟଙ୍କାର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ଜ୍ଞାନ ଏବଂ ମୁକ୍ତିର ପବିତ୍ର ନଗରୀ ଗୟାକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ବିଷ୍ଣୁପଦ ମନ୍ଦିରର ଭବ୍ୟ ପରିସରରୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଗୟା ଆଧ୍ୟାତ୍ମିକତା ଏବଂ ଶାନ୍ତିର ଭୂମି। ସେ ଗୁରୁତ୍ୱାରୋପ କରିଛନ୍ତି ଯେ ଭଗବାନ ବୁଦ୍ଧ ଏହି ପବିତ୍ର ଭୂମିରେ ଜ୍ଞାନପ୍ରାପ୍ତ ହୋଇଥିଲେ। ଶ୍ରୀ ମୋଦୀ କହିଛନ୍ତି, ଗୟାର ଏକ ପ୍ରାଚୀନ ଏବଂ ଅତ୍ୟନ୍ତ ସମୃଦ୍ଧ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟ ଅଛି। ଏହି ଅଞ୍ଚଳର ଲୋକମାନେ ଚାହାଁନ୍ତି ଯେ ଏହି ସହରକୁ କେବଳ ଗୟା ନୁହେଁ ବରଂ ସମ୍ମାନର ସହିତ ଗୟାଜୀ କୁହାଯାଉ, ପ୍ରଧାନମନ୍ତ୍ରୀ ଏହି ଭାବନାକୁ ସମ୍ମାନ ଦେବା ପାଇଁ ବିହାର ସରକାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କେନ୍ଦ୍ର ଏବଂ ବିହାରରେ ତାଙ୍କ ସରକାର ଗୟାର ଦ୍ରୁତ ବିକାଶ ପାଇଁ ନିରନ୍ତର ପ୍ରୟାସ କରୁଛନ୍ତି ବୋଲି ସେ ଖୁସି ପ୍ରକାଶ କରିଛନ୍ତି।

ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 20th, 01:00 pm

ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।

ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 20th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 24th, 02:35 pm

ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

February 24th, 02:30 pm

କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ର​‌ତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

NDA government has a proven track record and a clear vision for the future: PM Modi in Buxar, Bihar

May 25th, 11:50 am

While addressing the third massive rally of the day in Buxar, Bihar, PM Modi called attention to the forces obstructing India's progress, “Today, the Mahayagya of a Viksit Bharat is in progress. You can see who is hindering this national effort. When India stands united, these forces mock our resolve for development. While the whole country celebrates and Buxar sends gifts for Ramlala, who boycotts the consecration and calls the temple impure? These are the people of Congress, RJD, and the INDI Alliance. They obstruct every sacred effort. People of the virtuous land of Buxar, will you not answer these forces? Will they not get a full response?

Today, Ramlala sits in a grand temple, and there is no unrest: PM Modi in Karakat, Bihar

May 25th, 11:45 am

Prime Minister Narendra Modi graced the historic lands of Karakat, Bihar, vowing to tirelessly drive the nation’s growth and prevent the opposition from piding the country on the grounds of inequality.

ପ୍ରଧାନମନ୍ତ୍ରୀ ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରରେ ଜନସମାଗମକୁ ସମ୍ବୋଧିତ କରିଛନ୍ତି

May 25th, 11:30 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରର ଐତିହାସିକ ଭୂମିରେ ପହଞ୍ଚି ଦେଶର ଅଭିବୃଦ୍ଧିକୁ ନିରବଚ୍ଛିନ୍ନ ଭାବେ ଆଗକୁ ବଢ଼ାଇବା ସହ ଅସମାନତା ଆଧାରରେ ବିରୋଧୀଙ୍କୁ ଦେଶକୁ ବିଭାଜନ କରିବାରୁ ରୋକିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

If voted back to power, Congress-RJD will push Bihar back to the days of misery and darkness: PM Modi

May 14th, 12:26 pm

At a rally in Buxar, PM Narendra Modi urged people to elect NDA government. He said, “If voted back to power, Congress-RJD will push Bihar back to the days of misery and darkness.”

Bihar stands with progressive agenda of the NDA: PM Modi in Bihar

May 14th, 12:25 pm

Prime Minister Narendra Modi addressed two huge rallies in Buxar and Sasaram in Bihar today where PM Modi slammed the pisive political agenda of the Congress-RJD ‘Mahamilawat’ and said that if voted back to power, such parties will push India and Bihar back to the days of misery and darkness that were common during the UPA days.

People of Bihar have lost faith in Mahaswarthbandhan: PM Modi in Bihar

October 26th, 05:05 pm