ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ
May 27th, 06:09 pm
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ସି. ଯୋଶେଫ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 10th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।