Honouring the Sikh community’s faith and progress is our responsibility and privilege: PM on the 350th Shaheedi Samagam of Sri Guru Tegh Bahadur Ji
March 01st, 06:28 pm
PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.PM Modi addresses 350th Shaheedi Samagam of Sri Guru Teg Bahadur Ji; highlights initiatives for the Sikh community and social unity
March 01st, 06:00 pm
PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 25th, 05:00 pm
କାର୍ଯ୍ୟକ୍ରମରେ ଉପସ୍ଥିତ ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ କୃଷ୍ଣରାଓ ବାଗଡେ ଜୀ ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା, ଜଷ୍ଟିସ ଶ୍ରୀ ସଞ୍ଜୀବ ଖାନ୍ନା ଜୀ, ଦେଶର ଆଇନ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ ଜୀ , ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଶ୍ରୀ ମନୀନ୍ଦ୍ର ମୋହନ ଶ୍ରୀବାସ୍ତବ, ଅନ୍ୟ ସମସ୍ତ ସମ୍ମାନିତ ବିଚାରପତିଗଣ, ନ୍ୟାୟିକ ଜଗତର ସମସ୍ତ ବିଶିଷ୍ଟ ବ୍ୟକ୍ତି, ଉପସ୍ଥିତ ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଯୋଧପୁର ଠାରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି
August 25th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଯୋଧପୁର ଠାରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୁବୁଲି ଉତ୍ସବର ସମାପନୀ ସମାରୋହକୁ ସମ୍ବୋଧିତ କରିଥିଲେ । ସେ ରାଜସ୍ଥାନ ହାଇକୋର୍ଟ ସଂଗ୍ରହାଳୟକୁ ମଧ୍ୟ ଉଦଘାଟନ କରିଥିଲେ ।ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ
July 02nd, 09:58 pm
ଆମର ସମ୍ମାନୀୟ ରାଷ୍ଟ୍ରପତି ମଦୋଦୟ, ତାଙ୍କ ବକ୍ତବ୍ୟରେ ବିକଶିତ ଭାରତର ସଂକଳ୍ପକୁ ନିଜ ଭାଷଣରେ ବିସ୍ତାର କରିଛନ୍ତି । ମାନନୀୟ ରାଷ୍ଟ୍ରପତି ମଦୋଦୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଛନ୍ତି । ମାନ୍ୟବର ରାଷ୍ଟ୍ରପତି ଆମକୁ ଏବଂ ଆମ ଦେଶକୁ ମାର୍ଗଦର୍ଶନ କରିଛନ୍ତି, ଏଥିପାଇଁ ମୁଁ ରାଷ୍ଟ୍ରପତି ମଦୋଦୟଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 02nd, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।There's no semblance of good governance under TMC's rule in Bengal: PM Modi in Jadavpur
May 28th, 02:39 pm
Prime Minister Narendra Modi, in grand Jadavpur rally, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.PM Modi ignites massive Barasat & Jadavpur rallies, West Bengal
May 28th, 02:30 pm
Prime Minister Narendra Modi, in grand Barasat and Jadavpur rallies, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.