କ୍ୟାବିନେଟ୍ ମଞ୍ଜୁରୀ: ବିହାରର ମୁଜାଫରପୁର-ସୀତାମଢ଼ୀ-ସୋନବର୍ଷା ଏନ୍ଏଚ୍-୨୨ ସଡ଼କ ୩,୫୯୦.୭୩ କୋଟି ଟଙ୍କା ବ୍ୟୟରେ ହେବ ୪ ଲେନ୍
August 19th, 03:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବିହାରରେ ୨୨ ନମ୍ବର ଜାତୀୟ ରାଜପଥର ମୁଜାଫରପୁର-ସୀତାମଢ଼ୀ-ସୋନବର୍ଷା ସେକ୍ସନକୁ ୪-ଲେନ୍ ବିଶିଷ୍ଟ ମାନକକୁ ଉନ୍ନୀତ କରିବା ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୮୨.୫୭୮ କିଲୋମିଟର ଦୈର୍ଘ୍ୟ ଏହି ପ୍ରକଳ୍ପ ହାଇବ୍ରିଡ୍ ଆନୁଇଟି ମୋଡରେ ମୋଟ ୩,୫୯୦.୭୩ କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ କରାଯିବ।ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରିଦେଶର ମୋଟ୍ ୪ଟି ରେଳ ଲାଇନ୍ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦ୍ୱାରା ଓଡ଼ିଶା,ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କ ପ୍ରାୟ ୪୧୦ କିଲୋମିଟର ବୃଦ୍ଧି ପାଇବ
August 19th, 03:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୯,୪୫୦ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି:ଆସାମରେ ଏନ୍ଏଚ୍-୧୫ର ୧୩୫.୮୭ କିମି ଅଂଶକୁ ୪-ଲେନ୍ରେ ପରିଣତ କରିବାକୁ ₹୮,୯୭୦.୨୦ କୋଟିର ପ୍ରକଳ୍ପ ଅନୁମୋଦିତ
August 06th, 04:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆସାମର ୧୫ ନମ୍ବର ଜାତୀୟ ରାଜପଥରେ ୧୩୫.୮୭୧ କିଲୋମିଟର ଦୀର୍ଘ, ୪-ଲେନ୍ ବିଶିଷ୍ଟ ପ୍ରବେଶ-ନିୟନ୍ତ୍ରିତ ଗୁଆହାଟୀ-ତେଜପୁର କରିଡରର ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହି ପ୍ରକଳ୍ପଟି ଏନଏଚ (ଓ) ଅଧୀନରେ ମୋଟ ୮,୯୭୦.୨୦ କୋଟି ଟଙ୍କାର ବ୍ୟୟ ଅଟକଳରେ 'ବିଲ୍ଡ-ଅପରେଟ୍-ଟ୍ରାନ୍ସଫର' (ବିଓଟି) ଟୋଲ୍ ମୋଡ୍ରେ ନିର୍ମାଣ କରାଯିବ।୨୩,୭୩୧ କୋଟି ଟଙ୍କା ବ୍ୟୟବରାଦ ସହ କମ୍ପ୍ରେସ୍ଡ ବାୟୋଗ୍ୟାସ୍ ପାଇଁ ଜାତୀୟ ସମନ୍ୱିତ ଯୋଜନା-ଗୋବର୍ଦ୍ଧନକୁ କ୍ୟାବିନେଟ୍ ମଞ୍ଜୁରି
August 06th, 04:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ୨୩,୭୩୧ କୋଟି ଟଙ୍କାର ମୋଟ ବ୍ୟୟବରାଦ ସହିତ ଜାତୀୟ ଚକ୍ରିୟ ଜୈବଶକ୍ତି ଯୋଜନା- ଗୋବର୍ଦ୍ଧନକୁ ଅନୁମୋଦନ କରିଛି।Cabinet approves 'Samudra Manthan' (National Offshore Exploration Scheme) with an outlay of Rs.84,084 crore
July 31st, 04:17 pm
The Union Cabinet chaired by PM Modi has approved 'Samudra Manthan' – the National Offshore Exploration Scheme with an approved outlay of Rs.84,084 crore for implementation up to FY 2030-31. The Scheme is expected to stimulate significant investments across the exploration and production value chain, creating long-term opportunities for industry, innovation and economic growth.Cabinet approves revamped Khelo India Scheme and enhanced Assistance to National Sports Federations (ANSFs)
July 31st, 04:15 pm
The Union Cabinet chaired by PM Modi has approved an expanded Khelo India Scheme and enhanced Assistance to National Sports Federations (ANSFs) with a combined outlay of Rs.36,441 crore for the period 2026-27 to 2030-31. Aligned with the vision of Khelo Bharat Niti 2025 and the NEP 2020, the scheme integrates sports with education, fitness, technology and high-performance training.Cabinet approves continuation of the PM-KISAN Scheme from 2026-27 to 2030-31 with a Financial Outlay of Rs.3.15 lakh crore
July 31st, 04:13 pm
The Union Cabinet, chaired by PM Modi, has approved the continuation of the PM-KISAN Scheme with an outlay of ₹3.15 lakh crore for 2026–31. The scheme will continue providing direct income support to eligible farmers, strengthening agricultural investment and rural prosperity.Cabinet approves Pradhan Mantri Surya Sarovar Yojana (PM-SSY) with a total outlay of Rs.5,070 crore
July 31st, 04:11 pm
The Union Cabinet, chaired by PM Modi, has approved the ₹5,070 crore Pradhan Mantri Surya Sarovar Yojana to develop 5,000 MW of floating solar projects with energy storage. The scheme will boost clean energy, strengthen the grid and create new employment opportunities.Cabinet approves scheme of Chemical Parks “Bharat Audyogik Vikas Yojana Rasayan (BHAVYA Rasayan)
July 24th, 04:12 pm
The Union Cabinet, chaired by PM Modi, has approved the BHAVYA - Rasayan Scheme for establishing three dedicated Chemical Parks at a cost of ₹3,030 crore. The scheme, which will run for five years from FY 2026-27 to FY 2030-31, will lead to a cascading effect through enhanced development of downstream sectors of the economy, thereby generating higher employment and promoting greater economic growth, helping achieve the goal of Viksit Bharat @ 2047.କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ
July 24th, 04:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି କର୍ଣ୍ଣାଟକ ଏବଂ ଆନ୍ଧ୍ରପ୍ରଦେଶରେ ବଲ୍ଲାରୀ - ଗୁଣ୍ଟାକାଲ ସେକ୍ସନର ତୃତୀୟ ଏବଂ ଚତୁର୍ଥ ଲାଇନକୁ ମଞ୍ଜୁରୀ ଦେଇଛି ଯାହାର ମୋଟ ମୂଲ୍ୟ ୧୨୬୪ କୋଟି ଟଙ୍କା (ପ୍ରାୟ)।ଆଜିର କ୍ୟାବିନେଟ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି ନିଆଯିବ ବୋଲି ଘୋଷଣା କଲେ ପ୍ରଧାନମନ୍ତ୍ରୀ
July 24th, 06:08 am
ଆଜି ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ପ୍ରଘଟ ବିରୋଧରେ ଅଧିକ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯିବ ବୋଲି ଗତକାଲି ରାତିରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି ।୭,୧୪୫.୧୪ କୋଟି ଟଙ୍କା ବ୍ୟୟରେ କାନପୁର-କବରାଇ ଆକ୍ସେସ୍-କଣ୍ଟ୍ରୋଲ୍ଡ ରାଜପଥ ନିର୍ମାଣକୁ କ୍ୟାବିନେଟ୍ ମଞ୍ଜୁରୀ
July 01st, 03:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (ସିସିଇଏ) ଆଜି ଜାତୀୟ ରାଜପଥ (ଓ) କାର୍ଯ୍ୟକ୍ରମ ଅଧୀନରେ ଭୋପାଳ-କାନପୁର ଅର୍ଥନୈତିକ କରିଡରର ଏକ ପ୍ରମୁଖ ଅଂଶ ରୂପେ, ୧୧୭.୭ କିଲୋମିଟର ଦୀର୍ଘ କାନପୁର-କବରାଇ ଆକ୍ସେସ-କଣ୍ଟ୍ରୋଲ୍ଡ ଗ୍ରୀନଫିଲ୍ଡ ହାଇୱେର ନିର୍ମାଣକୁ ମଞ୍ଜୁରୀ ଦେଇଛନ୍ତି। ଏହା ଏକ ଚାରି-ଲେନ୍ ବିଶିଷ୍ଟ ନିୟନ୍ତ୍ରିତ ପ୍ରବେଶ (ଆକ୍ସେସ-କଣ୍ଟ୍ରୋଲ୍ଡ) କରିଡର ହେବ, ଯାହାକୁ ଭବିଷ୍ୟତରେ ଛଅ-ଲେନ୍ କରିବା ପାଇଁ ଡିଜାଇନ୍ କରାଯାଇଛି। ୭,୧୪୫.୧୪ କୋଟି ଟଙ୍କାର ଆନୁମାନିକ ମୋଟ ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି ପ୍ରକଳ୍ପକୁ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ଦ୍ୱାରା ବିଓଟି ଟୋଲ୍ ମୋଡ୍ରେ କାର୍ଯ୍ୟକାରୀ କରାଯିବ, ଏହା ସହିତ ଏନଏଚ-୩୪ ର ବିଦ୍ୟମାନ କାନପୁର-କବରାଇ ସେକ୍ସନର ପରିଚାଳନା ଏବଂ ରକ୍ଷଣାବେକ୍ଷଣ ଦାୟିତ୍ୱ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ରହିବ।Cabinet approves a Road Tunnel Construction project in Delhi worth Rs. 6969.67 crore
July 01st, 03:06 pm
The Cabinet Committee on Economic Affairs, chaired by PM Modi, has approved the construction of a Road Tunnel Construction project in Delhi worth Rs. 6,969.67 crore. The total project length is 8.1 km, including 3.14 km of tunnel, 0.98 km of tunnel approach ramp, 0.554 km of approach with RE Wall, 2.556 km of elevated portion and 0.87 km of at-grade road. It will provide faster connectivity and employment opportunities.ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍ର ମଞ୍ଜୁରୀ
June 10th, 01:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପର ପର୍ଯ୍ୟାୟ ୨ (ଏ)କୁ ମଞ୍ଜୁରୀ ଦେଇଛନ୍ତି । ଏହାର ଦୈର୍ଘ୍ୟ ୬.୦୩୨ କିଲୋମିଟର ରହିବ ଏବଂ ଏଥିରେ ୫ ଟି ଷ୍ଟେସନ (୪ ଟି ଉଚ୍ଚ ଏବଂ ଗୋଟିଏ ଭୂତଳ ଷ୍ଟେସନ) ଅନ୍ତର୍ଭୁକ୍ତ ହେବ। ପର୍ଯ୍ୟାୟ ୨ (ଏ) ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ, ଅହମ୍ମଦାବାଦ – ଗାନ୍ଧୀନଗର ମଧ୍ୟରେ ୭୭.୬୩ କିଲୋମିଟର ସକ୍ରିୟ ମେଟ୍ରୋ ରେଳ ନେଟୱାର୍କ ରହିବ । ପର୍ଯ୍ୟାୟ ୨ (ଏ) କରିଡରରେ ଯେଉଁ ଷ୍ଟେସନଗୁଡ଼ିକ ଅନ୍ତର୍ଭୁକ୍ତ, ସେଗୁଡିକ ହେଉଛି – ଆଶ୍ରମ ରୋଡ୍, କୋଟେଶ୍ୱର ପ୍ରାଚୀନ ମନ୍ଦିର, ସାବରମତି ନଦୀ, ସର୍ଦ୍ଦାର ନାଗର ଏବଂ ବିମାନବନ୍ଦର |Cabinet approves construction of the General Pool Residential Accommodation (GPRA) in Amaravati, Andhra Pradesh
June 10th, 01:57 pm
The Cabinet has approved the construction of the first General Pool Residential Accommodation (GPRA) campus in Amaravati, Andhra Pradesh, at a cost of ₹1,234.91 crore. Spread across 17 acres with 1,504 residential units, the green-rated project will provide modern housing and civic amenities for Central Government employees while generating significant employment and supporting efficient government functioning.Cabinet approves construction of new Central Government General Pool Office Accommodation in Amaravati, Andhra Pradesh
June 10th, 01:52 pm
The Cabinet has approved the construction of the Central Government General Pool Office Accommodation (CGGPOA) in Amaravati, Andhra Pradesh. Built across 5.53 acres at an estimated cost of over ₹1,299.08 crore, the green-rated office complex will accommodate around 8,000 officials and staff members, enhance coordination among Central Government departments, provide modern civic amenities and generate significant employment opportunities.କ୍ରମାଗତ କାର୍ଯ୍ୟକାଳ ସହ ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇ କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ
June 10th, 01:50 pm
କେନ୍ଦ୍ର କ୍ୟାବିନେଟ ଆଜି ଜୁନ୍ ୧୦, ୨୦୨୬କୁ ଭାରତୀୟ ଗଣତନ୍ତ୍ରର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟ ଭାବରେ ଗ୍ରହଣ କରି ଏକ ପ୍ରସ୍ତାବ ଗ୍ରହଣ କରିଛି, ଯେଉଁଥିରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଯାଇଛି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଲଗାତର ୪,୩୯୯ ଦିନ ସେବା କରିବାର ରେକର୍ଡ ସ୍ଥାପନ କରି, ସେ ଶ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବ ରେକର୍ଡକୁ ଅତିକ୍ରମ କରିଛନ୍ତି, ଯିଏ ୧୯୫୨ ରୁ ୧୯୬୪ ପର୍ଯ୍ୟନ୍ତ ଲଗାତାର ୪,୩୯୮ ଦିନ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ପ୍ରସ୍ତାବରେ କୁହାଯାଇଛି ଯେ ଏହି ଅବସର ଭାରତର ଗଣତାନ୍ତ୍ରିକ ଚେତନା, ଜନ ବିଶ୍ୱାସ ଏବଂ ଜନ ଅଂଶଗ୍ରହଣର ଶକ୍ତିର ପ୍ରତୀକ ଭାବରେ ଠିଆ ହୋଇଛି, ଯାହା 'ରାଷ୍ଟ୍ର ପ୍ରଥମ' ସଂକଳ୍ପ ଦ୍ୱାରା ପରିଚାଳିତ ଜଣେ ନେତାଙ୍କ ପ୍ରତି ଲୋକଙ୍କ ଦ୍ୱାରା ପ୍ରଦତ୍ତ ଅଭୂତପୂର୍ବ ସମର୍ଥନକୁ ପ୍ରତିଫଳିତ କରେ।Cabinet approves road upgradation projects in Madhya Pradesh worth Rs. 4,415.60 Crore
June 03rd, 03:29 pm
The Cabinet Committee on Economic Affairs, chaired by PM Modi, has approved upgradation of Hiwarkhedi-Roshni-Ashapur-Rudhy Section of NH-347B and widening of Deshgaon-Julwaniya Section of NH-347B in Madhya Pradesh at a cost of Rs.4,415.60 Crore. The upgraded corridor will enhance multi-modal integration by connecting with 6 PM Gati-Shakti Economic Nodes, 5 social nodes and 5 Logistic Nodes, thereby facilitating faster movement of goods and passengers across the region.ତେଲେଙ୍ଗାନାରେ ୭,୫୯୭.୧୬ କୋଟି ଟଙ୍କା ବ୍ୟୟରେ ୧୯୦.୭୬ କିମି ଜାତୀୟ ରାଜପଥକୁ ୪-ଲେନ୍ରେ ପ୍ରଶସ୍ତୀକରଣ ପାଇଁ କ୍ୟାବିନେଟ୍ର ମଞ୍ଜୁରୀ
June 03rd, 03:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଥିବା ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ତେଲଙ୍ଗାନାରେ ଜାତୀୟ ରାଜପଥ (ଏନଏଚ୍)-୬୩ର ଆରମୁର-ଜଗତିଆଲ୍-ମାଞ୍ଚେରିଆଲ୍ ସେକ୍ସନକୁ ହାଇବ୍ରିଡ୍ ଆନୁଇଟି ମଡେଲ୍ (ଏଚଏଏମ)ରେ ଏବଂ ଜାତୀୟ ରାଜପଥ (ଏନଏଚ)-୫୬୩ର ଜଗତିଆଲ୍-କରିମନଗର ସେକ୍ସନକୁ ବିଲ୍ଡ-ଅପରେଟ୍-ଟ୍ରାନ୍ସଫର (ଟୋଲ୍) [ବିଓଟି (ଟୋଲ୍)] ମଡେଲରେ ତିନୋଟି କାର୍ଯ୍ୟ ପ୍ୟାକେଜ୍ରେ ୪-ଲେନ ମାନଦଣ୍ଡ ବିଶିଷ୍ଟ ପ୍ରଶସ୍ତ କରିବାକୁ ଅନୁମୋଦନ ପ୍ରଦାନ କରିଛି। ଏହି ପ୍ରକଳ୍ପର ମୋଟ ଲମ୍ବ ୧୯୦.୭୬ କିଲୋମିଟର ଏବଂ ବ୍ୟୟ ଅଟକଳ ୭୫୯୭.୧୬ କୋଟି ଟଙ୍କା ରହିଛି।ବିହାରର ଖଗରିଆ-ପୂର୍ଣ୍ଣିଆ ଜାତୀୟ ରାଜପଥ ଖଣ୍ଡକୁ ୪-ଲେନ୍ରେ ଉନ୍ନତୀକରଣ ପାଇଁ କ୍ୟାବିନେଟ୍ର ମଞ୍ଜୁରୀ
June 03rd, 03:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ (ସିସିଇଏ) ଆଜି ବିହାରର ଏନଏଚ୍-୩୧ ଏବଂ ଏନଏଚ୍- ୨୩୧ର ଖଗରିଆ–ପୂର୍ଣ୍ଣିଆ ଖଣ୍ଡ (୧୪୩.୫୨୯ କିଲୋମିଟର)କୁ ବିଓଟି (ଟୋଲ୍) ମୋଡ୍ରେ ୪-ଲେନ୍ ମାନକକୁ ଉନ୍ନତ କରିବା ପାଇଁ ୩,୯୩୬.୦୫ କୋଟି ଟଙ୍କା ବ୍ୟୟର ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।