Prime Minister emphasises strong foundation built for a truly renewed partnership between the two nations with the visit of Prime Minister of Canada
March 03rd, 10:16 pm
Praising the visit of Canadian PM Mark Carney to India, PM Modi said that the visit has built a strong foundation for a truly renewed partnership between the two nations. He added that he looks forward to working together to build a bright future and shared prosperity for the people of both countries.ଭାରତ-କାନାଡ଼ା ନେତାମାନଙ୍କର ମିଳିତ ବିବୃତି
March 02nd, 05:05 pm
ଭାରତର ପ୍ରଧାନମନ୍ତ୍ରୀ ମହାମହିମ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଫେବୃଆରୀ ୨୭ରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ସରକାରୀ ଗସ୍ତ କରିଥିଲେ। କାନାଡା ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ଭାରତ ଗସ୍ତ ଥିଲା। ଏହା ୨୦୧୮ ପରେ କାନାଡା ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ କାର୍ନିଙ୍କ ସହିତ କାନାଡାର ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଆସିଥିଲେ ଯେଉଁଥିରେ ବରିଷ୍ଠ ମନ୍ତ୍ରୀ, ପ୍ରାଦେଶିକ ନେତା ଏବଂ ପ୍ରମୁଖ ସିଇଓମାନେ ସାମିଲ ଥିଲେ।ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
March 02nd, 05:04 pm
ଫଳାଫଳ ତାଲିକା: କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତଭାରତ-କାନାଡା ସିଇଓ ଫୋରମ୍ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 02:30 pm
ମାନନୀୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି, ଉଭୟ ଦେଶର ବ୍ୟବସାୟ ନେତାଗଣ, ମାନନୀୟା ମହିଳା ଏବଂ ସଜ୍ଜନମାନେ, ନମସ୍କାର!କାନାଡା ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
March 02nd, 11:40 am
ଗତବର୍ଷ କାନାଡାରେ ଅନୁଷ୍ଠିତ ଜି୭ ବୈଠକରେ ସେ ମୋତେ ଓ ମୋର ପ୍ରତିନିଧିମଣ୍ଡଳକୁ ଭବ୍ୟ ସ୍ୱାଗତ କରିଥିଲେ। ଆଜି ସେହି ଆତ୍ମୀୟତା ସହିତ ତାଙ୍କୁ ସ୍ୱାଗତ କରିବା ମୋ ପାଇଁ ସୌଭାଗ୍ୟର ବିଷୟ। ବିଶ୍ୱରେ ବହୁତ କମ୍ ଲୋକ ଅଛନ୍ତି ଯାହାଙ୍କ ଜୀବନ ସାରଣୀରେ ଦୁଇଟି ଦେଶର କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ନେତୃତ୍ୱ ଅନ୍ତର୍ଭୁକ୍ତ।କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
February 26th, 10:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ୨୭ ଫେବୃଆରୀରୁ ୨ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତରେ ଆସିବେ । ଏହା ପ୍ରଧାନମନ୍ତ୍ରୀ କାର୍ନିଙ୍କର ପ୍ରଥମ ସରକାରୀ ଭାରତ ଗସ୍ତ ହେବ ।ଏଆଇ ସଫଳତା ଠାରୁ ଆରମ୍ଭ କରି ଟି-20 ବିଶ୍ୱକପ୍ ପର୍ଯ୍ୟନ୍ତ, ପ୍ରଧାନମନ୍ତ୍ରୀ ମୋଦୀ ମନ କି ବାତରେ ଭାରତର ଉତ୍ଥାନକୁ ଦର୍ଶାଇଛନ୍ତି
February 22nd, 11:30 am
ଚଳିତ ମାସର 'ମନ୍ କି ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ନିଜର ଅନୁଭୂତି ବିଷୟରେ କହିଥିଲେ। ସେ ଭାରତୀୟ ବଂଶୋଦ୍ଭବ କ୍ରିକେଟର, ଅଙ୍ଗଦାନ, ନଦୀ ମହୋତ୍ସବ, ଡିଜିଟାଲ ସୁରକ୍ଷା, ପରୀକ୍ଷା ପେ ଚର୍ଚ୍ଚା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରିଥିଲେ । ସେ ଦର୍ଶାଇଛନ୍ତି ଯେ 23 ଫେବୃଆରୀରେ ରାଷ୍ଟ୍ରପତି ଭବନରେ 'ରାଜାଜୀ ଉତ୍ସବ' ପାଳନ କରାଯିବ । ପ୍ରଧାନମନ୍ତ୍ରୀ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଳିତା ଜୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ନାରୀ ଶକ୍ତି ସହ ତାଙ୍କର ଗଭୀର ସମ୍ପର୍କ ବିଷୟରେ ଉଲ୍ଲେଖ କରିଛନ୍ତି ।Prime Minister condoles loss of lives in a shooting incident in Canada
February 11th, 03:43 pm
The Prime Minister, Shri Narendra Modi, extended his heartfelt condolences to the families who have lost their loved ones in a shooting incident in Canada. Shri Modi also wished a speedy recovery to the injured. India stands in solidarity with the people of Canada in this moment of profound grief, Shri Modi stated.ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:41 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ମାର୍କ କାର୍ନିଙ୍କୁ ଭେଟି ଭାରତ-କାନାଡା ଭାଗିଦାରୀ ଅଗ୍ରଗତିର ସମୀକ୍ଷା କରିଛନ୍ତି।Joint statement by the Government of India, the Government of Australia and the Government of Canada
November 22nd, 09:21 pm
India, Australia, and Canada have agreed to enter into a new trilateral partnership: the Australia-Canada-India Technology and Innovation (ACITI) Partnership. The three sides agreed to strengthen their ambition in cooperation on critical and emerging technologies. The Partnership will also examine the development and mass adoption of artificial intelligence to improve citizens' lives.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ
October 13th, 02:42 pm
କାନାଡାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶୁଶ୍ରୀ ଅନୀତା ଆନନ୍ଦ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ ବୈଦେଶିକ ମନ୍ତ୍ରୀ ଆନନ୍ଦଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ତାଙ୍କର ଗସ୍ତ ଭାରତ-କାନାଡା ଦ୍ବିପାକ୍ଷିକ ସହଯୋଗିତାକୁ ଗତି ପ୍ରଦାନ ଲାଗି ହେଉଥିବା ଉଦ୍ୟମକୁ ସହାୟତା କରିବ । ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଜୁନ ମାସରେ ଜି୭ ଶିଖର ସମ୍ମିଳନୀ ପାଇଁ ହୋଇଥିବା ତାଙ୍କର କାନାଡା ଗସ୍ତ ଓ ସେଠାରେ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସହ ହୋଇଥିବା ଫଳପ୍ରଦ ବୈଠକ କଥା ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ ବାଣିଜ୍ୟ, ଶକ୍ତି, ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ସେ ତାଙ୍କର ଆଗାମୀ ସାକ୍ଷାତ ଓ ଆଲୋଚନା ପାଇଁ ଅପେକ୍ଷା କରିଛନ୍ତି।୮ ଅକ୍ଟୋବରରେ :ଇଣ୍ଡିଆ ମୋବାଇଲ କଂଗ୍ରେସ’ର ୯ମ ସଂସ୍କରଣକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
October 07th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ୮ ଅକ୍ଟୋବର ୨୦୨୫ ସକାଳ ପ୍ରାୟ ୯ଟା ୪୫ ମିନିଟ୍ ସମୟରେ ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ମିଡିଆ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ୨୦୨୫’ର ୯ମ ସଂସ୍କରଣକୁ ଉଦଘାଟନ କରିବେ।'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।Prime Minister interacts with President of the European Council during G7 summit
June 18th, 05:03 pm
The Prime Minister Shri Narendra Modi had a productive conversation with the President of the European Council, Mr. António Costa during the G7 Summit at Kananaskis, Canada on 17th June 2025.ଜି-୭ ବୈଠକ ପରିପ୍ରେକ୍ଷୀରେ କୋରିଆ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦୀ
June 18th, 03:17 pm
ମଙ୍ଗଳବାର ଦିନ କାନାଡର କାନନାସକିସରେ ଅନୁଷ୍ଠିତ ହୋଇଥିବା ଜି-୭ ବୈଠକ ପରିପ୍ରେକ୍ଷୀରେ କୋରିଆ ରିପ୍ଲବିକ ରାଷ୍ଟ୍ରପତିଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି । କୋରିଆ ମୁଖ୍ୟ ଲି ଜାଏ ମୟୁଙ୍ଗ ସହ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ମୋଦୀ ଆଲୋଚନା କରିଛନ୍ତି । ବାଣିଜ୍ୟ, ପୁଞ୍ଜି ନିବେଶ, ପ୍ରଯୁକ୍ତି ବିଦ୍ୟା, ଗ୍ରୀନ ହାଇଡ୍ରୋଜେନ, ଜାହାଜ ନିର୍ମାଣ ପରି ବିଭିନ୍ନ କ୍ଷେତ୍ରରେ ଉଭୟ କୋରିଆ ଓ ଭାରତ ମିଳିତ ଭାବେ କାମ କରିବେ ବୋଲି କୁହାଯାଇଛି । ସୋସିଆଲ ଗଣମାଧ୍ୟମ ଏକ୍ସରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, କାନାଡାରେ କୋରିଆ ମୁଖ୍ୟ ଲି ମୟୁଙ୍ଗଙ୍କ ସହ ତାଙ୍କର ଭଲ କଥାବାର୍ତା ହୋଇଛି । ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମିଳିତ ଭାବେ କାମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।Prime Minister interacts with Presidents of the South Africa and Brazil at G7 summit
June 18th, 03:05 pm
The Prime Minister Shri Narendra Modi held substantive and heartfelt conversations with President of Republic of South Africa, H.E Mr. Cyril Ramaphosa and President of Brazil, H.E Mr. Luiz Inácio Lula da Silva at the G7 Summit at Kananaskis, Canada on 17th June 2025. He reaffirmed India’s unwavering commitment to championing the cause of the Global South.Prime Minister interacts with President of the European Commission during G7 summit
June 18th, 03:04 pm
The Prime Minister Shri Narendra Modi held a fruitful discussion with the President of the European Commission, Ms. Ursula von der Leyen during the G7 Summit at Kananaskis, Canada on 17th June 2025.G7 ଶିଖର ସମ୍ମିଳନୀରେ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ କରିଛନ୍ତି ପ୍ରଧାନମନ୍ତ୍ରୀ
June 18th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ ରେ କାନାନାସ୍କିସ୍, କାନାନାସ୍କିସ୍ ଠାରେ ୫୧ତମ G7 ଶିଖର ସମ୍ମିଳନୀରେ ଜାପାନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଶିଗେରୁ ଇଶିବାଙ୍କ ସହ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଆଲୋଚନା କରିଥିଲେ। ନେତାମାନେ ଦୃଢ଼ୋକ୍ତି କରିଥିଲେ ଯେ ଭାରତ ଏବଂ ଜାପାନ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ପ୍ରତିବଦ୍ଧ।