ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।TMC government is run either by goons or only after High Court and Supreme Court orders: PM Modi in Arambagh, West Bengal
April 26th, 01:50 pm
Addressing a Vijay Sankalp rally in Arambagh, West Bengal, PM Modi remarked that after 15 years of intimidation, the people of Bengal are now determined to defeat injustice. He noted that the TMC government acts only after the court intervention. He concluded by urging people to vote decisively for BJP, stating that only a government free from fear, corruption and syndicate control can unlock Bengal’s true potential.The expiry date of this 15-year syndicate TMC raj is 4 May: PM Modi in Bangaon, West Bengal
April 26th, 01:30 pm
Addressing a massive public rally in Bangaon, West Bengal, PM Modi delivered a sharp message against TMC’s corruption, syndicate raj and fear politics. Stating that “Nari Shakti” has been the worst affected under TMC rule, he called upon women to lead the change. He also outlined BJP’s roadmap for development, security and prosperity in West Bengal and recalled the legacy of Syama Prasad Mookerjee.PM Modi’s impactful rallies in Bangaon and Arambagh, West Bengal
April 26th, 01:24 pm
PM Modi addressed massive public gatherings in Bangaon and Arambagh, delivering a sharp message against TMC’s corruption, syndicate raj and fear politics, while presenting BJP’s roadmap for development, security and prosperity in West Bengal.ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 29th, 11:30 am
ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -ତଥ୍ୟ ପତ୍ର : ହିନ୍ଦ-ପ୍ରଶାନ୍ତ କ୍ଷେତ୍ରରେ କର୍କଟର ଭାର କମାଇବା ପାଇଁ କ୍ୱାଡ ଦେଶମାନେ କର୍କଟ ମୁନ୍ଶଟ୍ ପଦକ୍ଷେପ ଆରମ୍ଭ କଲେ
September 22nd, 12:03 pm
ଆଜି ଆମେରିକା, ଅଷ୍ଟ୍ରେଲିଆ, ଭାରତ ଓ ଜାପାନ କର୍କଟ ରୋଗ ବିଲୋପ କରିବାରେ ସାହାଯ୍ୟ କରିବା ପାଇଁ ଏକ ଅଭିନବ ଉଦ୍ୟମ ଆରମ୍ଭ କରିଛନ୍ତି, ଯେମିତିକି ଆମେ ଇଣ୍ଡୋ-ପାସିଫିକ୍ (ହିନ୍ଦ-ପ୍ରଶାନ୍ତ କ୍ଷେତ୍ର)ରେ ଜାଣିଛୁ, ଆରମ୍ଭ ଗର୍ଭାଶୟ କର୍କଟରୁ ହୋଇଛି, ଏହା ଏକ ପ୍ରମୁଖ ପ୍ରତିରୋଧକାରୀ ରୋଗ ଯାହା ଏହି କ୍ଷେତ୍ରରେ ଏକ ପ୍ରମୁଖ ସ୍ୱାସ୍ଥ୍ୟ ସଂକଟ ଭାବେ ବଳବତ୍ତର ରହିଛି ଏବଂ ଅନ୍ୟାନ୍ୟ ପ୍ରକାରର କର୍କଟ ରୋଗର ସମାଧାନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା। ଏହି ପଦକ୍ଷେପ କ୍ୱାଡ ଲିଡର୍ ସମ୍ମିଳନୀରେ କରାଯାଇଥିବା ବ୍ୟାପକ ଘୋଷଣାର ଏକ ଅଂଶ।କର୍କଟର ଚିକିତ୍ସା ନିମନ୍ତେ ଭିତ୍ତିଭୂମି ମଜଭୁତ କରିବା ପ୍ରୟାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
September 01st, 08:11 am
କର୍କଟର ଚିିକିତ୍ସା ଲାଗି ଭିତ୍ତିଭୂମି ମଜଭୁତ କରିବା ଦିଗରେ ପ୍ରୟାସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ଚିକ୍କରବାଲ୍ଲାପୁରରେ ଶ୍ରୀ ମଧୁସୂଦନ ସାଇ ଆୟୁର୍ବିଜ୍ଞାନ ଏବଂ ଅନୁସନ୍ଧାନ ସଂସ୍ଥାନର ଉଦଘାଟନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
March 25th, 11:40 am
ଆପଣ ସମସ୍ତେ ଏତେ ଉତ୍ସାହ ଏବଂ ଉଦ୍ଦୀପନାର ସହିତ ଅନେକ ସ୍ୱପ୍ନକୁ ନେଇ, ନୂତନ ସଂକଳ୍ପକୁ ନେଇ ସେବାର ଏହି ମହାନ ଧାରା ସହିତ ଯୋଡ଼ି ହୋଇଛନ୍ତି । ଆପଣଙ୍କୁ ଦେଖିବା ମୋ ପାଇଁ ମଧ୍ୟ ଏକ ସୌଭାଗ୍ୟର ବିଷୟ ଅଟେ । ମୁଁ ଆପଣଙ୍କର ବହୁତ ବହୁତ କୃତଜ୍ଞ ଅଟେ । ଚିକ୍କ-ବଲ୍ଲାପୁର, ଆଧୁନିକ ଭାରତର ସ୍ଥପତିମାନଙ୍କ ମଧ୍ୟରୁ ଜଣେ ହେଲେ, ସାର୍ ଏମ୍ ବିଶେଶ୍ୱରାୟଙ୍କର ଜନ୍ମସ୍ଥାନ । ବର୍ତ୍ତମାନ ମୋତେ ସାର୍ ବିଶେଶ୍ୱରାୟାଙ୍କ ସମାଧିରେ ପୁଷ୍ପାଞ୍ଜଳୀ ଅର୍ପଣ କରିବା ଏବଂ ତାଙ୍କ ସଂଗ୍ରହାଳୟ ପରିଦର୍ଶନ କରିବାର ସୌଭାଗ୍ୟ ପାଇଲି । ମୁଁ ଏହି ପବିତ୍ର ଭୂମିକୁ ମଥା ନୁଆଁଇ ପ୍ରଣାମ କରୁଛି । ଏହି ପବିତ୍ର ଭୂମିରୁ ପ୍ରେରଣା ନେଇ ସେହି କୃଷକ ଏବଂ ସାଧାରଣ ଲୋକଙ୍କ ପାଇଁ ନୂତନ ଉଦ୍ଭାବନ କରିଥିଲେ, ଇଞ୍ଜିନିୟରିଂ ଉତକୃଷ୍ଟ ପ୍ରକଳ୍ପ ସୃଷ୍ଟି କରିଥିଲେ ।କର୍ଣ୍ଣାଟକର ଚିକ୍କାବାଲାପୁର ଠାରେ ଶ୍ରୀ ମଧୁସୂଦନ ସାଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
March 25th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚିକ୍କାବାଲାପୁର ଠାରେ ଶ୍ରୀ ମଧୁସୂଦନ ସାଇ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ର ଉଦଘାଟନ କରିଛନ୍ତି। ଏସଏମଏସଆଇଏମଏସଆର ସମସ୍ତଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଡାକ୍ତରୀ ଶିକ୍ଷା ଏବଂ ଗୁଣାତ୍ମକ ଚିକିତ୍ସା ସେବା ଯୋଗାଇବ। 2023 ଶିକ୍ଷାବର୍ଷରେ ଏହି ଅନୁଷ୍ଠାନ କାର୍ଯ୍ୟ ଆରମ୍ଭ କରିବ।ପଞ୍ଜାବର ମୋହାଲିଠାରେ ହୋମି ଭାଭା କ୍ୟାନସର ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ରଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
August 24th, 06:06 pm
ପଞ୍ଜାବର ରାଜ୍ୟପାଳ ଶ୍ରୀ ବନୱାରୀ ଲାଲ ପୁରୋହିତଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭଗବନ୍ତ ମାନ୍ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସାଥୀ ଭାଇ ମନୀଷ ତିୱାରୀଜୀ, ସମସ୍ତ ଡାକ୍ତର, ଗବେଷକ, ପାରାମେଡ଼ିକ୍, ଅନ୍ୟ କର୍ମଚାରୀ ଏବଂ ପଞ୍ଜାବର କୋଣ ଅନୁକୋଣରୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!PM dedicates Homi Bhabha Cancer Hospital & Research Centre to the Nation at Sahibzada Ajit Singh Nagar (Mohali)
August 24th, 02:22 pm
PM Modi dedicated Homi Bhabha Cancer Hospital & Research Centre to the Nation at Mohali in Punjab. The PM reiterated the government’s commitment to create facilities for cancer treatment. He remarked that a good healthcare system doesn't just mean building four walls. He emphasised that the healthcare system of any country becomes strong only when it gives solutions in every way, and supports it step by step.ଅଗଷ୍ଟ ୨୪ ତାରିଖରେ ହରିୟାନା ଏବଂ ପଞ୍ଜାବ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 22nd, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅଗଷ୍ଟ ୨୦୨୨ ରେ ହରିୟାଣା ଏବଂ ପଞ୍ଜାବ ଗସ୍ତରେ ଯିବେ । ସେହିଦିନ ପ୍ରଧାନମନ୍ତ୍ରୀ ଦେଶ ଉଦ୍ଦେଶ୍ୟରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଉଦଘାଟନ/ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ହରିୟାଣାର ଫରିଦାବାଦ ଠାରେ ଅମୃତା ହସ୍ପିଟାଲର ଉଦଘାଟନ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ମୋହାଲି ଯାତ୍ରା କରିବେ ଏବଂ ଅପରାହ୍ନ ପ୍ରାୟ ୨ଟା ୧୫ ରେ ମୁଲାନପୁର, ନୂଆ ଚଣ୍ଡିଗଡ଼, ସାହିବଜାଦା ଅଜିତ ସିଂହ ନଗର ଜିଲ୍ଲା (ମୋହାଲି) ଠାରେ ହୋମି ଭାବା କର୍କଟ ଡାକ୍ତରଖାନା ଏବଂ ଗବେଷଣା କେନ୍ଦ୍ର” କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ଗୁଜରାଟର ନବସାରୀ ଠାରେ ଏ. ଏମ. ନାଏକ ଚିକିତ୍ସା ସେବା କମ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 10th, 01:07 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଏହି କ୍ଷେତ୍ରର ସାଂସଦ ମୋର ବରିଷ୍ଠ ସାଥୀ, ଶ୍ରୀମାନ ସି ଆର ପାଟିଲ, ଏଠାରେ ଉପସ୍ଥିତ ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀ ମହୋଦୟ, ବିଧାୟକ, ନିରାଲୀ ମେମୋରିଆଲ ମେଡିକାଲ ଟ୍ରଷ୍ଟର ପ୍ରତିଷ୍ଠାତା ଏବଂ ଚେୟାରମାନ ଶ୍ରୀ ଏ. ଏମ ନାଏକ ଜୀ, ଟ୍ରଷ୍ଟୀ ଶ୍ରୀ ଭାଇ ଜିଗ୍ନେଶ ନାୟକ ଜୀ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ, ମହିଳାମାନେ ଏବଂ ଭଦ୍ର ଲୋକମାନେ! ଆଜି ଆପଣ ପ୍ରଥମେ ଇଂରାଜୀରେ ଶୁଣିଲେ, ପରେ ଗୁଜରାଟୀ, ବର୍ତ୍ତମାନ ହିନ୍ଦୀ ଯେପରି ଛାଡ଼ି ନ ଯାଏ ତେବେ ମୁଁ ହିନ୍ଦୀରେ କହୁଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏ. ଏମ. ନାଏକ ସ୍ୱାସ୍ଥ୍ୟ ଯତ୍ନ ପରିସର ଓ ନୀରାଲି ବହୁମୁଖୀ ସ୍ୱତନ୍ତ୍ର ଯତ୍ନ ହସ୍ପିଟାଲ ନବସାରୀରେ ଉଦଘାଟିତ
June 10th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଏ. ଏମ. ନାଏକ ସ୍ୱାସ୍ଥ୍ୟ ଯତ୍ନ ପରିସର ଓ ନିରାଲୀ ବହୁମୁଖୀ ସ୍ୱତନ୍ତ୍ର ସେବା ଯତ୍ନ ହସ୍ପିଟାଲକୁ ନବସାରୀ ଠାରେ ଉଦଘାଟନ କରିଛନ୍ତି । ସେ ମଧ୍ୟ ଆଭାସୀ ମାଧ୍ୟମରେ ଖରେଲ ଶିକ୍ଷା ପରିସରର ଉଦଘାଟନ କରିଛନ୍ତି । ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ ।Our government is making unprecedented investments on health infrastructure: PM Modi
April 28th, 02:30 pm
PM Modi inaugurated seven cancer hospitals in Assam. The project has been executed by Assam Cancer Care Foundation, a joint venture of Government of Assam and Tata Trusts. The hospitals will augment healthcare capacities in the region. PM Modi said, There was a time, even one hospital getting opened up in seven years was a thing to celebrate. Times have changed now. I've been told three more cancer hospitals will be ready for your service in few months.