TMC is Anti-North Bengal, Anti-tribal, Anti-tea garden, Anti-women & Anti-youth: PM Modi in Siliguri

April 12th, 01:15 pm

Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.

PM Modi’s high-energy speech electrifies the Siliguri crowd

April 12th, 01:00 pm

Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.

Government, society and saints are all united in the fight against cancer: PM Modi in Madhya Pradesh

February 23rd, 06:11 pm

PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.

ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 23rd, 04:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 13th, 11:00 am

ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍‌-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।

ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ

November 13th, 10:45 am

ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।

NDA government has a proven track record and a clear vision for the future: PM Modi in Buxar, Bihar

May 25th, 11:50 am

While addressing the third massive rally of the day in Buxar, Bihar, PM Modi called attention to the forces obstructing India's progress, “Today, the Mahayagya of a Viksit Bharat is in progress. You can see who is hindering this national effort. When India stands united, these forces mock our resolve for development. While the whole country celebrates and Buxar sends gifts for Ramlala, who boycotts the consecration and calls the temple impure? These are the people of Congress, RJD, and the INDI Alliance. They obstruct every sacred effort. People of the virtuous land of Buxar, will you not answer these forces? Will they not get a full response?

Today, Ramlala sits in a grand temple, and there is no unrest: PM Modi in Karakat, Bihar

May 25th, 11:45 am

Prime Minister Narendra Modi graced the historic lands of Karakat, Bihar, vowing to tirelessly drive the nation’s growth and prevent the opposition from piding the country on the grounds of inequality.

ପ୍ରଧାନମନ୍ତ୍ରୀ ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରରେ ଜନସମାଗମକୁ ସମ୍ବୋଧିତ କରିଛନ୍ତି

May 25th, 11:30 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ପାଟଲିପୁତ୍ର, କରାକତ ଓ ବକ୍ସରର ଐତିହାସିକ ଭୂମିରେ ପହଞ୍ଚି ଦେଶର ଅଭିବୃଦ୍ଧିକୁ ନିରବଚ୍ଛିନ୍ନ ଭାବେ ଆଗକୁ ବଢ଼ାଇବା ସହ ଅସମାନତା ଆଧାରରେ ବିରୋଧୀଙ୍କୁ ଦେଶକୁ ବିଭାଜନ କରିବାରୁ ରୋକିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ଗୌହାଟୀ ଠାରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ, ଉଦ୍‌ଘାଟନ ଏବଂ ଉତ୍ସର୍ଗ କରିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

February 04th, 12:00 pm

ଆସାମର ରାଜ୍ୟପାଳ ଗୁଲାବ ଚନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଡଃ. ହିମନ୍ତ ବିସ୍ୱା ସର୍‌ମା ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ୍ ଜୀ, ରାମେଶ୍ୱର ତେଲୀ ଜୀ, ଆସାମ ସରକାରଙ୍କ ମନ୍ତ୍ରୀ, ସାଂସଦ ଏବଂ ବିଧାୟକଗଣ, ବିଭିନ୍ନ ପରିଷଦର ମୁଖ୍ୟ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ପ୍ରଧାନମନ୍ତ୍ରୀଙ୍କ ଆସାମର ଗୌହାଟୀରେ ୧୧, ୦୦୦ କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ

February 04th, 11:30 am

ସମବେତ ଜନତାଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ମା’ କାମାକ୍ଷାଙ୍କ ଆଶୀର୍ବାଦ ଯୋଗୁଁ ସେ ଆଜି ଆସାମ ପାଇଁ ଏଗାର ହଜାର କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାରେ ସକ୍ଷମ ହୋଇଛନ୍ତି ।

ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

January 21st, 12:00 pm

ଆଜି ଏହି ସ୍ୱତନ୍ତ୍ର ଅବସରରେ ଖୋଡଲଧାମର ପବିତ୍ର ଭୂମି ଏବଂ ମା' ଖୋଡଲଙ୍କ ଭକ୍ତଙ୍କ ସହ ଯୋଡ଼ି ହେବା, ମୋ ପାଇଁ ଏକ ବଡ଼ ସୌଭାଗ୍ୟର କଥା । ଜନକଲ୍ୟାଣ ଓ ସେବା କ୍ଷେତ୍ରରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ ଆଜି ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଆଜିଠାରୁ ଆମରେଲିରେ ଆରମ୍ଭ ହେଉଛି କ୍ୟାନସର ହସ୍ପିଟାଲ ଓ ରିସର୍ଚ୍ଚ ସେଣ୍ଟରର କାମ । ଆସନ୍ତା କିଛି ସପ୍ତାହ ମଧ୍ୟରେ ଶ୍ରୀ ଖୋଡଲଧାମ ଟ୍ରଷ୍ଟ-କାଗୱଡ ପ୍ରତିଷ୍ଠାର ୧୪ବର୍ଷ ପୂରଣ ହେଉଛି । ଏହି ଆୟୋଜନ ପାଇଁ ବହୁତ- ବହୁତ ଶୁଭକାମନା ।

ଭିଡିଓ ବାର୍ତ୍ତା ଜରିଆରେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କ୍ୟାନସର ହସ୍ପିଟାଲର ଶିଳାନ୍ୟାସ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 21st, 11:45 am

ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଖୋଦଲଧାମର ପବିତ୍ର ଭୂମି ଏବଂ ଖୋଦଲ ମା'ଙ୍କ ଭକ୍ତଙ୍କ ସହ ଯୋଗାଯୋଗ କରିବା ନେଇ ଅତ୍ୟନ୍ତ ସୌଭାଗ୍ୟ ପ୍ରକାଶ କରିଥିଲେ । ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ଖୋଦଲଧାମ ଟ୍ରଷ୍ଟ ଅମରେଲି ଠାରେ କର୍କଟ ଚିକିତ୍ସାଳୟ ଏବଂ ଗବେଷଣା କେନ୍ଦ୍ରର ଶିଳାନ୍ୟାସ ସହିତ ଜନକଲ୍ୟାଣ ଏବଂ ସେବା କ୍ଷେତ୍ରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଶ୍ରୀ ଖୋଦଲଧାମ ଟ୍ରଷ୍ଟ - କାଗୱାଡ ପ୍ରତିଷ୍ଠାର ୧୪ ବର୍ଷ ପୂରଣ କରିବ ଏବଂ ସେ ଉଲ୍ଲେଖ କରିବା ସହ ଶୁଭେଚ୍ଛା ଜଣାଇଛନ୍ତି ।