ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 11th, 12:00 pm

କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।

ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

November 11th, 11:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।

ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 12th, 02:15 pm

ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।

ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

January 12th, 02:00 pm

ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।

ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

October 23rd, 05:22 pm

ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପାଇଁ ରାଷ୍ଟ୍ରପତି ପୁତିନଙ୍କୁ ଅଭିନନ୍ଦନ ।

ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସିର ମନ୍ତ୍ରୀସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 14th, 02:45 pm

ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସିର ମନ୍ତ୍ରୀସ୍ତରୀୟ ବୈଠକରେ ସମସ୍ତଙ୍କୁ ଶୁଭେଚ୍ଛା । ସୂଚନାଯୋଗ୍ୟ, ଆଇଇଏ ଏହାର ପ୍ରତିଷ୍ଠାର ୫୦ତମ ବାର୍ଷିକୀ ପାଳନ କରୁଛି । ଏହି ମାଇଲଖୁଣ୍ଟ ପାଇଁ ଅଭିନନ୍ଦନ । ଏହି ବୈଠକରେ ସହ-ଅଧ୍ୟକ୍ଷତା କରିଥିବାରୁ ମୁଁ ଆୟର୍ଲାଣ୍ଡ ଏବଂ ଫ୍ରାନ୍ସକୁ ମଧ୍ୟ କୃତଜ୍ଞତା ଜଣାଉଛି ।

ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସିର ମନ୍ତ୍ରୀସ୍ତରୀୟ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 14th, 02:39 pm

ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟ ଶକ୍ତି ଏଜେନ୍ସିର ପ୍ରତିଷ୍ଠାର ୫୦ ତମ ବାର୍ଷିକୀ ପାଇଁ ଅଭିନନ୍ଦନ ଜଣାଇବା ସହ ଏହି ବୈଠକର ସହ - ଅଧ୍ୟକ୍ଷତା କରିଥିବାରୁ ଆୟର୍ଲାଣ୍ଡ ଏବଂ ଫ୍ରାନ୍ସକୁ କୃତଜ୍ଞତା ଜଣାଇଥିଲେ ।

ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ

January 17th, 08:31 pm

୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।

PM Modi's remarks at World Economic Forum, Davos 2022

January 17th, 08:30 pm

PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ

August 15th, 03:02 pm

ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।

୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ

August 15th, 07:38 am

ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।

ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି

August 15th, 07:37 am

ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।

ଦ୍ୱୀପସମୁହର ସାମଗ୍ରିକ ବିକାଶ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

September 21st, 02:36 pm

PM Narendra Modi chairs meeting to review steps towards holistic development of island. Emphasizing the strategic importance of India’s island wealth, the Prime Minister stressed the potential for tourism in these areas. Urging the officials to speedily firm up plans for island development, PM Modi said solar energy should be used extensively in this exercise.