ପ୍ରଧାନମନ୍ତ୍ରୀ ୪ ଅକ୍ଟୋବରରେ ୬୨,୦୦୦ କୋଟିରୁ ଅଧିକ ମୂଲ୍ୟର ଯୁବ-କେନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ
October 03rd, 03:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଐତିହାସିକ ଯୁବ ବିକାଶ ପଦକ୍ଷେପର ଅଂଶ ସ୍ୱରୂପ ୬୨,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଶୁଭାରମ୍ଭ କରିବେ। ଏହି ପଦକ୍ଷେପଗୁଡ଼ିକ ଦେଶବ୍ୟାପୀ ଶିକ୍ଷା, ଦକ୍ଷତା ଏବଂ ଉଦ୍ୟୋଗୀତାକୁ ଏକ ନିର୍ଣ୍ଣାୟକ ପ୍ରୋତ୍ସାହନ ପ୍ରଦାନ କରିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ସହିତ ଆୟୋଜିତ ଜାତୀୟ ଦକ୍ଷତା ସମାବର୍ତ୍ତନର ଚତୁର୍ଥ ସଂସ୍କରଣ କୌଶଳ ସମାବର୍ତ୍ତନ ମଧ୍ୟ ଅନୁଷ୍ଠିତ ହେବ। ଦକ୍ଷତା ବିକାଶ ଏବଂ ଉଦ୍ୟୋଗୀତା ମନ୍ତ୍ରଣାଳୟ ଅଧୀନରେ ଥିବା ୪୬ଟି ଅଖିଳ ଭାରତୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନକୁ ସମ୍ମାନିତ କରାଯିବ।Prime Minister congratulates everyone who has cleared the CBSE Class XII and X examinations
May 13th, 02:36 pm
The Prime Minister, Shri Narendra Modi congratulated everyone who has cleared the CBSE Class XII and X examinations, today. This is the outcome of your determination, discipline and hard work. Today is also a day to acknowledge the role played by parents, teachers and all others who have contributed to this feat, Shri Modi added.Delhi's voters have resolved to free the city from 'AAP-da': PM Modi
January 03rd, 01:03 pm
PM Modi inaugurated key development projects in Delhi, including housing for poor families. He emphasized India’s vision for 2025 as a year of growth, entrepreneurship, and women-led development, reaffirming the goal of a pucca house for every citizen.ଦିଲ୍ଲୀରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହ ବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ୨୦୨୫ ଭାରତର ବିକାଶ ପାଇଁ ଏକ ବିପୁଳ ସୁଯୋଗର ବର୍ଷ ହେବ, ଯାହା ଦେଶକୁ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ କରିବାର ଲକ୍ଷ୍ୟ ଆଡକୁ ଆଗେଇ ନେବ । ଆଜି ଭାରତ ରାଜନୈତିକ ଓ ଅର୍ଥନୈତିକ ସ୍ଥିରତାର ଏକ ବିଶ୍ୱ ପ୍ରତୀକ ଭାବେ ଉଭା ହୋଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷରେ ଦେଶର ଭାବମୂର୍ତ୍ତି ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ୨୦୨୫ ପାଇଁ ଭିଜନ୍ ବିଷୟରେ ଆଲୋକପାତ କରିଥିଲେ, ଏହାକୁ ବିଶ୍ୱର ସର୍ବବୃହତ ଉତ୍ପାଦନ କେନ୍ଦ୍ରରେ ପରିଣତ କରିବା, ଷ୍ଟାର୍ଟଅପ୍ ଏବଂ ଉଦ୍ୟୋଗପାଇଁ ଯୁବକମାନଙ୍କୁ ସଶକ୍ତ କରିବା, ନୂତନ କୃଷି ରେକର୍ଡ ସ୍ଥାପନ କରିବା, ମହିଳାଙ୍କ ନେତୃତ୍ୱାଧୀନ ବିକାଶକୁ ପ୍ରୋତ୍ସାହିତ କରିବା ଏବଂ ସହଜ ଜୀବନଧାରଣ ଉପରେ ଧ୍ୟାନ ଦେଇ ପ୍ରତ୍ୟେକ ନାଗରିକଙ୍କ ଜୀବନର ଗୁଣବତ୍ତା ରେ ଉନ୍ନତି ଆଣିବା ଉପରେ ଗୁରୁତ୍ୱାରୋପ କରିଥିଲେ ।ନୂଆଦିଲ୍ଲୀର ପ୍ରଗତି ମୈଦାନଠାରେ ଭାରତ ମଣ୍ଡପମ୍ ରେ ଅଖିଳ ଭାରତୀୟ ଶିକ୍ଷା ସମାଗମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 29th, 11:30 am
ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଅନ୍ନପୂର୍ଣ୍ଣା ଦେବୀ ମହାଶୟା, ରାଜକୁମାର ରଞ୍ଜନ ସିଂହ ମହାଶୟ, ସୁଭାଷ ସରକାର ମହାଶୟ, ଦେଶର ବିଭିନ୍ନ ଅଂଚଳରୁ ଆସିଥିବା ଶିକ୍ଷକଗଣ, ସମ୍ମାନିତ ପ୍ରବୃଦ୍ଧଜନ, ଆଉ ସାରା ଦେଶରୁ ଯୋଡ଼ି ହୋଇଥିବା ମୋର ପ୍ରିୟ ବିଦ୍ୟାର୍ଥୀ ବନ୍ଧୁଗଣ ।ଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
July 29th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଭାରତ ମଣ୍ଡପମ ଠାରେ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିଛନ୍ତି । ଜାତୀୟ ଶିକ୍ଷା ନୀତି ୨୦୨୦ର ତୃତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ସେ ମଧ୍ୟ ପିଏମ୍ ଶ୍ରୀ ଯୋଜନାରେ ପ୍ରଥମ କିସ୍ତିର ପାଣ୍ଠି ଜାରି କରିଛନ୍ତି । ଦେଶର ୬୨୦୭ ବିଦ୍ୟାଳୟକୁ ପ୍ରଥମ କିସ୍ତିରେ ମୋଟ୍ ୬୩୦କୋଟି ଟଙ୍କା ଯୋଗାଇ ଦିଆଯାଇଛି । ସେ ମଧ୍ୟ ୧୨ଟି ଭାରତୀୟ ଭାଷାରେ ଅନୁବାଦ ହୋଇଥିବା ଶିକ୍ଷା ଓ ଦକ୍ଷତା ବିକାଶ ପାଠ୍ୟକ୍ରମକୁ ଉନ୍ମୋଚନ କରିଛନ୍ତି। ପ୍ରଧାନମନ୍ତ୍ରୀ ଏହି ଅବସରରେ ଆୟୋଜିତ ଏକ ପ୍ରଦର୍ଶନୀକୁ ମଧ୍ୟ ବୁଲି ଦେଖିଥିଲେ।ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
May 12th, 04:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ #ExamWarriorsଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧)ଦିନ ଶିକ୍ଷକ ପର୍ବ ଆଲୋଚନାଚକ୍ର ଉଦ୍ଘାଟନୀ ସମାରୋହରେ ଦେବେ ଉଦ୍ବୋଧନ
September 05th, 02:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୭ତାରିଖ (୦୭.୦୯.୨୦୨୧) ଦିନ ଶିକ୍ଷକ ପର୍ବର ଉଦ୍ଘାଟନୀ ଆଲୋଚନାଚକ୍ରରେ ପୂର୍ବାହ୍ନ ୧୧ଟାବେଳେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ବୋଧନ ଦେବେ । ଏହି ଅବସରରେ ସେ ଶିକ୍ଷା କ୍ଷେତ୍ରରେ କେତେକ କାର୍ଯ୍ୟକ୍ରମ ଶୁଭାରରମ୍ଭ ମଧ୍ୟ କରିବେ ।ସଫଳତାର ସହ ସିବିଏସଇ ପରୀକ୍ଷା ପାସ କରିଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 03rd, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଫଳତାର ସହ ସିବିଏସଇ ପରୀକ୍ଷା ପାସ୍ କରିଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ସେ ଶୁଭକାମନା ଜଣାଇଛନ୍ତି ।ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 30th, 04:04 pm
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶଶ୍ରେଣୀ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ସେମାନଙ୍କୁ ଯୁବବନ୍ଧୁ ଭାବେ ସମ୍ବୋଧନ କରି ସେ ପିଲାମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଓ ସେମାନଙ୍କ ମାତା-ପିତାଙ୍କ ସହ ଅଚାନକ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
June 03rd, 09:42 pm
ଛାତ୍ର : ସାର କିଛି ଚାପ ନଥିଲା ଆଉ ଯୁବ ବୟସରେ ସ୍ୱାସ୍ଥ୍ୟ ଉପରେ ଅଧିକ ଧ୍ୟାନ ଦେଉଥିଲୁ। ଏଥିପାଇଁ ଏତେ ବଢ଼଼ିଆ ନିଷ୍ପତି ନିଆଗଲା, ଯେଉଁଥିପାଇଁ ଆମେ ଆପଣଙ୍କ ନିକଟରେ ସାରା ଜୀବନ ପାଇଁ କୃତଜ୍ଞ ରହିବୁ।ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଇଁ ଆୟୋଜିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ସାମିଲ ହେଲେ
June 03rd, 09:41 pm
ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏକ ଭର୍ଚୁଆଲ କାର୍ଯ୍ୟକ୍ରମରେ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ଏବଂ ସେମାନଙ୍କ ପିତାମାତା ସମବେତ ହୋଇଥିଲେ ଏବଂ ଏକ ଆଶ୍ଚର୍ଯ୍ୟଜନକ ପଦକ୍ଷେପ ସ୍ୱରୂପ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବାରୁ ସେମାନେ ଚକିତ ହୋଇଯାଇଥିଲେ । ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରିପ୍ରେକ୍ଷୀରେ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏହି ଅଧିବେଶନ ଆୟୋଜିତ ହୋଇଥିଲା । ‘ଆଶା କରୁଛି ତୁମ୍ଭମାନଙ୍କର ଅନ୍ଲାଇନ୍ କାର୍ଯ୍ୟକ୍ରମରେ ମୁଁ ବାଧା ସୃଷ୍ଟି କରିନାହିଁ’ କହି ପ୍ରଧାନମନ୍ତ୍ରୀ ତାଙ୍କ କଥା ଆରମ୍ଭ କରିଥିଲେ ଏବଂ ଚକିତ ଛାତ୍ରଛାତ୍ରୀମାନେ ସେମାନଙ୍କ ପ୍ରଧାନମନ୍ତ୍ରୀଙ୍କୁ ନିଜ ଗହଣରେ ପାଇ ବେଶ୍ ଆନନ୍ଦିତ ହୋଇଥିଲେ । ଏଭଳି ଉତ୍ସାହଜନକ ମାହୋଲରେ ନିଜକୁ ସାମିଲ କରି ଶ୍ରୀ ମୋଦୀ ପରୀକ୍ଷା ଚାପ ହ୍ରାସ ବାବଦରେ ଉଲ୍ଲେଖ କରିବା ସହ ଆଶ୍ୱସ୍ତ ଛାତ୍ରଛାତ୍ରୀମାନଙ୍କ ସହ କିଛି ହାଲୁକା ମୁହୂର୍ତ୍ତ ବିନିମୟ କରିଥିଲେ । ଏହି ପରିପ୍ରେକ୍ଷୀରେ ସେ ନିଜର କିଛି ବ୍ୟକ୍ତିଗତ ଘଟଣା ବିନିମୟ କରି ଛାତ୍ରଛାତ୍ରୀଙ୍କୁ ଆଶ୍ୱସ୍ତ କରିଥିଲେ । ପଞ୍ଚକୁଳାର ଜଣେ ଛାତ୍ର ଅନେକ ଦିନ ହେଲା ପରୀକ୍ଷାକୁ ନେଇ ଲାଗିରହିଥିବା ଚିନ୍ତା ବାବଦରେ କହିବା ପରେ, ପ୍ରଧାନମନ୍ତ୍ରୀ ତାଙ୍କୁ ତାଙ୍କ ଆବାସ ସ୍ଥାନ କେଉଁ ସେକ୍ଟରରେ ବୋଲି ପଚାରିଥିଲେ ଏବଂ ସେ ମଧ୍ୟ ଉକ୍ତ ଅଞ୍ଚଳରେ ଅନେକ ଦିନ ଧରି ରହିଥିବା ସୂଚନା ଦେଇଥିଲେ ।ଦ୍ୱାଦଶ ଶ୍ରେଣୀ ବିଦ୍ୟାର୍ଥୀ ଓ ସେମାନଙ୍କ ମାତା-ପିତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
June 03rd, 06:15 pm
ଏକ ଆଶ୍ଚର୍ଯ୍ୟଜନକ ଘଟଣାକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିବିଏସଇ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସହ ମତବିନିମୟ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମାତାପିତା ମଧ୍ୟ ଯୋଗ ଦେଇଥିଲେ ।ସିବିଏସଇ ଦ୍ୱାଦଶ ବୋର୍ଡ ପରୀକ୍ଷା ବାତି
June 01st, 07:25 pm
ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆୟୋଜନ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବରିଷ୍ଠ ଅଧିକାରୀମାନେ ବର୍ତ୍ତମାନ ସୁଦ୍ଧା ଏ ବିଷୟରେ ହୋଇଥିବା ବ୍ୟାପକ ବିଚାରବିମର୍ଶ ସଂକ୍ରାନ୍ତରେ ଏକ ବିସ୍ତୃତ ଉପସ୍ଥାପନା ଦେଇଥିଲେ ଏବଂ ରାଜ୍ୟ ସରକାରଙ୍କ ସମେତ ସମସ୍ତ ଅଂଶୀଦାରଙ୍କ ଠାରୁ ମିଳିଥିବା ମତାମତ ସମ୍ପର୍କରେ ଅବଗତ କରାଇଥିଲେ।ଛାତ୍ରଛାତ୍ରୀ,ଅଭିଭାବକ ଓ ଶିକ୍ଷକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
February 15th, 08:48 pm
ସିବିଏସଇ ବୋର୍ଡ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀ ଏବଂ ସେମାନଙ୍କ ଅଭିଭାବକ ଓ ଶିକ୍ଷକଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି ।ଆମର ସଭ୍ୟତା ,ସଂସ୍କୃତି ଏବଂ ଭାଷାଗୁଡ଼ିକ ସାରା ବିଶ୍ୱରେ ଅନେକତାରେ ଏକତାର ସନ୍ଦେଶ ଦେଉଛି : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
November 24th, 11:30 am
ଆପଣମାନେ ଜାଣନ୍ତି ନା? ନଭେମ୍ବର ମାସ ଚତୁର୍ଥ ରବିବାରକୁ ପ୍ରତିବର୍ଷ ‘ଏନସିସି ଦିବସ’ ରୂପେ ପାଳନ କରାଯାଇଥାଏ । ସାଧାରଣତଃ ଆମର ଯୁବପିଢ଼ିଙ୍କୁ ‘ଫ୍ରେଣ୍ଡସିପ ଡେ’ ଭଲଭାବେ ମନେଥାଏ, କିନ୍ତୁ ଅନେକ ଲୋକ ଅଛନ୍ତି ଯେଉଁମାନଙ୍କୁ ‘ଏନସିସି ଦିବସ’ ମଧ୍ୟ ସେତିକି ମନେଥାଏ । ତେବେ ଆସନ୍ତୁ, ଆଜି ‘ଏନସିସି ଦିବସ’ ବିଷୟରେ କିଛି କଥା ହେବା । ମୋତେ ମଧ୍ୟ କିଛି ସ୍ମୃତିକୁ ସତେଜ କରିବାର ସୁଯୋଗ ମିଳିଯିବ । ସର୍ବପ୍ରଥମେ ମୁଁ ଏନସିସିର ସମସ୍ତ ପୂର୍ବତନ ଏବଂ ବର୍ତ୍ତମାନର କ୍ୟାଡେଟମାନଙ୍କୁ ‘ଏନସିସି ଦିବସ’ର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । କାରଣ ମୁଁ ବି ଆପଣମାନଙ୍କ ଭଳି କ୍ୟାଡେଟ୍ ଥିଲି ଏବଂ ମନରେ ଆଜି ବି ନିଜକୁ କ୍ୟାଡେଟ୍ ବୋଲି ଗ୍ରହଣ କରେ । ଏକଥା ତ ଆମେ ସମସ୍ତେ ଜାଣିଛୁ ଯେ ଏନସିସି ଅର୍ଥାତ୍ ନ୍ୟାସନାଲ କ୍ୟାଡେଟ କ୍ରପ୍ସ ।Social Media Corner 14th December
December 14th, 07:21 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!PMs statement on Gearing up for the 3rd India Africa Forum Summit 2015
October 17th, 06:31 pm
PM congratulates the students, who passed CBSE Class X exams
May 28th, 05:10 pm
PM congratulates students who successfully passed the CBSE Class XII Board Exam
May 25th, 05:56 pm