ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

November 22nd, 09:57 pm

ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।

ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ

November 22nd, 09:35 pm

ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।

ଭାରତ-ଫିଜି ମିଳିତ ବିବୃତ୍ତି: ଭେଲୋମଣି ବନ୍ଧୁତ୍ୱ ଭାବନାରେ ସହଭାଗୀତା

August 25th, 01:52 pm

ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ଫିଜି ଗଣରାଜ୍ୟର ମହାମାନ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ସିଟିବେନୀ ରାବୁକା ୨୪ ରୁ ୨୬ ଅଗଷ୍ଟ ୨୦୨୫ ପର୍ଯ୍ୟନ୍ତ ଭାରତକୁ ଏକ ସରକାରୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ରାବୁକା, ଯିଏ ବର୍ତ୍ତମାନ ତାଙ୍କର ପ୍ରଥମ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀ ଗସ୍ତ କରୁଛନ୍ତି, ତାଙ୍କ ସହିତ ତାଙ୍କ ପତ୍ନୀ; ମହାମାନ୍ୟ ସ୍ୱାସ୍ଥ୍ୟ ଏବଂ ଚିକିତ୍ସା ସେବା ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ଲାଲାବାଲାଭୁ; ଏବଂ ଫିଜି ଗଣରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଏକ ପ୍ରତିନିଧିମଣ୍ଡଳ ମଧ୍ୟ ଉପସ୍ଥିତ ଅଛନ୍ତି ।

ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ନାମିବିୟା ଗସ୍ତ

July 09th, 08:17 pm

ନାମିବିୟାର ଉଦ୍ୟୋଗୀତା ବିକାଶ କେନ୍ଦ୍ର ସ୍ଥାପନ ପାଇଁ ବୁଝାମଣାପତ୍ର

ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 07th, 02:00 pm

ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି 2025 ଉପରେ ଅନ୍ତର୍ଜାତୀୟ ସମ୍ମିଳନୀକୁ ଆପଣଙ୍କୁ ସ୍ୱାଗତ। ପ୍ରଥମ ଥର ପାଇଁ ୟୁରୋପରେ ଏହି ସମ୍ମିଳନୀ ଆୟୋଜନ କରାଯାଉଛି। ମୁଁ ମୋର ବନ୍ଧୁ, ରାଷ୍ଟ୍ରପତି ମାକ୍ରୋନ୍ ଏବଂ ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସହଯୋଗ ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଉଛି।

ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ-୨୦୨୫ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

June 07th, 01:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କରିଥିଲେ। ସମାବେଶକୁ ସମ୍ବୋଧିତ କରି, ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସ୍ୱାଗତ କରିଥିଲେ। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ୟୁରୋପରେ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ ପାଇଁ ସେ ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରନ ଏବଂ ଫ୍ରାନ୍ସ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭକାମନା ଜଣାଇଥିଲେ।

ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 08:00 pm

ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

ଫଳାଫଳ ତାଲିକା : ନ୍ୟୁଜିଲ୍ୟାଣ୍ଡ୍‌ର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନଙ୍କ ଭାରତ ଗସ୍ତ

March 17th, 02:27 pm

ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ଉପରେ ଆଲୋଚନା ଆରମ୍ଭ

In Rugby terms, India and New Zealand are ready to 'Front up' and step up together for a strong and successful partnership: PM Modi

March 17th, 01:05 pm

PM Modi welcomed New Zealand's PM Christopher Luxon to India, emphasizing strong bilateral ties. They discussed defense, trade, renewable energy, and education. Both sides agreed to enhance security cooperation, boost mobility for skilled workers, and strengthen counterterrorism efforts. New Zealand joined the Indo-Pacific Ocean Initiative and CDRI. PM Modi called for a match-winning partnership for both nations.

Joint Statement on an Enhanced Partnership between the Republic of India and Brunei Darussalam

September 04th, 01:26 pm

At the invitation of His Majesty Sultan Haji Hassanal Bolkiah, PM Narendra Modi, visited Brunei Darussalam. This was PM Modi’s first visit as well as the first bilateral visit by an Indian PM to Brunei Darussalam. Reflecting on the excellent progress over the years in bilateral relations, both leaders reaffirmed their commitment to further strengthen, deepen and enhance partnership in all areas of mutual interest.

ଭିଏତନାମ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି (ଅଗଷ୍ଟ ୦୧, ୨୦୨୪)

August 01st, 12:30 pm

ମୁଁ ପ୍ରଧାନମନ୍ତ୍ରୀ ଫାମ୍ ମିଙ୍ଗ ଚିଙ୍ଗ ଏବଂ ତାଙ୍କ ପ୍ରତିନିଧି ଦଳକୁ ଭାରତକୁ ସ୍ୱାଗତ କରୁଛି। ସର୍ବ ପ୍ରଥମେ ମୁଁ ସମସ୍ତ ଭାରତୀୟଙ୍କ ତରଫରୁ ସାଧାରଣ ସମ୍ପାଦକ, ନ୍ୟୁୟେନ ଫୁ ଚୋଙ୍ଗଙ୍କ ବିୟୋଗରେ ଗଭୀର ସମବେଦନା ଜଣାଇବାକୁ ଚାହୁଁଛି।

We must invest in resilient infrastructure today for a better tomorrow: PM Modi

April 24th, 10:06 am

PM Modi addressed the 6th edition of the International Conference on Disaster Resilient Infrastructure. He added that we must invest in resilient infrastructure today, for a better tomorrow. Resilience needs to be factored into new infrastructure creation. Further, it also needs to be a part of post-disaster rebuilding. After disasters, the immediate focus is naturally on relief and rehabilitation. After the initial response, our focus should also include the resilience of infrastructure.

PM addresses 6th edition of International Conference on Disaster Resilient Infrastructure

April 24th, 09:40 am

PM Modi addressed the 6th edition of the International Conference on Disaster Resilient Infrastructure. He added that we must invest in resilient infrastructure today, for a better tomorrow. Resilience needs to be factored into new infrastructure creation. Further, it also needs to be a part of post-disaster rebuilding. After disasters, the immediate focus is naturally on relief and rehabilitation. After the initial response, our focus should also include the resilience of infrastructure.

ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ

November 17th, 04:03 pm

ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଉଦ୍ ଘାଟନୀ ଅଧିବେଶନରେ ୧୪୦ କୋଟି ଭାରତୀୟଙ୍କ ତରଫରୁ, ମୁଁ ଆପଣସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ହେଉଛି ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ବିଶ୍ୱରେ ସବୁଠାରୁ ଅନନ୍ୟ ପ୍ଲାଟଫର୍ମ। ଭୌଗୋଳିକ ଦୃଷ୍ଟିକୋଣରୁ ଗ୍ଲୋବାଲ ସାଉଥ୍ ସବୁବେଳେ ରହିଆସିଛି। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ଏଭଳି ସ୍ୱର ମିଳୁଛି। ଏବଂ ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି । ଆମେ ୧୦୦ରୁ ଅଧିକ ଭିନ୍ନ-ଭିନ୍ନ ଦେଶ, କିନ୍ତୁ ଆମର ସମାନ ସ୍ୱାର୍ଥ ଅଛି, ଆମର ସମାନ ପ୍ରାଥମିକତା ଅଛି ।

ବିଶ୍ୱ ପରିବେଶ ଦିବସ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ

June 05th, 03:00 pm

ବିଶ୍ୱ ପରିବେଶ ଦିବସ ଅବସରରେ ଆପଣ ସମସ୍ତଙ୍କୁ, ଦେଶ ଏବଂ ବିଶ୍ୱକୁ ବହୁତ ବହୁତ ଶୁଭକାମନା । ଚଳିତ ବର୍ଷର ପରିବେଶ ଦିବସର ବିଷୟବସ୍ତୁ ‘ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧ କରିବାର ଅଭିଯାନ’ ଅଟେ ଏବଂ ମୋତେ ଖୁସି ଲାଗୁଛି ଯେ ଯେଉଁ କଥା ବିଶ୍ୱ ଆଜି କରୁଛି, ତାହା ଉପରେ ଭାରତ ଗତ ଚାରି ପାଞ୍ଚ ବର୍ଷରୁ ଲଗାତାର ଭାବେ କାର୍ଯ୍ୟ କରୁଛି । ୨୦୧୮ରେ ଭାରତ ଏକକ ବ୍ୟବହାର ପ୍ଲାଷ୍ଟିକକୁ ନିଷିଦ୍ଧି କରିବା ପାଇଁ ଦୁଇଟି ସ୍ତରରେ କାର୍ଯ୍ୟକୁ ଯୋଡ଼ି ଥିଲୁ। ପ୍ରଥମେ ଗୋଟିଏ ଦିଗରେ, ଏକକ ବ୍ୟବହାର ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧ ଲଗାଇ ଦିଆଗଲା ଏବଂ ଅନ୍ୟପକ୍ଷରେ ପ୍ଲାଷ୍ଟିକ ଅବଶିଷ୍ଟ ପ୍ରକ୍ରିୟାକରଣ ଅନିବାର୍ଯ୍ୟ କରାଗଲା । ଏହି କାରଣରୁ ଭାରତରେ ପାଖାପାଖି ୩୦ ଲକ୍ଷ ଟନ୍ ପ୍ଲାଷ୍ଟିକ ପ୍ୟାକେଜିଂର ପୁନଃ ପ୍ରକ୍ରିୟାକରଣ ପାଇଁ ବାଧ୍ୟତାମୂଳକ କରାଗଲା । ଏହି ଭାରତରେ ଜନ୍ମ ନେଇଥିବା ଲୋକ ମୋଟାମୋଟି ଭାବରେ ବ୍ଲୁ-ପ୍ରିଣ୍ଟ ପ୍ଲାଷ୍ଟିକ ବର୍ଜ୍ୟର ୭୫ ଶତକଡ଼ା ଅଟେ ଏବଂ ଆଜି ଏହାର ଅଧୀନରେ ପ୍ରାୟତଃ ୧୦ ହଜାର ଦୃଷ୍ଟାନ୍ତ, ଇଂପୋଟର ଏବଂ ବ୍ରାଣ୍ଡ୍ ମାଲିକ ଅଟନ୍ତି ।

ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

June 05th, 02:29 pm

ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ବିଶ୍ୱର ପ୍ରତ୍ୟେକ ଦେଶକୁ ବିଶ୍ୱ ପରିବେଶ ଦିବସ ଅବସରରେ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ଚଳିତ ବର୍ଷ ପରିବେଶ ଦିବସର ବାର୍ତ୍ତା ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ମୁକ୍ତ ଅଭିଯାନ ଉପରେ ଆଲୋକପାତ କରି ଭାରତ ଏ ଦିଗରେ ଗତ ଚାରିରୁ ପାଞ୍ଚ ବର୍ଷ ଧରି ଉଦ୍ୟମ କରି ଆସୁଥିବା ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଭାରତ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବର୍ଜନ ନିମନ୍ତେ ଦୁଇଟି ସ୍ତରରେ ୨୦୧୮ ମସିହା ଠାରୁ କାର୍ଯ୍ୟ କରି ଆସୁଛି ବୋଲି ସେ କହିଥିଲେ । “ଗୋଟେ ପଟରେ ଆମେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ସହ ଅନ୍ୟପଟରେ ପ୍ଲାଷ୍ଟିକ ବର୍ଜ୍ୟର ପ୍ରକ୍ରିୟାକରଣକୁ ମଧ୍ୟ ବାଧ୍ୟତାମୂଳକ କରୁଛୁ” ବୋଲି ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ଦେଶର ବାର୍ଷିକ ଶତକଡ଼ା ୭୫ ଭାଗ ପ୍ଲାଷ୍ଟିକ ବର୍ଜ୍ୟ ପ୍ରାୟ ୩୦ ଲକ୍ଷ ଟନ ପ୍ଲାଷ୍ଟିକର ବାଧ୍ୟତାମୂଳକ ପୁନଃ ପ୍ରକ୍ରିୟାକରଣ ହେଉଛି ଓ ପ୍ରାୟ ଦଶ ହଜାର ପ୍ରସ୍ତୁତକାରୀ, ଆମଦାନୀକାରୀ ଓ ବ୍ରାଣ୍ଡ ଏହାର ପରିସର ମଧ୍ୟକୁ ଆଜି ଆସି ପାରିଛନ୍ତି ।

ଭିଡିଓ ବାର୍ତ୍ତା ମାଧ୍ୟମରେ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ଉପରେ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟର ମୂଳ ପାଠ୍ୟ

April 04th, 09:46 am

ସମସ୍ତଙ୍କୁ ମୋର ଶୁଭେଚ୍ଛା । ଭାରତରେ ଆପଣ ସମସ୍ତଙ୍କୁ ସ୍ୱାଗତ! ସର୍ବପ୍ରଥମେ, ମୁଁ ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି ପାଇଁ ମିଳିତ ମଂଚକୁ ଅଭିନନ୍ଦନ ଜଣାଉଛି । ବିପର୍ଯ୍ୟୟ ପ୍ରତିରୋଧୀ ଭିତ୍ତିଭୂମି, ଆଇସିଡିଆର୍‌ଆଇ - ୨୦୨୩ର ଆନ୍ତର୍ଜାତିକ ସମ୍ମିଳନୀର ୫ମ ସଂସ୍କରଣର ଅବସର ପ୍ରକୃତରେ ଏକ ବିଶେଷ ଅବସର ଅଟେ ।

ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ପଞ୍ଚମ ଆନ୍ତର୍ଜାତିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

April 04th, 09:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୪.୨୦୨୩ ) ପଂଚମ ବିପର୍ଯ୍ୟୟ ନିରୋଧୀ ଭିତ୍ତିଭୂମି ସଂକ୍ରାନ୍ତ ଆନ୍ତର୍ଜାତିକ ସମ୍ମିଳନୀ ଆଇସିଡିଆରଆଇ-୨୦୨୩କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧିତ କରିଛନ୍ତି ।

Democracy is in DNA of every Indian: PM Modi

June 26th, 06:31 pm

PM Modi addressed and interacted with the Indian community in Munich. The PM highlighted India’s growth story and mentioned various initiatives undertaken by the government to achieve the country’s development agenda. He also lauded the contribution of diaspora in promoting India’s success story and acting as brand ambassadors of India’s success.