ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 09th, 12:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ଜୁଲାଇରେ ମେଲବୋର୍ଣ୍ଣରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ମହାମହିମ ଆଣ୍ଟୋନୀ ଆଲବାନିଜଙ୍କ ଦ୍ୱାରା ଆୟୋଜିତ ତୃତୀୟ ଭାରତ - ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ସରକାରୀ ଭବନରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଆଲବାନିଜ ସହାର୍ଦ୍ଦ୍ୟପୂର୍ଣ୍ଣ ସ୍ୱାଗତ କରିଥିଲେ ଏବଂ ଏକ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ବାଣିଜ୍ୟ ଦୂତ ମାନନୀୟ ଟୋନି ଆବୋଟଙ୍କ ମଧ୍ୟରେ ସାକ୍ଷାତ

August 05th, 06:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ବାଣିଜ୍ୟ ଦୂତ ମାନନୀୟ ଟୋନି ଆବୋଟଙ୍କୁ ସାକ୍ଷାତ କରିଛନ୍ତି। ଶ୍ରୀ ଆବୋଟ 2 ରୁ 6 ଅଗଷ୍ଟ, 2021 ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି।