‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.Prime Minister Shri Narendra Modi addresses Closing Ceremony of the Second WHO Global Summit on Traditional Medicine
December 19th, 07:07 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.ବିହାରର ଭାଗଲପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 24th, 02:35 pm
ଅଙ୍ଗରାଜ ଦାନବୀର କର୍ଣ୍ଣଙ୍କ ପବିତ୍ର ଭୂମି, ମହର୍ଷି ମେହୀଙ୍କ ତପସ୍ୟା ସ୍ଥାନ, ଭଗବାନ ବାସୁପୂଜ୍ୟଙ୍କ ପାଞ୍ଚଟି ପବିତ୍ର ଘଟଣାର ସ୍ଥାନ ଏବଂ ବିଶ୍ୱ ପ୍ରସିଦ୍ଧ ବିକ୍ରମଶିଳା ମହାବିହାର ବାବା ବୁଢାନାଥଙ୍କ ପବିତ୍ର ଭୁମିରେ ମୋର ସମସ୍ତ ଭାଇ ଭଉଣୀଙ୍କୁ ପ୍ରଣାମ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି, ବିହାରର ଭାଗଲପୁରରୁ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
February 24th, 02:30 pm
କୃଷକ କଲ୍ୟାଣ ସୁନିଶ୍ଚିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଭାଗଲପୁରରୁ ପିଏମ୍ କିଷାନର ୧୯ତମ କିସ୍ତି ଜାରି କରିଛନ୍ତି । ଏହି ଅବସରରେ ସେ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଓ ଜନସାଧାରଣଙ୍କୁ ଶ୍ରୀ ମୋଦୀ ଆଭାଷୀ ଭାବେ ସ୍ୱାଗତ କରିଥିଲେ। ମହାକୁମ୍ଭର ପବିତ୍ର ସମୟରେ ମନ୍ଦରାଚଳ ମାଟିରେ ପାଦ ରଖିବା ଏକ ବଡ଼ ସୌଭାଗ୍ୟ ବୋଲି ସେ କହିଛନ୍ତି। ଏହି ସ୍ଥାନରେ ଆଧ୍ୟାତ୍ମିକତା, ଐତିହ୍ୟ ସହିତ ବିକଶିତ ଭାରତର ସମ୍ଭାବନା ମଧ୍ୟ ରହିଛି ବୋଲି ସେ କହିଥିଲେ। ଏହା ସହିଦ ତିଲକା ମାଝୀଙ୍କ ଭୂମି ତଥା ରେଶମ ସହର ଭାବେ ପ୍ରସିଦ୍ଧ ବୋଲି ଶ୍ରୀ ମୋଦୀ କହିଥିଲେ। ବାବା ଅଜଗାଇବିନାଥଙ୍କ ପବିତ୍ର ଭୂମିରେ ଆଗାମୀ ମହାଶିବରାତ୍ରି ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି ବୋଲି ସେ କହିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଏଭଳି ପବିତ୍ର ମୁହୂର୍ତ୍ତରେ ପିଏମ୍ କିଷାନର ୧୯ତମ କିସ୍ତି ପ୍ରଦାନ କରି ସେ ଭାଗ୍ୟବାନ ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର ମାଧ୍ୟମରେ ପ୍ରାୟ ୨୨,୦୦୦ କୋଟି ଟଙ୍କା ସିଧାସଳଖ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।Prime Minister lauds establishment of three AI Centres of Excellence (CoE)
October 15th, 10:46 pm
The Prime Minister, Shri Narendra Modi has hailed the establishment of three AI Centres of Excellence (CoE) focused on Healthcare, Agriculture and Sustainable Cities.ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ
November 17th, 04:03 pm
ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଉଦ୍ ଘାଟନୀ ଅଧିବେଶନରେ ୧୪୦ କୋଟି ଭାରତୀୟଙ୍କ ତରଫରୁ, ମୁଁ ଆପଣସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ହେଉଛି ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ବିଶ୍ୱରେ ସବୁଠାରୁ ଅନନ୍ୟ ପ୍ଲାଟଫର୍ମ। ଭୌଗୋଳିକ ଦୃଷ୍ଟିକୋଣରୁ ଗ୍ଲୋବାଲ ସାଉଥ୍ ସବୁବେଳେ ରହିଆସିଛି। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ଏଭଳି ସ୍ୱର ମିଳୁଛି। ଏବଂ ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି । ଆମେ ୧୦୦ରୁ ଅଧିକ ଭିନ୍ନ-ଭିନ୍ନ ଦେଶ, କିନ୍ତୁ ଆମର ସମାନ ସ୍ୱାର୍ଥ ଅଛି, ଆମର ସମାନ ପ୍ରାଥମିକତା ଅଛି ।