Let this Yoga Day mark the beginning of Yoga for Humanity 2.0, where Inner Peace becomes Global Policy: PM Modi
June 21st, 07:06 am
PM Modi addressed the 11th International Day of Yoga event in Visakhapatnam, Andhra Pradesh and took part in the Yoga session. The PM recalled the moment when India proposed the idea of International Yoga Day at the UN. He noted that more than two crore people have joined the Yogandhra Abhiyan, reflecting a vibrant spirit of public participation. He remarked that Yoga transitions inpiduals from Me to We.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 21st, 06:30 am
ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିଓ୍ୱାଇ) ଅବସରରେ, ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ଜାତୀୟ ସମାରୋହର ନେତୃତ୍ୱ ନେଇଥିଲେ । ସେ ପ୍ରାୟ ୫ ଲକ୍ଷ ଅଂଶଗ୍ରହଣକାରୀଙ୍କ ସହିତ ବିଶାଖାପାଟଣାର ବେଳାଭୂମିରେ ସାଧାରଣ ଯୋଗ ପ୍ରୋଟୋକଲ (ସିଓ୍ୱାଇପି) ଅଧିବେଶନରେ ଅଂଶଗ୍ରହଣ କରିଥିଲେ। ଏହା ସହିତ ଦେଶକୁ ଏକ ସୁସଙ୍ଗତ ଯୋଗ ପ୍ରଦର୍ଶନରେ ନେତୃତ୍ୱ ଦେଇଥିଲେ । ସାରା ଭାରତରେ ୩.୫ ଲକ୍ଷରୁ ଅଧିକ ସ୍ଥାନରେ ଏକକାଳୀନ ଯୋଗ ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବର୍ଷ, ମାଇଗଭ୍ ଏବଂ ମାଇ ଭାରତ ଭଳି ପ୍ଲାଟଫର୍ମରେ ଯୋଗ ଅନପ୍ଲଗଡ୍ ଅଧୀନରେ ପରିବାର ସହିତ ଯୋଗ ଏବଂ ଯୁବ-କୈନ୍ଦ୍ରିକ ପଦକ୍ଷେପ ଭଳି ବିଶେଷ ପ୍ରତିଯୋଗିତା ଆରମ୍ଭ କରାଯାଇଛି, ଯାହା ଜନସାଧାରଣଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରୁଛି ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ
April 25th, 07:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଭେଟିଛନ୍ତି ।Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ
December 25th, 08:17 pm
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡ଼ୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ
October 07th, 07:11 pm
ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଆନ୍ଧ୍ରପ୍ରଦେଶର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
June 12th, 02:17 pm
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Tremendous show of support for NDA in Andhra Pradesh’s Vijayawada
May 08th, 07:00 pm
Prime Minister Narendra Modi, joined by prominent leaders Shri Chandrababu Naidu and Shri Pawan Kalyan, spearheaded a significant roadshow through the streets of Vijayawada, Andhra Pradesh. The event garnered immense support from the public, underscoring the unified commitment and strength the NDA coalition to the state’s progress and development.YSR Congress got 5 years in Andhra Pradesh, but they wasted these 5 years: PM Modi in Rajahmundry
May 06th, 03:45 pm
Continuing his election campaigning spree, Prime Minister Narendra Modi addressed a massive public meeting in Rajahmundry, Andhra Pradesh, today. Beginning his speech, PM Modi said, “On May 13th, you will begin a new chapter in the development journey of Andhra Pradesh with your vote. NDA will certainly set records in the Lok Sabha elections as well as in the Andhra Pradesh Legislative Assembly. This will be a significant step towards a developed Andhra Pradesh and a developed Bharat.”PM Modi campaigns in Andhra Pradesh’s Rajahmundry and Anakapalle
May 06th, 03:30 pm
Continuing his election campaigning spree, Prime Minister Narendra Modi addressed two massive public meetings in Rajahmundry and Anakapalle, Andhra Pradesh, today. Beginning his speech, PM Modi said, “On May 13th, you will begin a new chapter in the development journey of Andhra Pradesh with your vote. NDA will certainly set records in the Lok Sabha elections as well as in the Andhra Pradesh Legislative Assembly. This will be a significant step towards a developed Andhra Pradesh and a developed Bharat.”Aim of NDA is to build a developed Andhra Pradesh for developed India: PM Modi in Palnadu
March 17th, 05:30 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.PM Modi campaigns in Andhra Pradesh’s Palnadu
March 17th, 05:00 pm
Ahead of the Lok Sabha election 2024, PM Modi addressed an emphatic NDA rally in Andhra Pradesh’s Palnadu today. Soon after the election dates were announced, he commenced his campaign, stating, The bugle for the Lok Sabha election has just been blown across the nation, and today I am among everyone in Andhra Pradesh. The PM said, “This time, the election result is set to be announced on June 4th. Now, the nation is saying - '4 June Ko 400 Paar’, ' For a developed India... 400 Paar. For a developed Andhra Pradesh... 400 Paar.Highlights of the Niti Aayog Chief Minister’s Sub Group Report on Swachh Bharat
October 14th, 05:30 pm
Report of the Sub-Group of Chief Ministers on Swachh Bharat Abhiyaan submitted to PM
October 14th, 04:59 pm