'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।ଅନ୍ତର୍ଜାତୀୟ ଚିତା ଦିବସ ଅବସରରେ ସମସ୍ତ ବନ୍ୟପ୍ରାଣୀ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 04th, 09:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅନ୍ତର୍ଜାତୀୟ ଚିତା ଦିବସ ଅବସରରେ ଚିତାବାଘ ସୁରକ୍ଷା ପାଇଁ ଉତ୍ସର୍ଗୀକୃତ ସମସ୍ତ ବନ୍ୟଜନ୍ତୁ ପ୍ରେମୀ ଏବଂ ସଂରକ୍ଷଣକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତିନି ବର୍ଷ ପୂର୍ବେ, ଆମ ସରକାର ଏହି ଚମତ୍କାର ପ୍ରାଣୀକୁ ସୁରକ୍ଷା ଦେବା ଏବଂ ବ୍ୟବସ୍ଥାର ପୁନରୁଦ୍ଧାର କରିବା ଉଦ୍ଦେଶ୍ୟରେ ପ୍ରକଳ୍ପ ଚିତା ଆରମ୍ଭ କରିଥିଲେ ଯେଉଁଥିରେ ଏହା ପ୍ରକୃତରେ ସମୃଦ୍ଧ ହୋଇପାରିବ। ହଜି ଯାଇଥିବା ପରିବେଶଗତ ଐତିହ୍ୟକୁ ପୁନର୍ଜୀବିତ କରିବା ଏବଂ ଆମର ଜୈବିବିଧତାକୁ ସୁଦୃଢ଼ କରିବା ପାଇଁ ମଧ୍ୟ ଏହା ଏକ ପ୍ରୟାସ ଥିଲା ବୋଲି ଶ୍ରୀ ମୋଦୀ କହିଛନ୍ତି।ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.ଚିତା ନାମକରଣ ପ୍ରତିଯୋଗିତାର ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
April 21st, 10:14 am
କେନ୍ଦ୍ର ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ କହିଛନ୍ତି;ମହୀଶୂର ବ୍ୟାଘ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ଉଦଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 09th, 01:00 pm
ସର୍ବ ପ୍ରଥମେ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ଯେ, ସକାଳ 6ଟାରୁ ଚାଲି ଯାଇଥିଲି ମୁଁ ଭାବିଥିଲି ଯେ ଠିକ ସମୟରେ ଜଙ୍ଗଲ ଭ୍ରମଣ କରି ଫେରିଆସିବି କିନ୍ତୁ ମୋତେ ଆସିବାରେ 1 ଘଣ୍ଟ। ବିଳମ୍ବ ହୋଇଗଲା । ଆପଣ ସମସ୍ତଙ୍କୁ ପ୍ରତୀକ୍ଷା କରିବାକୁ ପଡିଲା ଏଥିପାଇଁ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି । ମୋ କଥା, ପ୍ରଥମେ ଆମେ ଏ ଯେଉଁ ବାଘ ସଂଖ୍ୟା ସଂଖ୍ୟାକୁ ଆମେ ଛୁଇଁଛେ, ଯାହା ଦେଖୁଛେ, ଆମର ଏହି ବାଘଙ୍କ ପରବାରର ଯେଉଁ ବିସ୍ତାର ହେଉଛି, ଏହା ହେଉଛି ଗୌରବମୟ ମୁହୂର୍ତ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଏହି ବାଘଙ୍କ ସମ୍ମାନରେ ନିଜ ସ୍ଥାନରେ ଠିଆ ହୋଇ ଆମେ ବାଘମାନଙ୍କୁ ଉତ୍ସାହପୂର୍ଣ୍ଣ ସ୍ୱାଗତ କରିବା । ଧନ୍ୟବାଦ!କର୍ଣ୍ଣାଟକର ମହୀଶୂରରେ "ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି ସ୍ମାରକୀ” କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
April 09th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମହୀଶୂର ସ୍ଥିତ ମହୀଶୂର ବିଶ୍ୱବିଦ୍ୟାଳୟ ଠାରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇଣ୍ଟରନେସନାଲ ବିଗ୍ କ୍ୟାଟ ଆଲାଏନ୍ସ (ଆଇବିସିଏ)ର ମଧ୍ୟ ଶୁଭାରମ୍ଭ କରିଛନ୍ତି । ବ୍ୟାଘ୍ର ସଂରକ୍ଷଣର ପରିଚାଳନା ପ୍ରଭାବର ମୂଲ୍ୟାଙ୍କନର ୫ ମ ଚକ୍ରର ଏକ ସାରାଂଶ ରିପୋର୍ଟ ଅମୃତ କାଲ କା ଭିଜନ ଫର ଟାଇଗର କନଜରଭେସନ” ପୁସ୍ତକର ଉନ୍ମୋଚନ କରିଥିଲେ, ବାଘ ସଂଖ୍ୟା ଘୋଷଣା କରି ସର୍ବ ଭାରତୀୟ ବ୍ୟାଘ୍ର ଆକଳନ (୫ମ ଚକ୍ର) ର ସାରାଂଶ ରିପୋର୍ଟ ଉନ୍ମୋଚନ କରିଥିଲେ । ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମରଣୀୟ ମୁଦ୍ରା ମଧ୍ୟ ଜାରି କରିଥିଲେ ।ସ୍ଥାନାନ୍ତରିତ ଚିତାଗୁଡିକ ମଧ୍ୟରୁ ଗୋଟିଏ ଚିତା ବାଘ ଚାରିଟି ଶାବକଙ୍କୁ ଜନ୍ମ ଦେଇଥିବାରୁ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
March 29th, 04:27 pm
କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବଙ୍କ ଟ୍ୱିଟ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;କୁନୋରେ ଛଡା ଯାଇଥିବା ଚିତାଙ୍କ ସମ୍ପର୍କିତ ଖବର ଶେୟାର କଲେ ପ୍ରଧାନମନ୍ତ୍ରୀ
November 06th, 12:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୂଚନା ଦେଇଛନ୍ତି ଯେ, ବାଧ୍ୟତାମୂଳକ ପୃଥକବାସ ପରେ କୁନୋ ବାସସ୍ଥଳୀ ସହ ଖାପ ଖୁଆଇବା ପାଇଁ ୨ଟି ଚିତାଙ୍କୁ ବୃହତ ଏନକ୍ଲୋଜରରେ ଛଡା ଯାଇଛି ।Jamnagar is emerging as the hub of manufacturing and coast-led development: PM Modi
October 10th, 06:50 pm
PM Modi laid the foundation stone and dedicated to the nation multiple projects worth around Rs 1450 crore in Jamnagar, Gujarat. The PM informed everyone that five resolutions of development have created a solid foundation for the state of Gujarat. The first resolution is Jan Shakti, the second is Gyan Shakti, the third is Jal Shakti, the fourth is Urja Shakti and finally Raksha Shakti.PM lays the foundation stone and dedicates to the nation multiple projects worth over Rs 1450 crore in Jamnagar, Gujarat
October 10th, 06:49 pm
PM Modi laid the foundation stone and dedicated to the nation multiple projects worth around Rs 1450 crore in Jamnagar, Gujarat. The PM informed everyone that five resolutions of development have created a solid foundation for the state of Gujarat. The first resolution is Jan Shakti, the second is Gyan Shakti, the third is Jal Shakti, the fourth is Urja Shakti and finally Raksha Shakti.ଚିତା ଉପରେ ରୋମାଞ୍ଚକର ପ୍ରତିଯୋଗିତାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ
September 27th, 09:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଇଗଭ ୱେବସାଇଟରେ ଚିତା ଉପରେ ଉପଲବ୍ଧ ତିନିଟି ରୋମାଞ୍ଚକର ପ୍ରତିଯୋଗିତାରେ ଭାଗ ନେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ।ଶାରୀରିକ ଏବଂ ମାନସିକ ସୁସ୍ଥତା ପାଇଁ ଯୋଗ ଅତ୍ୟନ୍ତ ପ୍ରଭାବଶାଳୀ ବୋଲି ବିଶ୍ୱ ସ୍ୱୀକାର କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:00 am
ବିଗତ ଦିନରେ ଯେଉଁ କଥା ଆମ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ତାହା ହେଲା ଚିତା । ଚିତା ଉପରେ କଥା ହେବା ପାଇଁ ବହୁତ ଗୁଡ଼ିଏ ଆସିଛି । ଉତ୍ତରପ୍ରଦେଶର ଅରୁଣ କୁମାର ଗୁପ୍ତା ହୁଅନ୍ତୁ କି ତେଲଙ୍ଗାନାର ଏନ୍.ରାମଚନ୍ଦ୍ରନ ରଘୁରାମ୍ ଜୀ, ଗୁଜରାଟର ରାଜନ୍ ଜୀ ହୋଇଥାଆନ୍ତୁ କିମ୍ବା ଦିଲ୍ଲୀର ସୁବ୍ରତ୍ ଜୀ । ଦେଶର କୋଣ ଅନୁକୋଣରୁ ଲୋକେ ଚିତା ଭାରତକୁ ଫେରିବା ନେଇ ଆନନ୍ଦ ପ୍ରକାଶ କରିଛନ୍ତି । ୧୩୦ କୋଟି ଭାରତବାସୀ ଆନନ୍ଦିତ, ଗର୍ବିତ । ଏହାହିଁ ହେଉଛି ଭାରତର ପ୍ରକୃତି ପ୍ରେମ । ଏ ବିଷୟରେ ଲୋକଙ୍କର ଗୋଟିଏ ହିଁ ପ୍ରଶ୍ନ, ମୋଦିଜୀ ଆମକୁ ଚିତା ଦେଖିବାର ସୁଯୋଗ କେବେ ମିଳିବ ?ଗୁଜରାଟର ଏକତା ନଗରରେ ପରିବେଶ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 23rd, 04:26 pm
ଆପଣ ସମସ୍ତଙ୍କୁ ଏହି ରାଷ୍ଟ୍ରୀୟ ସମ୍ମିଳନୀକୁ ଏବଂ ବିଶେଷ କରି ଏକତା ନଗରକୁ ସ୍ୱାଗତ କରୁଛି, ଅଭିନନ୍ଦନ ଜଣାଉଛି । ଏକତା ନଗରରେ ଏହି ରାଷ୍ଟ୍ରୀୟ ସମ୍ମିଳନୀ ନିଜକୁ ନିଜ ମଧ୍ୟରେ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଁ ଅନୁଭବ କରୁଛି । ଯଦି ଆମେ ଜଙ୍ଗଲ କଥା କହିବା, ଆମର ଆଦିବାସୀ ଭାଇ-ଭଉଣୀ ମାନଙ୍କର କଥା କହିବା, ଆମେ ବନ ଜୀବନ କଥା କହିବା, ଆମେ ଜଳ ସଂରକ୍ଷଣ କଥା ଚର୍ଚ୍ଚା କରିବା, ଆମେ ପର୍ଯ୍ୟଟନ କଥା କହିବା, ଆମେ ପ୍ରକୃତି ଏବଂ ପର୍ଯ୍ୟାବରଣ ଓ ବିକାଶ, ଏକ ପ୍ରକାରରେ ଏକତା ନଗରରେ ତାହାର ଯେଉଁ ସାମଗ୍ରିକ ବିକାଶ ହୋଇଛି, ତାହା ନିଜକୁ ନିଜ ମଧ୍ୟରେ ଏହି ବାର୍ତ୍ତା ହେଉଛି । ବିଶ୍ୱାସ ସୃଷ୍ଟି କରୁଛି ଯେ, ବନ ଏବଂ ପର୍ଯ୍ୟାବରଣ କ୍ଷେତ୍ର ପାଇଁ ଆଜି ଏକତା ନଗର ଏକ ତୀର୍ଥ ସ୍ଥଳ ପାଲଟି ଯାଇଛି । ଆପଣ ସମସ୍ତେ ଏହି କ୍ଷେତ୍ର ସହିତ ଜଡିତ ଥିବା ମନ୍ତ୍ରୀ ଏବଂ ଅଧିକାରୀମାନେ ଆସିଛନ୍ତି । ମୁଁ ଚାହିଁବି ଯେ ଏକତା ନଗରରେ ଆପଣମାନେ ଯେତେ ସମୟ ଅତିବାହିତ କରିବେ, ତାହାକୁ ଅତି ସୁକ୍ଷ୍ମତାର ସହିତ ଅନୁଧ୍ୟାନ କରିବେ । ଯାହା ଦ୍ୱାରା ପର୍ଯ୍ୟାବରଣ ପ୍ରତି, ଆମର ଆଦିବାସୀ ସମାଜ ପ୍ରତି, ଆମର ବନ ଜୀବନ ପ୍ରତି କେତେ ସମ୍ବେଦନଶୀଳତା ସହିତ ସଂରଚନା କରାଯାଇଛି, ନିର୍ମାଣ କାର୍ଯ୍ୟ ହୋଇଛି ଏବଂ ଭବିଷ୍ୟତରେ ଦେଶର ଅନେକ କୋଣ ଅନୁକୋଣରେ ବନ ପର୍ଯ୍ୟାବରଣର ସୁରକ୍ଷା କରି ବିକାଶ ପଥରେ ଦ୍ରୁତ ଗତିରେ ଆଗକୁ ଅଗ୍ରସର ହୋଇ ପାରିବା, ଏଠାରେ ଏହାର ବହୁତ କିଛି ଦେଖିବା- ବୁଝିବାକୁ ମିଳିବ।PM inaugurates the National Conference of Environment Ministers of all States in Ekta Nagar, Gujarat
September 23rd, 09:59 am
PM Modi inaugurated National Conference of Environment Ministers in Ekta Nagar, Gujarat via video conferencing. He said that the role of the Environment Ministry was more as a promoter of the environment rather than as a regulator. He urged the states to own the measures like vehicle scrapping policy and ethanol blending.କୁନୋ ଜାତୀୟ ପ୍ରାଣୀ ଉଦ୍ଦ୍ୟାନରେ ଚିତାବାଘଙ୍କ ପୁନର୍ବାସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ମୂଳ ଭାଷଣର ଅନୁବାଦ
September 17th, 11:51 am
ମାନବ ସମାଜ ନିକଟରେ ଏଭଳି ଅବସର ଖୁବ୍ କମ୍ ଥର ଆସିଥାଏ ଯେତେବେଳେ ସମୟ ଚକ୍ର ଆମକୁ ଅତୀତକୁ ସୁଧାରିବା ନିମନ୍ତେ ନୂତନ ଭବିଷ୍ୟତର ନିର୍ମାଣ ନିମନ୍ତେ ସୁଯୋଗ ପ୍ରଦାନ କରିଥାଏ । ଆଜି ଆମର ସୌଭାଗ୍ୟକୁ ଆମ ସାମ୍ନାରେ ଏଭଳି ଏକ କ୍ଷଣ ଉପସ୍ଥିତ ହୋଇଛି । ଦଶନ୍ଧି ଦଶନ୍ଧି ପୂର୍ବରୁ ଜୈବ ବିବିଧତାର ଶହ ଶହ ବର୍ଷ ପୁରାତନ ଯେଉଁ କଡ଼ି ଛିଣ୍ଡି ଯାଇଥିଲା, ବିଲୁପ୍ତ ହୋଇଯାଇଥିଲା, ଆଜି ଆମକୁ ଏହାକୁ ପୁଣି ଥରେ ଯୋଡ଼ିବାର ସୁଯୋଗ ମିଳିଛି । ଆଜି ଭାରତ ଭୂମିକୁ ଚିତାବାଘ ଲେଉଟି ଆସିଛି ଏବଂ ମୁଁ ଏକଥା ମଧ୍୍ର କହିବି ଯେ ଏହି ତିତାମାନଙ୍କ ସହିତ ହିଁ ଭାରତର ପ୍ରକୃତିପ୍ରେମୀ ଚେତନା ପୂର୍ଣ୍ଣ ଶକ୍ତିର ସହିତ ଜାଗ୍ରତ ହୋଇ ଉଠିଛି । ମୁଁ ଏହି ଐତିହାସିକ ଅବସରରେ ସମସ୍ତ ଦେଶବାସୀଙ୍କୁ ବଧେଇ ଜଣାଉଛି ।PM addresses the nation on release of wild Cheetahs in Kuno National Park in Madhya Pradesh
September 17th, 11:50 am
PM Modi released wild Cheetahs brought from Namibia at Kuno National Park under Project Cheetah, the world's first inter-continental large wild carnivore translocation project. PM Modi said that the cheetahs will help restore the grassland eco-system as well as improve the biopersity. The PM also made special mention of Namibia and its government with whose cooperation, the cheetahs have returned to Indian soil after decades.ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ
September 15th, 02:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖ ଦିନ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ । ତା ପରେ ପାଖାପାଖି ମଧ୍ୟାହ୍ନ ବାରଟା ବେଳକୁ ସେ ସ୍ୱୟଂସହାୟକ ଗୋଷ୍ଠୀ ସମ୍ମିଳନୀରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ମାନଙ୍କ ସହିତ କରହଲ, ସେଓପୁରଠାରେ ଯୋଗଦେବେ ।