Tiruchirappalli turns out in huge numbers for PM Modi’s public meeting
March 11th, 06:00 pm
At a massive public meeting in Tamil Nadu’s Tiruchirappalli, Prime Minister Narendra Modi hailed Tiruchirappalli as a land of courage and faith, recalling the bravery of the Marudu Brothers and paying tribute to Major M. Saravanan for his sacrifice during the Kargil War. “Trichy is a land of courage and faith,” he said, adding that the Centre proudly honours Tamil Nadu’s culture and heritage. He also highlighted that C. P. Radhakrishnan, a son of the state, serves as the Vice President of India.Today's projects will boost energy access, connectivity and create jobs for the youth of Tamil Nadu: PM Modi in Tiruchirappalli
March 11th, 05:45 pm
PM Modi launched several developmental projects worth around ₹5,650 crore in Tiruchirappalli, aimed at bolstering the infrastructure and economy of Tamil Nadu. These initiatives span clean energy, petroleum-related manufacturing and enhanced multi-modal connectivity through highways, railways and rural roads. He dedicated the Indian Oil Corporation’s Lube Blending Plant in Chennai, strengthening the ‘Make in India’ initiative.ତାମିଲନାଡୁର ତିରୁଚିରାପଲ୍ଲିରେ ପତାକା ଦେଖାଇ ପ୍ରାୟ ୫,୬୫୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ନଗରୀ ତ୍ରିଚି (ତିରୁଚିରାପଲ୍ଲି) ଗସ୍ତ କରି ତାମିଲନାଡୁର ଭିତ୍ତିଭୂମି ଓ ଅର୍ଥନୀତିକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଶୃଙ୍ଖଳାବଦ୍ଧ ପରିବର୍ତ୍ତନଶୀଳ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ମୋଟ ପାଞ୍ଚ ହଜାର ଛଅ ଶହ କୋଟି ଟଙ୍କାର ଏହି ପ୍ରକଳ୍ପଗୁଡ଼ିକ ସ୍ୱଚ୍ଛ ଶକ୍ତି, ପେଟ୍ରୋଲିୟମ ସମ୍ପର୍କିତ ଉତ୍ପାଦନ ଓ ରାଜପଥ, ରେଳପଥ ଏବଂ ଗ୍ରାମୀଣ ସଡକ ମାଧ୍ୟମରେ ଉନ୍ନତ ବହୁମୁଖୀ ସଂଯୋଗ ସୃଷ୍ଟି ଉପରେ କେନ୍ଦ୍ରିତ। ସମାବେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ପ୍ରକଳ୍ପଗୁଡ଼ିକ ଶକ୍ତି ଉପଲବ୍ଧତା, ସଂଯୋଗୀକରଣକୁ ସୁଦୃଢ଼ ଏବଂ ତାମିଲନାଡୁର ଯୁବକମାନଙ୍କ ପାଇଁ ହଜାର ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।୧୧ ମାର୍ଚ୍ଚରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 09th, 09:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ମାର୍ଚ୍ଚ ୨୦୨୬ରେ କେରଳ ଏବଂ ତାମିଲନାଡୁ ଗସ୍ତ କରିବେ । ପ୍ରାୟ ୧:୩୦ ସମୟରେ, ପ୍ରଧାନମନ୍ତ୍ରୀ କେରଳର ଏର୍ଣ୍ଣାକୁଲମ୍ରେ ପ୍ରାୟ ୧୦,୮୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ, ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ସମୟରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ ପ୍ରାୟ ସନ୍ଧ୍ୟା ୫:୪୫ ସମୟରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପ୍ରାୟ ୫,୬୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ପୁଡୁଚେରୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 12:00 pm
ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ରଙ୍ଗାସାମୀ, ମୋର କେନ୍ଦ୍ର କ୍ୟାବିନେଟ୍ ସହଯୋଗୀ ଶ୍ରୀ ମନସୁଖ ମାଣ୍ଡଭୀୟ, ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ, ରାଜ୍ୟ ବିଧାନସଭାର ବାଚସ୍ପତି ଶ୍ରୀ ଆର. ସେଲଭାମ, ଗୃହମନ୍ତ୍ରୀ ଶ୍ରୀ ଏ. ନମାସ୍ସିଭ୍ୟମ, ଅନ୍ୟ ନେତାଗଣ, ପୁଡୁଚେରୀର ମୋର ପ୍ରିୟ ଭଉଣୀ ଏବଂ ଭାଇମାନେ, ବନକ୍କମ!ପୁଡୁଚେରୀରେ ୨,୭୦୦ କୋଟିରୁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଲୋକଙ୍କ ଜୀବନକୁ ଉନ୍ନତ କରିବା ପାଇଁ ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଗତିଶୀଳତା ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକ ଦିଗରେ ପରିବର୍ତ୍ତନ କରିବା ଲକ୍ଷ୍ୟ ନେଇ ଆଗେଇଯାଉଛି।ମହାରାଷ୍ଟ୍ରରେ ୬ ଲେନ୍ ଗ୍ରୀନଫିଲ୍ଡ ନାସିକ – ସୋଲାପୁର - ଅକ୍କାଲକୋଟ କରିଡର ନିର୍ମାଣକୁ କ୍ୟାବିନେଟ ଅନୁମୋଦନ
December 31st, 03:06 pm
ନାସିକ - ଅକ୍କାଲକୋଟ ଗ୍ରୀନଫିଲ୍ଡ କରିଡର ୱାଧାୱାନ ପୋର୍ଟ ଇଣ୍ଟରଚେଞ୍ଜ ନିକଟରେ ଦିଲ୍ଲୀ - ମୁମ୍ବାଇ ଏକ୍ସପ୍ରେସୱେ, ନାସିକର ଏନଏଚ୍ - ୬୦ (ଆଡେଗାଓଁ) ସଂଯୋଗସ୍ଥଳରେ ଆଗ୍ରା - ମୁମ୍ବାଇ କରିଡର ଏବଂ ନାସିକ ନିକଟବର୍ତ୍ତୀ ପାଙ୍ଗ୍ରିରେ ସମୃଦ୍ଧି ମହାମାର୍ଗ ସହିତ ସଂଯୋଗ କରିବାକୁ ପ୍ରସ୍ତାବିତ। ପ୍ରସ୍ତାବିତ କରିଡର ପଶ୍ଚିମ ତଟରୁ ପୂର୍ବ ତଟକୁ ସିଧାସଳଖ ସଂଯୋଗ ପ୍ରଦାନ କରିବ। ଚେନ୍ନାଇ ବନ୍ଦର ଶେଷ ଭାଗରୁ, ଚେନ୍ନାଇରୁ ତିରୁଭଲ୍ଲୁର, ରେନିଗୁଣ୍ଟା, କଡପା ଏବଂ କୁର୍ନୁଲ (୭୦୦ କିଲୋମିଟର ଲମ୍ବା) ଦେଇ ହସପୁର (ଏମଏଚ୍ ସୀମା) ପର୍ଯ୍ୟନ୍ତ ଏକ ଚାରି ଲେନ୍ ବିଶିଷ୍ଟ କରିଡର ନିର୍ମାଣାଧୀନ ଅଛି। ପ୍ରସ୍ତାବିତ ପ୍ରବେଶ - ନିୟନ୍ତ୍ରିତ ଛଅ ଲେନ୍ ଗ୍ରୀନଫିଲ୍ଡ ପ୍ରକଳ୍ପ କରିଡର ମୁଖ୍ୟତଃ ଯାତ୍ରା ଦକ୍ଷତାକୁ ଉନ୍ନତ କରିବା ପାଇଁ ଲକ୍ଷ୍ୟ ରଖିଛି ଏବଂ ଏହା ଯାତ୍ରା ସମୟକୁ ୧୭ ଘଣ୍ଟା ଏବଂ ଯାତ୍ରା ଦୂରତା ୨୦୧ କିଲୋମିଟର ହ୍ରାସ କରିବ ବୋଲି ଆଶା କରାଯାଉଛି। ନାସିକ - ଅକ୍କାଲକୋଟ (ସୋଲାପୁର) ସଂଯୋଗ କୋପାର୍ଥି ଏବଂ ଓରଭାକାଲର ପ୍ରମୁଖ ଜାତୀୟ ଶିଳ୍ପ କରିଡର ବିକାଶ ନିଗମ (ଏନଆଇସିଡିସି) ନୋଡରେ ମାଲ ପରିବହନ ପାଇଁ ଲଜିଷ୍ଟିକ୍ସ ଦକ୍ଷତାକୁ ଉନ୍ନତ କରିବ।ଚେନ୍ନାଇରେ କୋଠା ଭୁଶୁଡ଼ି ଲୋକେ ମୃତାହତ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
September 30th, 09:48 pm
ତାମିଲନାଡ଼ୁର ଚେନ୍ନାଇରେ କୋଠା ଭୁଶୁଡ଼ି ଲୋକେ ମୃତାହତ ହେବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଦୁର୍ଘଟଣାରେ ଆହତ ହୋଇଥିବା ଲୋକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ।ତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 08:16 pm
ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ
July 26th, 07:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।ଭୁବନେଶ୍ୱର ସମେତ ଦେଶର ୫ଟି ସ୍ଥାନରେ ଦକ୍ଷତା ବିକାଶ ପାଇଁ ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠାକୁ କ୍ୟାବିନେଟ ମଞ୍ଜୁରି
May 07th, 02:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଦେଶରେ ଧନ୍ଦାମୂଳକ ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲାଗି ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରାଯାଇଛି। ଦେଶରେ ଥିବା ଶିଳ୍ପ ତାଲିମ ପ୍ରତିଷ୍ଠାନଗୁଡ଼ିକର ଉନ୍ନତିକରଣ ପାଇଁ ଏକ ଜାତୀୟ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରି ମିଳିଛି। ସେହିପରି କେନ୍ଦ୍ର ପ୍ରାୟୋଜିତ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ୫ଟି ଜାତୀୟ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି। ଭୁବନେଶ୍ୱରରେ ମଧ୍ୟ ଗୋଟିଏ କେନ୍ଦ୍ର ପ୍ରତିଷ୍ଠା ହେବ।Serving the people of Andhra Pradesh is our commitment: PM Modi in Visakhapatnam
January 08th, 05:45 pm
PM Modi laid foundation stone, inaugurated development works worth over Rs. 2 lakh crore in Visakhapatnam, Andhra Pradesh. The Prime Minister emphasized that the development of Andhra Pradesh was the NDA Government's vision and serving the people of Andhra Pradesh was the Government's commitment.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭଗବାନ ବରାହ ଲକ୍ଷ୍ମୀ ନରସିଂହ ସ୍ୱାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଶ୍ରୀ ମୋଦୀ କହିଛନ୍ତି ଯେ ୬୦ ବର୍ଷ ର ବ୍ୟବଧାନ ପରେ ଲୋକଙ୍କ ଆଶୀର୍ବାଦରେ ଦେଶରେ କ୍ରମାଗତ ତୃତୀୟ ଥର ପାଇଁ କେନ୍ଦ୍ର ସରକାର ନିର୍ବାଚିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସରକାର ଗଠନ ପରେ ଆନ୍ଧ୍ରପ୍ରଦେଶରେ ସରକାରୀ ଭାବେ ଏହା ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମ ପୂର୍ବରୁ ରୋଡ୍ ସୋ' ସମୟରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିବାରୁ ଶ୍ରୀ ମୋଦୀ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେ ତାଙ୍କ ଭାଷଣ ସମୟରେ ଶ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରତ୍ୟେକ ଶବ୍ଦ ଏବଂ ଭାବନାକୁ ସମ୍ମାନ କରନ୍ତି । ଆନ୍ଧ୍ରପ୍ରଦେଶ ଏବଂ ଭାରତର ଜନସାଧାରଣଙ୍କ ସମର୍ଥନରେ ଶ୍ରୀ ନାଇଡୁ ତାଙ୍କ ଅଭିଭାଷଣରେ ଉଲ୍ଲେଖ କରିଥିବା ସମସ୍ତ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ବିଶ୍ୱାସ ବ୍ୟକ୍ତ କରିଥିଲେ ।ଚେନ୍ନାଇ ମେଟ୍ରୋ ରେଳ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟକୁ କ୍ୟାବିନେଟ୍ ମଞ୍ଜୁରୀ ଏଥରେ ରହିଛି ତିନିଟି କରିଡର ଯଥା (୧) ମାଧବରାମରୁ ସିପକୋଟ୍ (୨) ଲାଇଟ୍ ହାଉସ୍ ରୁ ପୁନାମାଲି ବାଇପାସ୍ ଏବଂ (୩) ମାଧବରାମରୁ ସୋଲିଙ୍ଗନାଲୁର
October 03rd, 09:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଚେନ୍ନାଇ ମେଟ୍ରୋ ରେଳ ପ୍ରକଳ୍ପ ପର୍ଯ୍ୟାୟ-୨ ପାଇଁ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ତିନୋଟି କରିଡର ପ୍ରସ୍ତାବକୁ ମଞ୍ଜୁରି ମିଳିଛି । ଅନୁମୋଦିତ ଲାଇନର ସମୁଦାୟ ଦୈର୍ଘ୍ୟ ୧୨୮ ଷ୍ଟେସନ ସହିତ ୧୧୮.୯ କିଲୋମିଟର ହେବ |ଚେସ୍ ଅଲିମ୍ପିଆଡ୍ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
September 26th, 12:15 pm
ସାର, ପ୍ରଥମ ଥର ଭାରତ ଉଭୟ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛି ଏବଂ ଦଳ ଯେଉଁଭଳି ପ୍ରଦର୍ଶନ କରିଛି ତାହା ଚମତ୍କାର ଥିଲା, ଅର୍ଥାତ୍ ବାଳକଙ୍କ ଦ୍ୱାରା ୨୨ ରୁ ୨୧ ପଏଣ୍ଟ ଏବଂ ବାଳିକାଙ୍କ ଦ୍ୱାରା ୨୨ ରୁ ୧୯ ପଏଣ୍ଟ, ଆମର ମୋଟ ୪୪ ରୁ ୪୦ ପଏଣ୍ଟ । ଏତେ ଭଲ, ଉତ୍ତମ ପ୍ରଦର୍ଶନ ପୂର୍ବରୁ କେବେ ହୋଇନଥିଲାପ୍ରଧାନମନ୍ତ୍ରୀ ମୋଦୀ ଆମ ଚେସ୍ ଚମ୍ପିଆନମାନଙ୍କୁ ଭେଟି ଉତ୍ସାହିତ କରିଛନ୍ତି
September 26th, 12:00 pm
ଐତିହାସିକ ଦ୍ବିତୀୟ ସ୍ୱର୍ଣ୍ଣ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଚେସ୍ ଦଳ ସହ ମତ ବିନିମୟ କରିଛନ୍ତି। ଆଲୋଚନାରେ ସେମାନଙ୍କ କଠିନ ପରିଶ୍ରମ, ଚେସ୍ ର ବଢୁଥିବା ଲୋକପ୍ରିୟତା, ଖେଳ ଉପରେ ଏଆଇର ପ୍ରଭାବ ଏବଂ ସଫଳତା ହାସଲ ରେ ସଂକଳ୍ପ ଏବଂ ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।ତିନୋଟି ବନ୍ଦେ ଇଣ୍ଡିଆ ଟ୍ରେନ୍ ର ପତାକା ଉତ୍ତୋଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 31st, 12:16 pm
କେନ୍ଦ୍ର ସରକାରରେ ମୋର ସାଥୀ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଜୀ, ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲଜୀ, ତାମିଲନାଡୁର ରାଜ୍ୟପାଳ ଆରଏନ ରବି, କର୍ଣ୍ଣାଟକ ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ, ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ଅନ୍ୟ ସହଯୋଗୀ, ରାଜ୍ୟର ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରୀ, ସାଂସଦଗଣ ... ଦେଶର ବିଭିନ୍ନ ସ୍ଥାନ ସହ ଜଡ଼ିତ ଅନ୍ୟ ଜନପ୍ରତିନିଧିଗଣ ... ଭଦ୍ର ମହିଳା ଓ ପୁରୁଷ ମାନେଭିଡିଓ କନଫରେନ୍ସିଂ ଜରିଆରେ ୩ଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
August 31st, 11:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନୋଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ଆତ୍ମନିର୍ଭର ଭାରତ ସ୍ୱପ୍ନକୁ ସାକାର କରି ଅତ୍ୟାଧୁନିକ ବନ୍ଦେ ଭାରତ ଏକ୍ସପ୍ରେସ୍ ମେରଠ-ଲକ୍ଷ୍ନୌ, ମଦୁରାଇ-ବେଙ୍ଗାଲୁରୁ ଏବଂ ଚେନ୍ନାଇ-ନାଗରକୋଇଲ ଭଳି ତିନୋଟି ମାର୍ଗରେ ଯୋଗାଯୋଗରେ ଉନ୍ନତି ଆଣିବ। ଏହି ଟ୍ରେନ୍ ଗୁଡ଼ିକ ଉତ୍ତରପ୍ରଦେଶ, ତାମିଲନାଡୁ ଏବଂ କର୍ଣ୍ଣାଟକରେ ଯୋଗାଯୋଗକୁ ପ୍ରୋତ୍ସାହିତ କରିବ।YSR Congress got 5 years in Andhra Pradesh, but they wasted these 5 years: PM Modi in Rajahmundry
May 06th, 03:45 pm
Continuing his election campaigning spree, Prime Minister Narendra Modi addressed a massive public meeting in Rajahmundry, Andhra Pradesh, today. Beginning his speech, PM Modi said, “On May 13th, you will begin a new chapter in the development journey of Andhra Pradesh with your vote. NDA will certainly set records in the Lok Sabha elections as well as in the Andhra Pradesh Legislative Assembly. This will be a significant step towards a developed Andhra Pradesh and a developed Bharat.”PM Modi campaigns in Andhra Pradesh’s Rajahmundry and Anakapalle
May 06th, 03:30 pm
Continuing his election campaigning spree, Prime Minister Narendra Modi addressed two massive public meetings in Rajahmundry and Anakapalle, Andhra Pradesh, today. Beginning his speech, PM Modi said, “On May 13th, you will begin a new chapter in the development journey of Andhra Pradesh with your vote. NDA will certainly set records in the Lok Sabha elections as well as in the Andhra Pradesh Legislative Assembly. This will be a significant step towards a developed Andhra Pradesh and a developed Bharat.”