Prime Minister Congratulates Arjun Erigaisi on Winning Bronze at FIDE World Blitz Chess Championship

December 31st, 09:04 am

The Prime Minister, Shri Narendra Modi, today congratulated Indian chess grandmaster Arjun Erigaisi for securing the Bronze Medal at the FIDE World Blitz Chess Championship held in Doha. This achievement comes shortly after his Bronze Medal win at the FIDE Rapid Chess Championship, marking another proud moment for India in the global chess arena.

୨୦୨୫ ଏଫ୍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ବ୍ରୋଞ୍ଜ ପଦକ ଜିତିଥିବା ଅର୍ଜୁନ ଏରିଗୈସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

December 29th, 03:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୋହାରେ ଅନୁଷ୍ଠିତ ଏଫଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ, ବ୍ରୋଞ୍ଜ ପଦକ ଜିତିଥିବାରୁ ଅର୍ଜୁନ ଏରିଗୈସିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ଧୈର୍ଯ୍ୟ ଉଲ୍ଲେଖନୀୟ। ତାଙ୍କର ନିରନ୍ତର ପ୍ରୟାସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଉଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।

୨୦୨୫ ଏଫ୍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ବ୍ରୋଞ୍ଜ ପଦକ ଜିତିଥିବା କୋନେରୁ ହମ୍ପିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 29th, 03:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୋହାଠାରେ ଅନୁଷ୍ଠିତ ୨୦୨୫ ଏଫ୍‍ଆଇଡିଇ ବିଶ୍ୱ ରାପିଡ୍ ଚେସ୍ ଚାମ୍ପିଅନ୍ସିପରେ ମହିଳା ବର୍ଗରେ ବ୍ରୋଞ୍ଜ ପଦକ ହାସଲ କରିଥିବା କୋନେରୁ ହମ୍ପିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। “ଖେଳ ପ୍ରତି ତାଙ୍କର ସମର୍ପଣ ପ୍ରଶଂସନୀୟ। ଆଗାମୀ ପ୍ରୟାସ ପାଇଁ ଶୁଭେଚ୍ଛା,” ଶ୍ରୀ ମୋଦୀ କହିଛନ୍ତି।

ଭାରତରେ ଫିଡେ ବିଶ୍ୱକପକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

August 26th, 11:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ଦ୍ୱାରା ପ୍ରତିଷ୍ଠିତ ଫିଡେ ବିଶ୍ୱକପ ୨୦୨୫ ଆୟୋଜନ କରିବାକୁ ପ୍ରସ୍ତୁତି କରୁଥିବାରୁ ଅତ୍ୟନ୍ତ ଗର୍ବ ଏବଂ ଉତ୍ସାହ ପ୍ରକାଶ କରିଛନ୍ତି । ଦୁଇ ଦଶନ୍ଧିରୁ ଅଧିକ ସମୟ ପରେ ଭାରତ ମାଟିରେ ଏହି ଟୁର୍ଣ୍ଣାମେଣ୍ଟ ହେବାକୁ ଯାଉଛି ।

ଗ୍ରାଣ୍ଡମାଷ୍ଟର ହେବା ପାଇଁ ଦିବ୍ୟା ଦେଶମୁଖଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

July 29th, 06:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିବ୍ୟା ଦେଶମୁଖଙ୍କୁ କେବଳ ୨୦୨୫ ଫିଡେ ମହିଳା ବିଶ୍ୱକପ ଜିତିବା ପାଇଁ ନୁହେଁ ବରଂ ଜଣେ ଗ୍ରାଣ୍ଡମାଷ୍ଟର ହେବା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ତାଙ୍କର ଏହି ସଫଳତା ଅନେକ ଲୋକଙ୍କୁ ପ୍ରେରିତ କରିବ ଏବଂ ଯୁବପିଢ଼ିଙ୍କ ମଧ୍ୟରେ ଚେସକୁ ଆହୁରି ଲୋକପ୍ରିୟ କରିବାରେ ଯୋଗଦାନ ଦେବ ।”

୨୦୨୫ ଫିଡେ ମହିଳା ବିଶ୍ୱ ଚେସ ଚାମ୍ପିଅନ ହୋଇଥିବାରୁ ଦିବ୍ୟା ଦେଶମୁଖଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

July 28th, 06:29 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ର ଫିଡେ (ଏଫ୍‌ଆଇଡିଇ) ମହିଳା ବିଶ୍ୱ ଚେସ ଚାମ୍ପିଅନ୍ ହୋଇଥିବାରୁ ଦିବ୍ୟା ଦେଶମୁଖଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “କୋନେରୁ ହମ୍ପି ମଧ୍ୟ ଚାମ୍ପିଅନ୍‌ସିପରେ ଅପାର ଦକ୍ଷତା ପ୍ରଦର୍ଶନ କରିଛନ୍ତି । ଉଭୟ ଖେଳାଳିଙ୍କୁ ସେମାନଙ୍କର ଭବିଷ୍ୟତର ପୟାସ ପାଇଁ ଶୁଭକାମନା ।”

Prime Minister congratulates Divya Deshmukh for her stellar win in Blitz semifinal at the World Team Blitz Championships in London

June 19th, 02:00 pm

Prime Minister Shri Narendra Modi today congratulated Indian chess prodigy Divya Deshmukh for her historic victory over World No. 1 Hou Yifan in the second leg of the Blitz semifinal at the World Team Blitz Championships in London.

ନରୱେ ଚେସ୍ ୨୦୨୫ରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

June 02nd, 08:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ବିଶ୍ୱର ନମ୍ବର ୧ ଖେଳାଳୀଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ଅଭିନନ୍ଦନ । ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି ।”

ଉତ୍ତରାଖଣ୍ଡର ଡେରାଡୁନରେ 38ତମ ଜାତୀୟ କ୍ରୀଡା ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 09:36 pm

ଦେବଭୂମି ଉତ୍ତରାଖଣ୍ଡର ରାଜ୍ୟପାଳ ଗୁରମିତ୍ ସିଂହ ଜୀ, ଯୁବ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଜୀ, ମୋର ମନ୍ତ୍ରିମଣ୍ଡଳର ସହଯୋଗୀ ଅଜୟ ଟମ୍ଟା ଜୀ, ରକ୍ଷା ଖଡ଼ସେ ଜୀ, ଉତ୍ତରାଖଣ୍ଡ ବିଧାନସଭାର ବାଚସ୍ପତି ରିତୁ ଖଣ୍ଡୁରୀ ଜୀ, କ୍ରୀଡ଼ା ମନ୍ତ୍ରୀ ରେଖା ଆର୍ଯ୍ୟ ଜୀ, ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସଭାପତି କ୍ରିସ୍ ଜେନକିନ୍ସ ଜୀ, ଆଇଓଏର ସଭାପତି ପି।ଟି ଉଷା ଜୀ, ସାଂସଦ ମହେନ୍ଦ୍ର ଭଟ୍ଟ ଜୀ, ଜାତୀୟ କ୍ରୀଡ଼ାରେ ଭାଗ ନେବାକୁ ଆସିଥିବା ସମସ୍ତ ଖେଳାଳି ଏବଂ ଅନନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି!

ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 09:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଯୁବକମାନଙ୍କ ଶକ୍ତିରେ ଉତ୍ତରାଖଣ୍ଡ ଆଜି ଉଜ୍ଜ୍ୱଳ ହୋଇଉଠିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାବା କେଦାରନାଥ, ବଦ୍ରିନାଥ ଏବଂ ମା’ ଗଙ୍ଗାଙ୍କ ଆଶୀର୍ବାଦରେ ଆଜି ୩୮ତମ ଜାତୀୟ କ୍ରୀଡ଼ା ଆରମ୍ଭ ହେଉଛି। ଉତ୍ତରାଖଣ୍ଡ ଗଠନ ହେବାର ଏହା ୨୫ତମ ବର୍ଷ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ସମଗ୍ର ଦେଶର ଯୁବ କ୍ରୀଡ଼ାବିତମାନେ ଏହି ଯୁବ ରାଜ୍ୟରେ ନିଜର ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଏକ ସୁନ୍ଦର ଚିତ୍ର ପ୍ରଦର୍ଶିତ ହୋଇଛି। ଜାତୀୟ କ୍ରୀଡ଼ାର ଏହି ସଂସ୍କରଣରେ ଅନେକ ସ୍ଥାନୀୟ ଖେଳକୁ ସାମିଲ କରାଯାଇଛି ଏବଂ ଏହାର ବିଷୟବସ୍ତୁ ‘ସବୁଜ କ୍ରୀଡ଼ା’ ରଖାଯାଇଛି କାରଣ ଏଥିରେ ପରିବେଶ ଅନୁକୂଳ ସାମଗ୍ରୀର ବ୍ୟବହାର କରାଯାଇଛି। ଏହି ବିଷୟବସ୍ତୁ ଉପରେ ବିସ୍ତୃତ ଭାବେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଇ-ବର୍ଜ୍ୟବସ୍ତୁରୁ ଟ୍ରଫି ଏବଂ ପଦକ ମଧ୍ୟ ପ୍ରସ୍ତୁତ କରାଯାଇଛି ଏବଂ ପ୍ରତ୍ୟେକ ପଦକ ବିଜେତାଙ୍କ ନାମରେ ଏକ ବୃକ୍ଷ ରୋପଣ କରାଯିବ, ଯାହା ଏକ ବଡ଼ ପଦକ୍ଷେପ। ଚମତ୍କାର ପ୍ରଦର୍ଶନ ପାଇଁ ସେ ସମସ୍ତ କ୍ରୀଡ଼ାବିତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଉତ୍ତରାଖଣ୍ଡ ସରକାର ଏବଂ ଜନସାଧାରଣଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଚେସ୍ ଚାମ୍ପିଅନ କୋନେରୁ ହମ୍ପି

January 03rd, 08:42 pm

ଚେସ୍ ଚାମ୍ପିଅନ୍ କୋନେରୁ ହମ୍ପି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଭାରତ ପାଇଁ ଗୌରବ ଆଣିଥିବାରୁ ପ୍ରଶଂସା କରି ଶ୍ରୀ ମୋଦୀ କହିଛନ୍ତି, ତାଙ୍କର ତୀକ୍ଷ୍ଣ ବୁଦ୍ଧିମତା ଏବଂ ଅତୁଟ ନିର୍ଣ୍ଣୟ କ୍ଷମତା ସ୍ପଷ୍ଟ ପ୍ରତୀୟମାନ ।

୨୦୨୪ ଫାଇଡ୍ ମହିଳା ବିଶ୍ୱ ରାପିଡ୍ ଚାମ୍ପିଅନ୍‌ସିପ୍ ଜିତିଥିବାରୁ ହମ୍ପି କୋନେରୁଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

December 29th, 03:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୪ ଫାଇଡ୍ ମହିଳା ବିଶ୍ୱ ରାପିଡ୍ ଚାମ୍ପିଅନ୍‌ସିପ୍ ଜିତିବା ପାଇଁ ହମ୍ପି କୋନେରୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ ତାଙ୍କର ଦୃଢ଼ତା ଏବଂ ପ୍ରତିଭାର ପ୍ରଶଂସା କରିଥିଲେ, ଯାହା ଲକ୍ଷ ଲକ୍ଷ ଲୋକଙ୍କୁ ପ୍ରେରଣା ଯୋଗାଉଛି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଚେସ୍ ଚାମ୍ପିଅନ୍ ଗୁକେଶ ଡି

December 28th, 06:34 pm

ଚେସ୍ ଚାମ୍ପିଅନ ଗୁକେଶ ଡି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ ତାଙ୍କର ନିଷ୍ଠା ଏବଂ ସମର୍ପଣର ପ୍ରଶଂସା କରିବା ସହ ତାଙ୍କର ଆତ୍ମବିଶ୍ୱାସ ପ୍ରକୃତରେ ପ୍ରେରଣାଦାୟକ ବୋଲି ବୋଲି କହିଥିଲେ । ସେ କହିଥିଲେ ଯେ ଆଜି ସେମାନଙ୍କର ବାର୍ତ୍ତାଳାପ ଯୋଗ ଏବଂ ଧ୍ୟାନର ପରିବର୍ତ୍ତନକାରୀ କ୍ଷମତା ଭିତରେ ରହିଥିଲା ।

ବିଶ୍ୱର ସର୍ବକନିଷ୍ଠ ଚେସ୍ ଚାମ୍ପିଅନ ହୋଇଥିବାରୁ ଗୁକେଶ ଡି ଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

December 12th, 07:35 pm

ବିଶ୍ୱର ସର୍ବକନିଷ୍ଠ ଚେସ୍ ଚାମ୍ପିଅନ୍ ହୋଇଥିବାରୁ ଗୁକେଶ ଡି ଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ତାଙ୍କର ଏହି ସଫଳତାକୁ ଐତିହାସିକ ଓ ଉଦାହରଣୀୟ ବୋଲି କହି ସେ ପ୍ରଶଂସା କରିଛନ୍ତି ।

ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 27th, 11:08 am

ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଭାରତୀୟ ଚେସ୍ ଗ୍ରାଣ୍ଡ ମାଷ୍ଟର ଅର୍ଜୁନ ଏରିଗାଇସିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଦି ଶୁଭେଚ୍ଛା ଜଣାଇଛନ୍ତି ।

୪୫ତମ ଚେସ୍ ଅଲମ୍ପିଆଡରେ ସ୍ୱର୍ଣ୍ଣ ପଦକ ଜିତି ଥିବାରୁ ଉଭୟ ଓପନ ଓ ମହିଳା ବର୍ଗର ଭାରତୀୟ ଖେଳାଳିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

September 23rd, 01:15 am

୪୫ତମ ଚେସ୍ ଅଲମ୍ପିଆଡରେ ଉଭୟ ଓପନ ଓ ମହିଳା ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଭାରତୀୟ ଖେଳାଳିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି । ସେମାନଙ୍କୁ ଉଲ୍ଲେଖନୀୟ କୃତିତ୍ୱ ପାଇଁ ସେ ଉଭୟ ପୁରୁଷ ଓ ମହିଳା ଚେସ୍ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।

ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ

January 23rd, 06:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ନିଜ ଆବାସ, ୭ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର (ପିଏମ୍‌ଆର୍‌ବିପି) ପୁରସ୍କାର ବିଜେତାଙ୍କ ସହ କଥା ହୋଇଛନ୍ତି ।

ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 19th, 06:33 pm

ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ. ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ. ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ଅନୁରାଗ ଠାକୁର, ଏଲ.ମୁରୁଗାନ ଏବଂ ନିଶିଥ ପ୍ରାମାଣିକ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଏବଂ ଭାରତର କୋଣ ଅନୁକୋଣରୁ ଆସିଥିବା ମୋର ଯୁବ ସାଥିମାନେ।

ତାମିଲନାଡୁର ଚେନ୍ନାଇରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

January 19th, 06:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ା ୨୦୨୩ର ଉଦଘାଟନୀ ସମାରୋହକୁ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ବ୍ରଡକାଷ୍ଟିଂ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୫୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି । ସେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଥିଲେ। ଖେଲୋ ଇଣ୍ଡିଆ ଯୁବ କ୍ରୀଡ଼ାର ଉଦଘାଟନ ଅବସରରେ ସେ ଦୁଇ ଜଣ ଆଥଲେଟଙ୍କ ଦ୍ୱାରା ହସ୍ତାନ୍ତର କରାଯାଇଥିବା କ୍ରୀଡ଼ାର ମଶାଲ ମଧ୍ୟ ରଖିଥିଲେ।