Let’s take a pledge together — Bihar will stay away from Jungle Raj! Once again – NDA Government: PM Modi in Chhapra
October 30th, 11:15 am
In his public rally at Chhapra, Bihar, PM Modi launched a sharp attack on the INDI alliance, stating that the RJD-Congress bloc, driven by vote-bank appeasement and opposed to faith and development, can never respect the beliefs of the people. Highlighting women empowerment, he said NDA initiatives like Drone Didis, Bank Sakhis, Lakhpati Didis have strengthened women across Bihar and this support will be expanded when NDA returns to power.PM Modi’s grand rallies electrify Muzaffarpur and Chhapra, Bihar
October 30th, 11:00 am
PM Modi addressed two massive public meetings in Muzaffarpur and Chhapra, Bihar. Beginning his first rally, he noted that this was his first public meeting after the Chhath Mahaparv. He said that Chhath is the pride of Bihar and of the entire nation—a festival celebrated not just across India, but around the world. PM Modi also announced a campaign to promote Chhath songs nationwide, stating, “The public will choose the best tracks, and their creators will be awarded - helping preserve and celebrate the tradition of Chhath.”ବିହାରର ଦିଘା ଓ ସୋନପୁରକୁ ସଂଯୋଗ କରୁଥିବା ଗଙ୍ଗା ନଦୀ ଉପରେ ୪.୫୬ କିଲୋମିଟର ଲମ୍ବ, ୬ ଲେନ୍ ବିଶିଷ୍ଟ ସେତୁ ନିର୍ମାଣକୁ କ୍ୟାବିନେଟ୍ ମଞ୍ଜୁରୀ
December 27th, 08:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଗଙ୍ଗା ନଦୀ ଉପରେ ନୂତନ ୪୫୫୬ ମିଟର ଲମ୍ବ, ୬-ଲେନ୍ ହାଇ ଲେଭଲ/ ଏକ୍ସଟ୍ରା ଡୋଜ୍ କେବୁଲ୍ ଷ୍ଟେଡ୍ ବ୍ରିଜ୍ (ଦୀଘା-ସୋନପୁର ରେଳ-ତଥା ରୋଡ୍ ସେତୁର ପଶ୍ଚିମ ପାର୍ଶ୍ୱର ସମାନ୍ତରାଳ) ଏବଂ ବିହାର ରାଜ୍ୟର ପାଟନା ଏବଂ ସାରଣ (ଜାତୀୟ ରାଜପଥ-୧୩୯ଡବ୍ଲ୍ୟୁ)ରେ ଉଭୟ ପାର୍ଶ୍ୱରେ ଇପିସି ମୋଡରେ ନିର୍ମାଣ ପାଇଁ ଅନୁମୋଦନ ପ୍ରଦାନ କରିଛି।ବିହାରର ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର
November 01st, 03:54 pm
ନିର୍ବାଚନ ପ୍ରଚାର ଜାରି ରଖି ପ୍ରଧାନମନ୍ତ୍ରୀ ମୋଦୀ ଆଜି ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, “ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଏହା ସ୍ପଷ୍ଟ ହୋଇଛି ଯେ ନୀତୀଶ ବାବୁ ବିହାରରେ ପରବର୍ତ୍ତୀ ସରକାରର ନେତୃତ୍ୱ ନେବେ। ବିରୋଧୀ ଦଳ ସମ୍ପୂର୍ଣ୍ଣ ଭାବେ ବିଚଳିତ , କିନ୍ତୁ ମୁଁ ସେମାନଙ୍କୁ ବିହାରର ଲୋକମାନଙ୍କ ଉପରେ ସେମାନଙ୍କର ନିରାଶା ପ୍ରକାଶ ନ କରିବାକୁ କହିବି । ”ବିହାରରେ ଏନଡିଏ “ଡବଲ୍-ଡବଲ୍ ଯୁବରାଜ” କୁ ପରାସ୍ତ କରିବ: ପ୍ରଧାନମନ୍ତ୍ରୀ ମୋଦୀ
November 01st, 10:50 am
ଛପ୍ରାଠାରେ ହୋଇଥିବା ଏକ ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ ମହାମେଣ୍ଟକୁ ଇଙ୍ଗିତ କରି ଲୋକମାନଙ୍କୁ ଉତ୍ତମ ଭବିଷ୍ୟତ ପାଇଁ “ସ୍ୱାର୍ଥପର” ବାହିନୀକୁ ଦୂରେଇ ରଖିବାକୁ ଅନୁରୋଧ କରିଛନ୍ତି । ଆତ୍ମବିଶ୍ୱାସର ସହ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ରାଜ୍ୟ ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ସୂଚାଇ ଦେଇଛି ଯେ ବିହାରରେ ଏନଡିଏ କ୍ଷମତାକୁ ଆସୁଛି।To save Bihar and make it a better state, vote for NDA: PM Modi in Patna
October 28th, 11:03 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Patna today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.Bihar will face double whammy if proponents of 'jungle raj' return to power during pandemic: PM Modi in Muzzafarpur
October 28th, 11:02 am
Amidst the ongoing election campaign in Bihar, PM Modi’s rally spree continued as he addressed public meeting in Muzaffarpur today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.PM Modi addresses public meetings in Darbhanga, Muzaffarpur and Patna
October 28th, 11:00 am
Amidst the ongoing election campaign in Bihar, PM Modi’s rally spree continued as he addressed public meetings in Darbhanga, Muzaffarpur and Patna today. Speaking at a huge rally, PM Modi said that people of Bihar were in favour of the BJP and the state had made a lot of progress under the leadership of Chief Minister Nitish Kumar. “Aatmanirbhar Bihar is the next vision in development of Bihar,” the PM remarked.ବିହାରରେ ବହୁମୁଖୀ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 15th, 12:01 pm
ସାଥୀଗଣ, ଆଜି ଯେଉଁ 4ଟି ଯୋଜନାଗୁଡିକର ଉଦଘାଟନ ହେଉଛି, ସେଥିରେ ପାଟନା ସହରର ବେଉରୁ ଏବଂ କରମ-ଲୀଚକମେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଳାଣ୍ଟ ବ୍ୟତୀତ ଅମୃତ ଯୋଜନା ଅଧୀନରେ ସୀୱାନ ଏବଂ ଛପରାରେ ଜଳ ସହିତ ଜଡିତ ପ୍ରକଳ୍ପଗୁଡିକ ମଧ୍ୟ ସାମିଲ ହୋଇଛି । ଏହା ସହିତ ମୁଙ୍ଗେର ଏବଂ ଜମାଲପୁରରେ ଜଳ ସଙ୍କଟକୁ ଦୂର କରିବା ଭଳି ଜଳ ଯୋଗାଣ ପରିଯୋଜନାଗୁଡିକ ଓ ମୁଜଫରପୁରରେ ନମାମୀ ଗଙ୍ଗେ ଅଧୀନରେ ରିଭର ଫ୍ରଣ୍ଟ ବିକାଶ ଯୋଜନାର ମଧ୍ୟ ଆଜି ଶିଳାନ୍ୟାସ କରାଯାଇଛି । ସହରୀ ଗରିବ, ସହରରେ ରହୁଥିବା ମଧ୍ୟମ ବର୍ଗର ସାଥୀମାନଙ୍କ ଜୀବନକୁ ସହଜ ଓ ସରଳ କରିବା ପାଇଁ ଏହି ନୂତନ ସୁବିଧାଗୁଡିକ ନିମନ୍ତେ ବହୁତ-ବହୁତ ଅଭିନନ୍ଦନ ।ବିହାରରେ ‘ନମାମି ଗଙ୍ଗେ’ ଓ ‘ଅମୃତ’ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରରେ କାର୍ଯ୍ୟକାରୀ ହେଉଥିବା ନମାମି ଗଙ୍ଗେ ଓ ଅମୃତ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଉଦ୍ଘାଟନ କରିଛନ୍ତି । ଆଜି ଉଦ୍ଘାଟିତ 4ଟି ପ୍ରକଳ୍ପରେ ରହିଛି ପାଟନା ସହରର ବେଉର ଓ କରମ-ଲିଛକ୍ର ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଏବଂ ଅମୃତ ଯୋଜନାରେ ସିୱାନ ଓ ଛାପ୍ରାର ଦୁଇଟି ଜଳପ୍ରକଳ୍ପ । ଏହାଛଡା ପ୍ରଧାନମନ୍ତ୍ରୀ ମୁଙ୍ଗେର ଏବଂ ଜମାଲପୁରରେ ଦୁଇଟି ଜଳଯୋଗାଣ ପ୍ରକଳ୍ପର ଶୁଭ ଦେଇଥିବାବେଳେ ମୁଜାଫରପୁରଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମରେ ଏକ ରିଭରଫ୍ରଣ୍ଟ ବିକାଶ ଯୋଜନାର ଶିଳାନ୍ୟାସ କରିଛନ୍ତି ।Our Vision for Bihar-Bijli, Pani, Sadak: PM Modi addresses Parivartan Rallies in Bihar
October 25th, 12:49 pm