ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ
June 11th, 06:15 pm
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Chief Minister of Tamil Nadu meets Prime Minister
June 11th, 06:12 pm
Chief Minister of Tamil Nadu, Thiru C. Joseph Vijay met Prime Minister, Shri Narendra Modi today in New Delhi.Chief Minister of Telangana meets Prime Minister
June 11th, 06:10 pm
Chief Minister of Telangana, Shri Revanth Reddy met Prime Minister, Shri Narendra Modi today in New Delhi.Chief Minister of Jammu and Kashmir meets Prime Minister
June 11th, 06:08 pm
Chief Minister of Jammu and Kashmir, Shri Omar Abdullah met Prime Minister, Shri Narendra Modi today in New Delhi.Chief Minister of Karnataka meets Prime Minister
June 11th, 06:06 pm
Chief Minister of Karnataka, Shri DK Shivakumar met Prime Minister, Shri Narendra Modi today in New Delhi.କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 03rd, 06:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ରାଜସ୍ଥାନର ମୁଖ୍ୟମନ୍ତ୍ରୀ
June 01st, 06:52 pm
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ
May 28th, 01:59 pm
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାଭିସ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ
May 27th, 06:09 pm
ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ସି. ଯୋଶେଫ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।Chief Minister of Tripura meets Prime Minister
May 26th, 06:59 pm
Chief Minister of Tripura, Shri Manik Saha met Prime Minister, Shri Narendra Modi in New Delhi today.Chief Minister of Keralam meets Prime Minister
May 26th, 12:39 pm
Chief Minister of Keralam, Shri V D Satheesan met Prime Minister, Shri Narendra Modi in New Delhi today.ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ
May 25th, 06:02 pm
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
May 22nd, 05:47 pm
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 19th, 01:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ମେଜର ଜେନେରାଲ ଭୁବନ ଚନ୍ଦ୍ର ଖଣ୍ଡୁରୀ (ଅବସରପ୍ରାପ୍ତ) ଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।Prime Minister congratulates Shri VD Satheesan Ji on taking oath as the Chief Minister of Keralam
May 18th, 02:49 pm
The Prime Minister, Shri Narendra Modi, congratulated Shri VD Satheesan Ji on taking oath as the Chief Minister of Keralam.Prime Minister meets Andhra Pradesh Chief Minister Shri N. Chandrababu Naidu and his family in Hyderabad
May 10th, 10:07 pm
PM Modi met the Chief Minister of Andhra Pradesh N. Chandrababu Naidu and his family at his residence in Hyderabad. The PM expressed happiness at meeting the Chief Minister and exchanging views on a wide range of subjects and perse issues.ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 10th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଥିରୁ ସି. ଯୋଶେଫ ବିଜୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଶ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
May 09th, 02:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଶ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Chief Minister of Bihar meets Prime Minister
April 21st, 08:32 pm
Chief Minister of Bihar, Shri Samrat Choudhary met the Prime Minister, Shri Narendra Modi at New Delhi, today.Prime Minister speaks to Andhra Pradesh Deputy Chief Minister Shri Pawan Kalyan; enquires about his well-being
April 19th, 10:55 am
The Prime Minister, Shri Narendra Modi, spoke to Andhra Pradesh Deputy Chief Minister Shri Pawan Kalyan and enquired about his well-being.