‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
September 24th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।ଏସ୍ସିଓ ସମ୍ମିଳନୀରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ୍ ହ୍ଲାଇଙ୍ଗଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
August 31st, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତିୟାନଜିନରେ ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ ଅବସରରେ ମିଆଁମାରର ରାଜ୍ୟ ସୁରକ୍ଷା ଏବଂ ଶାନ୍ତି କମିଶନର ଅଧ୍ୟକ୍ଷ ବରିଷ୍ଠ ଜେନେରାଲ ମିନ୍ ଅଙ୍ଗ ହ୍ଲାଇଙ୍ଗଙ୍କ ସହ ସାକ୍ଷାତ କରିଛନ୍ତି ।ତିଆନଜିନରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 31st, 11:06 am
ଆମକୁ ଦିଆଯାଇଥିବା ଭବ୍ୟ ସ୍ୱାଗତ ପାଇଁ ମୁଁ ହୃଦୟର ସହିତ କୃତଜ୍ଞତା ପ୍ରକାଶ କରୁଛି। ଗତ ବର୍ଷ କାଜାନରେ ଆମର ଆଲୋଚନାଗୁଡ଼ିକ ବହୁତ ସଫଳ ଏବଂ ଫଳଦାୟକ ହୋଇଥିଲା। ତାହା ପରେ ଆମର ସମ୍ପର୍କ ସକାରାତ୍ମକ ଦିଗ ନେଇଛି। ସୀମାରେ ସମ୍ପର୍କରେ ସୁଧାର ଆସିବା ପରେ ଶାନ୍ତି ଏବଂ ସ୍ଥିରତାର ବାତାବରଣ ରହିଛି। ସୀମା ପରିଚାଳନା ଉପରେ ଆମର ସ୍ୱତନ୍ତ୍ର ପ୍ରତିନିଧିଙ୍କ ମଧ୍ୟରେ ଏକ ବୁଝାମଣା ହୋଇଛି। କୈଳାସ ମାନସରୋବର ଯାତ୍ରା ପୁଣି ଆରମ୍ଭ ହୋଇଛି ଏବଂ ଦୁଇ ଦେଶ ମଧ୍ୟରେ ସିଧାସଳଖ ବିମାନ ଚଳାଚଳ ମଧ୍ୟ ପୁନଃ ଆରମ୍ଭ ହେଉଛି। ଆମର ସହଯୋଗ ଉଭୟ ଦେଶର ୨୮୦ କୋଟି ଲୋକଙ୍କ ସ୍ୱାର୍ଥ ସହିତ ଜଡିତ। ଏହା ସମଗ୍ର ମାନବତାର କଲ୍ୟାଣ ପାଇଁ ମଧ୍ୟ ପଥ ପ୍ରଶସ୍ତ କରିବ। ଆମେ ପାରସ୍ପରିକ ବିଶ୍ୱାସ, ସମ୍ମାନ ଏବଂ ସମ୍ବେଦନଶୀଳତା ଉପରେ ଆଧାରିତ ଆମର ସମ୍ପର୍କକୁ ଆହୁରି ଆଗକୁ ବଢ଼ାଇବା ପାଇଁ ପ୍ରତିବଦ୍ଧ ଅଟୁ।ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
August 31st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅଗଷ୍ଟ ୨୦୨୫ରେ ତିଆନଜିନ ଠାରେ ଆୟୋଜିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ସାକ୍ଷାତ କରିଥିଲେ।ଚୀନର ତିଆନଜିନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
August 30th, 04:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ ଚୀନରେ ପହଞ୍ଚିଥିଲେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣକ୍ରମେ ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀରେ ଯୋଗଦେବେ । ସେ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଜି ଜିନପିଙ୍ଗ, ରାଷ୍ଟ୍ରପତି ପୁଟିନ ଏବଂ ଅନ୍ୟ ନେତାମାନଙ୍କୁ ସାକ୍ଷାତ କରିବେ।ଜାପାନ ଏବଂ ଚୀନ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
August 28th, 08:40 pm
ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ନିମନ୍ତ୍ରଣରେ, ମୁଁ ୧୫ତମ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଦୁଇ ଦିନିଆ ଜାପାନ ଗସ୍ତରେ ଯାଉଛି।ପ୍ରଧାନମନ୍ତ୍ରୀଙ୍କ ଜାପାନ ଏବଂ ଚୀନ ଗସ୍ତ
August 22nd, 06:15 pm
ପ୍ରଧାନମନ୍ତ୍ରୀ ମୋଦୀ ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ଏବଂ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନିମନ୍ତ୍ରଣରେ ଯଥାକ୍ରମେ 29-40 ଅଗଷ୍ଟ 2025 ପର୍ଯ୍ୟନ୍ତ ଜାପାନ ଏବଂ 31 ଅଗଷ୍ଟରୁ 1 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ଚୀନ ଗସ୍ତ କରିବେ। ଜାପାନରେ, ପ୍ରଧାନମନ୍ତ୍ରୀ 15ତମ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ ଏବଂ ଜାପାନ ପ୍ରଧାନମନ୍ତ୍ରୀ ଇଶିବାଙ୍କ ସହ ଆଲୋଚନା କରିବେ। ଚୀନରେ, ପ୍ରଧାନମନ୍ତ୍ରୀ ତିଆନଜିନରେ ସାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ଯୋଗଦେବେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
August 19th, 07:34 pm
ଚୀନ କମ୍ୟୁନିଷ୍ଟ ପାର୍ଟିର ପଲିଟବ୍ୟୁରୋ ସଦସ୍ୟ ଏବଂ ବିଦେଶ ମନ୍ତ୍ରୀ ଶ୍ରୀ ୱାଙ୍ଗ ୟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।ଏଏସପିଆଇର କ୍ରିଟିକାଲ ଟେକ୍ନୋଲୋଜି ଟ୍ରାକରରେ ଶ୍ରେଷ୍ଠ 5 ରାଷ୍ଟ୍ର ମଧ୍ୟରେ ଭାରତର ସ୍ଥାନକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
October 03rd, 07:35 pm
ଏଏସପିଆଇ କ୍ରିଟିକାଲ ଟେକ୍ନୋଲୋଜି ଟ୍ରାକର ଅନୁଯାୟୀ 64ଟି ଟେକ୍ନୋଲୋଜି ମଧ୍ୟରୁ 45ଟି ରେ ଭାରତ ଏବେ ଶ୍ରେଷ୍ଠ ପାଞ୍ଚଟି ଦେଶ ମଧ୍ୟରେ ସ୍ଥାନ ପାଇଛି। ବୈଜ୍ଞାନିକ ଏବଂ ଗବେଷଣା ସଫଳତା ପାଇଁ ଦୌଡ଼ ଏବଂ ବିଶ୍ୱସ୍ତରୀୟ ପ୍ରତିଭାକୁ ବଜାୟ ରଖିବାର କ୍ଷମତା ସମେତ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକୌଶଳର ବିକାଶ ଉପରେ ଏହି ଅଧ୍ୟୟନ ନଜର ରଖିଛି । ଏହି ଅଧ୍ୟୟନରେ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜ୍ଞାନକୌଶଳର ବିକାଶ ଏବଂ ନିୟନ୍ତ୍ରଣ ଏବଂ ଏହା କିପରି ଏକ ଦେଶର ଅର୍ଥନୈତିକ ଦକ୍ଷତା ଉପରେ ମାପ କରେ ତାହାକୁ ମଧ୍ୟ ଦସ୍ତାବିଜ କରାଯାଇଛି ।ପ୍ରଧାନମନ୍ତ୍ରୀ ଏସୀୟ ଦିବ୍ୟାଙ୍ଗ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍ମାନଙ୍କ ସହ ନଭେମ୍ବର ପହିଲା ଦିନ କଥାବାର୍ତ୍ତା କରିବା ସହ ସେମାନଙ୍କୁ ସମ୍ବୋଧିତ କରିବେ
October 31st, 05:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ପହିଲା ୨୦୨୩ ଦିନ ଅପରାହ୍ନ ପ୍ରାୟ ସାଢେ ଚାରିଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମଠାରେ ପାରା ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତ୍ମାନଙ୍କ ସହ କଥାବାର୍ତ୍ତା କରି ସେମାନଙ୍କୁ ସମ୍ବୋଧିତ କରିବେ । ଏସୀୟ ପାରା ଗେମ୍ସ-୨୦୨୨ରେ ଅଂଶଗ୍ରହଣ କରି ଅସାଧାରଣ କ୍ରୀଡା ନୈପୁଣ୍ୟ ପ୍ରଦର୍ଶନ କରିଥିବା କ୍ରୀଡାବିତ୍ମାନଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହ ସେମାନଙ୍କୁ ଭବିଷ୍ୟତ ପ୍ରତିଯୋଗିତା ପାଇଁ ପ୍ରେତ୍ସାହିତ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଏସୀୟ ପାରା ଗେମ୍ସ୍ -୨୦୨୨ରେ ଭାରତ ୨୯ଟି ସ୍ୱର୍ଣ୍ଣପଦକ ସମେତ ମୋଟ ୧୧୧ଟି ପଦକ ବିଜୟୀ ହୋଇଛି । ପୂର୍ବ ଏସୀୟ ପାରା ଗେମ୍ସ-୨୦୧୮ ତୁଳନାରେ ଏଥର ପଦକ ସଂଖ୍ୟା ଶତକଡା ୫୪ଭାଗ ବୃଦ୍ଧି ଘଟିଛି ଓ ୨୦୧୮ରେ ଜିତିଥିବା ସ୍ୱର୍ଣ୍ଣପଦକ ତୁଳନାରେ ଏହା ଦୁଇଗୁଣ ଅଧିକ ।ଏସିଆନ୍ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
October 28th, 11:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସୀୟ ପାରା ଗେମ୍ସରେ ଭାରତର ଅସାଧାରଣ ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି ଏବଂ ଏହା ସହିତ ପଦକ ସଂଖ୍ୟା ୧୧୧ ରେ ପହଞ୍ଚିଛି। ଶ୍ରୀ ମୋଦୀ କ୍ରୀଡ଼ାବିତମାନଙ୍କ ର ଅତୁଟ ସମର୍ପଣ ଏବଂ ଅଦମ୍ୟ ମନୋବଳକୁ ପ୍ରଶଂସା କରିଛନ୍ତି।ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା କିଶନ ଗଙ୍ଗୋଲିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଚେସ୍ ବି୨ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବା କିଶନ ଗଙ୍ଗୋଲିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ, ଭ୍ରୁଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ମହିଳା ଚେସ୍ ବି-୧ ବର୍ଗ ଦଳରେ କାଂସ୍ୟ ପଦକ ଜିତିଥିବା ହିମାଂଶୀ ରାଠୀ, ସଂସ୍କୃତି ମୋରେ ଏବଂ ଭୃଥି ଜୈନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM congratulates Kishan Gangoli, Aryan Joshi, Somendra for winning bronze in chess at Asian Para Games
October 28th, 08:44 pm
The Prime Minister, Shri Narendra Modi, congratulated Kishan Gangoli, Aryan Joshi and Somendra for winning a bronze medal in the men's chess B2 category team at the Hangzhou Asian Para Games today.ଏସିଆନ୍ ପାରା ଗେମ୍ସରେ ଚେସ୍ ରେ ବ୍ରୋଞ୍ଜ ପଦକ ଜିତିଥିବା ଅଶ୍ୱିନ ମକୱାନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:38 pm
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଚେସ୍ ବି୧ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବା ଅଶ୍ୱିନ ମକୱାନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଏସିଆନ୍ ପାରା ଗେମ୍ସରେ ମହିଳା ୧୫୦୦ ମିଟର ଟି-୨୦ରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପୂଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 08:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ମହିଳା ୧୫୦୦ ମିଟର ଟି-୨୦ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ପୂଜାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।PM congratulates Tek Chand Mahlawat for winning bronze in javeline throw at Asian Para Games
October 28th, 08:32 pm
The Prime Minister, Shri Narendra Modi, congratulated Tek Chand Mahlawat for winning a bronze medal in the men's javeline throw-F55 at the Hangzhou Asian Para Games today.PM congratulates Darpan Inani for winning gold in chess at Asian Para Games
October 28th, 11:50 am
The Prime Minister, Shri Narendra Modi, congratulated Darpan Inani for winning a gold medal in the men's chess at the Hangzhou Asian Para Games today.