ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।Prime Minister attends Christmas morning service
December 25th, 10:43 am
In line with his commitment to 'Sabka Saath, Sabka Vikas', PM Modi attended the Christmas morning service at 'The Cathedral Church of the Redemption' in Delhi today. The PM stated that the service reflected the timeless message of love, peace and compassion. He expressed hope that the spirit of Christmas will inspire harmony and goodwill in our society.ସମସ୍ତଙ୍କୁ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 25th, 09:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ଶାନ୍ତି, କରୁଣା ଏବଂ ଆଶାରେ ପରିପୂର୍ଣ୍ଣ ଏକ ଆନନ୍ଦମୟ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଛନ୍ତି । ଯୀଶୁ ଖ୍ରୀଷ୍ଟଙ୍କ ଶିକ୍ଷା ଆମ ସମାଜରେ ସୌହାର୍ଦ୍ଦ୍ୟକୁ ମଜବୁତ କରୁ, ଶ୍ରୀ ମୋଦୀ କହିଛନ୍ତି।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP
December 25th, 01:00 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 25th, 12:30 pm
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।ଦେଶବାସୀଙ୍କୁ ବଡଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
December 25th, 09:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବଡଦିନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ମଧ୍ୟ ସିବିସିଆଇରେ ଯୋଗଦେଇଥିବା ବଡଦିନ କାର୍ଯ୍ୟକ୍ରମର କିଛି ଝଲକ ଶେୟାର କରିଛନ୍ତି ।ଭାରତର କ୍ୟାଥଲିକ ବିଶପ ସମ୍ମିଳନୀ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 09:24 pm
ମାତ୍ର ୩-୪ ଦିନ ତଳେ ମୁଁ ଖ୍ରୀଷ୍ଟମାସ ପାଳନ ପାଇଁ ଭାରତ ସରକାରରେ ଥିବା ମୋର ସହକର୍ମୀ ଜର୍ଜ କୁରିୟନଜୀଙ୍କ ଘରକୁ ଯାଇଥିଲି। ବର୍ତ୍ତମାନ ଆପଣଙ୍କ ମଧ୍ୟରେ ଉପସ୍ଥିତ ରହିବା ମଧ୍ୟ ଏକ ଆନନ୍ଦର ବିଷୟ। କାଥୋଲିକ ବିଶପ୍ କନଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ)ର ଏହି କାର୍ଯ୍ୟକ୍ରମ ଖ୍ରୀଷ୍ଟମାସରେ ଆପଣଙ୍କ ସହ ମିଶିବା ମୋ ପାଇଁ ଏକ ସ୍ମରଣୀୟ ଦିନ ହେବାକୁ ଯାଉଛି । ସିବିସିଆଇ ପ୍ରତିଷ୍ଠାର ୮୦ ବର୍ଷ ପୂର୍ତ୍ତି ପାଳନ ହେଉଥିବାରୁ ଏହି ଅବସର ମଧ୍ୟ ବିଶେଷ। ଏହି ଅବସରରେ ମୁଁ ସିବିସିଆଇ ଏବଂ ଏହା ସହିତ ଜଡ଼ିତ ସମସ୍ତଙ୍କୁ ବହୁତ -ବହୁତ ଅଭିନନ୍ଦନ ଜଣାଉଛି ।କ୍ୟାଥୋଲିକ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସିବିସିଆଇ କେନ୍ଦ୍ର ପରିସରରେ କାଥୋଲିକ୍ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ କୌଣସି ପ୍ରଧାନମନ୍ତ୍ରୀ ଭାରତର କ୍ୟାଥଲିକ ଚର୍ଚ୍ଚ ମୁଖ୍ୟାଳୟରେ ଏଭଳି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କାର୍ଡିନାଲ, ବିଶପ ଏବଂ ଚର୍ଚ୍ଚର ପ୍ରମୁଖ ନେତାଙ୍କ ସମେତ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ପ୍ରମୁଖ ନେତାଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ ।Prime Minister Narendra Modi to attend Christmas Celebrations hosted by the Catholic Bishops' Conference of India
December 22nd, 02:39 pm
PM Modi will attend the Christmas Celebrations hosted by the Catholic Bishops' Conference of India (CBCI) in New Delhi. The PM will interact with key leaders from the Christian community, including Cardinals, Bishops and prominent lay leaders of the Church.କେନ୍ଦ୍ରମନ୍ତ୍ରୀ ଶ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ କ୍ରିଷ୍ଟମାସ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ
December 19th, 09:57 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଜର୍ଜ କୁରିଏନଙ୍କ ବାସଭବନରେ ଆଜି ଅନୁଷ୍ଠିତ କ୍ରିଷ୍ଟମାସ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହେବା ସହ ଖ୍ରୀଷ୍ଟିଆନ ସମୁଦାୟର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହ ଭାବ ବିନିମୟ କରିଥିଲେ ।ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 19th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ରାଜା ଚାର୍ଲ୍ସ ତୃତୀୟଙ୍କ ସହ କଥା ହୋଇଛନ୍ତି ।“Seems my office passed the ultimate test,” says PM Modi as children get exclusive peek of 7, LKM
December 27th, 12:20 pm
On the festive occasion of Christmas, Prime Minister Narendra Modi hosted a special program at his official residence. As a delightful addition to the event, several children who performed the choir were given a unique and insightful opportunity to explore the Prime Minister's official residence.A Special Christmas at PM Modi’s Residence
December 26th, 05:08 pm
Prime Minister Narendra Modi recently celebrated Christmas with the Christian community. His interaction, imbued with warmth and respect, underscored the deep-rooted values of pluralism and inclusivity that are the bedrock of India's vibrant democracy.୭,ଲୋକ କଲ୍ୟାଣ ମାର୍ଗର ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 02:28 pm
ଏହି ବିଶେଷ ଏବଂ ପବିତ୍ର ପର୍ବ ଅବସରରେ ଆପଣମାନେ ସମସ୍ତେ ମୋ ବାସଭବନରେ ଏକାଠି ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ । ଯେତେବେଳେ ଇଣ୍ଡିଆନ୍ ମାଇନୋରିଟି ଫାଉଣ୍ଡେସନ୍ ଏକାଠି ଖ୍ରୀଷ୍ଟମାସ ପାଳନ କରିବାକୁ ପ୍ରସ୍ତାବ ଦେଇଥିଲା, ମୁଁ ପରାମର୍ଶ ଦେଇଥିଲି, ମୋ ଘରେ ଏହାକୁ କାହିଁକି ପାଳନ କରାଯିବ ନାହିଁ, ଏବଂ ଏହି ପରି ଭାବରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ତେଣୁ ଏହା ମୋ ପାଇଁ ଖୁସିର ଅବସର। ଅନୀଲ ଜୀ ବହୁତ ସାହାଯ୍ୟ କରିଛନ୍ତି ଏବଂ ମୁଁ ତାଙ୍କ ନିକଟରେ ବିଶେଷ ଭାବରେ କୃତଜ୍ଞ । ତେଣୁ ମୁଁ ଏହାକୁ ଖୁସିରେ ଗ୍ରହଣ କରିଥିଲି। ଏହି ପଦକ୍ଷେପ ପାଇଁ ମୁଁ ମାଇନୋରିଟି ଫାଉଣ୍ଡେସନକୁ ମଧ୍ୟ ବହୁତ ଧନ୍ୟବାଦ ଜଣାଉଛି ।ଖ୍ରୀଷ୍ଟମାସ ଅବସରରେ ଖ୍ରୀଷ୍ଟିଆନ ସମୁଦାୟ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
December 25th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନ ୭, ଲୋକ କଲ୍ୟାଣ ମାର୍ଗ, ନୂଆଦିଲ୍ଲୀଠାରେ ଖ୍ରୀଷ୍ଟମାସ ଅବସରରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି । ଖ୍ରୀଷ୍ଟମାସ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ମଧ୍ୟ ସେ ସମ୍ବୋଧିତ କରିଥିଲେ। ସ୍କୁଲ ପିଲାମାନେ ମଧ୍ୟ ସଙ୍ଗୀତ ପରିବେଷଣ କରିଥିଲେ।ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ କ୍ରିସ୍ମାସ୍ ଶୁଭେଚ୍ଛା
December 25th, 09:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଖ୍ରୀଷ୍ଟମାସ ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।2022 ଅତ୍ୟନ୍ତ ପ୍ରେରଣାଦାୟକ ଏବଂ ଚମତ୍କାର: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 25th, 11:00 am
ବନ୍ଧୁଗଣ ଏସବୁ ସହିତ ୨୦୨୨କୁ ଆଉ ଗୋଟିଏ କାରଣ ଯୋଗୁଁ ସବୁବେଳେ ସ୍ମରଣ କରାଯିବ । ଏହାହେଉଛି ‘ଏକ ଭାରତ-ଶ୍ରେଷ୍ଠ ଭାରତ’ର ଭାବଧାରାର ବିସ୍ତାର । ଦେଶର ଲୋକେ ଏକତା ଓ ଏକଜୁଟତାକୁ ପାଳନ କରିବା ପାଇଁ ଅନେକ ଭିନ୍ନ ଧରଣର ଆୟୋଜନ କଲେ । ଗୁଜୁରାଟର ମାଧବପୁର ମେଳା ହେଉ, ଯେଉଁଠି ରୁକ୍ମିଣୀ ବିବାହ ଏବଂ ଭଗବାନ କୃଷ୍ଣଙ୍କ ପୂର୍ବୋତ୍ତର ସହ ସମ୍ପର୍କକୁ ପାଳନ କରାଯାଇଥାଏ କିମ୍ବା କାଶୀ-ତାମିଲ ସଙ୍ଗମମ୍ ହେଉ, ଏହି ପର୍ବଗୁଡ଼ିକରେ ଏକତାର ଅନେକ ରଙ୍ଗ ଦେଖିବାକୁ ମିଳିଲା । ୨୦୨୨ରେ ଦେଶବାସୀମାନେ ଆଉ ଏକ ଅମର ଇତିହାସ ସୃଷ୍ଟି କରିଦେଲେ । ଅଗଷ୍ଟ ମାସରେ ଚାଲିଥିବା ‘ହର୍ ଘର୍ ତିରଙ୍ଗା’ ଅଭିଯାନକୁ କିଏବା ଭୁଲିପାରେ? ସେହି ମୁହୂର୍ତ୍ତରେ ଦେଶବାସୀଙ୍କର ରୋମ ଟାଙ୍କୁରି ଉଠୁଥିଲା । ସ୍ୱାଧୀନତାର ୭୫ ବର୍ଷର ଏହି ଅଭିଯାନରେ ସମଗ୍ର ଦେଶ ତ୍ରିରଙ୍ଗାମୟ ହୋଇଯାଇଥିଲା । ୬ କୋଟିରୁ ଅଧିକ ଲୋକେ ତ୍ରିରଙ୍ଗା ସାଥୀରେ ନିଜର ସେଲ୍ଫି ମଧ୍ୟ ପଠାଇଲେ । ସ୍ୱାଧୀନତାର ଏହି ଅମୃତ ମହୋତ୍ସବ ଆଗାମୀ ବର୍ଷ ମଧ୍ୟ ଏହିଭଳି ଭାବରେ ଚାଲିବ - ଅମୃତକାଳର ମୂଳଦୁଆକୁ ଆହୁରି ସୁଦୃଢ଼ କରିବ ।ବଡଦିନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
December 25th, 09:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବଡଦିନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓ ପ୍ରଭୁ ଯୀଶୁଙ୍କ ମହାନ ବାଣୀ ସ୍ମରଣ କରିଛନ୍ତି ।