ନେକ୍ସଟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 10:47 pm
ଆଜି, ମାର୍ଚ୍ଚ ୧୨ ତାରିଖ, ଏକ ଐତିହାସିକ ଦିନ । ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ମହାତ୍ମା ଗାନ୍ଧୀ ସାବରମତୀ ଆଶ୍ରମରୁ ଦାଣ୍ଡି ଯାତ୍ରା ଆରମ୍ଭ କରିଥିଲେ । ଏହା ଭାରତର ସ୍ୱାଧୀନତା ଆନ୍ଦୋଳନରେ ଏକ ନୂତନ ମୋଡ଼ ଥିଲା, କାରଣ ଏହି ଯାତ୍ରା ଦେଶର ପ୍ରତିଟି କୋଣକୁ ଏକମାତ୍ର ଲକ୍ଷ୍ୟ ‘ଭାରତର ସ୍ୱାଧୀନତା’ ସହିତ ଯୋଡ଼ିଥିଲା। ଆଜି ଏହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ଆଉ ଏକ ଯାତ୍ରାରେ ବାହାରିଛୁ । ଏହି ଯାତ୍ରା ହେଉଛି ବିକଶିତ ଭାରତର ଯାତ୍ରା । ଆମର ଲକ୍ଷ୍ୟ ଗୋଟିଏ, ଆମର ଗନ୍ତବ୍ୟ ସ୍ଥଳ ମଧ୍ୟ ଗୋଟିଏ, ତାହା ହେଲା- ବିକଶିତ ଭାରତ। ଏହି ଲକ୍ଷ୍ୟ ପ୍ରାପ୍ତି ଦିଗରେ, ଏହିଭଳି ସମ୍ମିଳନୀରେ ହେଉଥିବା ମନ୍ଥନ ଏବଂ ସେଥିରୁ ବାହାରୁଥିବା ଅମୃତ ଏକ ବଡ଼ ଭୂମିକା ଗ୍ରହଣ କରେ । ମୋତେ ନେକ୍ସଟ ସମ୍ମିଳନୀକୁ (Nxt Summit) ନିମନ୍ତ୍ରଣ କରିଥିବାରୁ ମୁଁ ଆପଣ ସମସ୍ତଙ୍କ ନିକଟରେ କୃତଜ୍ଞ । ଏଠାକୁ ଦେଶ ଓ ବିଦେଶରୁ ଅନେକ ସହକର୍ମୀ ଆସିଛନ୍ତି; କିଛି ପୁରୁଣା ପରିଚିତ ମଧ୍ୟ ଅଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି । ବନ୍ଧୁଗଣ, ୨୧ତମ ଶତାବ୍ଦୀର ଏହି ସମୟ ‘ନ ଭୂତୋ ନ ଭବିଷ୍ୟତି’ (ଯାହା ପୂର୍ବରୁ କେବେ ଘଟିନି କି ଭବିଷ୍ୟତରେ ଘଟିବ ନାହିଁ) ଭଳି । ଗୋଟିଏ ପଟେ ଯୁଦ୍ଧର ଭୟାବହତା ରହିଛି, ଯୋଗାଣ ଶୃଙ୍ଖଳା ପୁଣି ଥରେ ନଷ୍ଟ ହେଉଛି ଏବଂ ଜାତିସଂଘ ଭଳି ବିଶ୍ୱସ୍ତରୀୟ ସଂସ୍ଥାଗୁଡ଼ିକର ପ୍ରାସଙ୍ଗିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି । ଏଭଳି ସମୟରେ, ଏହି ପ୍ରତିକୂଳ ପରିସ୍ଥିତି ମଧ୍ୟରେ ବି ଆମ ଭାରତ ଅଗ୍ରସର ହେଉଛି । ଆଜି ଇତିହାସର ଏକ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟରେ, ଯେଉଁ ଦେଶର ନାମ ସବୁଠାରୁ ଅଧିକ ଆଲୋଚନା ହେଉଛି, ତାହା ହେଉଛି ଭାରତ । ସାମ୍ପ୍ରତିକ ଅନେକ ସଙ୍କଟ ମଧ୍ୟରେ, ବିଶ୍ୱର ପ୍ରତ୍ୟେକ ଗମ୍ଭୀର ନେତା ଏବଂ ପ୍ରତ୍ୟେକ ଜ୍ଞାନୀ ବ୍ୟକ୍ତିଙ୍କର ଭାରତ ପ୍ରତି ବହୁତ ବଡ଼ ଆଶା ରହିଛି । ନିକଟରେ ଫିନଲ୍ୟାଣ୍ଡର ରାଷ୍ଟ୍ରପତି ଆଲେକ୍ସଜାଣ୍ଡାର ଷ୍ଟବ ଭାରତ ଆସିଥିଲେ । ସେ କହିଥିଲେ ଯେ ‘ଦକ୍ଷିଣ ବିଶ୍ୱ (ଗ୍ଲୋବାଲ ସାଉଥ’) ଏବେ ବିଶ୍ୱର ଦିଗ ନିର୍ଣ୍ଣୟ କରିବ ଏବଂ ସେହି ଦିଗ ନିର୍ଦ୍ଧାରଣ କରିବାରେ ଭାରତ ସବୁଠାରୁ ଶକ୍ତିଶାଳୀ ଦେଶ ହେବ । ଏହା ପୂର୍ବରୁ କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ କାର୍ଣ୍ଣି ମଧ୍ୟ କହିଥିଲେ ଯେ ଆଗାମୀ ତିନି ଦଶନ୍ଧି ମଧ୍ୟରେ ବିଶ୍ୱର ଅର୍ଥନୈତିକ ମାଧ୍ୟାକର୍ଷଣ ଯେଉଁ କେନ୍ଦ୍ରକୁ ସ୍ଥାନାନ୍ତରିତ ହେଉଛି, ତାହା ହେଉଛି ଭାରତ । ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋଁ ମଧ୍ୟ ବିଶ୍ୱାସ କରନ୍ତି ଯେ ବିଶ୍ୱର ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଭାରତ ଏକ ଅପରିହାର୍ଯ୍ୟ ଅଂଶୀଦାର ପାଲଟିଛି । ଆଜି ଯଦି ଆମେ ବୈଷୟିକ ଏବଂ ଅର୍ଥନୈତିକ ଜଗତର ବିଶ୍ୱସ୍ତରୀୟ ନେତାମାନଙ୍କ ବକ୍ତବ୍ୟର ସାରାଂଶ କାଢ଼ିବା, ତେବେ କେବଳ ଗୋଟିଏ ଭାବନା ଉକୁଟି ଆସେ - ଯଦି ଆପଣ ଭବିଷ୍ୟତର ଅଂଶ ହେବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ଭାରତ ସହିତ ଯୋଡ଼ି ହେବାକୁ ପଡ଼ିବ; ଆପଣଙ୍କୁ ଭାରତରେ ରହିବାକୁ ହେବ ।ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 12th, 08:30 pm
ପ୍ରଧାନମନ୍ତ୍ରୀ ଆଜି ଆଇଟିଭି ନେଟୱାର୍କର ଏନଏକ୍ସଟି ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଐତିହାସିକ ଦାଣ୍ଡିଯାତ୍ରାର ବାର୍ଷିକୀ ସଂପର୍କରେ ଉଲ୍ଲେଖ କରି ସେ ଭାରତର ସ୍ବାଧୀନତା ସଂଗ୍ରାମ ସହ ଏକ ବିକଶିତ ଦେଶ ହେବାକୁ ଭାରତ ଚଳାଇଥିବା ଅଭିଯାନର ସମାନତା ଆଙ୍କିଥିଲେ। ଶ୍ରୀ ମୋଦି ଗୁରୁତ୍ୱାରୋପ କରି କହିଥିଲେ ଯେ ଯେପରି ୧୯୩୦ ମାର୍ଚ୍ଚ ଦେଶକୁ ସ୍ୱାଧୀନତା ଆଡକୁ ନେଇଥିଲା, ସେହିପରି ବର୍ତ୍ତମାନର ବିକଶିତ ଭାରତ ମିଶନ ହେଉଛି ୧୪୦ କୋଟି ଭାରତୀୟଙ୍କ ସାମୂହିକ ଲକ୍ଷ୍ୟ। ସେ କହିଥିଲେ, ଆଜି, ସେହି ଐତିହାସିକ ଯାତ୍ରାର ପ୍ରାୟ ୧୦୦ ବର୍ଷ ପରେ, ଆମେ ଭାରତୀୟମାନେ ପୁଣି ଥରେ 'ବିକଶିତ ଭାରତ' ପାଇଁ ଏକ ନୂତନ ଯାତ୍ରା ଆରମ୍ଭ କରିଛୁ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 10:15 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 27th, 10:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।We are moving towards an India where energy is cheap, clean and easily available: PM Modi in Alipurduar, West Bengal
May 29th, 01:30 pm
PM Modi laid the foundation stone of the City Gas Distribution project in Alipurduar, West Bengal. “As India moves towards becoming a developed nation, Bengal’s participation is both expected and essential”, emphasised the PM, highlighting the Central government's continuous efforts to accelerate infrastructure, innovation, and investment in the region. He praised West Bengal as a major center of India's culture, knowledge, and scientific advancements.ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ୧୦୧୦ କୋଟିରୁ ଅଧିକ ମୂଲ୍ୟର ସହରାଞ୍ଚଳ ଗ୍ୟାସ ଯୋଗାଣ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 29th, 01:20 pm
ସହରାଞ୍ଚଳ ଗ୍ୟାସ ଯୋଗାଣ (ସିଜିଡି) ନେଟୱାର୍କକୁ ସମ୍ପ୍ରସାରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ଆଲିପୁରଦ୍ୱାରରେ ସିଜିଡି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ପ୍ରଧାନମନ୍ତ୍ରୀ ମେ ୨୯ ଓ ୩୦ରେ ସିକିମ, ପଶ୍ଚିମବଙ୍ଗ, ବିହାର ଏବଂ ଉତ୍ତରପ୍ରଦେଶ ଗସ୍ତରେ ଯିବେ
May 28th, 12:10 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ ୨୯ ଓ ୩୦ରେ ସିକିମ, ପଶ୍ଚିମବଙ୍ଗ, ବିହାର ଏବଂ ଉତ୍ତରପ୍ରଦେଶ ଗସ୍ତରେ ଯିବେ ।ଦେଓଘର ଏୟାରପୋର୍ଟର ଉଦ୍ଘାଟନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 12th, 12:46 pm
ଝାଡ଼ଖଣ୍ଡର ଗଭର୍ଣ୍ଣର ଶ୍ରୀ ରମେଶ ବୈସ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ୍ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସାଥୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମହାଶୟ, ଝାଡ଼ଖଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ନିଶିକାନ୍ତ ମହାଶୟ, ଅନ୍ୟ ସାଂସଦ ଏବଂ ବିଧାୟକଗଣ ତଥା ଉପସ୍ଥିତ ଭଦ୍ର ମହିଳା ଓ ପୁରୁଷ ।PM inaugurates and lays foundation stone of various development projects worth more than Rs 16,800 crores in Deoghar
July 12th, 12:45 pm
PM Modi addressed closing ceremony of the Centenary celebrations of the Bihar Legislative Assembly in Patna. Recalling the glorious history of the Bihar Assembly, the Prime Minister said big and bold decisions have been taken in the Vidhan Sabha building here one after the other.ଲକ୍ଷ୍ନୌ ଠାରେ ଆଜାଦୀ @୭୫ ସମ୍ମିଳନୀ ଏବଂ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭାଷଣର ମୂଳ ପାଠ
October 05th, 10:31 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହକର୍ମୀ ଏବଂ ଲକ୍ଷ୍ନୌର ହିଁ ସାଂସଦ, ମୋର ବରିଷ୍ଠ ସାଥୀ, ଶ୍ରୀମାନ ରାଜନାଥ ସିଂହ ଜୀ, ଶ୍ରୀ ହରଦୀପ୍ସିଂହ ପୁରୀ ଜୀ, ମହେନ୍ଦ୍ରନାଥ ପାଣ୍ଡେ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବପ୍ରସାଦ ମୌର୍ଯ୍ୟ ଜୀ, ଶ୍ରୀ ଦିନେଶ ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଶ୍ରୀମାନ କୌଶଲ କିଶୋର ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରିଗଣ, ସାଂସଦ, ବିଧାୟକଗଣ, ଦେଶର ଭିନ୍ନ-ଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ଆଦରଣୀୟ ମନ୍ତ୍ରୀଗଣ, ଅନ୍ୟ ସମସ୍ତ ମହାନୁଭବ ଏବଂ ଉତ୍ତର ପ୍ରଦେଶର ମୋର ପ୍ରିୟ ଭଉଣୀ ଓ ଭାଇମାନେ!ଲକ୍ଷ୍ନୌରେ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କଲେ @୭୫-ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ
October 05th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୦୫-୧୦-୨୦୨୧) ଲକ୍ଷ୍ନୌଠାରେ ଆଜାଦୀ@୭୫- ନୂତନ ସହରାଞ୍ଚଳ ଭାରତବର୍ଷ-ସହରୀ ଦୃଶ୍ୟପଟ ପରିବର୍ତ୍ତନ ସମ୍ମିଳନୀ ଓ ଏକ୍ସପୋ ଉଦ୍ଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ସର୍ବଶ୍ରୀ ରାଜନାଥ ସିଂ, ହରଦୀପ ସିଂ ପୁରୀ, ମହେନ୍ଦ୍ର ନାଥ ପାଣ୍ଡେ, କୌଶଳ କିଶୋର, ଉତ୍ତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଅବସରରେ ଉପସ୍ଥିତ ଥିଲେ।ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 05th, 11:05 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
June 05th, 11:04 am
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।ବିଶ୍ୱ ଦୀର୍ଘସ୍ଥାୟୀ ବିକାଶ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 10th, 07:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ପୋଷଣୀୟ ବିକାଶ ସମ୍ମିଳନୀ 2021ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ଚଳିତ ବର୍ଷ ଏହି ସମ୍ମିଳନୀର ଶୀର୍ଷକ ରଖାଯାଇଛି: ‘ ଆମର ସମସ୍ତଙ୍କ ସମାନ ଭବିଷ୍ୟତର ପୁନଃ ସଂଜ୍ଞାନିରୂପଣ: ସମସ୍ତଙ୍କ ପାଇଁ ନିରାପଦ ଓ ସୁନିଶ୍ଚିତ ପରିବେଶ’ ।ବିଶ୍ୱ ପୋଷଣୀୟ ବିକାଶ ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 10th, 07:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ପୋଷଣୀୟ ବିକାଶ ସମ୍ମିଳନୀ 2021ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍ଘାଟନ କରିଛନ୍ତି । ଚଳିତ ବର୍ଷ ଏହି ସମ୍ମିଳନୀର ଶୀର୍ଷକ ରଖାଯାଇଛି: ‘ ଆମର ସମସ୍ତଙ୍କ ସମାନ ଭବିଷ୍ୟତର ପୁନଃ ସଂଜ୍ଞାନିରୂପଣ: ସମସ୍ତଙ୍କ ପାଇଁ ନିରାପଦ ଓ ସୁନିଶ୍ଚିତ ପରିବେଶ’ ।ଆଇଆଇଏମ ସମ୍ବଲପୁର, ଓଡ଼ିଶାର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
January 02nd, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ର
January 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ସମାରୋହରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ରମେଶ ପୋଖରିୟାଲ ‘ନିଶଙ୍କ’, କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ ।Bihar’s politics has become ‘people-centric’ since NDA assumed power in the state and centre: PM Modi in Bhagalpur
April 11th, 10:31 am
Prime Minister Narendra Modi addressed a large public meeting in Bhagalpur, Bihar today.