Prime Minister extends greetings to all civil servants on Civil Services Day
April 21st, 12:02 pm
The Prime Minister, Shri Narendra Modi extended greetings to all civil servants on Civil Services Day, today. Shri Modi remarked that this is an occasion to further strengthen the resolve to work towards good governance and nation building. From the grassroots to policy-making, the efforts of civil servants touch countless lives and contribute to India’s progress. May our civil servants continue to serve with excellence, compassion and innovation, upholding the highest standards of duty, Shri Modi said.In the past 10 years, India has moved beyond incremental change to witness impactful transformation: PM Modi on Civil Services Day
April 21st, 11:30 am
PM Modi addressed civil servants on Civil Services Day, celebrating 75 years of the Constitution and Sardar Patel’s 150th birth anniversary. Emphasizing holistic development and next-gen reforms, he urged officers to drive impactful change and build a Viksit Bharat. He also conferred the PM’s Awards for Excellence in Public Administration.୧୭ତମ ପ୍ରଶାସନିକ ସେବା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 17ତମ ପ୍ରଶାସନିକ ସେବା ଦିବସ ଅବସରରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାସନିକ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ପ୍ରଶାସନିକ ସେବା ଦିବସରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଚଳିତ ବର୍ଷ ଏହି ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, କାରଣ ଏହା ସମ୍ବିଧାନର 75ତମ ବର୍ଷ ଏବଂ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150ତମ ଜନ୍ମବାର୍ଷିକୀ ବୋଲି ସେ ଉଲ୍ଲେଖ କରିଥିଲେ । ୨୧ ଏପ୍ରିଲ୍ ୧୯୪୭ରେ ସର୍ଦ୍ଦାର ପଟେଲଙ୍କ ଉଲ୍ଲେଖନୀୟ ବକ୍ତବ୍ୟ, ଯେଉଁଥିରେ ସେ ସରକାରୀ କର୍ମଚାରୀମାନଙ୍କୁ 'ଭାରତର ଇସ୍ପାତ ସଂରଚନା' ବୋଲି କହିଥିଲେ, ତାହାକୁ ମନେ ପକାଇ, ଶ୍ରୀ ମୋଦୀ ପଟେଲଙ୍କର ଅମଲାତନ୍ତ୍ରକୁ ନେଇ ରହିଥିବା ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ, ଯାହା ଶୃଙ୍ଖଳା, ସଚ୍ଚୋଟତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ବଜାୟ ରଖି ଦେଶକୁ ଅତ୍ୟନ୍ତ ସମର୍ପଣର ସହିତ ସେବା କରିବା ପାଇଁ କହିଥାଏ । ସେ ଭାରତକୁ ଏକ ବିକଶିତ ଭାରତ ହେବା ପାଇଁ ସଂକଳ୍ପ ପରିପ୍ରେକ୍ଷୀରେ ସର୍ଦ୍ଦାର ପଟେଲଙ୍କ ଆଦର୍ଶର ପ୍ରାସଙ୍ଗିକତା ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣ ଏବଂ ଐତିହ୍ୟକୁ ହୃଦୟର ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।୨୧ ଅପ୍ରେଲରେ ସିଭିଲ ସର୍ଭିସେସ୍ ଦିବସରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
April 19th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ତମ ସିଭିଲ ସର୍ଭିସେସ୍ ଦିବସ ଅବସରରେ, ଅପ୍ରେଲ ୨୧ ତାରିଖ ଦିନ ପ୍ରାୟ ୧୧ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଶାସନିକ ସେବା ଅଧିକାରୀମାନଙ୍କୁ ସମ୍ବୋଧିତ କରିବେ । ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିବେ ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ‘୧୬ତମ ସିଭିଲ ସର୍ଭିସ ଡେ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
April 21st, 11:30 am
ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହ, ଶ୍ରୀ ପି.କେ. ମିଶ୍ରା ଜୀ, ଶ୍ରୀ ରାଜୀବ ଗୱା ଜୀ, ଶ୍ରୀ ଶ୍ରୀନିବାସନ ଜୀ ଏବଂ ଏହି କାର୍ଯ୍ୟକ୍ରମରେ ଜଡ଼ିତ ସମସ୍ତ କର୍ମଯୋଗୀ ବନ୍ଧୁମାନେ, ମହିଳା ଏବଂ ଭଦ୍ର ଲୋକମାନେ! ଆପଣ ସମସ୍ତଙ୍କୁ ସିଭିଲ୍ ସେବା ଦିବସ ଅବସରରେ ବହୁତ ବହୁତ ଶୁଭକାମନା ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ୧୬ତମ ପ୍ରଶାସନିକ ସେବା ଦିବସକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 21st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ୧୬ ତମ ପ୍ରଶାସନିକ ସେବା ଦିବସ, ୨୦୨୩ ରେ ପ୍ରଶାସନିକ ଅଧିକାରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିଥିଲେ ଏବଂ ପୁସ୍ତକ ଉନ୍ମୋଚନ କରିଥିଲେ ।ଏପ୍ରିଲ ୨୧ ତାରିଖରେ ପ୍ରଶାସନିକ ଅଧିକାରୀମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
April 18th, 07:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶାସନିକ ସେବା ଦିବସ ଅବସରରେ ୨୧ ଏପ୍ରିଲ, ୨୦୨୩ ପୂର୍ବାହ୍ନ ୧୧ ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଶାସନିକ ଅଧିକାରୀଙ୍କୁ ସମ୍ବୋଧିତ କରିବେ ।ପ୍ରଶାସନିକ ସେବା ଦିବସ ଉପଲକ୍ଷେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ମୂଳ ପାଠ
April 21st, 10:56 pm
ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହ, ପି. କେ. ମିଶ୍ର ମହୋଦୟ, ରାଜୀବ ଗୌବା ମହୋଦୟ, ଶ୍ରୀ ବି. ଶ୍ରୀନିବାସନ ମହୋଦୟ ଏବଂ ଏଠାରେ ଉପସ୍ଥିତ ପ୍ରଶାସନିକ ସେବାର ସମସ୍ତ ସଦସ୍ୟ ଏବଂ ଭର୍ଚୁଆଲ ମାଧ୍ୟମରେ ସମଗ୍ର ଦେଶରୁ ଯୋଡି ହୋଇଥିବା ବନ୍ଧୁଗଣ, ଭାଇ ଓ ଭଉଣୀମାନେ, ପ୍ରଶାସନିକ ସେବା ଦିବସ ଅବସରରେ ଆପଣ ସମସ୍ତ କର୍ମଯୋଗୀମାନଙ୍କୁ ଅନେକ ଅନେକ ଶୁଭକାମନା । ଆଜି ଯେଉଁ ବନ୍ଧୁମାନଙ୍କୁ ଏହି ପୁରସ୍କାର ମିଳିଛି, ସେମାନଙ୍କୁ, ସେମାନଙ୍କ ପୁରା ଟିମକୁ ଏବଂ ସେହି ରାଜ୍ୟକୁ ମଧ୍ୟ ମୋ ତରଫରୁ ଅନେକ ଅନେକ ଅଭିନନ୍ଦନ । କିନ୍ତୁ ମୋର ଏହି ଅଭ୍ୟାସ ଟିକେ ଭଲ ନୁହେଁ ।ପ୍ରଶାସନିକ ସେବା ଦିବସ ଉପଲକ୍ଷେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପୁରସ୍କାର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 21st, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ପ୍ରଶାସନିକ ସେବା ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ସେ ‘ପ୍ରଶାସନିକ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର’ ପ୍ରଦାନ କରିଛନ୍ତି । କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜିତେନ୍ଦ୍ର ସିଂ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ପି. କେ ମିଶ୍ର, କ୍ୟାବିନେଟ୍ ସଚିବ ଶ୍ରୀ ରାଜୀବ ଗୌବା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।ସିଭିଲ୍ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ
April 20th, 10:09 am
ସିଭିଲ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଏପ୍ରିଲ ୨୦୨୨ ଦିନ ୧୧ ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମରେ ସେ ପ୍ରଶାସକମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ ।ନାଗରିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 21st, 09:58 am
ନାଗରିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ପ୍ରଶାସନିକ ଅଧିକାରୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ସିଭିଲ ସେବା ଦିବସରେ ସିଭିଲ ସେବକଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ଓ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି
April 21st, 11:20 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଭିଲ ସେବା ଦିବସ ଅବସରରେ ସିଭିଲ ସେବା ଅଧିକାରୀ ଓ ସେମାନଙ୍କର ପରିବାର ବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ସେ ଦେଶରେ ସଭିଲ ସେବାର ପ୍ରବର୍ତକ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀ
April 21st, 11:01 pm
ଗଣତନ୍ତ୍ର କୌଣସି ରାଜିନାମା ନୁହେଁ ,ଏହାର ମୂଳେ ଜନଭାଗିଦାରୀ ନିହିତ ଅଛି :ପ୍ରଧାନମନ୍ତ୍ରୀ ମୋଦୀପ୍ରଶାସନିକ ସେବା ଦିବସ ଉପଲକ୍ଷେ ପ୍ରଶାସନିକ ସେବାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 21st, 05:45 pm
ପ୍ରଶାସନିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶାସନିକ ସେବାଧିକାରୀମାନଙ୍କୁ ଉଦ୍ବୋଧନ ଦେଇଛନ୍ତି । ସେ କହିଥିଲେ ଯେ ଏହା ହେଉଛି ପ୍ରଶଂସା, ସମୀକ୍ଷା, ମୂଲ୍ୟାଙ୍କନ ଏବଂ ତର୍ଜମା କରିବାର ସମୟ । ପ୍ରଶାସନିକ ସେବାଧିକାରୀମାନଙ୍କୁ ଉତ୍ସାହିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ ପୁରସ୍କାର ଏକ ପଦକ୍ଷେପ ବୋଲି ସେ ବର୍ଣ୍ଣନା କରିବା ସହିତ ପୁରସ୍କାର ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଏହି ପୁରସ୍କାର ସରକାରଙ୍କ ପ୍ରାଥମିକତାକୁ ପ୍ରତିଫଳିତ କରୁଛି ।ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତୀ ପାଇଁ ଆସନ୍ତା କାଲି ପୁରସ୍କାର ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ; ସିଭିଲ ସର୍ଭେଣ୍ଟମାନଙ୍କୁ କରିବେ ସମ୍ବୋଧନ
April 20th, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ 21 ତାରିଖ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସମାରୋହରେ ସାଧାରଣ ପ୍ରଶାସନ କ୍ଷେତ୍ରରେ ଉଲ୍ଲେଖନୀୟ କୃତି ପାଇଁ ବିଭିନ୍ନ ଶ୍ରେଣୀରେ ପୁରସ୍କାରମାନ ପ୍ରଦାନ କରିବେ । ବିଶେଷକରି କେନ୍ଦ୍ର, ରାଜ୍ୟ ଓ ଜିଲ୍ଲା ସ୍ତରର ସରକାରୀ ଅନୁଷ୍ଠାନଗୁଡିକ ଅଗ୍ରାଧିକାର କାର୍ଯ୍ୟକ୍ରମଗୁଡିକୁ କିଭଳି ସଫଳତାର ସହ ରୂପାୟିତ କରିଛନ୍ତି ଏବଂ ସୃଜନାତ୍ମକ ଢଙ୍ଗରେ ଏହିସବୁ ବଛା ବଛା ଫ୍ଲାଗସିପ୍ କାର୍ଯ୍ୟକ୍ରମକୁ ସୁଚାରୁ ଢଙ୍ଗରେ କାର୍ଯ୍ୟକାରୀ କରିଛନ୍ତି ସେସବୁ ଭିତ୍ତିକରି ଏହି ପୁରସ୍କାରମାନ ପ୍ରଦାନ କରାଯାଉଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସଭିଲ ସର୍ଭେଣ୍ଟମାନଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।ସୋସିଆଲ ମିଡିଆ କର୍ଣ୍ଣର 21 ଏପ୍ରିଲ 2017
April 21st, 08:07 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଶାସନିକ ସେବା ଦିବସରେ ଶ୍ରେଷ୍ଠତା ପୁରସ୍କାର ପ୍ରଦାନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 21st, 12:44 pm
ସର୍ବ ଭାରତୀୟ ପ୍ରଶାସନିକ ଦିବସ ରୂପେ ଆଜିର ଏହି ଦିବସ ଗୋଟିଏ ପ୍ରକାରେ ପୁନଃସମର୍ପଣ ଦିବସ । ସାରା ଦେଶରେ ବର୍ତ୍ତମାନ ସୁଦ୍ଧା ଯେଉଁ ମହାନୁଭବମାନେ ଏହି କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ କରିଛନ୍ତି, ଆଜି ଦେଶର ପ୍ରତ୍ୟେକ କୋଣରେ ଏହି ସେବା ଅନ୍ତର୍ଗତ କାର୍ଯ୍ୟରତ ଆପଣ ସମସ୍ତଙ୍କୁ ବହୁତ-ବହୁତ ଅଭିନନ୍ଦନ, ବହୁତ-ବହୁତ ଶୁଭକାମନା ।ପ୍ରଶାସନିକ ସେବା ଦିବସରେ ପୁରସ୍କାର ପ୍ରଦାନ ସହ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 21st, 12:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକାଦଶ ପ୍ରଶାସନିକ ସେବା ଦିବସରେ ଉଲ୍ଲେଖନୀୟ ସେବା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ପୁରସ୍କାର ପ୍ରଦାନ ସହ ସେମାନଙ୍କୁ ସମ୍ବୋଧିତ କରିଥିଲେ ।Redefine your role, move beyond controlling, regulating & managerial capabilities: PM Modi to Civil Servants
April 21st, 11:55 am
PM exhorts civil servants to become “agents of change”; calls upon Government officers to engage with people
April 21st, 11:54 am