ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ

January 03rd, 12:00 pm

କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।

ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 03rd, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।

ମହାବୀର ଜୟନ୍ତୀରେ ଭଗବାନ ମହାବୀରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

April 10th, 08:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାବୀର ଜୟନ୍ତୀ ଅବସରରେଭଗବାନ ମହାବୀରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଭଗବାନମହାବୀର ସର୍ବଦା ଅହିଂସା, ସତ୍ୟ ଏବଂ କରୁଣା ଉପରେ ଗୁରୁତ୍ୱଦେଉଥିଲେ ଏବଂ ତାଙ୍କର ଆଦର୍ଶ ସମଗ୍ର ବିଶ୍ୱର ଅଗଣିତ ଲୋକଙ୍କୁଶକ୍ତି ପ୍ରଦାନ କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟଉଲ୍ଲେଖ କରିଛନ୍ତି ଯେ, ଗତ ବର୍ଷ ସରକାର ପ୍ରାକୃତକୁ ଶାସ୍ତ୍ରୀୟଭାଷାର ମାନ୍ୟତା ପ୍ରଦାନ କରିଥିଲେ ଏବଂ ଏହା ବହୁ ପ୍ରଶଂସିତହୋଇଥିଲା ।

ପାଲି ଭାଷାରେ ତିପିଟକ ଗ୍ରନ୍ଥ ପ୍ରଦାନ କରିଥିବାରୁ ଥାଇଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ

April 03rd, 05:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାଲି ଭାଷାରେ ଏକ ତିପିଟକ ଗ୍ରନ୍ଥ ପ୍ରଦାନ କରିଥିବାରୁ ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀମତୀ ପୋତ୍ତୋଙ୍ଗତାର୍ନ ସିନାୱାତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏହାକୁ ଏକ ସୁନ୍ଦର ଭାଷା ଭାବରେ ପ୍ରଶଂସା କରିଥିଲେ, ଯେଉଁଥିରେ ଭଗବାନ ବୁଦ୍ଧଙ୍କ ଶିକ୍ଷାର ସମସ୍ତ ସାରାଂଶ ରହିଛି ।

ଭାଷା ଗୌରବ ସପ୍ତାହ ଅବସରରେ ଆସାମର ଲୋକଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

November 03rd, 06:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାଷା ଗୌରବ ସପ୍ତାହ ଅବସରରେ ଆଜି ଆସାମର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ #BhashaGauravSaptah ର ମହତ୍ୱ ସମ୍ପର୍କରେ ଆଲୋଚନା କରିଛନ୍ତି । ଏକ୍ସ ର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ ନିକଟରେ ଅହମୀୟାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ପ୍ରଦାନର ଉତ୍ସବ ମନାଇଛନ୍ତି, ଯାହାକି ଏହି କ୍ଷେତ୍ରରେ ସମୃଦ୍ଧ ଭାଷା ଓ ସାଂସ୍କୃତିକ ଐତିହ୍ୟକୁ ଏକ ମହତ୍ୱପୂର୍ଣ୍ଣ ମାନ୍ୟତା ପ୍ରଦାନ କରୁଛି ।

ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତି ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ କରୁଥିବା ଲୋକଙ୍କ ମନରେ ଖୁସିର ଭାବନା ପ୍ରଜ୍ୱଳିତ କରିଛି: ପ୍ରଧାନମନ୍ତ୍ରୀ

October 24th, 10:43 am

ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଭାରତ ସରକାରଙ୍କ ନିଷ୍ପତ୍ତିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଖୁସି ଜାହିର କରିଛନ୍ତି । ଭଗବାନ ବୁଦ୍ଧଙ୍କ ବାଣୀରେ ବିଶ୍ୱାସ ରଖୁଥିବା ଲୋକଙ୍କ ମନରେ ଏହା ଖୁସିର ଭାବନା ପ୍ରଜ୍ୱଳିତ କରିଛି ବୋଲି ସେ କହିଛନ୍ତି । କଲମ୍ବୋ ଠାରେ ଆଇସିସିଆର ଦ୍ୱାରା ଆୟୋଜିତ ‘ପାଲି ଏକ ଶାସ୍ତ୍ରୀୟ ଭାଷା’ ଶୀର୍ଷକ ଆଲୋଚନାଚକ୍ରରେ ଅଂଶ ଗ୍ରହଣ କରିଥିବା ବିଭିନ୍ନ ଦେଶର ବିଦ୍ୱାନ ଏବଂ ଭିକ୍ଷୁ ମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଧନ୍ୟବାଦ ଅର୍ପଣ କିଛନ୍ତି ।

India has not given world 'Yuddha', but Buddha: PM Modi at International Abhidhamma Divas

October 17th, 10:05 am

PM Modi addressed the celebration of International Abhidhamma Divas and the recognition of Pali as a classical language at Vigyan Bhavan, New Delhi. He emphasized the significance of Pali in understanding Buddha's teachings and highlighted the importance of preserving linguistic heritage. The PM spoke about India's commitment to promoting Lord Buddha's teachings globally.

ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 17th, 10:00 am

ନୂଆଦିଲ୍ଲୀର ବିଜ୍ଞାନଭବନରେ ଆଜି ଆନ୍ତର୍ଜାତିକ ଅଭିଧମ୍ମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉପଲକ୍ଷେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି । ଭଗବାନ ବୁଦ୍ଧଙ୍କ ଦିବ୍ୟକ୍ଷେତ୍ରରୁ ଅଭିଧମ୍ମ ଶିକ୍ଷା ସ୍ମୃତିରେ ଅଭିଧମ୍ମ ଦିବସ ପାଳନ କରାଯାଇଥାଏ । ଭଗବାନ ବୁଦ୍ଧଙ୍କ ଶିକ୍ଷା ଗୁଡ଼ିକ କେବଳ ପାଲି ଭାଷାରେ ଉପଲବ୍ଧ ହୋଇଥାଏ । ନିକଟରେ ପାଲି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରାଯାଇଥିବାରୁ ଚଳିତ ବର୍ଷର ଅଭିଧମ୍ମ ଦିବସ ଉତ୍ସବର ଗୁରୁତ୍ୱ ବୃଦ୍ଧି ପାଇଛି ।

ପ୍ରଧାନମନ୍ତ୍ରୀ ଅକ୍ଟୋବର ୧୭ରେ ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ଉତ୍ସବରେ ଯୋଗ ଦେବେ

October 15th, 09:14 pm

ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅକ୍ଟୋବର ୧୭ ତାରିଖ ପୂର୍ବାହ୍ନ ୧୦ଟାରେ ଆନ୍ତର୍ଜାତିକ ଅଭିଧାମ ଦିବସ ଏବଂ ପାଲିକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ ପାଇଁ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ । ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସେ ଉଦବୋଧନ ଦେବେ ।