ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 02nd, 03:45 pm
ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 02nd, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।୪୬ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
April 30th, 08:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୬ତମ ସଂସ୍କରଣର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।Delhi needs a government that works in coordination, not one that thrives on conflicts: PM Modi
January 31st, 03:35 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”PM Modi electrifies New Delhi’s Dwarka Rally with a High-Octane speech
January 31st, 03:30 pm
Addressing the huge rally in New Delhi’s Dwarka, PM Modi said, “Delhi needs a double-engine government at both the Centre and the state. You gave Congress years to govern, then the AAP-da took over Delhi. Now, give me the chance to serve Delhi with a double-engine government. I guarantee you that the BJP will leave no stone unturned in Delhi’s development. If this AAP-da continues, Delhi will keep falling behind in development. Delhi needs a government that believes in coordination, not confrontation.”The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme
January 22nd, 01:14 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.PM Modi Interacts with BJP Karyakartas Across Delhi under Mera Booth Sabse Mazboot via NaMo App
January 22nd, 01:00 pm
Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଅକ୍ଟୋବର ୨ରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
September 30th, 08:59 pm
ସ୍ୱଚ୍ଛତା ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଜନ ଆନ୍ଦୋଳନ - ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ,ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫୫ତମ ଗାନ୍ଧୀ ଜୟନ୍ତୀ ଅବସରରେ ଅକ୍ଟୋବର ୨ ତାରିଖ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ସ୍ୱଚ୍ଛ ଭାରତ ଦିବସ ୨୦୨୪ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।ଶିଶୁ ମୃତ୍ୟୁହାର ହ୍ରାସକୁ ସ୍ୱଚ୍ଛ ଭାରତ ମିସନ ପ୍ରଭାବିତ କରୁଥିବା ବୈଜ୍ଞାନିକ ରିପୋର୍ଟକୁ ଗୁରୁତ୍ୱ ଦେଇ ସେୟାର କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 05th, 04:11 pm
ଦେଶରେ ଶିଶୁ ମୃତ୍ୟୁହାରକୁ ସ୍ୱଚ୍ଛ ଭାରତ ମିସନ କିଭଳି ପ୍ରଭାବିତ କରୁଛି ସେ ନେଇ ଏକ ବୈଜ୍ଞାନିକ ରିପୋର୍ଟକୁ ଗୁରୁତ୍ୱ ଦେଇ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେୟାର କରିଛନ୍ତି ।ପ୍ରଧାନମନ୍ତ୍ରୀ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଉତର ପ୍ରଦେଶର ସମସ୍ତ ଗ୍ରାମକୁ ଓଡିଏଫ ପ୍ଲସ ଶ୍ରେଣୀ ହାସଲ କରିଥିବାରୁ ପ୍ରଶଂସା କଲେ
September 29th, 10:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ଉତର ପ୍ରଦେଶର ଶହେ ପ୍ରତିଶତ ଗ୍ରାମ ଦ୍ୱାରା ଓଡିଏଫ (ଖୋଲାରେ ଶୌଚମୁକ୍ତ) ପ୍ଲସ ସ୍ଥିତି ହାସଲ କରିଥିବାରୁ ପ୍ରଶଂସା କରିଛନ୍ତି ।୨୦୨୩ ଅକ୍ଟୋବର ୧ରେ ଶ୍ରମଦାନରେ ନାଗରିକମାନେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ
September 29th, 10:53 am
୨୦୨୩ ଅକ୍ଟୋବର ୧ ପୂର୍ବାହ୍ନ ୧୦ଟାରେ ସ୍ୱଚ୍ଛ ଭାରତ ଅଭିଯାନର ଏକ ଅଂଶ ଭାବେ ଶ୍ରମଦାନ ଅଭିଯାନରେ ନାଗରିକମାନେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅନୁରୋଧ କରିଛନ୍ତି ।ରୋଟାରୀ ଇଣ୍ଟରନେସନାଲର ବିଶ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 05th, 09:46 pm
ବିଶ୍ୱର ବିଭିନ୍ନ ସ୍ଥାନରେ ଥିବା ରୋଟାରିଆନମାନଙ୍କର ବୃହତ ପରିବାର, ପ୍ରିୟ ବନ୍ଧୁଗଣ, ନମସ୍କାର! ରୋଟାରୀ ଇଣ୍ଟରନେସନାଲ ସମ୍ମିଳନୀକୁ ସମ୍ବୋଧିତ କରି ମୁଁ ଖୁସି ଯେ ଏହି ଭଳି ପ୍ରତ୍ୟେକ ରୋଟାରୀ ସମାବେଶ ଏକ ମିନି-ଗ୍ଲୋବାଲ୍ ଆସେମ୍ବ୍ଲି ପରି । ସେଠାରେ ବିବିଧତା ଏବଂ ସ୍ପନ୍ଦନ ଅଛି । ଆପଣ ସମସ୍ତେ ନିଜ ନିଜ କ୍ଷେତ୍ରରେ ସଫଳ ଅଟନ୍ତି । ତଥାପି, ଆପଣ କେବଳ କାର୍ଯ୍ୟ କରିବାରେ ନିଜକୁ ସୀମିତ କରିନାହାଁନ୍ତି । ଆମର ପୃଥିବୀକୁ ଉନ୍ନତ କରିବାକୁ ତୁମର ଇଚ୍ଛା ତୁମକୁ ଏହି ପ୍ଲାଟଫର୍ମରେ ଏକାଠି କରିଛି । ଏହା ସଫଳତା ଏବଂ ସେବାର ପ୍ରକୃତ ମିଶ୍ରଣ ।ରୋଟାରୀ ଇଣ୍ଟରନେସନାଲ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 05th, 09:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ରୋଟାରୀ ଇଣ୍ଟରନେସନାଲ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ରୋଟାରୀଆନମାନଙ୍କୁ ଏକ ସେବା ଓ ସଫଳତାର ପ୍ରକୃତ ମିଶ୍ରଣ” ବୋଲି ଦର୍ଶାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକାରର ପ୍ରତ୍ୟେକ ରୋଟାରୀ ସମାବେଶ ଏକ ମିନି-ଗ୍ଲୋବାଲ୍ ଆସେମ୍ବଲି । ସେଠାରେ ବିବିଧତା ଏବଂ ସ୍ପନ୍ଦନ ଅଛି ।ତୀର୍ଥସ୍ଥଳୀ ପରିଷ୍କାର ରଖିବା ପାଇଁ ଭକ୍ତମାନଙ୍କ ଆଗ୍ରହକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
May 30th, 08:30 pm
ପୂଜା ସ୍ଥଳୀଗୁଡିକୁ ପରିଷ୍କାର ରଖିବା ପାଇଁ ତୀର୍ଥଯାତ୍ରୀଙ୍କ ମଧ୍ୟରେ ବଢୁଥିବା ଆଗ୍ରହକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।Start-ups are reflecting the spirit of New India: PM Modi during Mann Ki Baat
May 29th, 11:30 am
During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.ମଇ ୧୯ ତାରିଖରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିର ଆନୁକୂଲ୍ୟରେ ଆୟୋଜିତ ‘ଯୁବ ଶିବିର 'କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
May 18th, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ୧୯ ମଇ ୨୦୨୨ ପୂର୍ବାହ୍ନ ୧୦.୩୦ରେ ଭଦୋଦରାର କରେଲିବାଗ ଠାରେ ଆୟୋଜିତ ଯୁବ ଶିବିର” କୁ ସମ୍ବୋଧିତ କରିବେ । କୁଣ୍ଡଳଧାମର ଶ୍ରୀ ସ୍ୱାମୀନାରାୟଣ ମନ୍ଦିର, ଏବଂ ଭଦୋଦରାର କରେଲିବାଗର ଶ୍ରୀ ସ୍ୱାମୀନାରାୟଣ ମନ୍ଦିର ଏହି ଶିବିର ଆୟୋଜନ କରୁଛନ୍ତି ।ଇଂଦୋର ଠାରେ ପୌରାଞ୍ଚଳ କଠିନ ବର୍ଜ୍ୟ ଆଧାରିତ ଗୋବର-ଧନ ପ୍ରକଳ୍ପ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳ ପାଠ
February 19th, 04:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “ଗୋବର-ଧନ”(ବାୟୋ-ସିଏନଜି) ପ୍ଲାଣ୍ଟ ଆଜି (୧୯.୦୨.୨୦୨୨) ଇନ୍ଦୋରଠାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ମଧ୍ୟପ୍ରଦେଶ ରାଜ୍ୟପାଳ ମଙ୍ଗୁଭାଇ ସି. ପଟେଲ, ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହପୁରୀ, ଡକ୍ଟର ବିରେନ୍ଦ୍ର କୁମାର ଓ ଶ୍ରୀ କୁଶଳ କିଶୋର ଏହି ଅବସରରେ ଉପସ୍ଥିତ ଥିଲେ ।ଇନ୍ଦୋରରେ କଠିନ ବର୍ଜ୍ୟବସ୍ତୁ ଗୋବର୍ଦ୍ଧନ ପ୍ଲାଣ୍ଟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
February 19th, 01:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “ଗୋବର-ଧନ”(ବାୟୋ-ସିଏନଜି) ପ୍ଲାଣ୍ଟ ଆଜି (୧୯.୦୨.୨୦୨୨) ଇନ୍ଦୋରଠାରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି । ମଧ୍ୟପ୍ରଦେଶ ରାଜ୍ୟପାଳ ମଙ୍ଗୁଭାଇ ସି. ପଟେଲ, ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହପୁରୀ, ଡକ୍ଟର ବିରେନ୍ଦ୍ର କୁମାର ଓ ଶ୍ରୀ କୁଶଳ କିଶୋର ଏହି ଅବସରରେ ଉପସ୍ଥିତ ଥିଲେ ।ଉତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସ-ୱେର ଭିତି ପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 06:20 pm
ଶ୍ରୀ ବାବା ବିଶ୍ୱନାଥ ଉତର ଭଗବାନ ପରଶୁରାମଙ୍କ ଚରଣରେ ମୋର ପ୍ରଣାମ। ଜୟ ଗଙ୍ଗା ମାତା କୀ। ହର ହର ଗଙ୍ଗେ। ଉତର ପ୍ରଦେଶର ଦ୍ରୁତ ଗତିଶୀଳ ଏବଂ ଉର୍ଜ୍ଜାବାନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ବି.ଏଲ ବର୍ମା ମହାଶୟ, ସଂସଦରେ ମୋର ସହଯୋଗୀ ସନ୍ତୋଷ ଗଙ୍ଗୱାର ମହାଶୟ, ୟୁପି ସରକାରରେ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ମହାଶୟ, ସତୀଶ ମହାନା ମହାଶୟ, ଜିତିନ ପ୍ରସାଦ ମହାଶୟ, ମହେଶ ଚନ୍ଦ୍ର ଗୁପ୍ତା ମହାଶୟ, ଧର୍ମବୀର ପ୍ରଜାପତି ମହାଶୟ, ସଂସଦରେ ମୋର ଅନ୍ୟ ସହଯୋଗୀ ଗଣ, ୟୁପି ବିଧାନସଭା ଏବଂ ବିଧାନ ପରିଷଦର ଅନ୍ୟ ସାଥୀ, ପଂଚାୟତ ସଦସ୍ୟ ଏବଂ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!