ବିଶ୍ୱ ବର୍ତ୍ତମାନ ଭାରତୀୟ ଷ୍ଟାର୍ଟଅପ୍ ଉପରେ ନଜର ରଖିବ:ମହାକାଶ ଷ୍ଟାର୍ଟଅପ୍ ସିଇଓଙ୍କ ସହ ଆଲୋଚନା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ

August 23rd, 11:42 am

ପ୍ରଧାନମନ୍ତ୍ରୀ ମୋଦୀ ସ୍ପେସ୍ ଷ୍ଟାର୍ଟଅପ୍ ସିଇଓଙ୍କ ସହ କଥାବାର୍ତ୍ତା କରି ଏକ ନୂତନ କ୍ଷେତ୍ରରେ ପ୍ରବେଶ କରିବାରେ ସେମାନଙ୍କର ସାହସକୁ ପ୍ରଶଂସା କରିଥିଲେ। ଏହି ଆଲୋଚନାରେ ଘରୋଇ ସଂସ୍ଥାମାନଙ୍କ ପାଇଁ ମହାକାଶ କ୍ଷେତ୍ରକୁ ଉନ୍ମୁକ୍ତ କରିବା, ଭାରତୀୟ କମ୍ପାନୀଗୁଡ଼ିକୁ ସରକାରୀ ସହାୟତା, ରୋବୋଟିକ୍ ମହାକାଶଯାନ, ବାରମ୍ବାର ରକେଟ୍ ଉତକ୍ଷେପଣ ଏବଂ ଭାରତର ପ୍ରଥମ ମହାକାଶ-ଫାର୍ମା ଷ୍ଟାର୍ଟଅପ୍ ସମେତ ଅନେକ ଆକର୍ଷଣୀୟ ବିଷୟ ଉପରେ ଆଲୋଚନା କରାଯାଇଥିଲା ।

ମହାକାଶ ଷ୍ଟାର୍ଟଅପ୍ ସିଇଓଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ

August 23rd, 11:30 am

ପ୍ରଧାନମନ୍ତ୍ରୀ ମୋଦୀ ସ୍ପେସ୍ ଷ୍ଟାର୍ଟଅପ୍ ସିଇଓଙ୍କ ସହ କଥାବାର୍ତ୍ତା କରି ଏକ ନୂତନ କ୍ଷେତ୍ରରେ ପ୍ରବେଶ କରିବାରେ ସେମାନଙ୍କର ସାହସକୁ ପ୍ରଶଂସା କରିଥିଲେ। ଏହି ଆଲୋଚନାରେ ଘରୋଇ ସଂସ୍ଥାମାନଙ୍କ ପାଇଁ ମହାକାଶ କ୍ଷେତ୍ରକୁ ଉନ୍ମୁକ୍ତ କରିବା, ଭାରତୀୟ କମ୍ପାନୀଗୁଡ଼ିକୁ ସରକାରୀ ସହାୟତା, ରୋବୋଟିକ୍ ମହାକାଶଯାନ, ବାରମ୍ବାର ରକେଟ୍ ଉତକ୍ଷେପଣ ଏବଂ ଭାରତର ପ୍ରଥମ ମହାକାଶ-ଫାର୍ମା ଷ୍ଟାର୍ଟଅପ୍ ସମେତ ଅନେକ ଆକର୍ଷଣୀୟ ବିଷୟ ଉପରେ ଆଲୋଚନା କରାଯାଇଥିଲା ।

ମହାକାଶ ଷ୍ଟାର୍ଟଅପର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ପ୍ରତିଷ୍ଠାତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 21st, 02:21 pm

ପ୍ରଧାନମନ୍ତ୍ରୀ ମୋଦୀ 20ଟି ମହାକାଶ ଷ୍ଟାର୍ଟଅପ୍ ର ସିଇଓ ଏବଂ ପ୍ରତିଷ୍ଠାତାଙ୍କ ସହ ଆଲୋଚନା କରି ଭାରତର ବଢୁଥିବା ଘରୋଇ ମହାକାଶ ଇକୋସିଷ୍ଟମ୍ ଏବଂ ବିଶ୍ୱସ୍ତରୀୟ ପ୍ରତିଭା, କମ୍ପାନୀ ଏବଂ ପୁଞ୍ଜି ବିନିଯୋଗକୁ ଆକର୍ଷିତ କରିବାର ସାମର୍ଥ୍ୟ ଉପରେ ଆଲୋକପାତ କରିଥିଲେ । ମହାକାଶ ପ୍ରଯୁକ୍ତିର ବ୍ୟାପକ ପ୍ରୟୋଗ, ଦୃଢ଼ ଶିଳ୍ପ ସହଯୋଗ ଏବଂ ଯୁବ ମନକୁ ମହାକାଶ ପ୍ରତି ପ୍ରେରଣା ଦେବା ପାଇଁ ଅଧିକ ପ୍ରୟାସକୁ ସେ ଉତ୍ସାହିତ କରିଥିଲେ ।

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 11th, 07:59 am

ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ୍‌ଙ୍କ ନିମନ୍ତ୍ରଣରେ, ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ଏବଂ ୧୧ ଜୁଲାଇ ୨୦୨୬ରେ ନ୍ୟୁଜିଲ୍ୟାଣ୍ଡର ଅକଲ୍ୟାଣ୍ଡକୁ ସରକାରୀ ଗସ୍ତରେ ଯାଇଛନ୍ତି । ୪୦ ବର୍ଷ ମଧ୍ୟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନ୍ୟୁଜିଲ୍ୟାଣ୍ଡକୁ ଏହା ପ୍ରଥମ ଗସ୍ତ, ଯାହା ଏକ ଐତିହାସିକ ମାଇଲଖୁଣ୍ଟ ଏବଂ ଦୁଇ ଦେଶ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ସ୍ଥାୟୀ ବନ୍ଧୁତା ଏବଂ ସହଭାଗୀତାର ଏକ ନୂତନ ଦିଗ ନିର୍ଦ୍ଧାରଣ କରିଛି ।

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

July 09th, 11:15 am

ତାଙ୍କର ବ୍ୟକ୍ତିଗତ ପ୍ରୟାସ ଏବଂ ଦୃଢ଼ ପ୍ରତିବଦ୍ଧତା ଭାରତ–ଅଷ୍ଟ୍ରେଲିଆ ସମ୍ପର୍କକୁ ନୂତନ ଉଚ୍ଚତା ଓ ବ୍ୟାପକତା ପ୍ରଦାନ କରିଛି। ତାଙ୍କର ଏହି ଅମୂଲ୍ୟ ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି।

ଭାରତ-ବ୍ରିଟେନ ମିଳିତ ବିବୃତ୍ତି

October 09th, 03:24 pm

ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ବ୍ରିଟେନର ପ୍ରଧାନମନ୍ତ୍ରୀ ସାର୍ କୀର ଷ୍ଟାରମର ୮ ଓ ୯ ଅକ୍ଟୋବର, ୨୦୨୫ରେ ଭାରତ ଆସିଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଥିଲେ, ଯେଉଁଥିରେ ବ୍ୟବସାୟ ଓ ବାଣିଜ୍ୟ ରାଷ୍ଟ୍ର ସଚିବ ତଥା ବାଣିଜ୍ୟ ବୋର୍ଡର ଅଧ୍ୟକ୍ଷ ସାଂସଦ ମାନ୍ୟବର ପିଟର କାଇଲ, ସ୍କଟଲ୍ୟାଣ୍ଡ ରାଷ୍ଟ୍ର ସଚିବ ତଥା ସାଂସଦ ମାନ୍ୟବର ଡଗ୍ଲସ୍ ଆଲେକଜାଣ୍ଡର, ନିବେଶ ମନ୍ତ୍ରୀ ଶ୍ରୀ ଜେସନ ଷ୍ଟକ୍‌ଉଡଙ୍କ ସହ ୧୨୫ ଜଣ ପ୍ରମୁଖ ସିଇଓ, ଉଦ୍ୟୋଗୀ, ବିଶ୍ୱବିଦ୍ୟାଳୟର କୁଳପତି ଓ ସାଂସ୍କୃତିକ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଭାରତ ଓ ବ୍ରିଟେନ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସୁଦୃଢ଼ କରିବା, ବାଣିଜ୍ୟ, ନିବେଶ ଓ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବା ସହିତ ସାଂସ୍କୃତିକ ଆଦାନପ୍ରଦାନ ବିଷୟରେ ଆଲୋଚନା ହୋଇଥିଲା।

ଫଳାଫଳ ତାଲିକା: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

October 09th, 01:55 pm

ଭାରତ-ବିଟେନ ସଂଯୋଗ ଏବଂ ନବାଚାର କେନ୍ଦ୍ରର ପ୍ରତିଷ୍ଠା ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।

ପ୍ରଧାନମନ୍ତ୍ରୀଙ୍କ ଘାନା, ତ୍ରିନିଦାଦ ଏବଂ ଟୋବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମିବିୟା ଗସ୍ତ (ଜୁଲାଇ ୦୨-୦୯)

June 27th, 10:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୦୨- ୦୩, ୨୦୨୫ରେ ଘାନା ଗସ୍ତରେ ଯିବେ । ଏହା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଦ୍ୱିପକ୍ଷୀୟ ଘାନା ଗସ୍ତ । ତିନି ଦଶନ୍ଧି ପରେ ଭାରତର କୌଣସି ପ୍ରଧାନମନ୍ତ୍ରୀ ଘାନା ଗସ୍ତରେ ଯାଉଛନ୍ତି । ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଘାନାର ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବେ । ଦୃଢ଼ ଦ୍ୱିପାକ୍ଷିକ ସହଯୋଗର ସେ ସମୀକ୍ଷା କରିବା ସହ ଆର୍ଥିକ, ଶକ୍ତି, ପ୍ରତିରକ୍ଷା କ୍ଷେତ୍ରରେ ସମ୍ପର୍କ ଏବଂ ସହଭାଗିତା ସହଯୋଗ ବୃଦ୍ଧିର ସୁଯୋଗ ବାବଦରେ ଆଲୋଚନା କରିବେ । ଏହି ଗସ୍ତ ଦ୍ୱିପାକ୍ଷିକ ସମ୍ପର୍କକୁ ବୃଦ୍ଧି କରିବା ଦିଗରେ ଦୁଇ ଦେଶର ପ୍ରତିବଦ୍ଧତାକୁ ନିଶ୍ଚିତ କରିବା ସହ ଇକୋୱାସ (ଇକୋନୋମିକ କମୁ୍ୟନିଟି ଅଫ ୱେଷ୍ଟ ଆଫ୍ରିକା ଷ୍ଟେଟସ ) ଏବଂ ଆଫ୍ରିକାନ ୟୁନିଅନରେ ଭାରତର ସହଭାଗିତାକୁ ଦୃଢ଼ କରିବ ।