India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।ସେଶେଲ୍ସର ନ୍ୟାସନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 28th, 05:00 pm
ଏହି ଜାତୀୟ ସଭାକୁ ସମ୍ବୋଧିତ କରିବା ଏକ ବିରଳ ସୌଭାଗ୍ୟ। ଏହି ସ୍ୱତନ୍ତ୍ର ସମ୍ମାନ ପାଇଁ ଧନ୍ୟବାଦ। ଏହି ଅଷ୍ଟମ ଜାତୀୟ ସଭାର ନବନିର୍ବାଚିତ ସଦସ୍ୟମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ଗରିମାମୟ ଗୃହର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ମାନ୍ୟବର ବାଚସ୍ପତି, ମୁଁ ଆପଣଙ୍କୁ ମଧ୍ୟ ମୋର ଅଭିନନ୍ଦନ ଜଣାଉଛି।Bharat Innovates is becoming a bridge between Indian talent and European capital: PM Modi in Nice, France
June 14th, 04:36 pm
PM Modi and French President Emmanuel Macron jointly inaugurated Bharat Innovates 2026 in Nice, France. Addressing a gathering, PM Modi highlighted India’s deep-tech revolution and the transformative potential of AI, satellite technology, advanced manufacturing and clean energy. He called for trusted, inclusive and human-centric innovation, while reaffirming India’s vision of becoming a global innovation hub.ଭାରତ ଇନୋଭେଟ୍ସ ୨୦୨୬’ରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 14th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି ନାଇସ୍ ସହରସ୍ଥିତ ପାଲାଇସ୍ ଡେସ୍ ଏକ୍ସପୋଜିସନ୍ସରେ ମିଳିତ ଭାବରେ ଭାରତ ଇନୋଭେଟ୍ସ ୨୦୨୬ର ଉଦଘାଟନ କରିଛନ୍ତି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଭାରତର ଡିପ୍-ଟେକ୍ ଷ୍ଟାର୍ଟ-ଅପ୍ସ, ନବସୃଜନକାରୀ, ଗବେଷକ ଏବଂ ନିବେଶକମାନଙ୍କୁ ବିଶ୍ୱ ନବସୃଜନ ପାଣ୍ଠି ଏବଂ ଅନ୍ତର୍ଜାତୀୟ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଲକ୍ଷ୍ୟ ରଖିଛି। ଏହା ବିଶ୍ୱ ସ୍ତରରେ ଭାରତର ଅଗ୍ରଣୀ ଡିପ୍-ଟେକ୍ର ପ୍ରଦର୍ଶନ କରିଥାଏ ତଥା ୧୩ ଗୁରୁତ୍ବପୂର୍ଣ୍ଣ ପ୍ରଯୁକ୍ତି କ୍ଷେତ୍ରରେ ୧୨୦ ଉନ୍ନତ ଷ୍ଟାର୍ଟଅପ୍, ୨୦ରୁ ଅଧିକ ଉତ୍କର୍ଷ ପ୍ରତିଷ୍ଠାନର ଉପସ୍ଥାପିତ କରିଥାଏ। ବିଶ୍ୱର ୩୫୦ରୁ ଅଧିକ ଶ୍ରେଷ୍ଠ ନିବେଶକ ଏବଂ ଭେଞ୍ଚର କ୍ୟାପିଟାଲିଷ୍ଟ ମଧ୍ୟ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଛନ୍ତି।From waste to wealth: PM Modi showcases Surat’s green development model
June 05th, 04:30 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.PM Modi inaugurates, dedicates to the nation and lays the foundation stone of multiple development projects worth over ₹18,800 crore in Surat, Gujarat
June 05th, 04:16 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.ଏଫ୍ଏ ଓ ଏଗ୍ରିକୋଲା ପଦକ ପାଇଁ ପ୍ରଧାନମନ୍ତ୍ରୀଙ୍କ ସ୍ବିକୃତି
May 20th, 11:00 pm
ମୋତେ ଏତେ ସୁନ୍ଦର ସ୍ୱାଗତ ଏବଂ ଏଗ୍ରିକୋଲା ପଦକ ପ୍ରଦାନ କରିବା ପାଇଁ ଏଫ୍ଏଓ ସଂଗଠନର ମହାନିର୍ଦ୍ଦେଶକଙ୍କୁ ଆନ୍ତରିକ ଭାବରେ ଧନ୍ୟବାଦ ଜଣାଉଛି। ଭାରତ ପ୍ରତି ତାଙ୍କର କୃତଜ୍ଞତାପୂର୍ଣ୍ଣ କଥା ଏବଂ ଏଫ୍ଏ ଓ ରେ ତାଙ୍କର ବର୍ଷ ବର୍ଷ ଧରି ରହିଥିବା ଅବଦାନ ପାଇଁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କୁ ରୋମରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ପକ୍ଷରୁ ଏଗ୍ରିକୋଲା ପଦକରେ ସମ୍ମାନିତ
May 20th, 10:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରୋମ ସ୍ଥିତ ( FAO) ମୁଖ୍ୟାଳୟରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ଦ୍ୱାରା 2026 ପାଇଁ ପ୍ରତିଷ୍ଠିତ ଏଗ୍ରିକୋଲା ପଦକ ପ୍ରଦାନ କରାଯାଇଛି। ଭାରତରେ ଏବଂ ବିଶ୍ୱ ସ୍ତରରେ ଖାଦ୍ୟ ସୁରକ୍ଷା, ସ୍ଥାୟୀ କୃଷି ଏବଂ ଗ୍ରାମୀଣ ବିକାଶ କ୍ଷେତ୍ରରେ ଥିବା ତାଙ୍କର ଅସାଧାରଣ ନେତୃତ୍ୱକୁ ମାନ୍ୟତା ଦେବା ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଡେନମାର୍କର କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଡେନମାର୍କର କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ମେଟ୍ ଫ୍ରେଡ୍ରିକସେନଙ୍କ ସହ ସାକ୍ଷାତ୍ କରିଛନ୍ତି। ଆଜି ଓସଲୋରେ ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗ ସମୀକ୍ଷା କରିଛନ୍ତି ଏବଂ ମିଳିତ କାର୍ଯ୍ୟସୂଚୀରେ ହାସଲ ହୋଇଥିବା ଅଗ୍ରଗତିରେ ସନ୍ତୋଷ ପ୍ରକାଶ କରିଛନ୍ତି। ଉଭୟ ନେତା ଭାରତ-ଡେନମାର୍କ ସବୁଜ ରଣନୈତିକ ସହଭାଗୀତାରେ ହୋଇଥିବା ଅଗ୍ରଗତିକୁ ସ୍ୱାଗତ କରିଛନ୍ତି ଯାହା ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସହଯୋଗକୁ ପ୍ରାଥମିକତା ଦିଏ ଏବଂ ଉଭୟ ଦେଶରେ ସବୁଜ ପରିବର୍ତ୍ତନକୁ ସହାୟତା କରିବା ପାଇଁ ପ୍ରୟାସକୁ ଏକତ୍ରିତ କରିଥାଏ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।ୟୁରୋପୀୟ ଶିଳ୍ପ ଗୋଲଟେବୁଲ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
May 17th, 11:43 pm
କିଛି ସମୟ ପୂର୍ବରୁ, ମୋତେ ସ୍ୱିଡେନର ସର୍ବୋଚ୍ଚ ସମ୍ମାନ, “ରୋୟାଲ୍ ଅର୍ଡର୍ ଅଫ୍ ଦ ପୋଲାର୍ ଷ୍ଟାର୍” ପ୍ରଦାନ କରାଯାଇଥିଲା। ଏହି ସମ୍ମାନ କେବଳ ମୋର ନୁହେଁ; ଏହା ୧.୪ ବିଲିୟନ ଭାରତୀୟଙ୍କ ପାଇଁ ଏକ ସମ୍ମାନ। ଏହା ସ୍ୱିଡେନରେ ଥିବା ଆମର ସମସ୍ତ ବନ୍ଧୁଙ୍କ ପାଇଁ ମଧ୍ୟ ଏକ ଶ୍ରଦ୍ଧାଞ୍ଜଳି ଯେଉଁମାନେ ଭାରତ - ସ୍ୱିଡେନ୍ ସମ୍ପର୍କକୁ ସମୃଦ୍ଧ କରିଛନ୍ତି ଏବଂ ସେମାନଙ୍କୁ ଏକ ଦୃଢ଼ ମୂଳଦୁଆ ପ୍ରଦାନ କରିଛନ୍ତି।PM Modi’s special address at a public meeting in Jamnagar, Gujarat
May 10th, 09:35 pm
PM Modi addressed a public meeting in Jamnagar, Gujarat. Reflecting on Gujarat’s remarkable development journey, he said the state has transformed from being known only for salt production to becoming a hub for semiconductors, metro coaches, railway engines, renewable energy and emerging aviation manufacturing. He credited the people of Gujarat and BJP workers for the state’s continued growth and progress.୯୦୧ କିଲୋମିଟର ଲମ୍ବ ତିନୋଟି ରେଳ ଲାଇନ ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ
May 05th, 07:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ୩ଟି ରେଳ ପ୍ରକଳ୍ପକୁ ମଞ୍ଜୁର କରିଛି । ଏଥିପାଇଁ ପ୍ରାୟ ୨୩,୪୩୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏସବୁ ପ୍ରକଳ୍ପ ହେଲା:India - Republic of Korea Joint Statement on Cooperation in the field of Sustainability
April 20th, 10:55 pm
India and the Republic of Korea have agreed to strengthen bilateral cooperation to address global sustainability challenges and reaffirmed their commitment to fulfill the 2030 Agenda for Sustainable Development. They expressed confidence that the expanded cooperation outlined in the joint statement will contribute to the development of innovative and scalable solutions that can support sustainable development in the Indo-Pacific region and beyond.ଫଳାଫଳ ତାଲିକା: ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
April 20th, 03:57 pm
ଭାରତ- ଦକ୍ଷିଣ କୋରିଆ ସ୍ୱତନ୍ତ୍ର ରଣନୈତିକ ସହଭାଗୀତା ପାଇଁ ମିଳିତ ରଣନୈତିକ ଦୃଷ୍ଟିକୋଣଆଜି ବିଜେପି ସୁଶାସନ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଠିଆ ହୋଇଛି: ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:30 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ବିଜେପି ସ୍ଥାପନା ଦିବସରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:00 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
March 25th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।India – Finland Joint Statement on the State Visit of President of the Republic of Finland
March 05th, 08:03 pm
At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.