2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।Prime Minister holds bilateral talks with the Prime Minister of Ethiopia
December 17th, 12:02 am
During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.ଶକ୍ତି ସୁରକ୍ଷା ଉପରେ G7 ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:15 am
G-7 ଶିଖର ସମ୍ମିଳନୀକୁ ଆମକୁ ନିମନ୍ତ୍ରଣ କରିବା ଏବଂ ଆମର ଭବ୍ୟ ସ୍ୱାଗତ ପାଇଁ ମୁଁ ପ୍ରଧାନମନ୍ତ୍ରୀ କାର୍ନିଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। G-7 ଗୋଷ୍ଠୀର ୫୦ ବର୍ଷ ପୂରଣର ଐତିହାସିକ ଅବସରରେ ମୁଁ ଆମର ସମସ୍ତ ବନ୍ଧୁଙ୍କୁ ଅଭିନନ୍ଦନ ଜଣାଉଛି।ଜି7 ଆଉଟରିଚ୍ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କନାନସ୍କିସରେ ଜି-7 ଶିଖର ସମ୍ମିଳନୀର ଆଉଟରିଚ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ସେ ‘ଶକ୍ତି ସୁରକ୍ଷା: ପରିବର୍ତ୍ତିତ ବିଶ୍ୱରେ ଉପଲବ୍ଧତା ଓ ସୁଲଭତା ସୁନିଶ୍ଚିତ କରିବା ଲାଗି ବିବିଧକରଣ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି’ ବିଷୟ ଉପରେ ଆୟୋଜିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ତାଙ୍କ ନିମନ୍ତ୍ରଣ ପାଇଁ କାନାଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାର୍କ କାର୍ନିଙ୍କୁ ଧନ୍ୟବାଦ ଜଣାଇବା ସହିତ ଜି-7 ଯାତ୍ରାର ୫୦ ବର୍ଷ ପୂରଣ ଅବସରରେ ଅଭିନନ୍ଦନ ଜଣାଇଥିଲେ।ଅଙ୍ଗୋଲା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
May 03rd, 01:00 pm
ମୁଁ ରାଷ୍ଟ୍ରପତି ଲରେନ୍ସ ଏବଂ ତାଙ୍କ ପ୍ରତିନିଧିମଣ୍ଡଳର ଭାରତରେ ହୃଦୟସ୍ପର୍ଶୀ ସ୍ୱାଗତ କରୁଛି। ଏହା ଏକ ଐତିହାସିକ ମୁହୂର୍ତ୍ତ। ୩୮ ବର୍ଷ ପରେ , ଅଙ୍ଗୋଲାର ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି। ତାଙ୍କର ଏହ ଗସ୍ତ କାରଣରୁ କେବଳ ଭାରତ - ଅଙ୍ଗୋଲା ସମ୍ପର୍କକୁ ନୂତନ ଦିଗ ମିଳୁନାହିଁ , ବରଂ ଭାରତ ଏବଂ ଆଫ୍ରିକା ସହଭାଗୀତାକୁ ବହୁତ ଶକ୍ତି ମିଳୁଛି।ସାଉଦି ଆରବ ରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ରାଷ୍ଟ୍ରୀୟ ଗସ୍ତ ସମାପନ ଅବସରରେ ମିଳିତ ବିବୃତି
April 23rd, 12:44 pm
କ୍ରାଉନ୍ ପ୍ରିନ୍ସ ତଥା ସାଉଦି ଆରବ ରାଜ୍ୟର ପ୍ରଧାନମନ୍ତ୍ରୀ ପ୍ରିନ୍ସ ମହମ୍ମଦ ବିନ୍ ସଲମାନ୍ ବିନ୍ ଅବଦୁଲଅଜିଜ୍ ଅଲ୍ ସୌଦଙ୍କ ନିମନ୍ତ୍ରଣକ୍ରମେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ଏପ୍ରିଲ ୨୨ ତାରିଖରେ ସାଉଦି ଆରବ ରାଜ୍ୟ ଗସ୍ତରେ ଯାଇଥିଲେ।ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 08:00 pm
ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।Prime Minister Shri Narendra Modi addresses TV9 Summit 2025
March 28th, 06:53 pm
PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.ଅଷ୍ଟ୍ରିଆର ଚାନ୍ସେଲରଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି
July 10th, 02:45 pm
ମୁଁ ଚାନ୍ସେଲର ନେହମାରଙ୍କୁ ଉଦାର ସ୍ୱାଗତ ଏବଂ ଆତିଥେୟତା ପାଇଁ ଧନ୍ୟବାଦ ଦେଇ ନିଜ ବକ୍ତବ୍ୟ ଆରମ୍ଭ କରିବାକୁ ଚାହୁଁଛି । ମୁଁ ଖୁସି ଯେ ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ମୁଁ ଅଷ୍ଟ୍ରିଆ ଗସ୍ତ କରିବାର ସୁଯୋଗ ପାଇଲି । ମୋ ଗସ୍ତ ଐତିହାସିକ ତଥା ସ୍ୱତନ୍ତ୍ର । ୪୧ ବର୍ଷ ପରେ ପ୍ରଥମ ଥର ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ଏହା ମଧ୍ୟ ଖୁସିର କଥା ଯେ ଏହି ଗସ୍ତ ଏପରି ଏକ ସମୟରେ ହେଉଛି ଯେତେବେଳେ ଆମ ପାରସ୍ପରିକ ସମ୍ପର୍କକୁ ୭୫ ବର୍ଷ ପୂରିଛି ।ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ
November 17th, 04:03 pm
ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଉଦ୍ ଘାଟନୀ ଅଧିବେଶନରେ ୧୪୦ କୋଟି ଭାରତୀୟଙ୍କ ତରଫରୁ, ମୁଁ ଆପଣସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ହେଉଛି ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ବିଶ୍ୱରେ ସବୁଠାରୁ ଅନନ୍ୟ ପ୍ଲାଟଫର୍ମ। ଭୌଗୋଳିକ ଦୃଷ୍ଟିକୋଣରୁ ଗ୍ଲୋବାଲ ସାଉଥ୍ ସବୁବେଳେ ରହିଆସିଛି। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ଏଭଳି ସ୍ୱର ମିଳୁଛି। ଏବଂ ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି । ଆମେ ୧୦୦ରୁ ଅଧିକ ଭିନ୍ନ-ଭିନ୍ନ ଦେଶ, କିନ୍ତୁ ଆମର ସମାନ ସ୍ୱାର୍ଥ ଅଛି, ଆମର ସମାନ ପ୍ରାଥମିକତା ଅଛି ।