Prime Minister expresses pride in Indian contingent’s performance at Commonwealth Games 2026
August 03rd, 09:55 am
The Prime Minister, Shri Narendra Modi, has expressed pride in the performance of the Indian contingent at the Commonwealth Games 2026 in Glasgow.Prime Minister congratulates Unnati Sharma on winning Bronze in Women’s 63 kg Judo
August 02nd, 12:07 pm
The Prime Minister, Shri Narendra Modi, has congratulated Unnati Sharma on winning the Bronze medal in the Women’s 63 kg Judo category at the Commonwealth Games 2026.Prime Minister congratulates Gulveer Singh on winning Bronze in Men’s 5000m
August 02nd, 12:03 pm
The Prime Minister, Shri Narendra Modi, has congratulated Gulveer Singh on winning the Bronze medal in the Men’s 5000m event at the Commonwealth Games 2026 in Glasgow.Prime Minister congratulates Narender Berwal on winning Silver in Men’s 90+ kg Boxing
August 02nd, 12:01 pm
The Prime Minister, Shri Narendra Modi, has congratulated Narender Berwal on winning the Silver medal in the Men’s 90+ kg Boxing event at the Commonwealth Games 2026 in Glasgow.Prime Minister congratulates Ankush Panghal on winning Gold in Men’s 80 kg Boxing
August 02nd, 11:58 am
The Prime Minister, Shri Narendra Modi, has congratulated Ankush Panghal on winning the Gold medal in the Men’s 80 kg Boxing event at the Commonwealth Games 2026 in Glasgow.ପୁରୁଷ ୬୦ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସଚିନ ସିୱାଚଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 01:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ୬୦ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସଚିନ ସିୱାଚଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା ୭୫ କେଜି ବକ୍ସିଂରେ ରୌପ୍ୟ ପଦକ ଜିତିଥିବାରୁ ଲଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:59 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ମହିଳା ୭୫ କେଜି ବକ୍ସିଂ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଲଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା ୭୦ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅରୁନ୍ଧତୀ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ୭୦ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଅରୁନ୍ଧତୀ ଚୌଧୁରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା ୬୦ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବା ପ୍ରିୟା ଘଙ୍ଗାସଙ୍କୁ ଅଭିନନ୍ଦନ ପ୍ରଧାନମନ୍ତ୍ରୀ
August 02nd, 12:56 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ମହିଳା ୬୦ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରିୟା ଘଙ୍ଗାସଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା ୫୧ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସାକ୍ଷୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:54 am
ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ୫୧ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସାକ୍ଷୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପୁରୁଷ ସଟ୍ ପୁଟ୍ ଏଫ୍୫୭ ରେ ସ୍ୱର୍ଣ୍ଣ ଜିତିଥିବାରୁ ସୋମନ ରାଣାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ସଟ୍ ପୁଟ୍ ଏଫ୍୫୭ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ସୋମନ ରାଣାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପୁରୁଷ ୫୫ କେଜି ବକ୍ସିଂରେ ରୌପ୍ୟ ପଦକ ଜିତିଥିବାରୁ ଯଦୁମଣି ସିଂହ ମାଣ୍ଡେଙ୍ଗବାମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ୫୫ କେଜି ବକ୍ସିଂ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଯଦୁମଣି ସିଂହ ମାଣ୍ଡେଙ୍ଗବାମଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପୁରୁଷ ସଟ୍ ପୁଟ୍ ଏଫ୍ ୫୭ ରେ ରୌପ୍ୟ ପଦକ ଜିତିଥିବାରୁ ଶୁଭମ୍ ଜୁୟାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ପୁରୁଷ ସଟ୍ ପୁଟ୍ ଏଫ୍୫୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଶୁଭମ୍ ଜୁୟାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ବ୍ରୋଞ୍ଜ ପଦକ ଜିତିଥିବାରୁ ସେଲଭା ପ୍ରଭୁ ଥିରୁମାରନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ଲମ୍ଫରେ ବ୍ରୋଞ୍ଜ ପଦକ ଜିତିଥିବାରୁ ସେଲଭା ପ୍ରଭୁ ଥିରୁମାରନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ପୁରୁଷ ଟ୍ରିପଲ ଜମ୍ପରେ ରୌପ୍ୟ ପଦକ ଜିତିଥିବା ପ୍ରବୀଣ ଚିତ୍ରଭେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୬ ରେ ପୁରୁଷ ଟ୍ରିପଲ ଜମ୍ପ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରବୀଣ ଚିତ୍ରଭେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ମହିଳା ୫୭ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବା ଯସ୍ମିନ୍ ଲାମ୍ବୋରିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ୫୭ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଯସ୍ମିନ୍ ଲାମ୍ବୋରିଆଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ୫୪ କେଜି ବକ୍ସିଂରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 02nd, 12:43 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୫ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ୫୪ କେଜି ବକ୍ସିଂ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଯଶ ବୀର ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 01st, 08:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନ୍ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଯଶ ବୀର ସିଂହଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନରେ ରୌପ୍ୟ ପଦକ ଜିତିଥିବାରୁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 01st, 08:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗ୍ଲାସଗୋରେ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ପୁରୁଷ ଜାଭେଲିନ୍ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ଜୁଡୋରେ ରୌପ୍ୟ ପଦକ ଜିତିଥିବାରୁ ଯାମିନୀ ମୌର୍ଯ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
August 01st, 08:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ୫୭ କେଜି ଜୁଡୋ ବର୍ଗରେ ରୌପ୍ୟ ପଦକ ଜିତିଥିବାରୁ ଯାମିନୀ ମୌର୍ଯ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି।