Prime Minister condoles the passing of Shri Piyush Pandey

October 24th, 11:29 am

Prime Minister Shri Narendra Modi today condoled the passing of Shri Piyush Pandey, a legendary figure in the world of advertising and communications. In a heartfelt message, the Prime Minister remembered Shri Pandey’s extraordinary creativity and his monumental contributions to India’s advertising landscape.

ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 08th, 10:15 am

ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।

‘ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 08th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ଗଣମାଧ୍ୟମ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ’ (ଆଇଏମସି) ୨୦୨୫ର ୯ମ ସଂସ୍କରଣକୁ ଉଦଘାଟନ କରିଛନ୍ତି। ଇଣ୍ଡିଆ ମୋବାଇଲ୍ କଂଗ୍ରେସର ସ୍ୱତନ୍ତ୍ର ସଂସ୍କରଣରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଅନେକ ଷ୍ଟାର୍ଟଅପ୍ ଆର୍ଥିକ ଠକେଇ ନିବାରଣ, କ୍ୱାଣ୍ଟମ୍ ଯୋଗାଯୋଗ, ୬ଜି, ଅପ୍ଟିକାଲ୍ ଯୋଗାଯୋଗ ଏବଂ ସେମିକଣ୍ଡକ୍ଟର ସମେତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଉପସ୍ଥାପନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏପରି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଉପସ୍ଥାପନା ଦେଖିବା ଦ୍ୱାରା, ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତ ସକ୍ଷମ ହାତରେ ଥିବା ତାଙ୍କ ବିଶ୍ୱାସ ଆହୁରି ଦୃଢ଼ ହୁଏ। ସେ ଏହି କାର୍ଯ୍ୟକ୍ରମ ଏବଂ ସମସ୍ତ ନୂତନ ପଦକ୍ଷେପ ପାଇଁ ଶୁଭକାମନା ଜଣାଇଥିଲେ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୨୦୨୪ ବ୍ୟାଚର ଆଇଏଫ୍‌ଏସ୍ ଶିକ୍ଷାନବୀଶ

August 19th, 08:34 pm

ଆଜି ସକାଳେ ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)ର ୨୦୨୪ ବ୍ୟାଚ ଶିକ୍ଷାନବୀଶମାନେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ ୭, ଲୋକ କଲ୍ୟାଣ ମାର୍ଗରେ ସାକ୍ଷାତ କରିଥିଲେ । ୨୦୨୪ ବ୍ୟାଚରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରୁ ୩୩ ଜଣ ଆଇଏଫ୍‌ଏସ୍ ଶିକ୍ଷାନବୀଶ ଅଛନ୍ତି ।

ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନ ଚାନସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

June 18th, 12:32 pm

କାନାଡାର କାନନସକିସରେ ଚାଲିଥିବା ଜି-୭ ସମ୍ମିଳନୀ ପରିପ୍ରେକ୍ଷୀରେ ଜର୍ମାନୀ ଚାନସେଲର ଫ୍ରେଡେରିଚ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ମେ ୨୦୨୫ରେ ମର୍ଜ ଚାନସେଲର ହେବା ପରେ ଏହା ହେଉଛି ଦୁଇ ନେତାଙ୍କ ପ୍ରଥମ ବୈଠକ । ପଦ ଭାର ଗ୍ରହଣ କରିବା ପରେ ପ୍ରଥମ ସାକ୍ଷାତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ମର୍ଜଙ୍କୁ ତାଙ୍କ ବିପୁଳ ବିଜୟ ଲାଗି ପ୍ରଶଂସା କରିଥିଲେ । କିଛି ଦିନ ପୂର୍ବରୁ ଅହମଦାବାଦ ବିମାନ ଦୁର୍ଘଟଣା ଲାଗି ଜର୍ମାନ ସରକାର ସହାନୁଭୂତି ଓ ସମବେଦନା ପ୍ରତି ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ ।

ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ପ୍ରଭାବୀ ଓ ତ୍ୱରିତ ସହାୟତାର ଆଶ୍ୱାସନା ଦେଲେ

June 12th, 04:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ହୋଇଥିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ କହିଛନ୍ତି କି ଏହି ଘଟଣା ପୁରା ଦେଶକୁ ସ୍ତବ୍ଧ ଏବଂ ଦୁଃଖୀ କରିଦେଇଛି । ସେ କହିଛନ୍ତି, ଏହି ଘଟଣା ଏତେ ହୃଦୟ ବିଦାରକ ଯେ ଶବ୍ଦରେ ବର୍ଣ୍ଣନା କରିହେବ ନାହିଁ ।

ଭାରତ ସରକାରଙ୍କ ସଚିବମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ମୋଦୀ

May 08th, 02:17 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ସଚିବମାନଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଜାତୀୟ ସୁରକ୍ଷା ସମ୍ବନ୍ଧୀୟ ସାମ୍ପ୍ରତିକ ଘଟଣାକ୍ରମକୁ ଦୃଷ୍ଟିରେ ରଖି ବୈଠକରେ ଜାତୀୟ ପ୍ରସ୍ତୁତି ଏବଂ ଆନ୍ତଃମନ୍ତ୍ରିସ୍ତରୀୟ ସମନ୍ୱୟର ସମୀକ୍ଷା କରାଯାଇଛି ।

ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 15th, 11:08 am

ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।

ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ

January 15th, 10:30 am

ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।

'କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 19th, 06:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡ. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ 'କର୍ମଯୋଗୀ ସପ୍ତାହ' - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିଛନ୍ତି ।

ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ

November 17th, 04:03 pm

ଦ୍ବିତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀର ଉଦ୍ ଘାଟନୀ ଅଧିବେଶନରେ ୧୪୦ କୋଟି ଭାରତୀୟଙ୍କ ତରଫରୁ, ମୁଁ ଆପଣସମସ୍ତଙ୍କୁ ସ୍ୱାଗତ ଜଣାଉଛି । ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ହେଉଛି ଏକବିଂଶ ଶତାବ୍ଦୀର ପରିବର୍ତ୍ତନଶୀଳ ବିଶ୍ୱରେ ସବୁଠାରୁ ଅନନ୍ୟ ପ୍ଲାଟଫର୍ମ। ଭୌଗୋଳିକ ଦୃଷ୍ଟିକୋଣରୁ ଗ୍ଲୋବାଲ ସାଉଥ୍ ସବୁବେଳେ ରହିଆସିଛି। କିନ୍ତୁ ପ୍ରଥମ ଥର ପାଇଁ ତାଙ୍କୁ ଏଭଳି ସ୍ୱର ମିଳୁଛି। ଏବଂ ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସ ଯୋଗୁଁ ସମ୍ଭବ ହୋଇପାରିଛି । ଆମେ ୧୦୦ରୁ ଅଧିକ ଭିନ୍ନ-ଭିନ୍ନ ଦେଶ, କିନ୍ତୁ ଆମର ସମାନ ସ୍ୱାର୍ଥ ଅଛି, ଆମର ସମାନ ପ୍ରାଥମିକତା ଅଛି ।

ବେଙ୍ଗାଲୁରୁରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

June 20th, 02:46 pm

କରୁନାଡ଼ ଜନତେଗେ, ନନ୍ନ ପ୍ରିତୀୟ, ନମସ୍କାରଗଡ଼ୁ, ବେଙ୍ଗାଲୁରିନଅ ମହା ଜନତେଗେ, ବିଶେଷବାଦ ନମସ୍କାରଗଡ଼ୁ, କର୍ଣ୍ଣାଟକ ରାଜ୍ୟଦ ପାଲିଗେ, ହିନ୍ଦୁ ମହତ୍ୱଦ ଦିନବାଗିଦେ। ରାଜ୍ୟଦଲ୍ଲୀ, ହଲବାରୁ ମୂଲଭୂତ ସଉକର୍ଯ୍ୟ, କଲ୍ପିସୁବ ଯୋଜନେଗଡ଼ନ୍ନୁ, ଜାରି- ଗୋଡ଼ିସଲୁ, ନନଗେ ବହଡ଼, ସନ୍ତୋଷ- ବାଗୁତିଦେ। କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାୱର ଚନ୍ଦ ଜୀ ଗହଲୋତ, କର୍ଣ୍ଣାଟକର ଜନପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ବାସବରାଜ ମହାଶୟ, କେନ୍ଦ୍ର ମନ୍ତ୍ରୀପରିଷଦରେ ମୋର ସହଯୋଗୀ ପ୍ରହଲ୍ଲାଦ ଯୋଶୀ ମହାଶୟ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ବେଙ୍ଗଲୁରୁର ମୋର ସମସ୍ତ ଭଉଣୀ- ଭାଇମାନଙ୍କୁ ନମସ୍କାର।

PM inaugurates and lays the foundation stone of multiple rail and road infrastructure projects worth over Rs 27000 crore in Bengaluru

June 20th, 02:45 pm

The Prime Minister, Shri Narendra Modi inaugurated and laid the foundation stone of multiple rail and road infrastructure projects worth over Rs 27000 crore in Bengaluru today. Earlier, the Prime Minister inaugurated the Centre for Brain Research and laid the foundation Stone for Bagchi Parthasarathy Multispeciality Hospital at IISc Bengaluru.

ପ୍ରଯୁକ୍ତି-ପରିଚାଳିତ ବିକାଶ ଉପରେ ବଜେଟ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

March 02nd, 10:49 am

ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କେବଳ ଆମ ସରକାରଙ୍କ ପାଇଁ ଏକ ପୃଥକ କ୍ଷେତ୍ର ନୁହେଁ । ଆଜି ଅର୍ଥନୀତି କ୍ଷେତ୍ରରେ ଆମର ଦୃଷ୍ଟିକୋଣ, ଡିଜିଟାଲ ଅର୍ଥନୀତି ଏବଂ ଫିନଟେକ୍ ପରି ଭିତ୍ତିଭୂମି ସହିତ ଜନିତ । ଭିତ୍ତିଭୂମି କ୍ଷେତ୍ରରେ ଆମ ବିକାଶର ଦୃଷ୍ଟିକୋଣ, ଉନ୍ନତ ଜ୍ଞାନକୌଶଳ ଉପରେ ଆଧାରିତ । ଜନସେବା ଏବଂ ଶେଷ ମାଇଲ ବିତରଣ ମଧ୍ୟ ବର୍ତ୍ତମାନ ଡାଟା ମାଧ୍ୟମରେ ଡିଜିଟାଲ ପ୍ଲାଟଫର୍ମ ସହିତ ସଂଯୋଗ ହେଉଛି । ଆମ ପାଇଁ ଟେକ୍ନୋଲଜି ଦେଶର ସାଧାରଣ ନାଗରିକମାନଙ୍କୁ ଶସକ୍ତ କରିବା ପାଇଁ ଏକ ଶକ୍ତିଶାଳୀ ମାଧ୍ୟମ ଅଟେ । ଦେଶକୁ ଆତ୍ମନିର୍ଭରଶୀଳ କରିବା ପାଇଁ ଟେକ୍ନାଲୋଜି ପ୍ରମୁଖ ଆଧାର ଅଟେ । ଏବଂ ଯେତେବେଳଳେ ମୁଁ ଭାରତର ଆତ୍ମନିର୍ଭରତା ବିଷୟରେ କଥାବାର୍ତ୍ତା କରେ, ସେତେବେଳେ ଆଜି ମଧ୍ୟ ଆପଣ ନିଶ୍ଚୟ ସକାଳେ ଆମେରିକାର ରାଷ୍ଟ୍ରପରି ବାଇଡେନଙ୍କ ଅଭିଭାଷଣ ଶୁଣିଥିବେ । ଆମେରିକାକୁ ଆତ୍ମନିର୍ଭାଶୀଳ କରିବା ବିଷୟରେ ସେ ମଧ୍ୟ ଆଲୋଚନା କରିଛନ୍ତି । ଆମେରିକାରେ ମେକିନ ଆମେରିକା ପାଇଁ ସେ ଆଜି ବହୁତ ଗୁରୁତ୍ୱ ଦେଇଛନ୍ତି । ଏବଂ ସେଥିପାଇଁ ଆମେ ଜାଣିଛୁ ଯେ ଯେଉଁ ନୂତନ ବ୍ୟବସ୍ଥାମାନ ବିଶ୍ୱରେ ତିଆରି ହେଉଛି । ସେଥିରେ ଆମ ପାଇଁ ମଧ୍ୟ ବହୁତ ଆବଶ୍ୟକ ଅଛି, ଆମେ ଆତ୍ମନିର୍ଭରତା ସହିତ ଆଗକୁ ବଢ଼ିବା । ଏବଂ ଏହି ବଜେଟରେ ସେହି ଜିନିଷ ଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯାଇଛି, ଆପଣ ନିଶ୍ଚୟ ଦେଖିଥିବେ ।

'ପ୍ରଯୁକ୍ତି ଆଧାରିତ ବିକାଶ' ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 02nd, 10:32 am

ବଜେଟ ପର ସପ୍ତମ ୱେବିନାରକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧିତ କରିଛନ୍ତି । ସମୟାନୁସାରେ ବଜେଟର ବ୍ୟବସ୍ଥାଗୁଡିକୁ ଅଂଶୀଦାରମାନେ ଯେପରି ସଠିକ୍ ଓ ସମ୍ପୂର୍ଣ୍ଣଭାବେ ତ୍ୱରାନ୍ୱିତ କରିବେ ପ୍ରଧାନମନ୍ତ୍ରୀ ତା’ଉପରେ ଗୁରୁତ୍ବାରୋପ କରିଛନ୍ତି । “ମିଳିମିଶି ବଜେଟ୍‌ରେ ଥିବା ବ୍ୟବସ୍ଥାଗୁଡିକୁ ଆମେ ତ୍ୱରାନ୍ୱିତ କଲେ ଏହାର ଅନୁକୂଳ ଲାଭ ଆମକୁ ମିଳିବ” ବୋଲି ୱେବିନାରରେ ସେ କହିଥିଲେ ।

କାନପୁର ମେଟ୍ରୋ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

December 28th, 01:49 pm

ଭାରତ ମାତାଙ୍କର ଜୟ ହେଉ, ଭାରତ ମାତାଙ୍କର ଜୟ ହେଉ । ଉତରପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ହରଦୀପ ପୁରୀ ଜୀ, ଏଠାକାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ସାଧ୍ୱୀ ନିରଞ୍ଜନ ଜ୍ୟୋତି ଜୀ, ଭାନୁପ୍ରତାପ ବର୍ମା ଜୀ, ଉତରପ୍ରଦେଶର ମନ୍ତ୍ରୀ ଶ୍ରୀ ସତୀଶ ମହାନା ଜୀ, ନୀଳିମା କଟିୟାର ଜୀ, ରଣବେନ୍ଦ୍ର ପ୍ରତାପ ଜୀ, ଲଖନ ସିଂହ ଜୀ, ଅଜିତ ପାଲ୍ ଜୀ, ଏଠାରେ ଉପସ୍ଥିତ ସମସ୍ତ ଆଦରଣୀୟ ସାଂସଦ, ସମସ୍ତ ଶ୍ରଦ୍ଧେୟ ବିଧାୟକଗଣ, ଅନ୍ୟ ସମସ୍ତ ଜନପ୍ରତିନିଧି ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ! ଋଷି ମୁନି ମାନଙ୍କର ତପସ୍ଥଳୀ, ସ୍ୱାଧୀନତା ସଂଗ୍ରାମୀ ଏବଂ କ୍ରାନ୍ତିବୀର ମାନଙ୍କର ପ୍ରେରଣା ସ୍ଥଳୀ, ସ୍ୱାଧୀନ ଭାରତର ଓøଦ୍ୟୋଗିକ ସାମର୍ଥ୍ୟକୁ ଶକ୍ତି ପ୍ରଦାନ କରୁଥିବା ଏହି କାନପୁରକୁ ମୋର ଶତ ଶତ ପ୍ରଣାମ । ଏହି କାନପୁର ହେଉଛି ସେହି ସ୍ଥାନ ଯାହା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ, ସୁନ୍ଦର ସିଂହ ଭଣ୍ଡାରୀ ଜୀ ଏବଂ ଅଟଳ ବିହାରୀ ବାଜପେୟୀ ଜୀଙ୍କ ଭଳି ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱଙ୍କୁ ଗଢ଼ିବା କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛି । ଏବଂ ଆଜି କେବଳ କାନପୁର ଖୁସି ଅଛି, ସେମିତି ନୁହେଁ, ବରୁଣ ଦେବତା ମଧ୍ୟ ଏହି ଖୁସିରେ ସାମିଲ୍ ହେବା ନିମନ୍ତେ ମନ ବଳେଇଛନ୍ତି ।

କାନପୁର ମେଟ୍ରୋ ରେଳ ପ୍ରକଳ୍ପକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

December 28th, 01:46 pm

ପ୍ରଧାନମନ୍ତ୍ରୀଶ୍ରୀ ନରେନ୍ଦ୍ର ମୋଦୀ ଆଜି କାନପୁର ମେଟ୍ରୋ ରେଳ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ କାନପୁର ମେଟ୍ରୋରେଳ ପ୍ରକଳ୍ପକୁ ପରିଦର୍ଶନ କରିବ ।ସହ ଆଇଆଇଟି ମେଟ୍ରୋ ଷ୍ଟେସନ ଠାରୁ ଗୀତା ନଗର ପର୍ଯ୍ୟନ୍ତ ମେଟ୍ରୋ ରେଳଯାତ୍ରା କରିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ବୀନା- ପାଙ୍କି ମଲଟିପ୍ରଡକ୍ଟ ପାଇପଲାଇନ୍ ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଛନ୍ତି ।ଏହି ପାଇପ ଲାଇନ୍ ମଧ୍ୟ ପ୍ରଦେଶର ବୀନା ତୈଳ ବିଶୋଧନାଗାର ଠାରୁ କାନପୁରର ପାଙ୍କି ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛିଏବଂଏହା ଫଳରେ ବୀନା ବିଶୋଧନାଗାର କ୍ଷେତ୍ରର ପେଟ୍ରୋଲିୟମ୍‌ଜାତ ପଦାର୍ଥ ଏହି କ୍ଷେତ୍ରରେ ସହଜରେ ଉପଲବ୍ଧ ହୋଇପାରିବ। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ରମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ପ୍ରମୁଖ ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଉପସ୍ଥିତ ଥିଲେ ।

ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

November 03rd, 01:49 pm

ଇଟାଲୀ ଏବଂ ଗ୍ଲାସଗୋ ଗସ୍ତରୁ ଫେରିବାର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ର ନରେନ୍ଦ୍ର ମୋଦୀ ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ 50 ପ୍ରତିଶତରୁ କମ ପ୍ରଥମ ଡୋଜ୍ ଟିକାକରଣ ଏବଂ ଦ୍ୱିତୀୟ ଡୋଜ୍ ଟିକାକରଣରେ ବିଶେଷ ଅଗ୍ରଗତି କରିପାରିନଥିବା ଜିଲ୍ଲାମାନଙ୍କୁ ସାମିଲ କରାଯାଇଥିଲା। କମ୍ ଟିକାକରଣ ହୋଇଥିବା ଝାଡ଼ଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଓ ଅନ୍ୟ ରାଜ୍ୟର 40ରୁ ଅଧିକ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଲୋଚନା କରିଥିଲେ।

ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

November 03rd, 01:30 pm

ଇଟାଲୀ ଏବଂ ଗ୍ଲାସଗୋ ଗସ୍ତରୁ ଫେରିବାର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ର ନରେନ୍ଦ୍ର ମୋଦୀ ଟିକାକରଣରେ ପଛୁଆ ରହିଥିବା ଜିଲ୍ଲାମାନଙ୍କ ସହିତ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ 50 ପ୍ରତିଶତରୁ କମ ପ୍ରଥମ ଡୋଜ୍ ଟିକାକରଣ ଏବଂ ଦ୍ୱିତୀୟ ଡୋଜ୍ ଟିକାକରଣରେ ବିଶେଷ ଅଗ୍ରଗତି କରିପାରିନଥିବା ଜିଲ୍ଲାମାନଙ୍କୁ ସାମିଲ କରାଯାଇଥିଲା। କମ୍ ଟିକାକରଣ ହୋଇଥିବା ଝାଡ଼ଖଣ୍ଡ, ମଣିପୁର, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ ଓ ଅନ୍ୟ ରାଜ୍ୟର 40ରୁ ଅଧିକ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଆଲୋଚନା କରିଥିଲେ।

ନାସକମ୍ ଟେକ୍ନୋଲୋଜି ଓ ନେତୃତ୍ୱ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 17th, 12:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍‌ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।