India - Republic of Korea Joint Statement on Cooperation in the field of Sustainability

April 20th, 10:55 pm

India and the Republic of Korea have agreed to strengthen bilateral cooperation to address global sustainability challenges and reaffirmed their commitment to fulfill the 2030 Agenda for Sustainable Development. They expressed confidence that the expanded cooperation outlined in the joint statement will contribute to the development of innovative and scalable solutions that can support sustainable development in the Indo-Pacific region and beyond.

Joint Strategic Vision for India-ROK Special Strategic Partnership

April 20th, 10:53 pm

President of the Republic of Korea Lee Jae Myung is on a State Visit to India from 19 – 21 April, 2026. During his visit, he held bilateral talks with Prime Minister Narendra Modi. Joint Strategic Vision for implementing and adding further momentum to the India-ROK Special Strategic Partnership in the next five years (2026-2030) was also announced.

ଜାପାନର ପ୍ରତିନିଧି ସଭା ନିର୍ବାଚନରେ ଐତିହାସିକ ବିଜୟ ପାଇଁ ସାନାଇ ତାକାଇଚିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

February 08th, 09:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରତିନିଧି ସଭା ନିର୍ବାଚନରେ ଉଲ୍ଲେଖନୀୟ ବିଜୟ ପାଇଁ ମହାମହିମ ସାନାଇ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଭାରତ-ଜର୍ମାନୀ ମିଳିତ ବିବୃତି

January 12th, 03:50 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଜର୍ମାନୀ ଚାନ୍ସେଲର, ମହାମହିମ ଶ୍ରୀ ଫ୍ରେଡ୍ରିକ ମର୍ଜ 12-13 ଜାନୁଆରୀ 2026ରେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ । ଚାନ୍ସେଲରଙ୍କ ସହିତ 23ଜଣ ଅଗ୍ରଣୀ ଜର୍ମାନ ସିଇଓ ଏବଂ ଶିଳ୍ପପତିଙ୍କ ସମେତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଆସିଥିଲେ।

ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

December 05th, 02:00 pm

ଆଜି ଭାରତ - ରୁଷ ୨୩ତମ ଶିଖର ସମ୍ମିଳନୀରେ ରାଷ୍ଟ୍ରପତି ପୁଟିନଙ୍କୁ ସ୍ୱାଗତ କରି ମୁଁ ବହୁତ ଖୁସି ଅନୁଭବ କରୁଛି। ଆମର ଦ୍ୱିପାକ୍ଷିକ ସମ୍ପର୍କ ଅନେକ ଐତିହାସିକ ମାଇଲଖୁଣ୍ଟ ଦେଇ ଗତି କରୁଥିବା ସମୟରେ ସେ ଭାରତ ଗସ୍ତରେ ଆସିଛନ୍ତି। ଠିକ୍ ୨୫ ବର୍ଷ ପୂର୍ବେ, ରାଷ୍ଟ୍ରପତି ପୁଟିନ ଆମର ରଣନୈତିକ ସହଭାଗୀତାର ମୂଳଦୁଆ ସ୍ଥାପନ କରିଥିଲେ। ୧୫ ବର୍ଷ ପୂର୍ବେ, ୨୦୧୦ ମସିହାରେ, ଆମର ସହଭାଗୀତାକୁ ସ୍ୱତନ୍ତ୍ର ଏବଂ ବିଶେଷାଧିକାର ପ୍ରାପ୍ତ ରଣନୀତିକ ଭାଗିଦାରୀର ମାନ୍ୟତା ମିଳିଥିଲା।

PM Modi’s remarks during the joint press meet with Russian President Vladimir Putin

December 05th, 01:50 pm

PM Modi addressed the joint press meet with President Putin, highlighting the strong and time-tested India-Russia partnership. He said the relationship has remained steady like the Pole Star through global challenges. PM Modi announced new steps to boost economic cooperation, connectivity, energy security, cultural ties and people-to-people linkages. He reaffirmed India’s commitment to peace in Ukraine and emphasised the need for global unity in the fight against terrorism.

ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ; ଭାରତ-ଜାପାନ ବିଶ୍ୱସ୍ତରୀୟ ସହଭାଗିତା ଆଗକୁ ବଢ଼ାଇବାକୁ ଆଲୋଚନା

October 29th, 01:14 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାପାନର ପ୍ରଧାନମନ୍ତ୍ରୀ ସାନେ ତାକାଇଚିଙ୍କ ସହ କଥା ହୋଇଛନ୍ତି ।

ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

September 11th, 12:30 pm

ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।

ଭାରତ ପ୍ରତି ଆସ୍ଥା ପ୍ରକାଶ କରିଥିବାରୁ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ

September 04th, 01:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଶ୍ରୀ ଲରେନ୍ସ ୱଙ୍ଗଙ୍କୁ ଭାରତ ପ୍ରତି ଆସ୍ଥା ପ୍ରକଟ କରିଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଏକ ବିକଶିତ ଭାରତ ନିର୍ମାଣ ଦିଗରେ ଆମର ଯାତ୍ରାରେ ସିଙ୍ଗାପୁର ଏକ ମୂଲ୍ୟବାନ ସହଯୋଗୀ ।

ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

August 31st, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ଅଗଷ୍ଟ ୨୦୨୫ରେ ତିଆନଜିନ ଠାରେ ଆୟୋଜିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ଚୀନ୍ ରାଷ୍ଟ୍ରପତି ଶ୍ରୀ ସି ଜିନପିଙ୍ଗଙ୍କ ସହ ଦ୍ୱିପାକ୍ଷିକ ସାକ୍ଷାତ କରିଥିଲେ।

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 05th, 11:06 am

ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।

ରଣନୀତିକ ଭାଗୀଦାରିକୁ ଆହୁରି ମଜବୁତ୍‌ କରିବା ପାଇଁ ପ୍ରତିବଦ୍ଧତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ୟୁଏଇ ରାଷ୍ଟ୍ରପତି ମହାମହିମ ମହମ୍ମଦ ବିନ୍ ଜାଏଦ

July 31st, 12:36 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ସଂଯୁକ୍ତ ଆରବ ଏମିରେଟ୍ସ୍‌-ୟୁଏଇର ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କ ସହ ଟେଲିଫୋନରେ କଥା ହୋଇଥିଲେ ।