Prime Minister condoles loss of lives in a mishap in Chamba, Himachal Pradesh
August 08th, 11:52 am
The Prime Minister, Shri Narendra Modi, condoled loss of lives due to a mishap in Chamba, Himachal Pradesh. My thoughts are with the families who have lost their loved ones. May those injured recover at the earliest, Shri Modi stated.ଶ୍ରୀ ଡି. ୱାଇ. ପାଟିଲ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 04th, 03:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଶିକ୍ଷାବିତ୍ ତଥା ପରୋପକାରୀ ଶ୍ରୀ ଡି. ୱାଇ. ପାଟିଲ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ଡି. ୱାଇ. ପାଟିଲଜୀ ସର୍ବଦା ଅନ୍ୟମାନଙ୍କ, ବିଶେଷ କରି ଗରିବଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ କାର୍ଯ୍ୟ କରିଥିଲେ।Prime Minister expresses grief over loss of lives due to building collapse in Thane
July 31st, 01:08 pm
The Prime Minister, Shri Narendra Modi has expressed deep grief over the loss of lives due to the collapse of a building in Thane, Maharashtra.ସିକିମର ନାମଚିରେ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 21st, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମର ନାମଚିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।Prime Minister condoles passing of Smt. Chennamma Ji
July 18th, 09:00 pm
The Prime Minister, Shri Narendra Modi, has expressed deep sorrow over the passing of Smt. Chennamma Ji, wife of former Prime Minister, Shri Deve Gowda Ji. Shri Modi noted that Smt. Chennamma Ji was admired for her humility and passion towards serving society.ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 18th, 07:13 pm
ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି।ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 13th, 09:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।କତାରର ଫାଦର ଆମିର୍ ହିଜ୍ ହାଇନେସ୍ ଶେଖ୍ ହମଦ ବିନ୍ ଖଲିଫା ଅଲ୍ ଥାନିଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
July 12th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କତାର ରାଜ୍ୟର ଫାଦର ଆମିର୍, ହିଜ୍ ହାଇନେସ୍ ଶେଖ୍ ହମଦ ବିନ୍ ଖଲିଫା ଅଲ୍ ଥାନିଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି।କିମ୍ବଦନ୍ତୀ ପ୍ରଚ୍ଛଦପଟ ଗାୟିକା ଏସ୍. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 12th, 09:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ପ୍ରଚ୍ଛଦପଟ ଗାୟିକା ଏସ୍. ଜାନକୀ ଆମ୍ମାଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ଭିଏତନାମର ଫୁ କ୍ୱୋକ୍ ନିକଟରେ ଭାରତୀୟ ନାଗରିକମାନଙ୍କୁ ନେଇ ଘଟିଥିବା ଡଙ୍ଗା ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
July 11th, 06:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଏତନାମର ଫୁ କ୍ୱୋକ୍ ନିକଟରେ ଭାରତୀୟ ନାଗରିକମାନଙ୍କୁ ନେଇ ଘଟିଥିବା ଦୁଃଖଦ ଡଙ୍ଗା ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି।କର୍ଣ୍ଣାଟକର କାରୱାରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 02:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।Prime Minister condoles passing of Pandavani singer Tijan Bai ji
July 05th, 12:07 pm
The Prime Minister, Shri Narendra Modi has condoled passing of renowned Pandavani singer Tijan Bai ji. Shri Modi remarked that through her grand performances, Tijan Bai ji gave Pandavani folk art form of Chhattisgarh a unique identity across the world.ବେଙ୍ଗାଲୁରୁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 02nd, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର ପଥର ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି।ଶ୍ରୀମତୀ ବିଜୟା ମେହେଟ୍ଟା ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 01st, 11:41 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀମତୀ ବିଜୟା ମେହେଟ୍ଟା ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀମତୀ ବିଜୟା ମେହେଟ୍ଟା ଜୀ ଆଧୁନିକ ମରାଠୀ ଥିଏଟରର ଅଗ୍ରଦୂତ ଥିଲେ, ଯିଏକି ନିଜର ସୃଜନଶୀଳତା ଏବଂ କଳାତ୍ମକ ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ପାଇଁ ଜଣାଶୁଣା। ଏବଂ ତାଙ୍କ କାର୍ଯ୍ୟ ଅଭିନେତା, ନିର୍ଦ୍ଦେଶକ ଏବଂ ଥିଏଟର ପ୍ରେମୀଙ୍କ ପିଢ଼ିକୁ ପ୍ରେରଣା ଦେଇଥିଲା ।କୋଲକାତାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।ଭେନେଜୁଏଲାରେ ଭୟଙ୍କର ଭୂକମ୍ପ ଯୋଗୁଁ ଘଟିଥିବା କ୍ଷୟକ୍ଷତିକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 25th, 11:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେନେଜୁଏଲାରେ ଭୟଙ୍କର ଭୂମିକମ୍ପ ଯୋଗୁଁ ଘଟିଥିବା କ୍ଷୟକ୍ଷତିକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି। ଭାରତର ଜନସାଧାରଣଙ୍କ ତରଫରୁ ସମବେଦନା ଜଣାଇ ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ ଏବଂ ଏହି ଦୁଃଖଦ ଘଟଣାରେ ପ୍ରଭାବିତ ସମସ୍ତଙ୍କ ସହ ଏକତା ବ୍ୟକ୍ତ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କତାର ଅମୀରଙ୍କ ଟେଲିଫୋନ୍ କଲ୍
June 23rd, 10:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କତାରର ଅମୀର ଶେଖ୍ ତମିମ୍ ବିନ୍ ହମଦ ଅଲ୍-ଥାନିଙ୍କଠାରୁ ଏକ ଟେଲିଫୋନ କଲ୍ ପାଇଛନ୍ତି ।ଲକ୍ଷ୍ନୌରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 22nd, 06:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଥିବା ଏକ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଶ୍ରୀମତୀ ଭାବନାବେନ୍ ପଟେଲଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 22nd, 01:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ଏବଂ ନଗର ହାଭେଲି ଏବଂ ଡାମନ ଏବଂ ଡିଉ ପ୍ରଶାସକ ଶ୍ରୀ ପ୍ରଭୁଲଭାଇ ପଟେଲଙ୍କ ପତ୍ନୀ ଶ୍ରୀମତୀ ଭବନବେନ୍ ପଟେଲଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି।Prime Minister expresses grief over loss of lives in mishap in Tiruvallur district of Tamil Nadu
June 21st, 10:08 pm
The Prime Minister, Shri Narendra Modi has expressed deep grief over the loss of lives due to a mishap in Tiruvallur district of Tamil Nadu.