ନୂଆଦିଲ୍ଲୀଠାରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀ ଅବସରରେ କାଜାଖସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 13th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କାଜାଖସ୍ତାନ ଯୁକ୍ତରାଜ୍ୟର ରାଷ୍ଟ୍ରପତି ମାନ୍ୟବର ଶ୍ରୀ କାସିମ୍-ଜୋମାର୍ଟ ଟୋକାୟେଭଙ୍କ ସହ ସାକ୍ଷାତ କରିଛନ୍ତି।ଖଡ଼ଗପୁର-ଝାରସୁଗୁଡ଼ା (ବାଗଡିହି) ଚତୁର୍ଥ ଲାଇନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ ଓ ଛତିଶଗଡ଼ର ୧୪ଟି ଜିଲ୍ଲାକୁ ନେଇ ୩ଟି ରେଳମାର୍ଗ ପ୍ରଶସ୍ତିକରଣ ପ୍ରକଳ୍ପକୁ ମିଳିଲା କ୍ୟାବିନେଟ ମଞ୍ଜୁରି
September 09th, 03:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ୫ ରାଜ୍ୟର ୧୪ଟି ଜିଲ୍ଲା ଦେଇ ଯାଇଥିବା ୩ଟି ରେଳ ଲାଇନ୍ ପ୍ରଶସ୍ତିକରଣ ପ୍ରକଳ୍ପକୁ ଅନୁମୋଦନ କରିଛି । ଏସବୁ ପ୍ରକଳ୍ପ ନିର୍ମାଣ ଲାଗି ମୋଟ୍ ୧୦,୭୮୩ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି ।The Dedicated Freight Corridor is the lifeline of a rapidly developing India: PM Modi in Vadodara, Gujarat
September 08th, 12:30 pm
Addressing the ‘Namo for Viksit Bharat’ programme in Vadodara, PM Modi announced further momentum in the journey towards a Viksit Bharat. From completing the 2,800+ km Dedicated Freight Corridor and strengthening logistics to advancing manufacturing, renewable energy, skills and AI readiness, these projects will give fresh momentum to Gujarat’s and India’s development journey.ଗୁଜରାଟର ଭଦୋଦରାଠାରେ ₹୩୫,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 08th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଭଦୋଦରାଠାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦ୍ଘାଟନ ଓ ଜାତି ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି। ସମ୍ମାନିତ ଅତିଥିମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଐତିହାସିକ ଅବସରରେ ପ୍ରତ୍ୟକ୍ଷ ଭାବେ ଏବଂ ଅନଲାଇନ୍ ମାଧ୍ୟମରେ ଯୋଡ଼ି ହୋଇଥିବା ନାଗରିକମାନଙ୍କୁ ସେ ସ୍ୱାଗତ କରିଥିଲେ। “ମୁଁ ଗୁଜରାଟର ମୋର ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ ଜଣାଉଛି” ବୋଲି ଶ୍ରୀ ମୋଦୀ କହିଥିଲେ।ସେପ୍ଟେମ୍ବର ୮ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
September 07th, 11:51 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୮ ସେପ୍ଟେମ୍ବର ୨୦୨୬ରେ ଗୁଜରାଟ ଏବଂ ମହାରାଷ୍ଟ୍ର ଗସ୍ତ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ, ପ୍ରଧାନମନ୍ତ୍ରୀ ଭଦୋଦରାରେ ୩୫,୦୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ। ଏହି ଅବସରରେ ସେ ଜନସଭାକୁ ମଧ୍ୟ ସମ୍ବୋଧିତ କରିବେ।୨୬ତମ ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 01st, 01:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିର୍ଗିଜସ୍ତାନର ବିଶକେକରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ରାଷ୍ଟ୍ରମୁଖ୍ୟ ପରିଷଦର ୨୬ତମ ଶିଖର ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏସସିଓ ସମ୍ମିଳନୀ ୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଛି ।କିର୍ଗିଜସ୍ତାନର ବିଶକେକରେ ୨୬ତମ ଏସସିଓ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
September 01st, 01:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିର୍ଗିଜସ୍ତାନର ବିଶକେକରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ରାଷ୍ଟ୍ରମୁଖ୍ୟ ପରିଷଦର ୨୬ତମ ଶିଖର ବୈଠକରେ ଅଂଶଗ୍ରହଣ କରିଛନ୍ତି । ଏସସିଓ ସମ୍ମିଳନୀ ୩୧ ଅଗଷ୍ଟ ଏବଂ ୧ ସେପ୍ଟେମ୍ବର ଦୁଇ ଦିନ ଧରି ଅନୁଷ୍ଠିତ ହୋଇଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଜବେକିସ୍ତାନ ଗସ୍ତ ଅବସରରେ ମିଳିତ ବିବୃତି
August 30th, 05:56 pm
ଉଜବେକିସ୍ତାନ ରାଷ୍ଟ୍ରପତି ମହାମହିମ ଶ୍ରୀ ଶୌକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଓ ୩୦ ଅଗଷ୍ଟ ୨୦୨୬ରେ ଉଜବେକିସ୍ତାନକୁ ସରକାରୀ ଗସ୍ତରେ ଯାଇଥିଲେ।ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
August 30th, 01:30 pm
ଉଜବେକିସ୍ତାନ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତିରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟଉଜବେକିସ୍ତାନ ଓ କିର୍ଗିଜ୍ ଗଣରାଜ୍ୟ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତ୍ତି
August 29th, 08:45 am
ରାଷ୍ଟ୍ରପତି ଶଭକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ମୁଁ ୨୯-୩୦ ଅଗଷ୍ଟରେ ସରକାରୀ ଗସ୍ତରେ ତାସକେଣ୍ଟ ଯିବି। ଗତ କିଛି ବର୍ଷ ମଧ୍ୟରେ, ଭାରତ-ଉଜବେକିସ୍ତାନ ରଣନୈତିକ ସହଭାଗିତାରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଜବେକିସ୍ତାନ ଏବଂ ର୍କିଗିଜ୍ ଗଣତନ୍ତ୍ର ଗସ୍ତ
August 27th, 05:14 pm
ଉଜବେକିସ୍ତାନ ରାଷ୍ଟ୍ରପତି ସଭକତ ମିର୍ଜିୟୋୟେଭଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 29 ରୁ 30 ଅଗଷ୍ଟ ପର୍ଯ୍ୟନ୍ତ ଉଜବେକିସ୍ତାନ ଗସ୍ତ କରିବେ । ଏହି ଗସ୍ତ ସମୟରେ ସେ ରାଷ୍ଟ୍ରପତି ମିର୍ଜିୟୋୟେଭଙ୍କ ସହ ପ୍ରତିନିଧି ସ୍ତରୀୟ ଆଲୋଚନା କରି ବିକଶିତ ଭାରତ 2047 ଏବଂ ଉଜବେକିସ୍ତାନ-2030 ର ସହଭାଗୀ ବିକାଶମୂଳକ ଦୃଷ୍ଟିକୋଣକୁ ଆଗକୁ ବଢ଼ାଇବେ । ପରେ, କିର୍ଗିଜ୍ ଗଣତନ୍ତ୍ରର ରାଷ୍ଟ୍ରପତି ସାଦିର ଝାପାରୋଭଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ମୋଦୀ 31 ଅଗଷ୍ଟରୁ 1 ସେପ୍ଟେମ୍ବର 2026 ରେ 26ତମ ଏସସିଓ ସମ୍ମିଳନୀରେ ଭାଗ ନେବା ପାଇଁ ବିସକେକ୍ ଗସ୍ତ କରିବେ । ସେ ଷଷ୍ଠ ବିଶ୍ୱ ନୋମାଡ୍ ଗେମ୍ସର ଉଦଘାଟନୀ ସମାରୋହରେ ମଧ୍ୟ ଯୋଗଦେବେ ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୩ତମ ପ୍ରଗତି ବୈଠକ ଅନୁଷ୍ଠିତ
August 25th, 09:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥରେ ଆଇସିଟି-ସକ୍ଷମ, ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟକାରିତା ପାଇଁ ବହୁମୁଖୀ ପ୍ଲାଟଫର୍ମ ପ୍ରଗତିର ୫୩ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ
August 20th, 09:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ୭, ଲୋକ କଲ୍ୟାଣ ମାର୍ଗସ୍ଥିତ ତାଙ୍କ ଆବାସରେ ଭାରତ ସରକାରଙ୍କ ସଚିବମାନଙ୍କ ସହିତ ତୃତୀୟ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି । ସେ ଭିତ୍ତିଭୂମି ଓ ଯୋଗାଯୋଗ, ସୁରକ୍ଷା ଓ ବୈଦେଶିକ ବ୍ୟାପାର ଏବଂ ଶାସନ ସହ ଜଡିତ ମନ୍ତ୍ରଣାଳୟ ଓ ବିଭାଗଗୁଡ଼ିକର ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିଛନ୍ତି ।କ୍ୟାବିନେଟ୍ ମଞ୍ଜୁରୀ: ବିହାରର ମୁଜାଫରପୁର-ସୀତାମଢ଼ୀ-ସୋନବର୍ଷା ଏନ୍ଏଚ୍-୨୨ ସଡ଼କ ୩,୫୯୦.୭୩ କୋଟି ଟଙ୍କା ବ୍ୟୟରେ ହେବ ୪ ଲେନ୍
August 19th, 03:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବିହାରରେ ୨୨ ନମ୍ବର ଜାତୀୟ ରାଜପଥର ମୁଜାଫରପୁର-ସୀତାମଢ଼ୀ-ସୋନବର୍ଷା ସେକ୍ସନକୁ ୪-ଲେନ୍ ବିଶିଷ୍ଟ ମାନକକୁ ଉନ୍ନୀତ କରିବା ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ୮୨.୫୭୮ କିଲୋମିଟର ଦୈର୍ଘ୍ୟ ଏହି ପ୍ରକଳ୍ପ ହାଇବ୍ରିଡ୍ ଆନୁଇଟି ମୋଡରେ ମୋଟ ୩,୫୯୦.୭୩ କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ କରାଯିବ।ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରିଦେଶର ମୋଟ୍ ୪ଟି ରେଳ ଲାଇନ୍ସମ୍ପ୍ରସାରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ଦ୍ୱାରା ଓଡ଼ିଶା,ପଶ୍ଚିମବଙ୍ଗ, ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶର ଆଠଟି ଜିଲ୍ଲା ହେବେ ଉପକୃତଏସବୁ ରେଳ ଲାଇନ ନିର୍ମାଣ ଦ୍ୱାରା ଭାରତୀୟ ରେଳବାଇର ବର୍ତ୍ତମାନର ନେଟୱାର୍କ ପ୍ରାୟ ୪୧୦ କିଲୋମିଟର ବୃଦ୍ଧି ପାଇବ
August 19th, 03:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୯,୪୫୦ କୋଟି ଟଙ୍କା ମୂଲ୍ୟର ଚାରୋଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ରହିଛି:୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲ କିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 04:44 pm
୮୦ତମ ସ୍ୱାଧୀନତା ଦିବସ ଅବସରରେ ଲାଲ କିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.