ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ସମ୍ବିଧାନ ଦିବସରେ ପ୍ୟାରିସସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବି.ଆର. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ନେଇ ପ୍ରଧାନମନ୍ତ୍ରୀଙ୍କ ଗର୍ବ ପ୍ରକାଶ
November 26th, 10:51 pm
ସମ୍ବିଧାନ ଦିବସରେ ପ୍ୟାରିସ ସ୍ଥିତ ୟୁନେସ୍କୋ ମୁଖ୍ୟାଳୟରେ ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯିବା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅତ୍ୟନ୍ତ ଗର୍ବ ପ୍ରକାଶ କରିଛନ୍ତି ।ସମ୍ବିଧାନ ସଦନର କେନ୍ଦ୍ରୀୟ କକ୍ଷରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 26th, 09:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସମ୍ବିଧାନ ସଦନର ଐତିହାସିକ କେନ୍ଦ୍ରୀୟ କକ୍ଷରେ ଆୟୋଜିତ ସମ୍ବିଧାନ ଦିବସ ସମାରୋହରେ ଯୋଗ ଦେଇଛନ୍ତି।ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ
November 26th, 09:25 pm
ସମ୍ବିଧାନ ଦିବସ ଉପଲକ୍ଷେ ଆଜି ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଭାରତୀୟ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଛି।ସମ୍ବିଧାନ ଦିବସରେ ଭାରତର ସମ୍ବିଧାନ ନିର୍ମାତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
November 26th, 10:15 am
ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସମ୍ବିଧାନ ନିର୍ମାତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏଥିସହ ସହ ସେମାନଙ୍କ ଦୂରଦୃଷ୍ଟି ଓ ଦୂରଦର୍ଶିତାକୁ ସ୍ୱୀକାର କରିଛନ୍ତି,ଯାହାକି ବିକଶିତ ଭାରତ ଗଠନ ପାଇଁ ସମଗ୍ର ରାଷ୍ଟ୍ରକୁ ସାମୂହିକ ପ୍ରଚେଷ୍ଟା ଦିଗରେ ପ୍ରେରଣା ଦେଉଛି ।26 ନଭେମ୍ବରରେ ସମ୍ବିଧାନ ସଦନର କେନ୍ଦ୍ରୀୟ କକ୍ଷରେ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 25th, 04:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 26 ନଭେମ୍ବର ପୂର୍ବାହ୍ନ ପ୍ରାୟ 11ଟାରେ ସମ୍ବିଧାନ ସଦନର କେନ୍ଦ୍ରୀୟ କକ୍ଷରେ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ। ଚଳିତ ବର୍ଷ ସମ୍ବିଧାନ ଗୃହୀତ ହେବାର 76ତମ ବର୍ଷପୂର୍ତ୍ତି ପାଳନ କରାଯାଉଛି।AAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”ସମ୍ବିଧାନ ହେଉଛି ଆମର ମାର୍ଗଦର୍ଶକ :ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
December 29th, 11:30 am
ମନ୍ କୀ ବାତ୍ ର ଏହି ଏପିସୋଡ୍ ରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବିଧାନର 75ତମ ବାର୍ଷିକୀ ଏବଂ ପ୍ରୟାଗରାଜରେ ମହାକୁମ୍ଭ ପାଇଁ ପ୍ରସ୍ତୁତି ସମେତ ଭାରତର ସଫଳତା ବିଷୟରେ ପ୍ରତିଫଳନ କରିଥିଲେ। ବସ୍ତର ଅଲିମ୍ପିକ୍ସର ସଫଳତାକୁ ସେ ପ୍ରଶଂସା କରିବା ସହ ମ୍ୟାଲେରିଆ ନିରାକରଣ ଏବଂ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ କର୍କଟ ଚିକିତ୍ସା କ୍ଷେତ୍ରରେ ଅଗ୍ରଗତି ଭଳି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ସଫଳତା ଉପରେ ଆଲୋକପାତ କରିଥିଲେ । ଏହାବ୍ୟତୀତ ଓଡ଼ିଶାର କଳାହାଣ୍ଡିରେ ହୋଇଥିବା କୃଷି ପରିବର୍ତ୍ତନକୁ ସେ ପ୍ରଶଂସା କରିଥିଲେ।"ତିନୋଟି ନୂତନ ଅପରାଧିକ ଆଇନ"ର ସଫଳ ରୂପାୟନକୁ ଦେଶକୁ ସମର୍ପଣ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 03rd, 12:15 pm
ଚଣ୍ଡିଗଡ଼ ଆସିବା ପରେ ମୋତେ ଲାଗୁଛି ମୁଁ ମୋ ପ୍ରିୟଜନଙ୍କ ମଧ୍ୟକୁ ଆସିଯାଇଛି । ଚଣ୍ଡିଗଡ଼ର ପରିଚୟ ଶକ୍ତି-ସ୍ୱରୂପା ମାଚଣ୍ଡିକାଙ୍କ ନାମ ସହିତ ଯୋଡି ହୋଇଛି । ମା’ଚଣ୍ଡି, ଅର୍ଥାତ୍ ଶକ୍ତିର ସେହି ସ୍ୱରୂପ ଯାହା ଦ୍ୱାରା ସତ୍ୟ ଓ ନ୍ୟାୟ ପ୍ରତିଷ୍ଠିତ ହୋଇଥାଏ । ଏହା ଭାବନା ଭାରତୀୟ ନ୍ୟାୟ ସଂହିତା, ନାଗରିକ ସୁରକ୍ଷା ସଂହିତାର ସମ୍ପୂର୍ଣ୍ଣ ପ୍ରାରୁପର ଆଧାର ମଧ୍ୟ ଅଟେ । ବିକଶିତ ଭାରତର ସଂକଳ୍ପ ନେଇ ଏମିତି ସମୟରେ ଦେଶ ଆଗକୁ ବଢ଼ୁଛି, ଯେତେବେଳେ ବେଳେ ସମ୍ବିଧାନର ୭୫ ବର୍ଷ ବିତିଗଲାଣି... ତା'ପରେ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା ପ୍ରଭାବ ଆରମ୍ଭ ହେବା, ତାହାର ପ୍ରଭାବରେ ଆସିବା ଏହା ଏକ ବହୁତ ବଡ ପ୍ରାରମ୍ଭ । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ରେ ପରିକଳ୍ପନା କରାଯାଇଥିବା ଆଦର୍ଶକୁ ପୂରଣ କରିବା ପାଇଁ ଏହା ଏକ ସମନ୍ୱିତ ପ୍ରୟାସ । ଏହି ଆଇନଗୁଡ଼ିକ କିପରି କାର୍ଯ୍ୟକାରୀ ହେବ ତାହାର ଲାଇଭ୍ ଡେମୋ ଦେଖୁଥିଲି। ଏବଂ ମୁଁ ଏଠାରେ ସମସ୍ତଙ୍କୁ ଅନୁରୋଧ କରୁଛି ଯେ ସେମାନେ ସମୟ ବାହାର କରନ୍ତୁ ଏବଂ ଏହି ଲାଇଭ୍ ଡେମୋକୁ ନିଶ୍ଚିତ ଦେଖନ୍ତୁ । ଆଇନର ଛାତ୍ରଛାତ୍ରୀମାନେ, ବାରର ସାଥିମାନେ ଦେଖନ୍ତୁ, ନ୍ୟାୟପାଳିକାର ସାଥିମାନଙ୍କୁ ଯଦି ସୁବିଧା ହେବ, ସେମାନେ ମଧ୍ୟ ଦେଖନ୍ତୁ, ଏହି ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଭାରତୀୟ ନ୍ୟାୟ ସଂହିତା, ନାଗରିକ ସଂହିତାର ଲାଗୁ ହେବା ପାଇଁ ଶୁଭେଚ୍ଛା ଜଣାଉଛି। ଏବଂ ମୁଁ ଚଣ୍ଡିଗଡ଼ ପ୍ରଶାସନ ସହ ଜଡିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 03rd, 11:47 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚଣ୍ଡିଗଡ଼ଠାରେ ତିନୋଟି ରୂପାନ୍ତରିତ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ସମବେତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଚଣ୍ଡିଗଡ଼ର ପରିଚୟ ଦେବୀ ମା' ଚଣ୍ଡୀଙ୍କ ସହ ଜଡ଼ିତ, ଯିଏ ସତ୍ୟ ଓ ନ୍ୟାୟ ପ୍ରତିଷ୍ଠା କରୁଥିବା ଶକ୍ତିର ଏକ ରୂପ । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମାନ ଦର୍ଶନ ଭାରତୀୟ ନ୍ୟାୟ ସଂହିତା ଏବଂ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ସମଗ୍ର ଫର୍ମାଟର ଆଧାର ଥିଲା । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତୀୟ ସମ୍ବିଧାନର ଭାବନାରେ ଅନୁପ୍ରାଣିତ ହୋଇ ଭାରତୀୟ ନ୍ୟାୟ ସଂହିତା କାର୍ଯ୍ୟକାରୀ ହେବା ଏକ ଚମତ୍କାର ମୁହୂର୍ତ୍ତ, କାରଣ ଦେଶ ବିକଶିତ ଭାରତର ସଂକଳ୍ପ ସହିତ ଭାରତୀୟ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଗକୁ ବଢ଼ିବାର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ରହିଛି । ଦେଶର ନାଗରିକଙ୍କ ପାଇଁ ଆମ ସମ୍ବିଧାନ ଯେଉଁ ଆଦର୍ଶର ପରିକଳ୍ପନା କରିଛି ତାହାକୁ ପୂରଣ କରିବା ଦିଗରେ ଏହା ଏକ ଠୋସ୍ ପ୍ରୟାସ ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହାର ସିଧା ପ୍ରଦର୍ଶନ ଦ୍ୱାରା କିପରି ଆଇନ କାର୍ଯ୍ୟକାରୀ ହେବ ତାହାର ଝଲକ ସେ ନିକଟରେ ପାଇଛନ୍ତି। ଏହି ଆଇନର ସିଧା ପ୍ରଦର୍ଶନ ପରିଦର୍ଶନ କରିବାକୁ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନ ଅବସରରେ ସେ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଚଣ୍ଡିଗଡ଼ ପ୍ରଶାସନର ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ସମ୍ବିଧାନ ଦିବସରେ ସମ୍ବିଧାନ ପ୍ରସ୍ତାବନା ପାଠକଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ
November 26th, 08:17 pm
ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ରଙ୍କ ସମେତ ପିଏମଓର ଅନ୍ୟ ଅଧିକାରୀ ଓ ଅଧିକାରୀମାନେ ଆଜି ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 08:15 pm
ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 26th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶାସନିକ ଭବନ ଠାରେ ଆୟୋଜିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରଧାନ ବିଚାରପତି ଶ୍ରୀ ସଞ୍ଜୀବ ଖନ୍ନା, ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଶ୍ରୀ ବି. ଆର. ଗାଭାଇ ଏବଂ ବିଚାରପତି ଶ୍ରୀ ସୂର୍ଯ୍ୟକାନ୍ତ, ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ, ଭାରତର ଆଟର୍ଣ୍ଣି ଜେନେରାଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।ସମ୍ବିଧାନ ସଦନରେ ସମ୍ବିଧାନ ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ
November 26th, 02:46 pm
ସମ୍ବିଧାନ ସଦନରେ ସମ୍ବିଧାନ ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଂଶ ଗ୍ରହଣ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଜ୍ଞାନବର୍ଦ୍ଧକ ଦର୍ଶାଇ ପ୍ରଶଂସା କରିଛନ୍ତି ।ସମ୍ବିଧାନ ଦିବସ ଓ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 26th, 09:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ନଭେମ୍ବର ୨୬ରେ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 25th, 08:11 pm
ଭାରତୀୟ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨୬ ତାରିଖ ଅପରାହ୍ଣ ପ୍ରାୟ ୫ଟାରେ ସୁପ୍ରିମକୋର୍ଟର ପ୍ରଶାସନିକ ଭବନ ପରିସରରେ ଆୟୋଜିତ ସମ୍ବିଧାନ ଦିବସ ସମାରୋହରେ ଯୋଗଦେବେ । ସେ ଭାରତୀୟ ନ୍ୟାୟପାଳିକାର ବାର୍ଷିକ ରିପୋର୍ଟ (୨୦୨୩-୨୪) ଉନ୍ମୋଚନ କରିବେ। ଏହି ଅବସରରେ ସେ ଏକ ସମାବେଶକୁ ସମ୍ବୋଧିତ କରିବେ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
July 03rd, 12:45 pm
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ଜଣାଇବା ପାଇଁ ମୁଁ ମଧ୍ୟ ଏହି ଆଲୋଚନାରେ ଯୋଗ ଦେଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶବାସୀଙ୍କ ପାଇଁ ପ୍ରେରଣା ଥିଲା, ପ୍ରୋତ୍ସାହନ ମଧ୍ୟ ମିଳିଥିଲା ଏବଂ ଏକ ପ୍ରକାରରେ ସତ୍ୟର ମାର୍ଗକୁ ପୁରସ୍କୃତ ମଧ୍ୟ କରାଯାଇଥିଲା ।