Daman has become a living example of Mini India: PM Modi
June 05th, 07:20 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman
June 05th, 07:15 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.୫୬୫୯.୨୨ କୋଟି ଟଙ୍କା ବ୍ୟୟବରାଦ ସହିତ “କପା ଉତ୍ପାଦନ ମିଶନ”କୁ କ୍ୟାବିନେଟ ଅନୁମୋଦନ
May 05th, 06:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ କପା ଉତ୍ପାଦନ ମିଶନ ଘୋଣା କରିଛନ୍ତି । ୫୬୫୯.୨୨ କୋଟି ଟଙ୍କା ବ୍ୟୟବରାଦ ସହିତ ଏହି ମିଶନ ୨୦୨୬-୨୭ ରୁ ୨୦୩୦-୩୧ ମଧ୍ୟରେ କାର୍ଯ୍ୟକାରୀ ହେବ । ଏହା ଭାରତର କପା କ୍ଷେତ୍ରରେ ରହିଥିବା ପ୍ରତିବନ୍ଧକ, ନିମ୍ନଗାମୀ ଅଭିବୃଦ୍ଧି ଏବଂ ଗୁଣାତ୍ମକ ମାନକୁ ନେଇ ରହିଥିବା ସମସ୍ୟା ଦୂରଣ କରିବ ।ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟି ଟଙ୍କାର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍
March 18th, 04:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ୨୦୨୩-୨୪ କପା ଋତୁ ପାଇଁ ଭାରତୀୟ କପା ନିଗମ (ସିସିଆଇ) ଲାଗି ୧,୭୧୮.୫୬ କୋଟି ଟଙ୍କାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ପାଣ୍ଠିକୁ ଅନୁମୋଦନ କରିଛି। କୃଷକ କଲ୍ୟାଣକୁ ସୁଦୃଢ଼ କରିବା ଏବଂ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣକୁ ଆଗକୁ ବଢ଼ାଇବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ପାଣ୍ଠିର ଲକ୍ଷ୍ୟ ହେଉଛି ସାରା ଦେଶରେ କପା ଚାଷୀମାନଙ୍କୁ ପ୍ରତ୍ୟକ୍ଷ ମୂଲ୍ୟ ସହାୟତା ପ୍ରଦାନ କରିବା।Important to maintain the authenticity of handloom craftsmanship in the age of technology: PM at Bharat Tex
February 16th, 04:15 pm
PM Modi, while addressing Bharat Tex 2025 at Bharat Mandapam, highlighted India’s rich textile heritage and its growing global presence. With participation from 120+ countries, he emphasized innovation, sustainability, and investment in the sector. He urged startups to explore new opportunities, promoted skill development, and stressed the fusion of tradition with modern fashion to drive the industry forward.ଭାରତ ଟେକ୍ସ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 16th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଭାରତ ଟେକ୍ସ ୨୦୨୫କୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ବି ସେ ବୁଲି ଦେଖିଥିଲେ । ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଟେକ୍ସ ୨୦୨୫ରେ ସମସ୍ତଙ୍କୁ ସ୍ୱାଗତ କରିବା ସହ କହିଥିଲେ ଯେ ଆଜି ଭାରତ ମଣ୍ଡପମ୍ ଭାରତ ଟେକ୍ସର ଦ୍ୱିତୀୟ ସଂସ୍କରଣ ଦେଖୁଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଏହି କାର୍ଯ୍ୟକ୍ରମ ଆମର ଐତିହ୍ୟ ତଥା ବିକଶିତ ଭାରତର ସମ୍ଭାବନାର ଝଲକ ଦେଇଛି, ଯାହା କି ଭାରତ ପାଇଁ ଗର୍ବର ବିଷୟ । ଭାରତ ଟେକ୍ସ ବର୍ତ୍ତମାନ ଏକ ମେଗା ବିଶ୍ବ ବୟନଶିଳ୍ପ ସମାରୋହରେ ପରିଣତ ହେଉଛି, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ମୂଲ୍ୟ ଶୃଙ୍ଖଳାର ସ୍ପେକ୍ଟ୍ରମ୍ ସହ ଜଡ଼ିତ ସମସ୍ତ ୧୨ଟି କ୍ଷେତ୍ର ଏଥର ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏଥିରେ ଆସେସୋରିଜ, ପୋଷାକ, ଯନ୍ତ୍ରପାତି, ରାସାୟନିକ ପଦାର୍ଥ ଓ ରଙ୍ଗର ପ୍ରଦର୍ଶନୀ ମଧ୍ୟ ରହିଛି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ ଭାରତ ଟେକ୍ସ ସମଗ୍ର ବିଶ୍ୱର ନୀତି ନିର୍ଧାରକ, ସିଇଓ ଏବଂ ଶିଳ୍ପ ନେତାମାନଙ୍କ ପାଇଁ ଯୋଗାଯୋଗ, ସହଯୋଗ ଏବଂ ଭାଗିଦାରୀ ପାଇଁ ଏକ ଶକ୍ତିଶାଳୀ ପ୍ଲାଟଫର୍ମ ପାଲଟିଛି । ଏହି କାର୍ଯ୍ୟକ୍ରମ ଆୟୋଜନରେ ସମ୍ପୃକ୍ତ ସମସ୍ତ ଅଂଶୀଦାରଙ୍କ ଉଦ୍ୟମକୁ ସେ ପ୍ରଶଂସା କରିଥିଲେ।ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 03rd, 09:35 am
କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
August 03rd, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।I guarantee that in next few years, we will make India third largest economy in the world: PM Modi
March 05th, 12:00 pm
Addressing a massive crowd in Telangana’s Sangareddy, Prime Minister Narendra Modi said, “I had told you that together we will take India to new heights worldwide. Today, you can see how India is touching new heights, becoming a ray of hope globally. I had told you that India will write a new chapter in economic development. This promise has also been fulfilled - this is Modi Ki Guarantee.”PM Modi addresses a public meeting in Sangareddy, Telangana
March 05th, 11:45 am
Addressing a massive crowd in Telangana’s Sangareddy, Prime Minister Narendra Modi said, “I had told you that together we will take India to new heights worldwide. Today, you can see how India is touching new heights, becoming a ray of hope globally. I had told you that India will write a new chapter in economic development. This promise has also been fulfilled - this is Modi Ki Guarantee.”ବୟନ ଶିଳ୍ପ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ମଞ୍ଜୁର କଲେ ସରକାର
September 08th, 02:49 pm
ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ‘ଆତ୍ମନିର୍ଭର ଭାରତ’ ସଂକଳ୍ପକୁ ସାକାର କରିବା ଦିଗରେ ଆଉ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ମୋଟ ୧୦,୬୮୩ କୋଟି ଟଙ୍କାର ବଜେଟ ବ୍ୟୟବରାଦ ସହିତ ଏମଏମଏଫ ପୋଷାକ, ଏମଏମଏଫ କପଡ଼ା ଏବଂ ବୈଷୟିକ ବସ୍ତ୍ରର ୧୦ଟି ଖଣ୍ଡ/ଉତ୍ପାଦ ନିମନ୍ତେ ବୟନ ଶିଳ୍ପ କ୍ଷେତ୍ର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ସରକାର ମଞ୍ଜୁର କରିଛନ୍ତି। ବୟନ ଶିଳ୍ପ କ୍ଷେତ୍ର ପାଇଁ ସରକାର ପିଏଲଆଇ ଯୋଜନା ସହିତ ଆରଓଏସସିଟିଏଲ, ଆରଓଡିଟିଇପି ଏବଂ ଅନ୍ୟାନ୍ୟ ପ୍ରୋତ୍ସାହନ ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତିଦ୍ବନ୍ଦ୍ବିତା ମୂଳକ ମୂଲ୍ୟରେ କଞ୍ଚାମାଲ ଉପଲବ୍ଧ କରାଇବା, କୌଶଳ ବିକାଶ, ଆଦି ଦ୍ୱାରା ବୟନ ଶିଳ୍ପ ଉତ୍ପାଦନ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ମଧ୍ୟ ହେବ।ସର୍ବନିମ୍ନ ସମର୍ଥନ ମୂଲ୍ୟ ସମ୍ପର୍କରେ କଂଗ୍ରେସ ମିଛ ଏବଂ ମିଥ୍ୟା ପ୍ରଚାର କରୁଛି :ପ୍ରଧାନମନ୍ତ୍ରୀ ମୋଦୀ
July 11th, 02:21 pm
ପଞ୍ଜାବର ମାଲାଉଟରେ ଏକ ବିଶାଳ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଦଳ ଉପରେ ସମାଲୋଚନା କରି କୃଷକମାନଙ୍କ କଲ୍ୟାଣ ବିଷୟରେ ସେମାନଙ୍କ ଅଣଦେଖାକୁ ନେଇ କଂଗ୍ରେସକୁ ଦୋଷାରୋପ କରିଛନ୍ତି । ପ୍ରଧାନମନ୍ତ୍ରୀ କଂଗ୍ରେସର ସମାଲୋଚନା କରି କହିଛନ୍ତି ଯେ କଂଗ୍ରେସ 70 ବର୍ଷ ପର୍ଯ୍ୟନ୍ତ କୃଷକମାନଙ୍କୁ ଭୋଟ ବ୍ୟାଙ୍କ ରୂପେ ବ୍ୟବହାର କରି,ସେମାନଙ୍କୁ ଧୋଖା ଦେଇଛି । ଏବଂ କଂଗ୍ରେସକୁ କେବଳ ଏକ ସ୍ୱତନ୍ତ୍ର ପରିବାର ଏବଂ ସେମାନଙ୍କ ସୁଖସୁବିଧାର ଚିନ୍ତା ଥିଲା ।ପ୍ରଧାନମନ୍ତ୍ରୀ ମୋଦୀ ପଞ୍ଜାବରେ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିଛନ୍ତି
July 11th, 02:20 pm
ପଞ୍ଜାବର ମାଲାଉଟରେ ଏକ ବିଶାଳ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସ ଦଳ ଉପରେ ସମାଲୋଚନା କରି କୃଷକମାନଙ୍କ କଲ୍ୟାଣ ବିଷୟରେ ସେମାନଙ୍କ ଅଣଦେଖାକୁ ନେଇ କଂଗ୍ରେସକୁ ଦୋଷାରୋପ କରିଛନ୍ତି । ପ୍ରଧାନମନ୍ତ୍ରୀ କଂଗ୍ରେସର ସମାଲୋଚନା କରି କହିଛନ୍ତି ଯେ କଂଗ୍ରେସ 70 ବର୍ଷ ପର୍ଯ୍ୟନ୍ତ କୃଷକମାନଙ୍କୁ ଭୋଟ ବ୍ୟାଙ୍କ ରୂପେ ବ୍ୟବହାର କରି,ସେମାନଙ୍କୁ ଧୋଖା ଦେଇଛି । ଏବଂ କଂଗ୍ରେସକୁ କେବଳ ଏକ ସ୍ୱତନ୍ତ୍ର ପରିବାର ଏବଂ ସେମାନଙ୍କ ସୁଖସୁବିଧାର ଚିନ୍ତା ଥିଲା ।କେବିନେଟ ବର୍ଷ 2018-19 ଋତୁର ଖରିଫ ଫସଲ ପାଇଁ ଏମଏସପିରେ ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି
July 04th, 02:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେବିନେଟ ବୈଠକ କୃଷକମାନଙ୍କ ଆୟକୁ ଅଧିକ ପ୍ରୋତ୍ସାହନ ଦେଇ ବର୍ଷ 2018-19 ପାଇଁ ସମସ୍ତ ଖରିଫ ଫସଲର ସର୍ବନିମ୍ନ ସମର୍ଥନ ମୂଲ୍ୟ (ଏମଏସପି) ରେ ବୃଦ୍ଧିକୁ ମଞ୍ଜୁରୀ ଦେଇଛନ୍ତି ।ଆଧୁନିକ ,ପ୍ରଗତିଶୀଳ ଏବଂ ବିକଶିତ କର୍ଣ୍ଣାଟକ ବିଜେପିର ଭିଜନ :ପ୍ରଧାନମନ୍ତ୍ରୀ ମୋଦୀ
May 05th, 12:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର କର୍ଣ୍ଣାଟକରେ ଚାରୋଟି ଜନସଭାକୁ ସମ୍ବୋଧିତ କରିଛନ୍ତି । ତୁମକୁରୁ ,ଗଡଙ୍ଗ ଏବଂ ଶିବମୋଗା ଏବଂ ମାଙ୍ଗାଲୁରୁରେ ହୋଇଥିବା ଏହି ଜନସଭାରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ଶୁଣିବା ପାଇଁ ଭାରି ଭିଡ଼ ଜମିଥିଲା ଯେଉଁଥିରେ ମହିଳା ଏବଂ ଯୁବାଙ୍କ ସଂଖ୍ୟା ମଧ୍ୟ ଅଧିକ ଥିଲା ।କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
February 27th, 05:01 pm
କର୍ଣ୍ଣାଟକର ଦବାନଗେରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଖରାପ ପ୍ରଶାସନ ଲାଗି କଂଗ୍ରେସ ସରକାରକୁ ନିନ୍ଦା କରିଥିଲେ ଏବଂ କହିଲେ ଯେ ଆଗାମୀ ନିର୍ବାଚନରେ କଂଗ୍ରେସର ପରାଜୟ ନିଶ୍ଚିତ । ସେ କହିଲେ ,''କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି । ''କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
February 27th, 05:00 pm
କର୍ଣ୍ଣାଟକର ଦବାନଗେରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ଖରାପ ପ୍ରଶାସନ ଲାଗି କଂଗ୍ରେସ ସରକାରକୁ ନିନ୍ଦା କରିଥିଲେ ଏବଂ କହିଲେ ଯେ ଆଗାମୀ ନିର୍ବାଚନରେ କଂଗ୍ରେସର ପରାଜୟ ନିଶ୍ଚିତ । ସେ କହିଲେ ,''କର୍ଣ୍ଣାଟକରେ ସମାଜର ସମସ୍ତ ବର୍ଗ କଂଗ୍ରେସ ସରକାରଙ୍କ ଉପରେ ଖୁସି ନାହାଁନ୍ତି । ''125 crore Indians are our high command, says PM Narendra Modi
December 04th, 08:05 pm
Prime Minister Narendra Modi today attacked the Congress party for defaming Gujarat. He said that Congress cannot tolerate or accept leaders from Gujarat and hence always displayed displeasure towards them and the people of the state.